ଆମ ଜିଲା ଖବର

ବାଇଗଣ ବୋଝେଇ ଗାଡିରୁ ୩ କୁଇଣ୍ଟାଲ ଗଞ୍ଜେଇ ମିଳିଲା

ଗୁଡଭେଲା,୧।୫(ଡି.ଏନ.ଏ.):କରୋନା ସମୟରେ ଖାଉଟି ସାମଗ୍ରୀ ପରିବହନ ପାଇଁ ଗାଡିମୋଟର ଉପରେ ରାଜ୍ୟ ସରକାର କଟକଣା କରି ନାହାନ୍ତି। ଏଣୁ ଖାଉଟି ସାମଗ୍ରୀ ବୋଝେଇ ଗାଡିର ଅପବ୍ୟବହାର ହେଉଛି। ଗଞ୍ଜେଇ ମାଫିଆମାନେ ଫଇଦା ଉଠାଉଛନ୍ତି। ଶୁକ୍ରବାର ଏପରି ଏକ ଘଟଣା ଦେଖିବାକୁ ମିଳଛି…

ଶ୍ରମିକ ଦିବସରେ ରକ୍ତଦାନ କଲେ

ବରଗଡ଼ ଅଫିସ୍‌,୧।୫: ବରଗଡ଼ର ଓଶ୍ରୁ ଅନୁଷ୍ଠାନ ପକ୍ଷରୁ ଶୁକ୍ରବାର ବିଶ୍ୱ ଶ୍ରମିକ ଦିବସ ପାଳିତ ହୋଇଛି । ଏହି ଅବସରରେ ଓଶ୍ରୁ ଭବନରେ ବରିଷ୍ଠ ସଭ୍ୟ ଶରତ କୁମାର ବେହେରା ଝଣ୍ଡା ଉତ୍ତୋଳନ କରିଥିବାବେଳେ ଦିବଂଗତ ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା…

ଧାନ ଅମଳରେ ପଞ୍ଜୀକୃତ ଶ୍ରମିକଙ୍କୁ ନିୟୋଜନ ଦାବିକଲା ଚାଷୀ ସଂଗଠନ

ବରଗଡ଼ ଅଫିସ୍‌,୧।୫: ବରଗଡ଼ ଜିଲାରେ ଧାନ ଅମଳ କାର୍ଯ୍ୟ ଆରମ୍ଭ ହୋଇ ଯାଇଛି । ମାତ୍ର ଲକ୍‌ ଡାଉନ୍‌ ଯୋଗୁ ଧାନ ଅମଳରେ କୃଷି ଶ୍ରମିକଙ୍କ ଅଭାବ ପରିଲକ୍ଷିତ ହୋଇଛି । ଏଥିପାଇଁ ଚାଷୀ ଧାନ ଅମଳ କରି ନ ପାରି…

ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି । ସେ ବର୍ତ୍ତମାନ କଟକ ଏସ୍‌ସିବି ମେଡ଼ିକାଲ କଲେଜ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି ।…

ସରକାରୀ ନିର୍ଦ୍ଦେଶକୁ ଫୁ’: ଶ୍ରମିକଙ୍କ ବଦଳରେ ଜେସିବିରେ ଚାଲିଛି ପୋଖରୀ ଖୋଳା

ଓଡ଼ଗାଁ, ୧।୫(ସ୍ବ. ପ୍ର. ): ନୟାଗଡ଼ ଜିଲା ଓଡ଼ଗାଁରେ ଶ୍ରମିକ ଦିବସ ଅର୍ଥାତ୍‌ ମେ’ ୧ରେ ଶ୍ରମିକଙ୍କ ବଦଳରେ ଜେସିବି ଦ୍ୱାରା ପୋଖରୀ ଖୋଳା ଚାଲିଥିବା ଦେଖିବାକୁ ମିଳୁଛି। କରୋନା ମୁକାବିଲା ପାଇଁ ଲୋକଙ୍କୁ ରୋଜଗାରକ୍ଷମ କରିବାକୁ ଶ୍ରମଦିବସ ସୃଷ୍ଟି କରିବାକୁ…

କୋଟାରେ ଫସିଛନ୍ତି ଛାତ୍ରୀଛାତ୍ର, ଫେରାଇ ଆଣିବାକୁ ଭଦ୍ରକ ବିଧାୟକଙ୍କୁ ଭେଟିଲେ ପରିବାର

ଭଦ୍ରକ ଅଫିସ, ୧।୫: ରାଜସ୍ଥାନର କୋଟାରେ ଫଶିଥିବା ଭଦ୍ରକର ଛାତ୍ରୀଛାତ୍ରମାନଙ୍କୁ ଫେରାଇ ଆଣିବାକୁ ଅଭିଭାବକମାନେ ଶୁକ୍ରବାର ବିଧାୟକ ସଞ୍ଜୀବ ମଲିକଙ୍କ ସହ ଆଲୋଚନା କରିଛନ୍ତି। ଶୁକ୍ରବାର ସକାଳେ ଅଭିଭାବକମାନେ ଆସି ବିଧାୟକଙ୍କୁ ଭେଟିଥିଲେ। ଛାତ୍ରୀଛାତ୍ରମାନେ କିପରିଭାବରେ ସେଠାରୁ ଭଲ ଭାବରେ ଭଦ୍ରକ…

ଭଦ୍ରକରେ ରାପିଡ୍‌ ରେସ୍‌ପନ୍ସ ଟିମ୍‌

ଭଦ୍ରକ ଅଫିସ,୧।୫ – ଭଦ୍ରକ ଜିଲାରେ କେନ୍ଦ୍ରର ୩ ଜଣିଆ ରାପିଡ୍‌ ରେସ୍‌ପନ୍ସ ଟିମ ପହଞ୍ଚି କାର୍ଯ୍ୟ ଆରମ୍ଭ କରିଛି। ଏହି ଟିମ ପ୍ରଥମେ ଭଦ୍ରକ ରେ ପହଞ୍ଚିି ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ଏକ ବୈଠକରେ ଆଲୋଚନା…

କରୋନା ହଟ୍‌ସ୍ପଟ୍‌ ତାଲିକା: ରେଡ୍‌ ଜୋନ୍‌ରେ ଭଦ୍ରକ

ଭଦ୍ରକ ଅଫିସ,୧।୫: କରୋନା ହଟ୍‌ସ୍ପଟ୍‌ ଜୋନରେ ଓଡ଼ିଶାର ୩ଟି ଜିଲା ରହିଛି। ସେଗୁଡ଼ିକ ହେଉଛି ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ରାଜ୍ୟର ୬ଟି ଜିଲା ରହିଛି। ସେଗୁଡ଼ିକ ହେଲା ହେଉଛି ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, କୋରାପୁଟ, ଢେଙ୍କାନାଳ…

ଯାଜପୁରର ନୂଆ ଆକ୍ରାନ୍ତ କଟିକଣା, ବିରଜାପୁର ଅଞ୍ଚଳର: ଅଛନ୍ତି ୭୫ ବର୍ଷୀୟ ବୃଦ୍ଧା, ୫୫ ବର୍ଷୀୟ ବ୍ୟକ୍ତି

ଯାଜପୁର ଅଫିସ,୧।୫: ଯାଜପୁର ଜିଲା ଦଶରଥପୁର ବ୍ଲକ କଟିକଟା ଓ ବିରଜାପୁର ଗ୍ରାମରେ ୨ ନୂଆ କରୋନା ସଂକ୍ରମିତ ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଛି। ଏଥିରେ ବିରଜାପୁର ଗ୍ରାମର ୫୫ ବର୍ଷ ବୟସ୍କ ପୁରୁଷ ଓ କଟିକଟା ଗ୍ରାମର ୭୫ ବର୍ଷ ବୟସ୍କା…

ଆଇନ ଉଲ୍ଲଂଘନ କରି ଦୁଇ ଜୁଏଲାରୀ ଦୋକାନ ସିଲ୍‌: ଦେଲେ ୧୦ ହଜାର ଲେଖାଏ ଫାଇନ

କଣ୍ଟାବାଞ୍ଜି, ୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ସରକାର ମେ’ ୩ ତାରିଖ ଯାଏ ଲକ୍‌ଡାଉନ ଜାରି ରଖିଛନ୍ତି। ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ପୌରାଞ୍ଚଳରେ କେତେକ ନିର୍ଦ୍ଧିଷ୍ଟ ଦୋକାନ ଖୋଲିବାର ଆଦେଶ ରହିଛି। ମାତ୍ର ସହରର କେତେକ ଜୁଏଲାରୀ ଦୋକାନ…

ସେଲୁନ ଖୋଲିବାକୁ ସରକାରଙ୍କୁ ନିବେଦନ କଲେ ବାରିକ ସଂଘ

ଚୌଦ୍ୱାର,୧ା୫(ଡି.ଏନ୍‌.ଏ.): କରୋନା ମହାମାରୀ ଜନିତ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନରେ ଜାରିରହିଛି। ଇତି ମଧ୍ୟରେ ଲକ୍‌ଡାଉନ ଘୋଷଣା ହେବାର ୧ ମାସରୁ ଊର୍ଦ୍ଧ୍ୱ ହେଲାଣି। ସମ୍ବେଦନଶୀଳ କିଛି ଅଞ୍ଚଳକୁ ବାଦ୍‌ ଦେଲେ ଅନ୍ୟ କିଛି ଅଞ୍ଚଳରେ ଲକ୍‌ଡାଉନ…

ବଜ୍ରପାତରେ ଜଳିଗଲା ବୃଦ୍ଧାଙ୍କ ଘର: ୯ ଛେଳି, ୧୨ କୁକୁଡା ଜୀବନ୍ତ ଦଗ୍ଧ

ହାଟଡ଼ିହୀ,୧/୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ବାଲିବରେଇ ପଞ୍ଚାୟତ ବଧଗଡ଼ିଆ ଗ୍ରାମ ମହାକୁଡ଼ ସାହିରେ ବଜ୍ରପାତରେ ବିଧବା ବୃଦ୍ଧା ଯମୁନା ହୋତାଙ୍କ ୩ ବଖରା ଘର ପୋଡିଯାଇଛି। ଅଗ୍ନିକାଣ୍ଡରେ ଯମୁନାଙ୍କର ୯ଟି ଛେଳି, ୧୨ଟି କୁକୁଡ଼ା ସମେତ ବ୍ୟାଙ୍କ ପାସ୍‌ ବହି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?