ଆମ ଜିଲା ଖବର

ରାଶନ ବୋଝେଇ ପିକ୍‌ଅପ ଓଲଟିଲା

ପାଟପୁର,୩୦ା୪- ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ. ରାଜପଥ ପୋଡାମାରୀ ନିକଟସ୍ଥ କଂସାମାରୀ ଗ୍ରାମ ପାଖରେ ଗୁରୁବାର ଅପରାହ୍ନରେ ଏକ ରାଶନ ବୋଝେଇ ପିକ୍‌ଅପ (ନଂ.ଓଆର୍‌୦୭ୟୁ-୭୨୬୭) ଭ୍ୟାନ୍‌ର ଓଲଟି ଚାଳକ ଆହତ ହୋଇଛନ୍ତି। ସେ ହେଲେ ଆର୍‌.ଉଦୟଗିରିର ବଳରାମ ପୂଜାରୀ। ବ୍ରହ୍ମପୁରରୁ ରାଶନ ସାମଗ୍ରୀ…

ରନ୍ଧନ ଗ୍ୟାସ୍‌ ଗୋଦାମ୍‌ରେ ସିଲିଣ୍ଡର ଲିକ୍‌

ପଡ଼ିଆ,୩୦ା୪: ଗ୍ୟାସ୍‌ ସିଲିଣ୍ଡର୍‌ ଲିକ୍‌ ଯୋଗୁ ମାଲକାନଗିରି ଜିଲା ପଡ଼ିଆସ୍ଥିତ ଇଣ୍ଡେନ୍‌ ଗ୍ୟାସ୍‌ ବିତରଣ କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଘଟଣାରୁ ପ୍ରକାଶ ଯେ, ପୂର୍ବାହ୍ନରେ ଗ୍ରାହକ ମାନଙ୍କୁ ଗ୍ୟାସ୍‌ ବଣ୍ଟନ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍‌ ଗୋଦାମ୍‌ରେ ଥିବା…

ସୁରାଟରୁ ୧୨ ବସ୍‌ ଓଡ଼ିଶା ଅଭିମୁଖେ

ଭଞ୍ଜନଗର/ସୋରଡା,୩୦।୪(ଡି.ଏନ.ଏ)- ଲକ୍‌ଡାଉନ ସତ୍ତ୍ୱେ ସୁରାଟ ପ୍ରଶାସନର ଅନୁମତି ନେଇ ପ୍ରବାସୀ ଓଡ଼ିଆ ଘରକୁ ଫେରୁଛନ୍ତି। ସୁରାଟର ପାଣ୍ଡେଶ୍ୱର, ବୀରଭୂମି, ବେସ୍ତନର ସିଦ୍ଧାର୍ଥନଗରରୁ ୧୨ଟି ବସ୍‌ ଗୁରୁବାର ରାତିରେ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଓଡ଼ିଶା ଅଭିମୁଖେ ବାହାରିବ। ଏନେଇ ଆବଶ୍ୟକ କାଗଜପତ୍ର ପ୍ରସ୍ତୁତି…

ପୁରୀ ସମୁଦ୍ରରେ ଡଲ୍‌ଫିନ

ପୁରୀ ଅଫିସ,୩୦ା୪:ପୁରୀ ସମୁଦ୍ରରେ ବୁଧବାର ପୂର୍ବାହ୍ନରେ କିଛି ଡଲ୍‌ଫିନ ଦେଖାଯାଇଛନ୍ତି। ହୋଟେଲ ଗୋଲ୍‌ଡେନ ଟ୍ରି ସମ୍ମୁଖ ସମୁଦ୍ରରେ ଉପକୂଳଠାରୁ ୧୦୦ ମିଟର ମଧ୍ୟରେ ଏହି ଡଲଫିନ ଯାଉଥିଲେ। ପୂର୍ବାହ୍ନ ପ୍ରାୟ ୧୧ଟାରେ ମଙ୍ଗଳା ମୁହାଣ ପଟୁ କିଛି ଡଲ୍‌ଫିନ ସଂସ୍କୃତ ବିଶ୍ୱବିଦ୍ୟାଳୟ…

ମାସ୍କ ନ ପିନ୍ଧି ତଣ୍ଡ ଗଣିଲେ ପୋଲିସ କର୍ମଚାରୀ

ବ୍ରହ୍ମଗିରି,୩୦ା୪(ଡି.ଏନ.ଏ): ଦେଶରେ କରୋନା ଭାଇରସ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ଏହାକୁ ରୋକିବା ପାଇଁ କୌଣସି ରୋଗପ୍ରତିଷେଧକ ବାହାରି ନଥିବାରୁ କେବଳ ଲକଡାଉନ ଯୋଗୁ ନିୟନ୍ତ୍ରଣ ହୋଇପାରିବ ବୋଲି କୁହାଯାଇଛି। ଏଥିସହ ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ବାଧ୍ୟତାମୂଳକ କରାଯାଇଥିବା…

୩୦ପେଟି ଦେଶୀ ମଦ ଜବତ, ୨ ଗିରଫ

ଗୋପ,୩୦ା୪(ଡି.ଏନ.ଏ): କରୋନା ରୋକିବା ପାଇଁ ଲକଡାଉନ ଜାରି ହୋଇଥିବାବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ହେଲେ ଗୋପ ଥାନା ଅଞ୍ଚଳରେ ଚୋରାରେ ମଦ ବିକ୍ରି ହେଉଥିବାର ବାରମ୍ବାର ଅଭିଯୋଗ ହୋଇଆସୁଛି। ଏ ନେଇ ବୁଧବାର ବିଳମ୍ବିତ ରାତିରେ ଗୋପ ପୋଲିସ…

ପୋଲ,ଗାଡୱାଲ କାମକୁ  ଗ୍ରାମବାସୀଙ୍କ ବିରୋଧ

ଜୁନାଗଡ଼,୩୦।୪(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ମାଲିଗୁଡା ପଞ୍ଚାୟତ ବୋଦେଲ ଗ୍ରାମରେ ନିର୍ମାଣଧୀନ ପୋଲ, ଗାଡ଼ୱାଲ ନିର୍ମାଣ କାମ ନିମ୍ନମାନରେ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବୋଦେଲ-ବଣିଜରାକୁ ସଂଯୋଗ କରିବା ପାଇଁ ନିକଟସ୍ଥ ନାଳ(ସର) ଉପରେ ଜୁନାଗଡ଼ ଗ୍ରାମ୍ୟଉନ୍ନୟନ ବିଭାଗ ଉପବିଭାଜନ ଜରିଆରେ…

ରାମକୃଷ୍ଣ ବାଳାଶ୍ରମ ଶିଶୁଗୃହରେ ଶୁଖିଲା ଖାଦ୍ୟ ବଣ୍ଟନ

ବୌଦ୍ଧ,୩୦ା୪(ସ୍ବପ୍ର)-ଗୁରୁବାର ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ବୀରନରସିଂହପୁରଠାରେ ଥିବା ରାମକୃଷ୍ଣ ବାଳାଶ୍ରମ ଶିଶୁଯତ୍ନ ଅନୁଷ୍ଠାନକୁ ଅଚାନକ ପରିଦର୍ଶନ କରିଥିଲେ। ଏହି ଅବସରରେ ସେ ଶିଶୁମାନଙ୍କୁ ସୁବିଧା ଅସୁବିଧା ଉପରେ ପଚାରିଥିଲେ। ଏହାସହ ଶିଶୁଯନତ୍ ଅନୁଷ୍ଠାନର କର୍ମଚାରୀମାନେ କିପରି କରୋନା ସମୟରେ…

ସମସ୍ତ ଶିକ୍ଷକଙ୍କୁ ଦରମା ଦେବାକୁ ଚିଠି ଲେଖିଲେ ବିଧାୟକ

ଦାରିଙ୍ଗବାଡ଼ି,୩୦।୪(ଡି.ଏନ୍‌.ଏ.)- ଲକ୍‌ଡାଉନ ପରେ ଆବଶ୍ୟକ ଠାରୁ କମ୍‌ କର୍ମଚାରୀଙ୍କୁ ନେଇ ବିଭିନ୍ନ ସରକାରୀ ଏବଂ ବେସରକାରୀ କାର୍ଯ୍ୟ ହେଉଛି। କେତେଜଣ ଶିକ୍ଷକ ଲକ୍‌ଡାଉନ ଯୋଗୁ ବିଦ୍ୟାଳୟ ଛୁଟି ପରେ ଗ୍ରାମକୁ ଚାଲିଯାଇଛନ୍ତି। ଏଭଳି କ୍ଷେତ୍ରରେ ଦାରିଙ୍ଗବାଡ଼ି ବିଇଓ କାର୍ଯ୍ୟାଳୟ ପକ୍ଷରୁ ୮୭…

ସ୍କ୍ରିନିଂ ପରେ ୧୫ ସୁରଟ ଫେରନ୍ତାଙ୍କୁ ପଠାଗଲା ଏମ୍‌କେସିଜି: ଧରାକୋଟ କ୍ୱାରାଣ୍ଟାଇନ ସେଣ୍ଟରରେ ୧୧୪ ପ୍ରବାସୀ ଓଡ଼ିଆ

ଧରାକୋଟ,୩୦ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସିଥିବା ୪ ବସ୍‌ କଡା ସୁରକ୍ଷା ମଧ୍ୟରେ ବୁଧବାର ମଧ୍ୟରାତ୍ରରେ ଆସିକାରେ ପହଞ୍ଚତ୍ଥିଲା। ସେଥିରୁ ୨ଟି ବସ୍‌କୁ ଧରାକୋଟ ଆଦର୍ଶ ବିଦ୍ୟାଳୟସ୍ଥିତ କ୍ୱାରାଣ୍ଟାଇନ ସେଣ୍ଟରକୁ ଅଣାଯାଇଥିଲା। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ତହସିଲଦାର ସଦାନନ୍ଦ…

ପିତାବଳୀଙ୍କ ବାର୍ଷିକ ଯାତ୍ରା ବନ୍ଦ

ଶଙ୍କରାଖୋଲ,୩୦ା୪(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ଶଙ୍କରାଖୋଲସ୍ଥିତ ଗ୍ରାମଦେବତୀ ମା’ ପିତାବଳୀଙ୍କର ବାର୍ଷିକ ଯାତ୍ରା ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ଗୁରୁବାର ଅନୁଷ୍ଠିତ ହୋଇଥାଏ। କରୋନା ପାଇଁ ଚଳିତ ବର୍ଷ ଏହା ବନ୍ଦ କରାଯାଇଛି। ଏହିଦିନ ଗ୍ରାମବାସୀ ନୂଆବସ୍ତ୍ର ପରିଧାନ କରିବାସହ ଘରେ ଘରେ ପିଠାପଣାର…

ଶ୍ରମିକଙ୍କୁ ମାଡ଼ ମାରି ୪ ଗିରଫ

ବାରିପଦା ଅଫିସ, ୩୦ା୪- ରାସ୍ତା କାର୍ଯ୍ୟ କରୁଥିବା ଶ୍ରମିକଙ୍କୁ ଧମକ ଦେବା ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ ୪ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କୁଳିଆଣା ଥାନା କାମତା ଗ୍ରାମର ଶିବପ୍ରସାଦ ବାରିକ, ସଂଗ୍ରାମ କେଶରୀ ବେହେରା, ଶୁଭମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?