ଆମ ଜିଲା ଖବର

ବାହାନଗା ଅଟୋ ଆସୋସିଏଶନ ପକ୍ଷରୁ ସହାୟତା

ବାହାନଗା, ୩୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ସଦରମହୁକମା ବଜାରରେ ଥିବା ମା’ ବାସୁଳୀ ଅଟୋ ଆସୋସିଏଶନ ପକ୍ଷରୁ କୋଭିଡ-୧୯ ମୁକାବିଲା ଲାଗି ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ୫ ହଜାର ଟଙ୍କାର ସହାୟତା ପ୍ରଦାନ କରାଯାଇଛି। ଏହି ଚେକ୍‌ ବାହାନଗା ବ୍ଲକ ବିଡିଓ…

ବିଭିନ୍ନ ସ୍ଥାନରେ ଫୁଟିଲା ପାରିଜାତ

ବାଲେଶ୍ୱର ଅଫିସ,୩୦।୪- ବାଲେଶ୍ୱର ଜିଲା ଟାଉନ ଥାନା ଅଧୀନ ଗୋପାଳଗାଁସ୍ଥିତ ଲକ୍ଷ୍ମୀ ନାରାୟଣ ମହାନ୍ତିଙ୍କ ପୁଷ୍ପ ଉଦ୍ୟାନରେ ପାରିଜାତ ଫୁଲ ଫୁଟିଛି। ସହଦେବଖୁଣ୍ଟା ମଡ଼େଲ ଥାନା ବାଲିଆ ଅଞ୍ଚଳର ଆଇନଜୀବୀ ଶାନ୍ତନୁ ରାଉତଙ୍କ ବାଡ଼ିରେ ଓ ଇମାମୀ ଜଗନ୍ନାଥ ମନ୍ଦିର ପରିସରରେ…

ଶିକ୍ଷକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଦାନ

ବାହାନଗା, ୩୦ା୪(ଡି.ଏନ.ଏ.)-ବାହାନଗା ବ୍ଲକର ସମସ୍ତ ଶିକ୍ଷକ ସଂଘ ପକ୍ଷରୁ କୋଭିଡି-୧୯ର ସଫଳ ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡକୁ ଅର୍ଥ ଦାନ କରିଛନ୍ତି । ବ୍ଲକର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଶିକ୍ଷାସହାୟକ ସଂଘର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକମାନେ କିଛି କିଛି ଅର୍ଥ…

କ୍ୱାରାଣ୍ଟାଇନ୍‌ କେନ୍ଦ୍ର ପରିଚାଳନା ତାଲିମ

ଶେରଗଡ଼,୩୦ା୪(ଡି.ଏନ୍‌.ଏ.)- ଶେରଗଡ଼ ଆଦର୍ଶ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପ୍ରଥମ କରି ୧୧୪ଜଣ ସୁରଟ ଫେରନ୍ତାଙ୍କୁ ରଖାଯିବ। ଏନେଇ ଆଦର୍ଶ ବିଦ୍ୟାଳୟରେ ସମସ୍ତ ପ୍ରସ୍ତୁତ ସରିଛି। ଛାତ୍ରୀ ନିବାସ କୋଠାରେ ସେମାନେ ୧୪ ଦିନ ରହିବେ। ବ୍ଲକ ପ୍ରଶାସନ ପକ୍ଷରୁ ବିଡିଓ ସୁରଞ୍ଜନ…

ବି.ଡକେବାଡ଼ିରେ ଜ୍ୱର,ଝାଡ଼ାବାନ୍ତି: ୨୦ରୁ ଉର୍ଦ୍ଧ୍ୱ ପରିବାର ଆକ୍ରାନ୍ତ, କୋଭିଡ-୧୯ ପରୀକ୍ଷା କରାଯିବ

ଦାରିଙ୍ଗବାଡ଼ି,୨୯।୪(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ପଞ୍ଚାୟତ ବି.ଡକେବାଡ଼ି ଗ୍ରାମରେ ଗତ ୧୦ ଦିନ ହେଲା ୨୦ରୁ ଉର୍ଦ୍ଧ୍ୱ ପରିବାରର ଲୋକଙ୍କୁ ଜ୍ୱର ଲାଗିରହିଛି। ଏବେ ସେମାନଙ୍କ ମଧ୍ୟରୁ କେତେଜଣଙ୍କୁ ଦୁଇଦିନ ହେଲା ଝାଡ଼ା ମଧ୍ୟ ହେଉଛି। ଡାକ୍ତରୀଦଳ ସୋମବାର ଉକ୍ତ ଗ୍ରାମକୁ ଯାଇ ଚିକିତ୍ସା…

ତପ୍ତପାଣି ଘାଟିରେ ଓଲଟିଲା ଟ୍ରକ୍‌, ଡ୍ରାଇଭର ମୃତ

ପାଟପୁର,୨୯ା୪-ଗଞ୍ଜାମ-ଗଜପତି ସୀମାନ୍ତ ପାଟପୁର ଥାନା ତପ୍ତପାଣି ଘାଟି ହରିଣ ପାର୍କ ନିକଟରେ ବୁଧବାର ଅପରାହ୍ନ ପ୍ରାୟ ୪ ଟାରେ ଏକ ଟ୍ରକ୍‌ ଓଲଟି ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି। ସେ ହେଲେ ହିଞ୍ଜିଳିକାଟୁ ଥାନା ଅଙ୍କୋରଡା ଗ୍ରାମର ମନୋଜ କୁମାର ଗୌଡ଼।…

କୋଭିଡ୍‌ ନିୟମ ଉଲ୍ଲଘଂନ, ସିଲ୍‌ ହେଲା ଦୋକାନ

ଶଙ୍କରାଖୋଲ,୨୯ା୪(ଡି.ଏନ୍‌.ଏ)- ଚକାପାଦ ବ୍ଲକ ଶଙ୍କରାଖୋଲଠାରେ ବୁଧବାର ସକାଳେ ସାମାଜିକ ଦୂରତା ରକ୍ଷା ନକରିବା ଅଭିଯୋଗରେ ଏକ ଦୋକାନକୁ ସିଲ୍‌ କରାଯାଇଛି। ଏସ୍‌ପି ପ୍ରତୀକ ସିଂ ପରିଦର୍ଶନ କରିବା ପରେ ତାଙ୍କ ନିର୍ଦ୍ଦେଶକ୍ରମେ ଚକାପାଦ ତହସିଲଦାର ତଥା ମାଜିଷ୍ଟ୍ରେଟ ପ୍ରଣତୀ ପ୍ରିୟଦର୍ଶିନୀ ରାଉତ,…

ବିପୁଳ ପରିମାଣର ଦେଶୀ ମଦ ଜବତ

ଆର.ଉଦୟଗିରି,୨୯ା୪(ଡି.ଏନ.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହିଙ୍କ ନିର୍ଦ୍ଦେଶକ୍ରମେ ଆର.ଉଦୟଗିରି ଅବକାରୀ ବିଭାଗ, ରାମଗିରି ପୋଲିସ ଓ ବ୍ରହ୍ମପୁର ଇଆଇବିଆଇ ମିଳିତ ଭାବେ ଚଢାଉ କରି ବିପୁଳ ପରିମାଣର ମଦ ଜବତ କରିଛି। ଭାଲିଆସାହି,…

କୋଭିଡ୍‌ ଫଣ୍ଡକୁ ଶିକ୍ଷକ ଦେଲେ ୬.୭୪ ଲକ୍ଷ

ପାଟପୁର,୨୯ା୪- ସାନଖେମୁଣ୍ଡି ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସମେତ ଶିକ୍ଷା ସହାୟକ, ଗଣଶିକ୍ଷକ କନିଷ୍ଠ ବର୍ଗ ଶିକ୍ଷକମାନେ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି (କୋଭିଡ୍‌)କୁ ୬ ଲକ୍ଷ ୭୪ ହଜାର ୭୫ ଟଙ୍କା ପ୍ରଦାନ କରିଛନ୍ତି। ସମସ୍ତ ବର୍ଗର…

ପ୍ରବାସୀ ସୁରଟ ଫେରନ୍ତାଙ୍କ ପାଇଁ ପ୍ରସ୍ତୁତି, ସମୀକ୍ଷା କଲେ ଜିଲାପାଳ

ଧରାକୋଟ,୨୯ା୪(ଡି.ଏନ.ଏ.)- ସୁରଟରୁ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍‌ ମଧ୍ୟରୁ ୨ଟି ଧରାକୋଟରେ ରହିବ। ଏନେଇ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ। କୁଡ଼ାଗୁମା ଆଦର୍ଶ ବିଦ୍ୟାଳୟରରେ ୧୦୦ ଶଯ୍ୟା ବିଶିଷ୍ଟ କ୍ୱାରାଣ୍ଟାଇନ ସେଣ୍ଟର ହୋଇଛି। ବୁଧବାର…

ବଜ୍ରପାତରେ ଗୋରୁଚରାଳୀଙ୍କ ମୃତ୍ୟୁ

ଭଞ୍ଜନଗର,୨୯।୪(ଡି.ଏନ.ଏ)- ତାରସିଂ ଥାନା ତୋଲଡ଼ିରେ ବୁଧବାର ବଜ୍ରପାତରେରେ ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ତୋଲାଡିର ଲକ୍ଷ୍ମଣ ବେହେରା (୩୦)। ଲକ୍ଷ୍ମଣ ଗୋରୁ ନେଇ ଯାଇଥିବାବେଳେ ଅପରାହ୍ନ ୫ଟାରେ ବଜ୍ରପାତରେ ଗୁରୁତର ହୋଇଥିଲେ। ଏହାପରେ ତାଙ୍କୁ ଚିକିତ୍ସା ପାଇଁ…

ସରିଲା ସଙ୍ଗରୋଧ ଅବଧି: ଫେରିଲେ ଗଞ୍ଜାମ, ଗଜପତିର ୯ ଶ୍ରମିକ

କୋଲନରା,୨୯ା୪: ରାୟଗଡ଼ା ଜିଲା କୋଲନରା ବ୍ଲକ୍‌ ଥେରୁବାଲି ଏବଂ ସୂରୀ ପଞ୍ଚାୟତର ଜାମୁଲେଲିବାଡ଼ିସ୍ଥିତ କରୋନା ଆଶ୍ରୟସ୍ଥଳୀରେ ଥିବା ଗଞ୍ଜାମ ଓ ଗଜପତି ଜିଲାର ୯ ଶ୍ରମିକ ବୁଧବାର ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ଗାଡ଼ି ଯୋଗେ ଥେରୁବାଲିଠାରେ ଥିବା ଗଞ୍ଜାମ ଜିଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?