ଆମ ଜିଲା ଖବର

ପାଣି ପାଇଁ ଡହଳବିକଳ ହେଉଛନ୍ତି ଲୋକେ: ସ୍ଥାୟୀ ସମାଧାନ ଦାବି

ପଦ୍ମପୁର,୨୪ା୪ (ପ୍ରଦୀପ୍ତ ଦାଶ):ପଦ୍ମପୁରରେ ଚିରାଚରିତ ସମସ୍ୟାରେ ପରିଣତ ହୋଇସାରିଛି ପାନୀୟ ଜଳ ସମସ୍ୟା। ଦୀର୍ଘ ବର୍ଷ ଧରି ଏହି ସମସ୍ୟା ଲାଗି ରହିଥିବା ବେଳେ ଏହାର ସ୍ଥାୟୀ ସମାଧାନ ହୋଇପାରୁନାହିଁ। ଫଳରେ ବର୍ତ୍ତମାନ ପଦ୍ମପୁର ଜନସାଧାରଣ ପାଣି ଟୋପାଏ ପାଇଁ ଡହଳବିକଳ…

ଘରେ କେହି ନଥିବା ସୁଯୋଗ ନେଇ ଲୁଟିନେଲେ ଦୁର୍ବୃତ୍ତ, ୩ ଲକ୍ଷ ସହ ସୁନା ଗହଣା…

କଲ୍ୟାଣସିଂହପୁର,୨୪।୪(ଦୀପକ କୁମାର ପରିଡା): ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୁତ୍ତମାନେ ଲୁଟ୍ କରିଥିବା ଘଟଣା ସମ୍ମୁଖକୁ ଆସିଛି ।…

ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ: ଧାନ ସଂଗ୍ରହ କମିଟି ବୈଠକ ପୂର୍ବରୁ ଘଟିଲା..

ବରଗଡ,୨୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ରହିଛି। ତେବେ ଏହି ବୈଠକ ପୂର୍ବରୁ ସକାଳୁ ପୋଲିସ କେତେକ ଚାଷୀନେତାଙ୍କୁ ଉଠାଇ ନେଇ ବିଭିନ୍ନ ଥାନାରେ ଅଟକ ରଖିବା…

ଯୌତୁକ ପାଇଁ ହତ୍ୟା, ସ୍ତ୍ରୀର ପେଟକୁ ଗୋଇଠା ମାରି ଜୀବନ ନେଇଗଲେ ସ୍ବାମୀ

ମୋରଡ଼ା,୨୪।୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଯୌତୁକ ଦାବିରେ ସ୍ତ୍ରୀଙ୍କ ପେଟକୁ ଗୋଇଠା ମାରି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୧୬୬/୨୬) ରୁଜୁକରି ଅଭିଯୁକ୍ତ ସ୍ବାମୀ ଜଗଦୀଶ ପାତ୍ରଙ୍କୁ ଗିରଫ କରିଛି।…

ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ କ୍ରିୟାଂଶ ପାତ୍ର: ଛୁଟୁଛି ଶୁଭେଚ୍ଛାର ସୁଅ

କୃଷ୍ଣପ୍ରସାଦ,୨୪ା୪(କୈଳାସ ଚନ୍ଦ୍ର ପଟ୍ଟନାୟକ):ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦଗଡ଼ର ୨ ବର୍ଷ ୪ ମାସର କ୍ରିୟାଂଶ ପାତ୍ର ଇଣ୍ଡିଆ ବୁକ୍ସ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଆଇବିଆର୍‌ ଆଚିଭର ପ୍ରତିଯୋଗିତାରେ କ୍ରିୟାଂଶ ୧୮ଟି ଫଳ, ୨୦ ପଶୁ, ୧୨ ପକ୍ଷୀ,…

ଗାଁ ଓଡ଼ିଶାରେ, ଭୋଟ ଦେଲେ ପଶ୍ଚିମବଙ୍ଗରେ: ଜାଣନ୍ତୁ କେମିତି…

ଭୋଗରାଇ,୨୪ା୪(ପ୍ରଦୀପ ଦାସ):ବାଲେଶ୍ୱର ଜିଲା ସୀମାକୁ ଲାଗିଥିବା ପଡ଼ୋଶୀ ପଶ୍ଚିମବଙ୍ଗର ୧୬ ଜିଲାରେ ୧୫୨ ବିଧାନସଭା ଆସନ ଲାଗି ପ୍ରଥମ ପର୍ଯ୍ୟାୟ ନିର୍ବାଚନ କଡ଼ା ନିରାପତ୍ତା ମଧ୍ୟରେ ଗୁରୁବାର ଶେଷ ହୋଇଛି। ଏହି ସାଧାରଣ ନିର୍ବାଚନରେ ବାଲେଶ୍ୱର ଜିଲାର ୧୨ଖଣ୍ଡ ଗାଁ ଏବଂ…

ଖରା ଛୁଟିକୁ ନେଇ ମନ୍ତ୍ରୀଙ୍କ ବଡ଼ ସୂଚନା, ଏଥର ଆଗୁଆ…

ଭୁବେଶ୍ୱେର,୨୩।୪: ଖରା ଛୁଟି ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ୨୭ ତାରିଖ ସୁଦ୍ଧା ସ୍କୁଲ ଛୁଟି ଘୋଷଣା ହୋଇପାରେ ବୋଲି ମନ୍ତ୍ରୀ ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ରାଜସ୍ବ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ SRCଙ୍କ…

‘ଟଙ୍କା ପଡ଼ିଯାଇଛି’ କହି ପୋଷ୍ଟମାଷ୍ଟରଙ୍କୁ ଫସାଇଲେ, ଆଖି ପିଛୁଳାକେ ୮୦ ହଜାର ଟଙ୍କା ଝାମ୍ପି ନେଲେ ୪ ଲୁଟେରା

ଦିଗପହଣ୍ଡି,୨୩|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ – ଆସିକା ମୁଖ୍ୟରାସ୍ତା କଡ଼ରେ ଥିବା ଏକ ହୋଟେଲ ସମ୍ମୁଖରୁ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମ୍ୟ ପୋଷ୍ଟ ମାଷ୍ଟର ମନୋଜ କୁମାର ପଟ୍ଟନାୟକଙ୍କଠାରୁ ୮୦ ହଜାର ଟଙ୍କା…

କର୍ମଚାରୀଙ୍କ ରୋଷର ଶିକାର ହେଲେ ଅଧୀକ୍ଷଣ ଯନ୍ତ୍ରୀ: ସୁନ୍ଦରଗଡ଼ କ୍ଷୁଦ୍ର ଜଳସେଚନ ବିଭାଗରେ ହୋହଲ୍ଲା, ବଦଳି ଦାବିରେ ଅଟଳ କର୍ମଚାରୀ

ସୁନ୍ଦରଗଡ,୨୩।୪(ଜୟ ନାରାୟଣ ମେଣ୍ଡୁଳି): କର୍ମଚାରୀମାନଙ୍କୁ ଦୁର୍ବ୍ୟବହାର କରିବା ଅଧିକାରୀଙ୍କୁ ପଡିଛି ମହଙ୍ଗା । ଆଜି ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ସୁନ୍ଦରଗଡ ସହର ମଧ୍ୟ ଭାଗରେ ଥିବା କ୍ଷୁଦ୍ର ଜଳସେଚନ ବିଭାଗ, ଡିଭିଜନ କାର୍ଯ୍ୟାଳୟ ମଧ୍ୟରେ। ଏହି ଡିଭିଜନରେ କାର୍ଯ୍ୟରତ…

ସର୍ଭେ ବେଳେ କାମୁଡ଼ିଦେଲା କୁକୁର: ଶିକ୍ଷକ ଆହତ, ଡାକ୍ତରଖାନାରେ ପହଞ୍ଚି ତଦାରଖ କଲେ ତହସିଲଦାର

ପଟ୍ଟାଙ୍ଗି,୨୩।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ ଜନଗଣନା ବା ସର୍ଭେ କାର୍ଯ୍ୟ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ଅମ୍ପାବାଲି ପଞ୍ଚାୟତର କମାରପାଡୁ ଗ୍ରାମରେ ସର୍ଭେ କରୁଥିବା ବେଳେ ଜଣେ ଶିକ୍ଷକ କୁକୁର କାମୁଡ଼ାରେ ଆହତ ହୋଇଛନ୍ତି। ସୂଚନା…

ବ୍ୟାଙ୍କ କାମ ସାରି ଘରକୁ ଫେରୁଥିଲେ, ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ଚାଲିଗଲା ପୂର୍ବତନ ଓ୍ବାର୍ଡ ସଦସ୍ୟାଙ୍କ ଜୀବନ…

ଦିଗପହଣ୍ଡି, ୨୩।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ପୂର୍ବତନ ୱାର୍ଡ ସଦସ୍ୟା ଝିଲି ସାହୁ (୪୦)ଙ୍କ ମୃତ୍ୟୁ…

ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…

ବରଗଡ଼, ୨୩।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ସଦର ଥାନା ପୋଲିସ୍ ସଟ୍ଟା କାରବାରରେ ବୁଧବାର ୫ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ବରଗଡ଼ ସଦର ଥାନା ଅନ୍ତର୍ଗତ ନିଲେଶ୍ବର ଗ୍ରାମର ନେପାଳ ସାହୁ(୪୬), ସଦାନନ୍ଦ ସାହୁ (୩୯), ଗିରିଜା ଶଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?