ଆମ ଜିଲା ଖବର

୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିଲେ ଦେବଗଡ଼ କରୋନା ସଂକ୍ରମିତ

ଦେବଗଡ଼, ୧ା୫(ଡି.ଏନ.ଏ.)-ଦେବଗଡ଼ ଜିଲା ତିଲେଇବଣୀ ବ୍ଲକ କଲଣ୍ଡା ପଞ୍ଚାୟତ ଅନ୍ତର୍ଗତ ବାସୁଦେବପୁର ଗ୍ରାମରେ ବୁଧବାର ଜଣେ କରୋନା ରୋଗୀ ଚିହ୍ନଟ ହେବା ପରେ ତାଙ୍କୁ ସ୍ଥାନୀୟ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ା ସଂପୃକ୍ତ ବ୍ୟକ୍ତି ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ ସଂସ୍ପର୍ଶରେ…

ସ୍ବେଚ୍ଛାସେବୀଙ୍କୁ ପୋଲିସର ଦୁର୍ବ୍ୟବହାର, ଜିଲାପାଳ, ଏସ୍‌ପିଙ୍କୁ ଫେରାଦ

ବରଗଡ଼ ଅପିସ୍‌, ୧ା୫ – କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ଏଭଳିସ୍ଥଳେ ଗରୀବ, ଅସହାୟଙ୍କ ଜୀବନଯାପନ ଦୁର୍ବିସହ ହୋଇ ପଡ଼ିଛି। ଏଭଳି ବିପର୍ଯ୍ୟୟ ସମୟରେ ବିଭିନ୍ନ ସାମାଜିକ ସଂଗଠନର ସ୍ବେଚ୍ଛାସେବୀମାନେ ଜଣେ ଲେଖାଏ…

ଅତ୍ୟାବଶ୍ୟକ ସାମଗ୍ରୀ ବଣ୍ଟନରେ ଅବ୍ୟବସ୍ଥା

ଢେଙ୍କାନାଳ ଅଫିସ, ୧।୫ – କରୋନା ସଙ୍କଟ ସମୟରେ ଢେଙ୍କାନାଳ ଜିଲାରେ ରାଶନ ସାମଗ୍ରୀ ବଣ୍ଟନରେ ବ୍ୟାପକ ଅବ୍ୟବସ୍ଥା ହେଉଥିବା ଭାଜପା ପକ୍ଷରୁ ଅଭିଯୋଗ କରାଯାଇଛି। ଗରିବ, ଅସହାୟ ଏବଂ ଅଙ୍ଗନଓ୍ବାଡି ଶିଶୁଙ୍କ ପାଇଁ ଆସିଥିବା ଅତ୍ୟାବଶ୍ୟକ ସାମଗ୍ରୀର ବାଟମାରଣା କରାଯାଉଥିବା…

କାର୍ଯ୍ୟାଳୟ, ବାସଗୃହ ଉଦ୍‌ଘାଟିତ

ଛେଣ୍ଡିପଦା,୧।୫(ସ୍ବ.ପ୍ର.) – ଛେଣ୍ଡିପଦା ବ୍ଲକ କୋଶଳା ପଞ୍ଚାୟତରେ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ନିର୍ମିତ କୋଶଳା ବନପାଳ କାର୍ଯ୍ୟାଳୟ ଓ ବନରକ୍ଷୀଙ୍କ ବାସଗୃହ ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଅନୁଗୋଳ ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ ପ୍ରଦୀପ ରାଜ କରାଟ ଏହାକୁ…

ଅବକାରୀ ବିଭାଗ ରିପୋର୍ଟ ନେଇ ଚାଲିଛି ତର୍ଜମା

ଅନୁଗୋଳ ଅଫିସ, ୧।୫ – ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ଭାଟିରେ ଚୋରା ମଦ କାରବାର ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣାଶୁଣା ବ୍ୟବସାୟୀ ବିକ୍ରମ କିଶୋର ସାହୁଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ ଅଧିକ ଖୋଳତାଡ଼ କରାଯାଉଛି। ଭାଟି ଲାଇସେନ୍ସ…

ମାଲ୍‌ ପରିବହନରେ ବାଧା ହଟାଅ

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ୍‌ ସମୟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ସଫଳତାର ସହିତ କାର୍ଯ୍ୟକାରୀ କରିବାକୁ ନେଇ ଗୁରୁବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହାମାରୀ କରୋନାର ଠିକ୍‌ ମୁକାବିଲା…

ପ୍ରବାସୀଙ୍କ ପାଇଁ ଚାଲିଛି ହୋଟେଲ ଖୋଜା: ଜିଲାପାଳଙ୍କ ଅନୁମୋଦନକୁ ଅପେକ୍ଷା

ଅନୁଗୋଳ ଅଫିସ, ୧।୫ – ରାଜ୍ୟ ଓ ଜିଲା ବାହାରୁ ଅନୁଗୋଳ ଜିଲାକୁ ଆସିବାକୁ ଥିବା ପ୍ରବାସୀମାନଙ୍କୁ ରଖିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ସେମାନଙ୍କ ମଧ୍ୟରୁ ଯେଉଁମାନେ ସରକାରୀ କ୍ବାରାଣ୍ଟାଇନ୍‌ ସେଣ୍ଟରରେ ନ ରହିବେ ସେମାନଙ୍କ ପାଇଁ ହୋଟେଲରେ…

ଛାତ୍ର କଂଗ୍ରେସ କଲା ଟୁଇଟ୍‌

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ କଟକଣା ଉଲ୍ଲଂଘନ କରି ଡିସ୍‌ ସଫେଇ ବାହାନାରେ ଅନୁଗୋଳ କଳାକେନ୍ଦ୍ରରେ ବୁଧବାର ପୌରପାଳିକାର କେତେଜଣ କର୍ମଚାରୀ ଭୋଜିର ଆୟୋଜନ କରିବା ଘଟଣାର ତଦନ୍ତ ଆରମ୍ଭ କରିଛି ପୌରପରିଷଦ। ଗୁରୁବାର ଏ ନେଇ ‘ଧରିତ୍ରୀ’ରେ ପ୍ରକାଶିତ…

ଗ୍ରାମ ସାନିଟାଇଜ୍‌ କଲା ଏମ୍‌ସିସି

ଢେଙ୍କାନାଳ ଅଫିସ, ୧।୫ – ଢେଙ୍କାନାଳ ପୌରାଞ୍ଚଳ ମୁକ୍ତାଦେଈପୁର ଶାସନର ଯୁବଗୋଷ୍ଠୀ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। କୋଭିଡ୍‌-୧୯କୁ ହରାଇବାକୁ ସଂକଳ୍ପ କରିଛନ୍ତି ମୁକ୍ତାଦେଈପୁର କଲଚରାଲ କ୍ଲବ (ଏମ୍‌ସିସି)ର ସଦସ୍ୟ। ଗୁରୁବାର କ୍ଲବର ସଦସ୍ୟମାନେ ସାହିରାସ୍ତା, ଘର ସହିତ ଆଖପାଖ…

୪୦ ବିହାରୀ ଶ୍ରମିକ ଉଦ୍ଧାର

ଓଡ଼ାପଡ଼ା,୧ା୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ୫୫ନଂ. ଜାତୀୟ ରାଜପଥର ହିନ୍ଦୋଳ ରୋଡ୍‌ ଛକରୁ ଗୁରୁବାର ୪୦ଜଣ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରିଛି। ସମ୍ପୃକ୍ତ ଶ୍ରମିକମାନେ ଏକ ଟ୍ରେଲର (ନଂ. ଆର୍‌ଜେ ୦୨ ଜିବି ୪୧୦୨)ରେ ବେଆଇନ ଭାବେ…

କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଡାକ୍ତର: ଜିଲା ବାହାରୁ ଆସି ରୋଗୀସେବା ଅଭିଯୋଗ

ଅନୁଗୋଳ ଅଫିସ, ୧।୫ – କରୋନା ପାଇଁ କଟକଣା ଲାଗିଥିବାରୁ ଜିଲା ବାହାରୁ ଆସିଥିଲେ କ୍ୱାରାଣ୍ଟାଇନ୍‌ରେ ରହିବାର ନିୟମ ରହିଛି। କିନ୍ତୁ ୩ ମାସ ଧରି ଛୁଟିରେ ଥିବା ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଏହି ନିୟମ ଉଲ୍ଲଂଘନ…

ହେଡ୍‌କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍‌

ଦାରିଙ୍ଗବାଡ଼ି,୧ା୫ (ଡି.ଏନ.ଏ)- କରୋନା ପାଇଁ ଲକ୍‌ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?