ଝଡ଼ ଆଳରେ ଶତାଧିକ ଗଛ କାଟିନେଲେ ଗ୍ରାମବାସୀ
ଖଇରା,୨୨।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମ ନିଟଟସ୍ଥ ଗୋରୁହାଟ ଚାଲୁଥିବା ଗ୍ରାମ୍ୟ ଜଙ୍ଗଲରୁ ନିକଟସ୍ଥ ଗ୍ରାମବାସୀମାନେ ବୁଧବାର ରାତିରେ ଶହ ଶହ ସଂଖ୍ୟାର ଗଛ କାଟି ନେଇଛନ୍ତି। ଯାହାର ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ଗୁରୁବାର…
ଦୁର୍ଘଟଣାରେ ସୁରଙ୍ଗି ଫରେଷ୍ଟର ମୃତ
ପାତ୍ରପୁର,୨୨ା୫(ଡି.ଏନ୍.ଏ.)- ଜରଡ଼ା ଥାନା ଅଧିନ ସୁରଙ୍ଗି ଫରେଷ୍ଟର୍ ଶିବ ବେହେରାଙ୍କର ଗୁରୁବାର ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପଙ୍କାଳ ନିକଟ ନର୍ସରୀକୁ ଯାଇ ମଧ୍ୟାହ୍ନରେ ଫେରିବାବେଳେ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ପାତ୍ରପୁର…
୩ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ, ବିଭାଗୀୟ କନିଷ୍ଠଯନ୍ତ୍ରୀଙ୍କୁ ଦାବିପତ୍ର
ପାଟପୁର,୨୨ା୫- ସାନଖେମୁଣ୍ଡି ବ୍ଲକ ପଟିଗୁଡା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ୩ ବର୍ଷ ହେଲା ପାନୀୟଜଳ ପ୍ରକଳ୍ପ ଅଚଳ ହୋଇ ପଡିଛି। ଫଳରେ ଗ୍ରାମବାସୀ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ପୋଖରୀ ଓ ଭଙ୍ଗା ନଳକୂପରୁ ପାଣି ସଂଗ୍ରହ କରି ବ୍ୟବହାର…
ଜଙ୍ଗଲରୁ ୬ ଜୁଆଡି ଗିରଫ
ଭଞ୍ଜନଗର,୨୨।୫(ଡି.ଏନ୍.ଏ.)- ତାରସିଂ ପୋଲିସ ଗୁରୁବାର ଲେମ୍ବେଇ ନିକଟସ୍ଥ ଜଙ୍ଗଲରେ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରି ସେମାନଙ୍କ ୯ ହଜାର ୨୬୦ ଟଙ୍କା, ୬ଟି ବାଇକ୍ ସମେତ ଅନ୍ୟାନ୍ୟ ଜିନିଷ ଜବତ କରିଛି। ଉକ୍ତ ଜଙ୍ଗଲରେ ଜୁଆଖେଳ ଚାଲିଥିବା ବେଳେ…
ଅନ୍ତେବାସୀ ମହିଳାଙ୍କୁ ସରପଞ୍ଚ ଦେଲେ ସାବିତ୍ରୀ ଭାର
ଭଞ୍ଜନଗର,୨୨ା୫(ଡି.ଏନ.ଏ)- ରାତି ପାହିଲେ ସାବିତ୍ରୀ ବ୍ରତ। ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟଶଇନ୍ ସେଣ୍ଟରରେ ବହୁ ମହିଳା ଅଛନ୍ତି। କ୍ୱାରାଣ୍ଟାଇନ୍ ସେଣ୍ଟର ଅଞ୍ଚଳରେ ୧୪୪ ଧାରା ଲାଗୁ ହୋଇଥିବାରୁ ସେଠାକୁ ବାହାର ଜିନିଷି ପ୍ରାୟ ଯାଇ ପାରୁନାହିଁ। ଫଳରେ ସେଠାରେ ଥିବା ବିବାହିତ…
ସରକାର ଦେଉଛନ୍ତି, ପ୍ରଶାସନ ଦେଉନି
ଅନୁଗୋଳ ଅଫିସ, ୨୨।୫ କରୋନା ମୁକାବିଲା ପାଇଁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବହୁ ପୂର୍ବରୁ ପ୍ରସ୍ତୁତି କରାଯାଇଥିଲା। ଘନ ଘନ ବୈଠକ ସହ କି କି ପଦକ୍ଷେପ ନିଆଯିବ ସେ ନେଇ ଯୋଜନା ପରେ ଯୋଜନା ହୋଇଥିଲା। ତାଳଚେରଠାରେ କୋଭିଡ୍-୧୯…
ପ୍ରକଳ୍ପ କାମ ନିମ୍ନମାନର
ପରଜଙ୍ଗ, ୨୨।୫(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କୁମୁସୀ ପଞ୍ଚାୟତ ଅଧୀନ ଅଁଳାକଟା ଗ୍ରାମରେ ବସୁଧା ଯୋଜନାରେ ଚାଲିଥିବା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ନିମ୍ନମାନର ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ସେମାନେ ଜିଲାପାଳଙ୍କୁ ଲିଖିତ…
ଅନୁଗୋଳରେ ଅଟକିଲେ ୩୨ ଶ୍ରମିକ
ଅନୁଗୋଳ ଅଫିସ, ୨୨।୫ ବାହାର ରାଜ୍ୟରୁ ଓଡ଼ିଶା ଫେରୁଥିବା ୩୨ ଶ୍ରମିକ ଗୁରୁବାର ଅନୁଗୋଳ ଜିଲାରେ ଅଟକି ଯାଇଛନ୍ତି। ବରଗଡ଼ରୁ ଏକ ଟ୍ରକ୍ରେ ଅନୁଗୋଳ ଆସିବା ପରେ ସେମାନଙ୍କୁ ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ ୨୨ ଜଣଙ୍କ ଘର…
୧,୮୫,୨୧୦ ହେକ୍ଟରରେ ଖରିଫ୍ ଚାଷ
ଢେଙ୍କାନାଳ ଅଫିସ, ୨୨।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ କୃଷି ନିର୍ଦ୍ଧାରଣ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ୧,୮୫,୨୧୦…
ବଫର ଜୋନ୍କୁ ପଠାଯାଇଥିବା ରୋଗୀ ନିଖୋଜ
ବେଦବ୍ୟାସ,୨୨ା୫(ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା ରାଉରକେଲାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ଜିଲା ପ୍ରଶାସନର ହେପାଜତରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରୁ ଜଣେ ରୋଗୀଙ୍କୁ ବିଭାଗୀୟ ଅଧିକାରୀମାନେ ବଫର ଜୋନ୍କୁ ଏକ ୧୦୮ ଆମ୍ବୁଲାନ୍ସରେ ପଠାଇଥିଲେ ା ହେଲେ ଯାଞ୍ଚ ବେଳେ…
ସାବିତ୍ରୀ ବ୍ରତ ପାଇଁ ବଜାରରେ ଭିଡ଼: ମାନିଲେନି ସାମାଜିକ ଦୂରତା
ବୌଦ୍ଧ,୨୧ା୫ (ସ୍ବ.ପ୍ର.)-ବୌଦ୍ଧ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଛୁଇଁଛି ା ତେବେ ଆସନ୍ତାକାଲି ସାବିତ୍ରୀ ବ୍ରତ ପଡୁଥିବାରୁ ଲୋକେ ସାମାଜିକ ଦୂରତାକୁ ଭୁଲିଯାଇ ଗୁରୁବାର ଦୈନିକ ବଜାରରେ ଭିଡ ଜମାଇଥିବା ଦେଖିବାକୁ ମିଳିଥିଲା ା ଅଧିକାଂଶ ଲୋକେ ବିନା ମାସ୍କରେ…
ଖୋର୍ଦ୍ଧାର ୭ ଶ୍ରମିକ ସାଇକେଲରେ ଘରମୁହାଁ
ଜହ୍ନାପଙ୍କ,୨୧।୫ (ଡି.ଏନ.ଏ.)- ରାୟପୁରକୁ କାମ କରିବାକୁ ଯାଇଥିବା ଖୋର୍ଦ୍ଧା ଭାପୁର ଅଞ୍ଚଳର ୭ ଶ୍ରମିକ ସାଇକେଲରେ ଘରମୁହଁା ହୋଇଛନ୍ତି ା ସେଠାରୁ ବାହାରିବାର ତିନି ଦିନ ପରେ ସେ ଜହ୍ନାପଙ୍କରେ ପହଞ୍ଚତ୍ ଥିବା ଜଣାଯାଇଛି ା ଏହି ଶ୍ରମିକମାନେ ପରିବାର ପ୍ରତିପୋଷଣ…

