ଆମ ଜିଲା ଖବର

ଦୋକାନ ବଜାର ଖୋଲିବାକୁ ଜିଲାପାଳଙ୍କୁ ଦାବିପତ୍ର

ବାଲେଶର ଅଫିସ, ୨୦ା୫-ଚତୁର୍ଥ ପର୍ଯ୍ୟାୟ ଲକଡାଉନ ପରଠାରୁ ବ୍ୟବସାୟିକ କ୍ଷେତ୍ରରେ କେତେକ କୋହଳ କରାଯାଇଥିଲେ ମଧ୍ୟ ମଧ୍ୟ କାହା ପାଖରେ କୌଣସି ସ୍ପଷ୍ଟ ସୂଚନା ନ ଥିବାରୁ ବ୍ୟବସାୟୀଙ୍କ ମହଲରେ ଅନିଶ୍ଚିତତା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର…

ବାତ୍ୟା ପାଇଁ ୧୫୮ ଗର୍ଭବତୀଙ୍କୁ ମେଡିକାଲ ସ୍ଥାନାନ୍ତର

ଭଦ୍ରକ ଅଫିସ , ୨୦। ୫- ବାତ୍ୟା ଅମ୍ଫନର ମୁକାବିଲାକୁ ଆଖିଆଗରେ ରଖି ୧୫୮ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ପ୍ରସବ ପାଇଁ ବିଭିନ୍ନ ମେଡିକାଲ ରେ ଭର୍ତି କରିଛି ପ୍ରଶାସନ। ସର୍ବାଧିକ ବାସୁଦେବପୁରରେ ୪୫ ଜଣଙ୍କୁ ଭର୍ତି କରାଯାଇଥିବା ଜଣାପଡିଛି।

ବାଲେଶ୍ୱରରେ ଅମ୍ଫନ: ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା

ବାଲେଶ୍ଵର ଅଫିସ ୨୦।୫ – ବାଲେଶ୍ୱର ଜିଲାରେ ଅମ୍ଫନ ପ୍ରଭାବ ଅନୁଭୂତ ହୋଇଛି । ୬୦-୭୦ କିମିରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହେଉଛି। ସମୁଦ୍ର କୂଳରେ ବଡ ବଡ ଜୁଆର ଉଠୁଛି। ବାତ୍ୟା ଅମ୍ଫାନ ଯୋଗୁଁ ତାଳସାରିରେ ସମୁଦ୍ର ଅଶାନ୍ତ…

ଅମ୍ଫନ୍‌ ପ୍ରଭାବ, ଗୋପାଳପୁର ବେଳାଭୂମି ଅଶାନ୍ତ

ଗୋପାଳପୁର,୧୯ା୫(ଡି.ଏନ୍‌.ଏ.)- ଅମ୍ଫନ୍‌ ପ୍ରଭାବରେ ମଙ୍ଗଳବାର ଗୋପାଳପୁର ବେଳାଭୂମି ଅଶାନ୍ତ ରହିବା ସହ ବଡବଡ ଜୁଆର ଉଠିଥିଲା। ୨୪ ଘଣ୍ଟାରେ ୦.୫ ମିଲି ବର୍ଷା ରେକର୍ଡ଼ କରାଯାଇଛି। ମଙ୍ଗଳବାର ମଧ୍ୟ ରାତିରୁ ବର୍ଷା ବଢିବା ସହ ୫୫ରୁ ୬୫ କିମି ବେଗରେ ପବନ…

ରାଜ୍ୟ ବାହାରେ ଫସିଛନ୍ତି ୭ହଜାର ଶ୍ରମିକ: ଫେରାଇ ଆଣିବା ପାଇଁ ଦାବି

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବୌଦ୍ଧ ଜିଲାର ପ୍ରବାସୀ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ ମଙ୍ଗଳବାର ଜିଲା ଭାଜପା ପକ୍ଷରୁ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି ା ଦାବିପତ୍ର ପ୍ରଦାନ ସମୟରେ ଜିଲା ଭାଜପା ସଭାପତି ବିପ୍ରଚରଣ ମହାନ୍ତି , ବରିଷ୍ଠ ଭାଜପା ନେତା…

ରାଜ୍ୟ ବାହାର ଲୋକଙ୍କୁ ଖାଇବାକୁ ଦେଇ ସଙ୍ଗରୋଧ କେନ୍ଦ୍ରକୁ ଗଲେ ହୋଟେଲ ମାଲିକ

ବୌଦ୍ଧ,୧୯ା୫(ସ୍ବ.ପ୍ର.)- ବାହାର ରାଜ୍ୟର କେତେଜଣ ବ୍ୟକ୍ତିଙ୍କୁ ହୋଟେଲରେ ବସାଇ ଖାଇବାକୂୁ ଦେବାରୁ ବୌଦ୍ଧ ସହରର ଏକ ହୋଟେଲ ମାଲିକ ଓ ତାଙ୍କ ଭାଇଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଯିବାକୁ ପଡିଛି ା ମିଳିଥିବା ସୂଚନା ଅନୁଯାୟୀ, ସହରର ପୁରୁଣା ବ୍ଲକ ଛକଠାରେ ଥିବା…

ବରୀରୁ ୧୦୦ ସ୍ବାବ୍‌ ସଂଗ୍ରହ କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ରତ୍ନଗିରି,୧୯ା୫(ଡି.ଏନ.ଏ.)-ବରୀ ବ୍ଲକରୁ ମଙ୍ଗଳବାର ୧୦୦ ଜଣ ପ୍ରବାସୀ ଓଡିଆଙ୍କ ସ୍ବାବ୍‌ ଜିଲା ସ୍ବାସ୍ଥ୍ୟ ବିଭାଗ ସଂଗ୍ରହ କରିଛି। ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍‌ ବରୀ ଗ୍ରସ୍ତରେ ଆସି ବାଳିଆପାଳ ସ୍ଥିତ ବିଧାନ ଚନ୍ଦ୍ର ଏକଡେମୀଠାରେ ପହଞ୍ଚି ସ୍ବାବ୍‌ ସଂଗ୍ରହ କରିଥିଲେ। ବରୀ…

କାମ କରିବାକୁ ଚେନ୍ନାଇ ଯାଇଥିଲେ ବାପପୁଅ: ମୃତଦେହ ଧରି ଫେରିଲେ ପୁଅ

ଏମଭି-୭୯,୧୯ା୫(ଡି.ଏନ.ଏ.)-ପୁଅ ସହ କାମ କରିବାକୁ ଚେନ୍ନାଇ ଯାଇଥିଲେ। ଳକ୍‌ଡାଉନ ଯୋଗୁ ସବୁ ବନ୍ଦ ହୋଇଯିବାରୁ କିଛି ଦିନ ପରେ ସେ ଅସୁସ୍ଥ ହୋଇପଡିଲେ। ଏବେ ପୁଅ ଆମ୍ବୁଲାନ୍ସ ଭଡା କରି ବାପାଙ୍କ ମୃତଦେହ ଧରି ଫେରିଲେ ଗାଁକୁ। ଏପରି ଦୁଃଖଦ ଘଟଣା…

ମୋବାଇଲ କିଣି ନ ଦେବାରୁ ପୁଅ କଲା ଆତ୍ମହତ୍ୟା

ପଟ୍ଟାଙ୍ଗି,୧୯ା୫(ଡି.ଏନ.ଏ)-ବାପା ମୋବାଇଲ୍‌ କିଣି ନ ଦେବାରୁ ପୁଅ(୧୪) ଆତ୍ମହତ୍ୟା କରିବା ପରି ଘଟଣା କୋରାପୁଟ ଜିଲା ପଟାଙ୍ଗି ଥାନା ତଥା ସେମିଳିଗୁଡା ବ୍ଲକ ଅଞ୍ଚଳରେ ଘଟିଛି। ଖବରରୁ ଜଣାପଡିଛି ସେମିଳିଗୁଡ଼ା ବ୍ଲକ୍‌ର ମରୁଆ ଗ୍ରାମର ବିଶ୍ୱନାଥ ଗେମେଲଙ୍କ ପୁଅ ରାଜେନ୍ଦ୍ର। ରେଙ୍ଗା…

ଶିଳ୍ପ ବିଭାଗ ଶାସନ ସଚିବଙ୍କ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରଭାବିତ ହେବାକୁ ଥିବା ଅଞ୍ଚଳ ପ୍ରତି ବିଶେଷ ଧ୍ୟାନ ଦିଅ

ଜଗତ୍‌ସିଂହପୁର ଅଫିସ,୧୯ା୫: କରୋନା ଭୂତାଣୁ ସଂକ୍ରମଣ ସାଙ୍ଗକୁ ବାତ୍ୟା ଅମ୍ଫନ୍‌ର ଭୟ ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି। ତେଣୁ ଏବେ ଏହାର ମୁକାବିଲା ପାଇଁ କାର୍ଯ୍ୟ ଶୈଳୀର ଗତିକୁ ଦ୍ୱିଗୁଣିତ କରିବାକୁ ପଡ଼ିବ। ବିଶେଷକରି ତଳିଆ ଅଞ୍ଚଳରୁ ଲୋକଙ୍କୁ…

ଉପରେ ପିଆଜ ବସ୍ତା, ତଳେ ଗଞ୍ଜେଇ

ମନମୁଣ୍ଡା, ୧୯।୫ (ଡି.ଏନ.ଏ.)-ବୌଦ୍ଧ ଜିଲା ଅଧୀନ କଣ୍ଟାମାଳରୁ ଏକ ଟ୍ରକ ଯୋଗେ ମନମୁଣ୍ଡା ଦେଇ ଚୋରାଚାଲାଣ ହେଉଥିବା ୧୧ କୁଇଣ୍ଟାଲ ଗଞ୍ଜେଇ ଓ ୩୫ ବସ୍ତା ପିଆଜକୁ ସ୍ଥାନୀୟ ପୋଲିସ ସୋମବାର ଜବତ କରିଛି ା ଏହି ଘଟଣାରେ ଡ୍ରାଇଭର ସମେତ…

ସୁନ୍ଦରଗଡ଼ ଫେରିଲେ ୩୮ ଶ୍ରମିକ

ବାରଙ୍ଗ,୧୯।୫(ଡି.ଏନ୍‌.ଏ.): ରାଜଧାନୀ ଉପକଣ୍ଠ ବରିମୁଣ୍ଢ ପଞ୍ଚାୟତର ବିଭିନ୍ନ ଜାଗାରେ ରହି ଇଟାଭାଟି, କମ୍ପାନି ସହ ଦିନମଜୁରିଆ ଭାବେ କାର୍ଯ୍ୟ କରୁଥିବା ୩୮ଜଣ ପ୍ରବାସୀ ଶ୍ରମିକ ମଙ୍ଗଳବାର ନିଜ ଘରକୁ ଫେରିଛନ୍ତି। ଏହି ଶ୍ରମିକମାନେ ସୁନ୍ଦରଗଡ଼ ଜିଲା ଲାଠିକଟା ବ୍ଲକର ବୋଲି ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?