ଆମ ଜିଲା ଖବର

ଲକ୍‌ଡାଉନ ବେଳେ ଚୋରା ମଦ କାରବାର: ୪ ଗିରଫ

ବଡ଼ବିଲ, ୩୦ା୪(ସ୍ବ.ପ୍ର.)-ଲକ୍‌ଡାଉନ ପାଇଁ ବିଭିନ୍ନ ଦୋକାନ ଖୋଲିବା ନେଇ କଟକଣା ଲାଗିଥିବାବେଳେ ମଦ ବିକ୍ରି ଉପରେ ନିଷେଧାଦେଶ ଲାଗିଛି। ହେଲେ ଲୁଚାଛପାରେ ବିକ୍ରି ହେଉଛି ମହୁଲି ଓ ବିଦେଶୀ ମଦ। ବଡ଼ବିଲ ପୋଲିସ ଚଢ଼ାଉ କରି ୨ଦିନରେ ମୋଟ ୧୨ ବୋତଲ…

କରୋନା ମୁକାବିଲା ଲାଗି ଶପଥ ନେଲେ ମହିଳା

କେନ୍ଦୁଝର, ୩୦ା୪ (ସ୍ବ.ପ୍ର.)-କରୋନା ମୁକାବିଲା ଲାଗି କେନ୍ଦୁଝର ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ମୁରୁସୁଆଁ ଗ୍ରାମରେ ସାମାଜିକ ଦୂରତ୍ୱ ସହ ନିୟମିତ ମାସ୍କ ପିନ୍ଧିବା ନେଇ ଗ୍ରାମରେ ଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଏକାଠି ହୋଇ ଶପଥ ନେଇଛନ୍ତି। ଆସନ୍ତା…

ଚେକଡ୍ୟାମ୍‌ରେ ବୁଡ଼ିି ବ୍ୟକ୍ତିଙ୍କ ଜୀବନ ଗଲା

ପାଟଣା, ୩୦ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ କମାରମରା ଚେକଡ୍ୟାମରେ ବୁଡି ଜଣେ ୫୫ବର୍ଷୀୟ ବ୍ୟକ୍ତିଙ୍କର ବୁଧବାର ଅପରାହ୍ନରେ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରଖ ଜିଲା ବନ୍ତ ଥାନା ଜିରାଣ ଗ୍ରାମ ଆଦିବାସୀ ସାହିର ଗୋବର୍ଦ୍ଧନ ହୋ। ଲକ୍‌ଡାଉନ…

ସୋର ବ୍ଲକରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ୭ ଗ୍ରାମର ମୁଖ୍ୟ ରାସ୍ତା ସିଲ୍‌

ସୋର, ୩୦।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ତଳନଗର ପଞ୍ଚାୟତର ବେଲସବିରା ଓ ସୁନାରୀ ଗ୍ରାମରେ ବୁଧବାର ୨ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ଥାନୀୟ ଅଞ୍ଚଳରେ ପ୍ରଶାସନ ପକ୍ଷରୁ କଟକଣା କଡାକଡି କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ, ବିଡ଼ିଓ…

କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ

କୋଡ଼ିଙ୍ଗା/ନବରଙ୍ଗପୁର,୩୦ା୪(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍‌ ଏକୋରୀ ପଞ୍ଚାୟତ ଅଧୀନ ନୂନପାଣି ଗ୍ରାମରେ କରୋନା ସନ୍ଦିଗ୍ଧମାନଙ୍କ ପାଇଁ ନିର୍ମାଣ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ବଖରାରେ ଥିବା ସମସ୍ତ ଜିନିଷପତ୍ର ପୋଡ଼ି ନଷ୍ଟ ହୋଇଛି।…

ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

ସୋନପୁର,୩୦ା୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରାଯାଇଛି। ଗୁରୁବାର ସଂଘ ଉପସଭାପତି ଆଇନଜୀବୀ ଇନ୍ଦ୍ରମଣି ଦାଶ, ସମ୍ପାଦକ ନାରାୟଣ ପ୍ରସାଦ ରାୟଗୁରୁ, କୋଷାଧ୍ୟକ୍ଷ ବେଦବ୍ୟାସ ତ୍ରିପାଠୀ,…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କଲେ ୨୬ ସରପଞ୍ଚ

ସୋନପୁର,୩୦।୪(ନି.ପ୍ର.): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୩୦ହଜାର ଟଙ୍କା ପ୍ରଦାନ କରିଛନ୍ତି । ବ୍ଲକର ୨୬ ପଞ୍ଚାୟତର ସରପଞ୍ଚ ସେମାନଙ୍କ ସମ୍ମାନ ସୂଚକ ଭତ୍ତାରୁ ୫…

ମାନିଲେନି କଟକଣା: ମାଲକାନଗିରି ଜିଲାରେ ପଶିଲେ ବାଲେଶ୍ୱର ଯୁବକ

କୋରୁକୋଣ୍ଡା,୩୦ା୪(ଡି.ଏନ.ଏ.)- ସାରା ଦେଶରେ ଲକ୍‌ଡାଉନ ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ପୋଲିସ ଓ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ାକଡ଼ି କରି ଯାଞ୍ଚ କରାଯାଉଛି। ତଥାପି ଲେକେ ବିନା ପାସ୍‌ରେ ଗୋଟିଏ ଜିଲାରୁ ଅନ୍ୟ ଜିଲାରେ ପ୍ରବେଶ କରୁଛନ୍ତି। ବୁଧବାର ମାଲକାନଗିରି…

ରାଶନ ନେବା ସମୟରେ ରହୁନି ସାମାଜିକ ଦୂରତା

କୋରୁକୋଣ୍ଡା,୩୦ା୪(ଡି.ଏନ.ଏ): କରୋନାକୁ ଏବେ ସାରା ବିଶ୍ୱ ଚିନ୍ତିତ ରହିଛି। ଏଥିରୁ ରକ୍ଷା ପାଇବା ଲାଗି ବିଭିନ୍ନ ନିୟମ ଜାରି ରହିଛି। ସେଥିରୁ ସାମାଜିକ ଦୂରତର ରକ୍ଷା କରିବା ଅନ୍ୟତମ। ମାଲକାନଗିରି ଜିଲା କୋରୁକୋଣ୍ଡା ଓ ବାଲିମେଳା ସହରାଞ୍ଚଳରେ ଲୋକେ ସାମାଜିକ ଦୂରତା…

ଖଣିସଂସ୍ଥା ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ଜିଲା ପ୍ରଶାସନର ପ୍ରୟାସ

କାଳିଆପାଣି,୩୦।୪(ଡିଏନଏ)- ଲକ୍‌ଡାଉନ ଯୋଗୁ ଯାଜପୁର ଜିଲାରେ ମାସେରୁ ଊର୍ଦ୍ଧ୍ୱ ସମୟ ଧରି ଖଣିସଂସ୍ଥାଗୁଡ଼ିକ ପ୍ରଭାବିତ ହୋଇଛି। କିଛି ଖଣିରେ ଆଶିଂକଭାବେ କ୍ରୋମ ଉତ୍ତୋଳନ ଓ ପରିବହନ ହେଉଥିବାବେଳେ ଏହାକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ପାଇଁ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ…

ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ କରିଛି। କେତେକ ଲୋକ ବାର୍‌ହା ମାରି ମାଂସ ଭାଗ କରୁଥିଲେ। ସୂଚନା ପାଇ ଲଛିପୁର…

ଭାରସାମ୍ୟ ହରାଇ କ୍ଷେତକୁ ଓଲଟିଲା ଟ୍ରକ

ବିନିକା,୩୦ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିଂଘିଯୁବା-କମିରା ରାସ୍ତାର ଖଇରମାଳ ଗାଁ ନିକଟରେ ଶୁକ୍ରବାର ସକାଳେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରାସାମ୍ୟ ହରାଇ ଧାନକ୍ଷେତକୁ ଓଲଟି ପଡିଥିଲା। ସୌଭାଗ୍ୟବଶତଃ ଡ୍ରାଇଭର ଆଦିତ୍ୟ ପ୍ରସାଦ ପାଣ୍ଡେ ନିଶ୍ଚିତ ବିପଦରୁ ବର୍ତ୍ତି ଯାଇଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?