ଆମ ଜିଲା ଖବର

ବାର୍‌ହା ମାରି ମାଂସ ଭାଗ ସମୟରେ ଚଢାଉ: କଟା ମାଂସ, ୨ ବାଇକ୍‌ ଜବତ

ସୋନପୁର,୩୦।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଲଛିପୁର ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୟୂରଉଡାନ ଗ୍ରାମ୍ୟ ଜଙ୍ଗଲ ଅଞ୍ଚଳରୁ ବନ ବିଭାଗ ଗୁରୁବାର ୮ କିଲୋ ବାର୍‌ହା ମାଂସ ଜବତ କରିଛି। କେତେକ ଲୋକ ବାର୍‌ହା ମାରି ମାଂସ ଭାଗ କରୁଥିଲେ। ସୂଚନା ପାଇ ଲଛିପୁର…

ଭାରସାମ୍ୟ ହରାଇ କ୍ଷେତକୁ ଓଲଟିଲା ଟ୍ରକ

ବିନିକା,୩୦ା୪(ଡି.ଏନ୍‌.ଏ): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିଂଘିଯୁବା-କମିରା ରାସ୍ତାର ଖଇରମାଳ ଗାଁ ନିକଟରେ ଶୁକ୍ରବାର ସକାଳେ ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଭାରାସାମ୍ୟ ହରାଇ ଧାନକ୍ଷେତକୁ ଓଲଟି ପଡିଥିଲା। ସୌଭାଗ୍ୟବଶତଃ ଡ୍ରାଇଭର ଆଦିତ୍ୟ ପ୍ରସାଦ ପାଣ୍ଡେ ନିଶ୍ଚିତ ବିପଦରୁ ବର୍ତ୍ତି ଯାଇଥିଲେ।…

ଶ୍ରମିକଙ୍କ ପାଇଁ ମାସ୍କ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ରାଇକିଆ,୩୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ସତ୍ତ୍ବେ ଏମ୍‌ଜିଏନ୍‌ଆରଇଜିଏସ୍‌ରେ ଶ୍ରମିକମାନେ କାମ କରିବା ପାଇଁ କଟକଣା କୋହଳ କରାଯାଇଛି। କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ କାମ ମଧ୍ୟ ଆରମ୍ଭ ହୋଇଛି। ଏହିସବୁ କାମରେ ନିୟୋଜିତ ଶ୍ରମିକଙ୍କ ପାଇଁ ସହାୟତାର ହାତ ବଢାଇଛନ୍ତି ଏସ୍‌ଏଚଜି…

୪ହଜାର ମାସ୍କ ବଣ୍ଟନ

ଚମ୍ପୁଆ, ୩୦।୪(ଡି.ଏନ.ଏ)- କରୋନା ଭୂତାଣୁ ଠାରୁ ଦୂରେଇ ରହିବା ପାଇଁ ହାତଧୂଆ ଓ ମାସ୍କ ପିନ୍ଧିବା ଅତ୍ୟାବଶକ ହୋଇ ପଡିଥିବା ବେଳେ ଚମ୍ପୁଆ ବ୍ଲକର ୯ ଗୋଟି ପଞ୍ଚାୟତରେ ଜଗତ ଜନନୀ ସେବାଟ୍ରଷ୍ଟ ପ୍ରମୁଖ ତଥା ପୂର୍ବତନ ବିଧାୟକ ସନାତନ ମହାକୁଡଙ୍କ…

ଘରେ ଘରେ ମାସ୍କ ବଣ୍ଟନ

ବନ୍ତ,୩୦।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଯେନାସାହିରେ ସ୍ବେଚ୍ଛାସେବୀ ସଂସ୍ଥା ସିଏଫଡବ୍ଲ୍ୟୁଏସ୍‌ଡି ପକ୍ଷରୁ ଘରେ ଘରେ ମାସ୍କ ବଣ୍ଟନ କରାଯାଇଛି। ସରପଞ୍ଚ ବନମାଳୀ ବେହେରାଙ୍କ ଉପସ୍ଥିତିରେ ସଂସ୍ଥାର ସମ୍ପାଦକ ଗୋପିନାଥ ଦାଶ ଘର ଘର ବୁଲି ଲୋକ ମାନଙ୍କୁ ମାସ୍କ ବଣ୍ଟନ…

ରାସ୍ତାକଡ଼ରୁ ଅସହାୟଙ୍କୁ ଉଦ୍ଧାର କରି ଭିମ୍‌ସାରରେ ଭର୍ତ୍ତି କଲେ ସାମାଜିକ କର୍ମୀ

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସମସ୍ତଙ୍କୁ ଭୟାତୁର କରିଛି । ରାସ୍ତା କଡରେ ପଡି ରହିଥିବା ଅସହାୟମାନଙ୍କୁ ମଧ୍ୟ ସେବା କରିବା ପାଇଁ ଜନସାଧାରଣ ଭୟ କରୁଛନ୍ତି । କିନ୍ତୁ ଅନେକ କ୍ଷେତ୍ରରେ ସାମାଜିକ କର୍ମୀମାନେ ଭୟଭୀତ ନ ହୋଇ…

ସର୍ବାଧିକ ଆକ୍ଟିଭ୍‌ କେସ୍‌ ମାମଲା: ଖୋର୍ଦ୍ଧାକୁ ଟପି ଶୀର୍ଷରେ ପହଞ୍ଚିଲା ଯାଜପୁର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଯାଜପୁରରୁ ଆଉ ୧୪ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅପରପକ୍ଷେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଛି। ସେଥିରୁ ଜଣେ ସୁସ୍ଥ…

କରୋନା ମୁକାବିଲା ଲାଗି ଏସ୍‌ଏଚ୍‌ଜି ସହାୟତା ଦେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ମୁକାବିଲା ଲାଗି କନଖିଣ୍ଡା ପଞ୍ଚାୟତ ସ୍ବୟଂ ସହାୟକ ଗୋଷ୍ଠୀ ମାଁ ସମଲେଶ୍ୱରୀ-ଏ ୧୦ ହଜାର ଟଙ୍କା ପ୍ରଧାନମନ୍ତ୍ରୀ କେୟାର ପାଣ୍ଠିକୁ ପ୍ରଦାନ କରିଛି। ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସୁକାନ୍ତ ତ୍ରିପାଠୀଙ୍କୁ ସଦସ୍ୟାମନେ ଚେକ୍‌ ପ୍ରଦାନ କରିଥିଲେ…

ରକ୍ତଭଣ୍ଡାରର ଆବଶ୍ୟକତା ପୂରଣ କରିବାକୁ ୩୫ ୟୁନିଟ ରକ୍ତ ସହାୟକ ହେଲା

ସମ୍ବଲପୁର, ୩୦।୪ (ବ୍ୟୁରୋ)- କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସମଗ୍ର ଦେଶରେ ଲକ୍‌ ଡାଉନ କରାଯାଇଛି । ଏହା ଦ୍ୱାରା ରକ୍ତ ଭଣ୍ଡାର ଗୁଡିକରେ ରକ୍ତ ମଧ୍ୟ ଗଚ୍ଛିତ ନାହିଁ । ଏହାକୁ ଦୃଷ୍ଟିରେ ରଖି ସମ୍ବଲପୁର ଭାଜପା ଯୁବ…

ଯାଜପୁରରୁ ଚିହ୍ନଟ ନୂଆ ୧୪ ଆକ୍ରାନ୍ତ କଟିକଟା ଅଞ୍ଚଳର: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଯାଜପୁର ଜିଲାରେ ଚିହ୍ନଟ ହୋଇଥିବା ସମସ୍ତ ୧୪ ନୂଆ ଆକ୍ରାନ୍ତ କଟିକଟା ଅଞ୍ଚଳର। ପୂର୍ବରୁ ଏଠାରେ ୬ଟି କେସ୍‌ ବାହାରିଥିଲା। ସେମାନେ ପଶ୍ଚିମବଙ୍ଗ ଫେରନ୍ତା ଥିଲେ। ପରେ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯାଇଥିଲା। ଅଞ୍ଚଳରେ ମୋଟ ୨୬୯…

ଉତ୍ତରାଖଣ୍ଡରେ ଫସିଛନ୍ତି ୨୪ ଛାତ୍ରୀଛାତ୍ର, ଫେରାଇ ଆଣିବା ପାଇଁ ସରକାରଙ୍କୁ ପରିବାର ଲୋକଙ୍କ ନିବେଦନ

ରାଜନଗର,୩୦ା୪(ଡି.ଏନ୍‌.ଏ.) : କେନ୍ଦ୍ରାପଡ଼ା ଜିଲା ବାରୁଅସ୍ଥିତ ଜବାହାରଲାଲ କେନ୍ଦ୍ରୀୟ ବିଦ୍ୟାଳୟର ରାଜନଗର, ରାଜକନିକା, ଆଳି ବ୍ଲକର ୨୪ ଜଣ ଛାତ୍ରୀଛାତ୍ର ମାଇଗ୍ରେସନ ପାଠ ପଢ଼ିବା ପାଇଁ ଉତ୍ତରାଖଣ୍ଡ ଯାଇଥିଲେ। ଲକ୍‌ଡାଉନ୍‌ ଯୋଗୁ ସେମାନେ ଏବେ ସେଠାରେ ଫସି ରହିଛନ୍ତି। ପରିବାର ଲୋକେ…

ରକ୍ତ ଭଣ୍ଡାରରେ ଅଭାବ ଦୂର କରିବାକୁ ରକ୍ତଦାନ କଲେ କ୍ଲବ୍‌ ସଦସ୍ୟ

ଲଖନପୁର,୩୦।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଂକ୍ରମଣକୁନେଇ ସାରା ବିଶ୍ୱରେ ଭୟାବହ ପରିସ୍ଥିତି ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ସାରାଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏଭଳି ଜରୁରୀ କାଳୀନ ପରିସ୍ଥିତିରେ ରକ୍ତ ଭଣ୍ଡାରଗୁଡିକରେ ରକ୍ତ ଅଭାବ ଦେଖା ଦେଉଛି। ଏହାକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?