ଆମ ଜିଲା ଖବର

ତାରସିଂ ରେଞ୍ଜରେ ମାତିଛନ୍ତି କାଠ ମାଫିଆ: ଶାଗୁଆନ କାଠ ଗଣ୍ଡି ସହ ୩ କାଠ କଟାଳି ଗିରଫ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ତାରସିଂ ରେଞ୍ଜରେ ବିଗତ କିଛି ମାସ ହେବ କାଠ ମାଫିଆ ଏବଂ ବନ୍ୟପ୍ରାଣୀ ଶିକାରୀମାନେ ବେନିୟମ କାର୍ଯ୍ୟରେ ମାତିଥିବା ଅଭିଯୋଗ ହେଉଛି। ଫଳରେ ମୂଲ୍ୟବାନ ଜଙ୍ଗଲ ଏବଂ ବନ୍ୟପ୍ରାଣୀ ଉପରେ…

ହେଉଥିଲା ଗଞ୍ଜେଇ ଚାଲାଣ: ମାଡିବସିଲା ପୋଲିସ, ଆଉ ତା’ପରେ…

ମୋହନା, ୧୫।୯( ମନ୍ମଥ ମିଶ୍ର ) : ଗଜପତି ଜିଲା ମୋହନା ଥାନା ଶିକୁଳିପଦର ନିକଟରେ ୨ କୁଇଣ୍ଟାଲ ୧୦ କିଲୋ ଗଞ୍ଜେଇ ଜବତ କରିଛି ପୋଲିସ। ଏହି ଗଞ୍ଜେଇ ଚାଲାଣ ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି । ଗିରଫ…

ଦ୍ୱିତୀୟ ସର୍ବଭାରତୀୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟନ: ୧୭ ରାଜ୍ୟରୁ ଯୋଗଦେଲେ ଅଧ୍ୟାପକ, ଅଧ୍ୟାପିକା

ବଲାଙ୍ଗିର,୧୫/୯( ସୁନିଲ କୁମାର ମହାନ୍ତି): ସ୍ଥାନୀୟ ସରକାରୀ ଆୟର୍ବେଦିକ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ସଂହିତା ଏଂ ସିଦ୍ଧାନ୍ତ ବିଭାଗରେ ଏକ ସର୍ବଭାରତୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଥିଲା। ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ତଥା ରାଷ୍ଟ୍ରୀୟ ଆୟୁର୍ବେଦ…

୪ ଗାଁକୁ ନାହିଁ ପକ୍କାରାସ୍ତା, ବର୍ଷା ହେଲେ ବଢ଼ୁଛି ସମସ୍ୟା

ଖଜୁରିପଡ଼ା,୧୫ା୫ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ବଲସକୁମ୍ପା ପଞ୍ଚାୟତର ନୂଆଁ ସାହି, ଜାମ୍ବୁସାହି, ସୁନ୍ଦରଗଡ, ରାଞ୍ଜାକୁମ୍ପା, ଦରଗଡ଼ ଗଣ୍ଡା ଗାଁକୁ ପକ୍କା ରାସ୍ତା ନିର୍ମାଣ ହୋଇନାହିଁ। ଯାହା ଫଳରେ ଏହି ଗ୍ରାମର ଲୋକ ମାନେ ଖରା ସମୟରେ ଖାଲ ଢିପ ମାଟି…

ଫେକ ସାର୍ଟିଫିକେଟ ଦେଇ କରିଥିଲେ ଚାକିରି: ଏବେ ଫେରାଇବେ ୨୦୧୮ରୁ ନେଇଥିବା ସବୁ ଦରମା

ଜଗତସିଂହପୁର,୧୫।୯: ଫେକ ସାର୍ଟିଫିକେଟ ପାଇଁ ଅଧ୍ୟାପକ ଚାକିରିରୁ ବହିଷ୍କୃତ।ଏଭଳି ଘଟଣା ଘଟିଛି ଜଗତସିଂହପୁର ବାଲିକୁଦା କଲେଜରେ। ବାଣିଜ୍ୟ ଅଧ୍ୟାପକ ସନ୍ତୋଷ ଶତପଥୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଫେକ Mcom ସାର୍ଟିଫିକେଟ ଦେଇ ଚାକିରି କରିଥିବାରୁ ବହିଷ୍କୃତ ହୋଇଛନ୍ତି। ଫ୍ୟାକ୍ଟ ଫାଇଣ୍ଡିଂ ଟିମ…

ପୁଅର ଦୀର୍ଘାୟୁ କାମନା କଲେ ମା’

ରିଷିଡ଼ା,୧୫ା୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବିଭିନ୍ନ ସାହିରେ ମହିଳାମାନେ ପୁଅ ଜିଉଁନ୍ତିଆ ଓଷା ପାଳନ କରିଛନ୍ତି। ମା’ମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ ଓ ପୁତ୍ରହରା ନାରୀମାନେ ପୁତ୍ରଲାଭ…

ଦୀର୍ଘ ଦିନର ପୂରଣ ହେଲା ଆଶା: ନୂତନ କଲ୍ୟାଣ ମଣ୍ଡପର ଶୁଭାରମ୍ଭ କଲେ ବିଧାୟିକା

ରିଷିଡ଼ା,୧୫।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା କୁମ୍ଭାରପଡ଼ାଠାରେ ନୂତନ ଭାବେ ନିର୍ମାଣ ହୋଇଥିବା କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟ ଅତିଥିମାନଙ୍କ…

ପାହାଡର ଉନ୍ନତି ପାଇଁ ୮ କୋଟି ବ୍ୟୟ ହେବ : ଏନଏସଏସ କ୍ୟାମ୍ପ ଉଦଘାଟିତ

ଭଞ୍ଜନଗର,୧୫/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସପ୍ତାହ ବ୍ୟାପି ହେବାକୁ ଥିବା ମେଗା ଚାରା ରୋପଣ କାର୍ଯ୍ୟକ୍ରମ ସୋମବାର ଉଦଘାଟିତ ହୋଇଯାଇଛି। ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଆର୍ଥିକ ସହାୟତାରେ କେଏସୟୁ ବି କଲେଜ…

ହାତୀର ସୁରକ୍ଷା ପାଇଁ ସଂକଳ୍ପ: ଭୀଷ୍ମଗିରି କଲେଜରେ ହାତୀ ସଭା

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ କଲେଜରେ ଧରିତ୍ରୀ, ଓଡିଶାପୋଷ୍ଟ, ଟ୍ରି ଫାଉଣ୍ଡେସନ, ଶେରଗଡ଼ ଓ ବିକାଶ ସାଥୀ ର ସହଭାଗିତାର ‘ହାତୀ ସଭା’ ଅନୁଷ୍ଠିତ ହୋଇଥିଲା। ଡିଗ୍ରୀ କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ…

୫ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ‘ରାଷ୍ଟ୍ର ନିର୍ମାତା’ ସମ୍ମାନ ପ୍ରଦାନ

ଛତ୍ରପୁର, ଦିଲ୍ଲୀପ ସାମଲ ୧୫/୯: ଛତ୍ରପୁର ରୋଟାରୀ କ୍ଲବ ପକ୍ଷରୁ ସମାଜ ଗଠନ ଦିଗରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ୫ ଜଣ ଶିକ୍ଷକ/ ଶିକ୍ଷୟିତ୍ରୀଙ୍କୁ ସମ୍ମାନଜନକ ‘ରୋଟାରୀ ରାଷ୍ଟ୍ର ନିର୍ମାତା’ ସମ୍ମାନ ପ୍ରଦାନ କରାଯାଇଛି। ଛତ୍ରପୁର ପିଲିବନ୍ଧ ରୋଡସ୍ଥିତ କ୍ଲବର ନିଜସ୍ବ…

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି।…

ସାର ପାଇଁ ଉତ୍ତେଜନା:ଚାଷୀଙ୍କ ପକ୍ଷରୁ ରାସ୍ତାରୋକୋ

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପକ୍ଷରୁ ଚାଷୀଙ୍କୁ ସାରର ସୁଷମ ବଣ୍ଟନ କରାନଯାଇ ରବିବାର ରାତି ଅଧରେ ସମବାୟ ସମିତି ସମ୍ପାଦକ କିଛି ବ୍ୟବସାୟୀ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri