ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ
ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଉକ୍ତ ଥାନା ଭାମଶିଆଳିର କେଶବ ଜେନା ଓ ଗୋଲାମୁଣ୍ଡଳାର ରଞ୍ଜିତ ଗୌଡ଼। ମହିଳାଙ୍କ...
କମ୍ପାନୀରେ ନିଯୁକ୍ତି ନାଁରେ ମହିଳାଙ୍କୁ ଠକେଇ
ସେମିଳିଗୁଡ଼ା,୪ା୧୨(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା, ପଟ୍ଟାଙ୍ଗି ବ୍ଲକ ଓ ସୁନାବେଡ଼ା ମ୍ୟୁନିସପାଲିଟି ଅଞ୍ଚଳର ବହୁ ଯୁବତୀ, ମହିଳାଙ୍କୁ କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକାଯାଇଥିବା ଅଭିଯୋଗ ହୋଇଛି। ଏହି ଠକେଇର ଶିକାର ହୋଇଥିବା ୩୦ରୁ ଊର୍ଦ୍ଧ୍ୱ ମହିଳା ସୁନାବେଡ଼ା ଥାନାରେ...
ନାବାଳିକା ଝିଆରୀକୁ ବଳାତ୍କାର: ଥାନାରେ ଅଭିଯୋଗ, ଅଭିଯୁକ୍ତ ମଉସା ଗିରଫ, ସହଯୋଗ କରିବା ଅଭିଯୋଗରେ ମାଉସୀ ବି ଗିରଫ
ରାଉରକେଲା ଅଫିସ, ୪।୧୨: ତମାମ ଦେଶରେ ବଳାତ୍କାରକୁ ନେଇ ତୁମ୍ବିତୋଫାନ ଚାଲିଥିବା ବେଳେ ବୁଧବାର ରାଉରକେଲାରେ ଘଟିଥିବା ଏକ ଲଜ୍ଜାଜନକ ଘଟଣା ବିଭିନ୍ନ ମହଲରେ ପ୍ରତିକ୍ରିୟା ସୃଷ୍ଟି କରିଛି। ପ୍ଲାଣ୍ଟସାଇଟ ଥାନା ଅଞ୍ଚଳର ଜଣେ ବ୍ୟକ୍ତି ତାଙ୍କ ସମ୍ପର୍କୀୟ ନାବାଳିକା...
ଖଣିରେ ନିଯୁକ୍ତି ଓ ପରିବହନ ବିବାଦ: ଦୁଇ ଗୋଷ୍ଠୀ ମୁହାଁମୁହିଁ
ଯୋଡ଼ା, ୪।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଓ ପରିବହନ ସୁବିଧା ଦେବାପାଇଁ ମାରାଙ୍ଗବୁରୁ ଡେଭେଲପମେଣ୍ଟ କମିଟି ଦାବି କରି ଆସୁଥିବାବେଳେ ଏହାକୁ ଅନ୍ୟ କେତେକ ସ୍ଥାନୀୟ ଲୋକ ବିରୋଧ କରୁଛନ୍ତି।...
ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା
ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଦାବି କରାଯାଉଛି। ବୁଧବାର ବାଲେଶ୍ୱର ଜିଲା ଖଇରା...
ନକଲି ସାର୍ଟିଫିକେଟ ଦେଇ ଅଙ୍ଗନଓ୍ବାଡି ସହାୟିକା ବହିଷ୍କୃତ
ଧାମନଗର, ୪।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ କାଶିମପୁର(୧) ଅଙ୍ଗନଓ୍ବାଡି କେନ୍ଦ୍ରର ସହାୟିକା ବିମଳା ଦାସଙ୍କୁ ନକଲି ସାର୍ଟଫିକେଟ ଦେଇ ଚାକିରି ଆବେଦନ କରିଥିବାରୁ ବହିଷ୍କୃତ କରାଯାଇଛି। ଏଥିସହ ଏ ନେଇ ଅଭିଯୋଗ ହେବା ପରେ ଧାମନଗର ଥାନାରେ ଏକ...
ଅଯୋଗ୍ୟଙ୍କୁ କାଟିବା, ଯୋଗ୍ୟଙ୍କୁ ସହାୟତା ଦାବିରେ ତହସିଲ ସମ୍ମୁଖରେ ଧାରଣା
କଣ୍ଟାପଡା,୪।୧୨(ଡି.ଏନ୍.ଏ.): ବାତ୍ୟା ଫନୀରେ ଆଦୌ ଘର ନ ଭାଙ୍ଗି ଚଞ୍ଚକତା କରି ସରକାରୀ ସହାୟତା ନେଇଥିବା ଅଯୋଗ୍ୟ ହିତାଧିକାରୀଙ୍କଠାରୁ ସହାୟତା ଅର୍ଥ ଫେରାଇଆଣି ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ ଓ ଘର ଭାଙ୍ଗିଥିଲେ ମଧ୍ୟ ଅଦ୍ୟାବଧି ସହାୟତା ନ ମିଳିବା ପ୍ରତିବାଦରେ...
ଯୁବକଙ୍କ ଗଳା କାଟି ହତ୍ୟା ଘଟଣା: ଅଭିଯୁକ୍ତ ଚିହ୍ନଟ, ଧରିବାକୁ ଟିମ୍ ଗଠନ
ବ୍ରହ୍ମପୁର ଅଫିସ,୪।୧୨: ଗଞ୍ଜାମ ଜିଲା ବ୍ରହ୍ମପୁର ରେଳଷ୍ଟେଶନ ୪ ନମ୍ବର ପ୍ଲାଟଫର୍ମ ନିକଟରେ ମଙ୍ଗଳବାର ରାତିରେ ଅନିଲ ପଣ୍ଡା (୧୮)ଙ୍କ ଗଳାକାଟି ହତ୍ୟା କରାଯାଇଥିଲା। ରେଲ୍ଓ୍ବେ ପୋଲିସ (ଜିଆରପି)ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ବୁଧବାର ପୋଲିସ ଯୁବକଙ୍କ ମୃତଦେହ ପଞ୍ଚନାମା କରି...
ଆକ୍ରୋଶମୂଳକ ଗିରଫଦାରି ବିରୋଧରେ ଥାନା ସମ୍ମୁଖରେ ଭାଜପାର ପ୍ରତିବାଦ
ବିଞ୍ଝାରପୁର,୪।୧୨(ଡି.ଏନ୍.ଏ): ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ କଲ୍ୟାଣପୁର ପଞ୍ଚାୟତରେ ଗତ ସାଧାରଣ ନିର୍ବାଚନ ପରଠାରୁ ରାଜନୈତିକ ଛକାପଞ୍ଝା ଲାଗି ରହିଆସୁଥିଲା। ସୋମବାର ସାରେ ଏହା ଉଗ୍ରରୂପ ଧାରଣ କରି ଗୋଷ୍ଠୀ ସଂଘର୍ଷରେ ପରିଣତ ହେବାରୁ ଏଥିରେ ୨ଜଣ ଗୁରୁତର ହୋଇଥିଲେ।...
ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର କୃଷିକ୍ଷେତ୍ର ପରିଦର୍ଶନ
ସାକ୍ଷୀଗୋପାଳ, ୪।୧୨(ଡି.ଏନ୍.ଏ): ପୁରୀ ଜିଲା ପରିଷଦ ଷ୍ଟାଣ୍ଡିଂ କମିଟିର ନଂ.୨ ସଦସ୍ୟବୃନ୍ଦ ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ଦୁଗଲ, ଶ୍ରୀରାମଚନ୍ଦ୍ରପୁର ଓ ବୀରରାମଚନ୍ଦ୍ରପୁର ପଞ୍ଚାୟତ କୃଷିକ୍ଷେତ୍ର ବୁଧବାର ପରିଦର୍ଶନ କରିଛନ୍ତି। ସାକ୍ଷୀଗୋପାଳ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚି କୃଷି ସଚେତନତା, ତାଲିମ,...
ଭିଜିଲାନ୍ସ ଜାଲରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି
ବୌଦ୍ଧ,୪।୧୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଗୋଷ୍ଠୀ ଶିକ୍ଷାଧିକାରୀ କାର୍ଯ୍ୟାଳୟର ବରିଷ୍ଠ କିରାଣି ଚତୁର୍ଭୁଜ ଖମାରି ବୁଧବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଖମାରି ଉକ୍ତ ବ୍ଲକର ନର୍ମଦା ଚଣ୍ଡିଆଙ୍କ ପେନ୍ସନ କରାଇଦେବା ଲାଗି ୫ ହଜାର ଟଙ୍କା...
ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବା ଏମିତି: ରୋଗୀଙ୍କୁ ଇଞ୍ଜେକ୍ଶନ ଦେଉଛନ୍ତି କର୍ମଚାରୀ, ଭିଡିଓ ଭାଇରାଲ
ଢେଙ୍କାନାଳ ଅଫିସ,୪।୧୨: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ମେଡିସିନ ଓ୍ବାର୍ଡରେ ଜଣେ ମହିଳା ରୋଗୀଙ୍କୁ ଚିକିତ୍ସାଳୟର ଜଣେ ମହିଳା କର୍ମଚାରୀ ଇଞ୍ଜେକ୍ଶନ ଦେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଉଛି। ଘଟଣା ସମ୍ପର୍କରେ ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରଞ୍ଜନ...
Archives


