CORONAVIRUS UPDATE: ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ଛୁଇଁଲା୧୨୮
ଭୁବନେଶ୍ୱର,୩୦।୪:(ବ୍ୟୁରୋ)- ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଗୁରୁବାର ଚିହ୍ନଟ ୩ ପଜିଟିଭ୍ ଯାଜପୁର ଜିଲ୍ଲାର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା…
ହେଡ୍କ୍ୱାର୍ଟର ଛାଡିବା ମହଙ୍ଗା ପଡିଲା, ୮୭ ଶିକ୍ଷକଙ୍କୁ କାରଣଦର୍ଶାଅ ନୋଟିସ୍
ଦାରିଙ୍ଗବାଡ଼ି,୩୦।୪(ଡି.ଏନ.ଏ)- କରୋନା ପାଇଁ ଲକ୍ଡାଉନ ଘୋଷଣା ପରେ ବିଦ୍ୟାଳୟ ଛୁଟି ହୋଇଥିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନଙ୍କୁ ହେଡ୍କ୍ୱାର୍ଟର ଛାଡି ନ ଯିବାକୁ ସରକାରୀ ନିର୍ଦ୍ଦେଶ ରହିଥିଲା। ତେବେ ଦାରିଙ୍ଗବାଡିର ଶତାଧିକ ଶିକ୍ଷୟିତ୍ରୀ ଶିକ୍ଷକ ଘରକୁ ପଳାଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣଙ୍କୁ…
ପ୍ରବାସୀ ଓଡ଼ିଆଙ୍କୁ ନେଇ ପୁଣି ବାହାରିଲା ବସ୍: ସୁରଟରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ
ଭଞ୍ଜନଗର,୩୦।୪(ଡି.ଏନ.ଏ)-ଗୁଜୁରାଟର ସୁରଟ ଜିଲା ପ୍ରଶାସନ ଅନୁମତିକ୍ରମେ ସେଠାରୁ ଓଡ଼ିଆମାନେ ବସ୍ ଯୋଗେ ଗଞ୍ଜାମ ଜିଲାକୁ ନିଜ ଖର୍ଚ୍ଚରେ ଫେରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ୨୨୮ ଜଣଙ୍କୁ ନେଇ ଆସିଥିବା ୪ଟି ବସ୍ ସୋମବାର ବିଳମ୍ବିତ ରାତିରେ ଗଞ୍ଜାମରେ ପହଞ୍ଚିବାର ଅଛି। ଅନ୍ୟପକ୍ଷରେ ଦ୍ୱିତୀୟ…
କୁଆପଥର ମାଡ଼ରେ ଫସଲ ନଷ୍ଟ
କେନ୍ଦୁଝର, ୩୦ା୪(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ବାଉରୀପଦା ପଞ୍ଚାୟତ ଅନ୍ତର୍ଗତ କେମ୍ପସଡା ଏବଂ ଏହାର ଆଖପାଖ ଅଞ୍ଚଳରେ ବୁଧବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ସ୍ଥାନୀୟ ଅଞ୍ଚଳରେ ପରିବା ଫସଲ ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି। ଏହି ଅଞ୍ଚଳ ଅରଡେଇ ନଦୀକୂଳରେ ଥିବା…
ରକ୍ତଦାନ ଶିବିରରେ ୩୦ ୟୁନିଟ୍ ରକ୍ତ ସଂଗ୍ରହ
କେନ୍ଦୁଝର,୩୦ା୪(ଡି.ଏନ୍.ଏ./ସ୍ବ.ପ୍ର.)-କେନ୍ଦୁଝର କଲେଜରୋଡସ୍ଥିତ ମହାଲକ୍ଷ୍ମୀ କଲଚରାଲ କ୍ଲବଠାରେ ବୁଧବାର ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ରକ୍ତଭଣ୍ଡାର ଅଧିକାରୀ ଡାକ୍ତର ଅନୁଜା ତ୍ରିପାଠୀ, ଏମଆଇଏସ ସ୍ନିଗ୍ଧା ରାୟ, ଲାବରୋଟୋରୀ ଟେକ୍ନିସିଆନ୍ ବେଣୁଧର ନାୟକ ଏବଂ ଦୀପ୍ତିମୟୀ ଡାରକାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଶିବିରରେ…
ମହିଳାଙ୍କୁ ବଳାତ୍କାର: ଅଭିଯୁକ୍ତ ଫେରାର
ପାଟଣା,୩୦ା୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ୩୫ ବର୍ଷୀୟା ବିବାହିତ ମହିଳାଙ୍କୁ ସେହି ଗ୍ରାମର ପ୍ରଫୁଲ ନାଏକ ମଙ୍ଗଳବାର ସାରେ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଥାନାଧିକାରୀ ବରେନ୍ଦ୍ର ଶିଆଲ ଏନେଇ ଏକ ମାମଲା (ନଂ. ୪୨/୨୦୨୦) ରୁଜୁ…
୩୫ ଶ୍ରମିକ ବସ୍ ଯୋଗେ କେନ୍ଦୁଝର ଫେରିଲେ
କେନ୍ଦୁଝର,୩୦ା୪(ଡି.ଏନ୍.ଏ): ସଂଗରୋଧ ଅବଧି ଶେଷ କରିବା ପରେ ୩୫ ଜଣ ଶ୍ରମିକଙ୍କୁ ଅନୁଗୁଳ ଜିଲା ପ୍ରଶାସନ ବସ୍ ଯୋଗେ କେନ୍ଦୁଝରକୁ ପଠାଇଛି। ଏହି ଶ୍ରମିକମାନେ ୧୪ ଦିନ ସଂଗରୋଧ ଅବଧି ଶେଷ କରିଥିବା ନେଇ ଅନୁଗୁଳ ଜିଲା ପ୍ରଶାସନ ପ୍ରମାଣପତ୍ର୍ର ପ୍ରଦାନ…
ଉଲ୍ଲଂଘନକାରୀ ଗଣିଲେ ୬ ହଜାର ୪ ଶହ ଜରିମାନା
ବନ୍ତ,୩୦।୪(ଡି.ଏନ୍.ଏ.): କରୋନା ଲକ୍ ଡାଉନ୍ ପରିପେକ୍ଷୀରେ ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଆଇନ ଉଲ୍ଲଂଘନକାରୀ ମାନେ ୬ ହଜାର ୪ ଶହ ଟଙ୍କା ଜରିମାନା ଗଣିଥିବା ଜଣାଯାଇଛି। ସେଥିମଧ୍ୟରୁ ମୋଟରଯାନ ଆଇନରେ ୪ ହଜାର, ରେଡ୍କ୍ରସ୍ ପାଣ୍ଠି ବାବଦରେ…
ଫୁଟିଲା ପାରିଜାତ
ଚିତ୍ରଡ଼ା,୩୦।୪(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ନୂଆଝାଳିଆ ପଞ୍ଚାୟତ କାନ୍ଦଣା ଗ୍ରାମର ଶିକ୍ଷକ ମେଘନାଦ ସିଙ୍କ ବଗିଚାରେ ବିରଳ ପାରିଜାତ ଫୁଲ ଫୁଟିଛି। ଏହାକୁ ଦେଖିବା ପାଇଁ ସେଠାରେ ସ୍ଥାନୀୟ ଲୋକଙ୍କ ଭିଡ଼ ଜମୁଛି। ମେଘନାଦ ବର୍ତ୍ତମାନ ଉଫାଲ ଗଡ଼ିଆ…
୪୦ରୁ ଅଧିକ ଶ୍ରମିକଙ୍କୁ ଅଟକ ରଖିଲା ପୋଲିସ
ବାରିପଦା ଅଫିସ, ୩୦ା୪- ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକଡାଉନ ଚାଲିଥିବା ବେଳେ ବାହାର ରାଜ୍ୟରେ ଥିବା ଶ୍ରମିକମାନଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଭଳି ସ୍ଥଳେ ଶ୍ରମିକମାନେ ଅପେକ୍ଷା ନ କରି ପଳାଇ ଆସୁଥିବା ଦେଖିବାକୁ…
ଖାଦ୍ୟ, ମାସ୍କ ବଣ୍ଟନ
ଖଇରା,୩୦।୪(ଡି.ଏନ.ଏ.)-ଫାଉଣ୍ଡେଶନ ଟ୍ରଷ୍ଟ ଓ ଆର୍ଯ୍ୟାନ ସଙ୍ଗଠନ ତରଫରୁ ବୁଧବାର ଖଇରା ବ୍ଲକର ଡଗରପଡା ପଞ୍ଚାୟତରେ ଖାଦ୍ୟ ଓ ମାସ୍କ ବଣ୍ଟନ କରାଯାଇଛି। ଟ୍ରଷ୍ଟ ଅଧ୍ୟକ୍ଷ ମହମ୍ମଦ ଆୟୁବଖାନ ଓ ସ୍ଥାନୀୟ ସ୍ବେଚ୍ଛାସେବୀ ରନତ୍ାକର ଦଳେଇ, ବିକ୍ରମ କୁଅଁର, ଲକ୍ଷ୍ମଣ ବେହେରା, କୃତିବାସ…
ଜଳେଶ୍ୱର ଆସିବାକୁ ପଞ୍ଜୀକରଣ କଲେ ୫୬୩୮ ଶ୍ରମିକ
ଜଳେଶ୍ୱର, ୩୦ା୪ (ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ୩୫ ପଞ୍ଚାୟତର ପ୍ରାୟ ୨ଲକ୍ଷ ୧୦ହଜାର ଲୋକ ବସବାସ କରନ୍ତି। ଏଥିରୁ ୨୧ହଜାର ବ୍ୟକ୍ତି ଅନ୍ୟ ରାଜ୍ୟରେ ରହି କାର୍ଯ୍ୟ କରୁଥିବା ବେଳେ ୫ହଜାର ବ୍ୟକ୍ତି ଅନ୍ୟ ଜିଲାରେ ରହି କାର୍ଯ୍ୟ କରି…

