ଆମ ଜିଲା ଖବର

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା ହେବ ବୋଲି କୁହାଯାଇଥିଲା। କିନ୍ତୁ ଏହା ପୂର୍ବରୁ ଧାନ ବେପାରୀ (ଦଲାଲ)...

ବାଲିଗୁଡ଼ା ପୋଲିସର ଅବକାରୀ ଧରପଗଡ଼:  ୫ ମଦବେପାରୀ, ୪ ନିଶାସକ୍ତ ଚାଳକ ଗିରଫ

ବାଲିଗୁଡା,୫ା୧୨(ଡି.ଏନ୍‌.ଏ.)-ବାଲିଗୁଡା ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ବେଆଇନ ମହୁଲି ମଦ କାରବାର କରୁଥିବା ୫ ଜଣକୁ ଗିରଫ କରିବା ସହ ୪ ନିଶାସକ୍ତ ଗାଡି ଚାଳକଙ୍କୁ ଗିରଫ କରି କୋର୍ଟ ଚାଲଣ କରିଛି। ଗିରଫ ମଦ ବେପାରୀମାନେ ହେଲେ...

୨୬ କି.ମି. ଚାଲିଲେ ୫୪ ଛାତ୍ର

ତୁମୁଡିବନ୍ଧ,୫ା୧୨(ଡି.ଏନ୍‌.ଏ.)- ଦୀର୍ଘଦିନଧରି ଶିକ୍ଷକ ପଦବୀ ପୂରଣ ହେଲାନି, ପାଠ ପଢାରେ ବହୁ ଅସୁବିଧା ହେଲା, ଶେଷରେ ଛାତ୍ରମାନେ ପାହାଡ଼ ପର୍ବତ ଘେରା ୨୬ କି.ମି. ରାସ୍ତା ଚାଲିଚାଲି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ପ୍ରଶାସନକୁ ଗୁହାରି ଜଣାଇଲେ। ଏପରି ଏକ ଅଭାନୀୟ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ବସ୍‌ ଚାଳକ ଅଟକ

ଦାରିଙ୍ଗବାଡ଼ି,୫।୧୨(ଡି.ଏନ.ଏ)-ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଘରୋଇ ବସ୍‌ ଚାଳକଙ୍କ ଆକ୍ରମଣରେ ଗ୍ରାମର ମହାଦେବ ମାଝୀ ଗୁରୁତର ଆହତ ହୋଇଛନ୍ତି। ବୁଧବାର ପୂର୍ବାହ୍ନରେ ମହାଦେବ ତାଙ୍କ ୨ ଭାଇଙ୍କ ସହ ଦାରିଙ୍ଗବାଡ଼ି ଥାନାକୁ ଅଭିଯୋଗ କରିବାକୁ...

ମଧ୍ୟପ୍ରଦେଶରେ ନାବାଳିକା ବଳାତ୍କାର ମାମଲା: ଗୋଳାବନ୍ଧରୁ ଯୁବକଙ୍କୁ ଉଠାଇନେଲା ପୋଲିସ

ଗୋପାଳପୁର,୫ା୧୨-ଗତ କିଛିଦିନ ହେଲା ଦେଶରେ ବଳାତ୍କାର ବଢ଼ି ଚାଲିଛି। ପୋଲିସ ତଦନ୍ତରେ ଢିଲା ଯୋଗୁ ବିଭିନ୍ନ ସମୟରେ ଅପରାଧୀ ସହଜରେ ଖସି ଯାଉଛନ୍ତି। ମଧ୍ୟପ୍ରଦେଶରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ବୁଧବାର ସନ୍ଧ୍ୟାରେ ଗୋଳାବନ୍ଧ ଅଞ୍ଚଳରୁ ଜଣେ ଯୁବକଙ୍କୁ ପୋଲିସ...

ନିଖୋଜ ଯୁବକଙ୍କ କଙ୍କାଳ ଉଦ୍ଧାର

ଆସିକା,୫ା୧୨(ଡି.ଏନ୍‌.ଏ.)-ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମର ହାଇସ୍କୁଲ ପଛପାର୍ଶ୍ୱ ଧାନ ବିଲରୁ ବୁଧବାର ଅପରାହ୍ନରେ ପୋଲିସ ଏକ କଙ୍କାଳ ଉଦ୍ଧାର କରିଛି। ସେହି ସ୍ଥାନରେ ପଡିଥିବା ପ୍ୟାଣ୍ଟସାର୍ଟ ଓ ଆଧାର କାର୍ଡ ସହ ଫଟୋ ଏବଂ ଏକ ପକେଟଖାତାରୁ ମୃତକ...

ମାଷ୍ଟର ମାଇଣ୍ଡଙ୍କ ସମେତ ୩ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର ଅଫିସ/ଦିଗପହଣ୍ଡି, ୫ା୧୨(ଡି.ଏନ.ଏ.)-ବ୍ରହ୍ମପୁର ଅବକାରୀ ବିଭାଗ ଷ୍ଟ୍ରାଇକିଂ ଫୋର୍ସ ଓ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ବୁଧବାର ଦିଗପହଣ୍ଡି ଥାନା ଡେଙ୍ଗାଓସ୍ତା-ଭୀଷ୍ମଗିରି ଛକ କପିଳେଶ୍ୱର ମାର୍କେଟ କମ୍ପ୍ଲେକ୍ସରେ ଥିବା ସ୍ବାଧୀନ ହୋମିଓପାଥି ଦୋକାନରୁ ୫ପେଟିରେ ଥିବା ପ୍ରାୟ ୧୨୦ନକଲି ବିଦେଶୀ...

ନାବାଳିକା ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୫ା୧୨-ଗଞ୍ଜାମ ଜିଲା ଅତିରିକ୍ତ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ଜଗଦୀଶ ପ୍ରସାଦ ମହାନ୍ତି ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସେ ଅଭିଯୁକ୍ତ ଶରତ ସାହୁଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ...

ଓଡ଼ିଶା ବାସ୍କେଟବଲ୍‌ ଦଳରେ ଗଞ୍ଜାମର ୩ ଝିଅ

ବ୍ରହ୍ମପୁର ଅଫିସ୍‌,୫ା୧୨: ମହାରାଷ୍ଟ୍ରର ସତ୍‌ରାରେ ଆସନ୍ତା ୧୧ରୁ ୧୪ତାରିଖ ପର୍ଯ୍ୟନ୍ତ ୬୫ତମ ଜାତୀୟ ସ୍କୁଲ ଗେମ୍‌ସ(୧୭ବର୍ଷରୁ କମ୍‌) ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ ଭାଗନେବା ପାଇଁ ଓଡ଼ିଶା ବାଳିକା ବାସ୍କେଟବଲ୍‌ ଦଳ ଚୟନ ହୋଇଯାଇଛି। ଦଳରେ ଗଞ୍ଜାମର ୩...

ମୁକୁଳିଲେ ୪୨ ନିର୍ଯାତିତ ଦାଦନ: ଖାଦ୍ୟ କି ଦରମା ମିଳୁ ନ ଥିଲା

ବ୍ରହ୍ମପୁର ଅଫିସ୍‌,୫ା୧୨-କର୍ନାଟକରେ ୩ ମାସ ହେଲା ଦରମା କିମ୍ବା ଖାଦ୍ୟ ନ ପାଇ ନିର୍ଯାତିତ ହେଉଥିବା ୪୨ ଶ୍ରମିକ ନିଜସ୍ବ ଉଦ୍ୟମରେ ଘରକୁ ଫେରିଛନ୍ତି। ମଙ୍ଗଳବାର ରାତିରେ ଏକ ଟ୍ରେନ୍‌ରେ ବ୍ରହ୍ମପୁରରେ ପହଞ୍ଚିଥିଲେ। ବୁଧବାର ଶ୍ରମ ଅଧିକାରୀଙ୍କୁ ସାକ୍ଷାତ କରି...

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ ଥିବା ଜଣାଯାଇଛି। ଫଳରେ ଚାଷ ଓ ଚାଷୀ ଉଭୟ ପ୍ରଭାବିତ ହୋଇଥିବା ଦେଖିବାକୁ...

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି ବୈତରଣୀକୁ ଅନେକ ଭକ୍ତିର ସହ ପ୍ରଣାମ କରୁଥିବାବେଳେ ଏହା ଧାମରା ନିକଟରେ ବଙ୍ଗୋପସାଗରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri