ଆମ ଜିଲା ଖବର

ଶେଷରେ ଅସହାୟ ମହିଳାଙ୍କ ଚିକିତ୍ସା ହେଲା

ଲୋଇସିଂହା, ୨୯।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ପନେସରା ଗାଁ। ସେହି ଗାଁର ଅସହାୟ ମହିଳା ହାଡ ସାହୁ। ମୂଲଲାଗି ପରିବାର ଚଳାନ୍ତି। କାମକୁ ନ ଗଲେ ତାଙ୍କ ଘରେ ଚୁଲି ଜଳେନି। ଏପରି ପରିସ୍ଥିତିରେ ଦିନେ ସେ କାମ…

ଲୋକଙ୍କୁ ମାକ୍ସ ପିନ୍ଧାଇ ସଚେତନ କଲା ଗଞ୍ଜାମ ପୋଲିସ

ଗଞ୍ଜାମ,୨୯ା୪(ଡି.ଏନ୍‌.ଏ.)- ବର୍ତ୍ତମାନ କରୋନା ଭୂତାଣୁ ସାରା ବିଶ୍ୱରେ କାୟାବିସ୍ତାର କରି ଚାଲିଛି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସାମାଜିକ ଦୂରତା, ସର୍ବସାଧାରଣ ସ୍ଥାନରେ ଛେପ ନ ପକାଇବା ଏବଂ ମାକ୍ସ ବ୍ୟବହାର ନେଇ କଟକଣା…

ଆନ୍ଧ୍ରରୁ ସାଇକେଲରେ ବ୍ରହ୍ମଗିରି ଫେରିଲେ ୭ ଶ୍ରମିକ: ୭୫୦ କି.ମିକୁ ଲାଗିଲା ୭ ଦିନ

ବ୍ରହ୍ମଗିରି,୨୯ା୪(ଡି.ଏନ.ଏ): ପୁରୀ ଜିଲା ବ୍ରହ୍ମଗିରି ଅଞ୍ଚଳର ୭ଜଣ ଶ୍ରମିକ ଗାଁ ଛାଡ଼ିି ଆନ୍ଧ୍ରପ୍ରଦେଶକୁ ଶ୍ରମିକ ଭାବେ କାମ କରିବାକୁ ଯାଇଥିଲେ। କିନ୍ତୁ ସେମାନଙ୍କ ପାଇଁ ଦୁର୍ଦ୍ଦଶା ଆଣିଲା କରୋନା। ମାସେ ହେଲା ସାରା ଦେଶ ଲକ୍‌ଡାଉନ। ଏଥିଯୋଗୁ ଶିଳ୍ପ, କାରଖାନା ଓ…

ଦେଶୀମଦ ସହ ଗାଡ଼ି ଜବତ

ବାଲେଶ୍ୱର ଅଫିସ, ୨୯।୪: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ରସାଳପୁର ରାସ୍ତାରେ ଅବକାରୀ ବିଭାଗର ଜିଲା ଭ୍ରାମ୍ୟମାଣ ଟିମ୍‌ ଦ୍ୱାରା ବୁଧବାର ଚଢ଼ାଉ କରାଯାଇ ୯ଶହ ଲିଟର ଦେଶୀ ମଦ ସହ ଏକ ଟାଟା ଏସିଇ ଗାଡ଼ି (ନଂ. ଓଡ଼ି୦୧-୫୫୭୫)…

ଆବଦ୍ଧାଞ୍ଚଳରେ ଗଠନ ହେଲା ୩ଟି ଟିମ୍‌

ବନ୍ତ,୨୯।୪(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ବ୍ଲକ ଚାରିଗାଁ ଗ୍ରାମରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ ସିଲ୍‌ କରାଯିବା ସହ ସଂକ୍ରମଣ ନବ୍ୟାପିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ…

ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଞ୍ଚଳର ଜନୈକା ଦିବ୍ୟାଙ୍ଗ (ମାନସିକ ଅନଗ୍ରସର) ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଜଣଙ୍କ ତାଙ୍କ ଭଉଣୀ ଘରେ ରହୁଥିଲେ। ମଙ୍ଗଳବାର ଭଉଣୀ ଓ ଭିଣୋଇ…

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ରାଇରଙ୍ଗପୁର,୨୯।୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣି ଥାନା ଅଧୀନ ବଡ଼ଖିରୀ ଗ୍ରାମରେ ମଙ୍ଗଳବାର ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉଡାନ ବାସ୍କେଙ୍କ ସ୍ତ୍ରୀ ଗିଥ ବାସ୍କେ। ଅପରାହ୍ନ ୪ଟା ସମୟରେ ସେ ନିଜ ଘର ବାଡ଼ିରେ କାମ କରୁଥିବା…

ବାହାର ରାଜ୍ୟରୁ ଫେରିବେ ୪୩ ହଜାର ଲୋକ

ଜଗତ୍‌ସିଂହପୁର ଅଫିସ,୨୯ା୪: ଲକ୍‌ଡାଉନ୍‌ ଯୋଗୁ ଓଡ଼ିଶାର ବିଭିନ୍ନ ଜିଲା ଲୋକ ବାହାର ରାଜ୍ୟରେ ଫସି ରହିଛନ୍ତି। ଏବେ ରାଜ୍ୟ ସରକାର ସେମାନଙ୍କୁ ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି। ତେବେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନେ ଅନଲାଇନ୍‌ରେ ନାମ ପଞ୍ଜୀକରଣ କରୁଛନ୍ତି। ଏହି…

ଫେରାର ୨ ପିଲେଟ ଚୋର ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳର ବଡବିଲସ୍ଥିତ ଆରିୟା ଷ୍ଟିଲ କାରଖାନାରୁ ପରିବହନ ବେଳେ ପିଲେଟ ଚୋରି କରିଥିବା ଦୁଇ ଫେରାର ଅଭିଯୁକ୍ତଙ୍କୁ ପୋଲିସ ବୁଧବାର ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତଦ୍ୱୟ ହେଲେ କମାର ଯୋଡା…

ନିୟମ ଊଲ୍ଲଂଘନ କରି ୯ ଗିରଫ

ଯୋଡ଼ା, ୨୯।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଥିବା ଏସେଲ ଖଣି ଓ ଜଜାଙ୍ଗସ୍ଥିତ ଜଜାଙ୍ଗ ଖଣିର ପରିବହନ କାର୍ଯ୍ୟକୁ ବନ୍ଦ କରିଥିବା ଅଭିଯୋଗରେ ପୋଲିସ ୯ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ମଙ୍ଗଳବାର ପୂର୍ବାହ୍ନରେ ଜୁରୁଡିସ୍ଥିତ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ଚମ୍ପୁଆ/ଯୋଡା/ଝୁମ୍ପୁରା, ୨୯।୪(ଡି.ଏନ.ଏ.): କେନ୍ଦୁଝର ଜିଲାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇ ବ୍ୟାପକ ଧାନ ଫସଲ ସାଙ୍ଗକୁ ପନିପରିବା ନଷ୍ଟ ହୋଇଯାଇଛି। କରୋନା ଲାଗି ଚାଷୀମାନେ କ୍ଷତିରେ ଥିବା ବେଳେ ଏବେ କୁଆପଥର ବର୍ଷା ଚିନ୍ତାରେ ପକାଇଛି। ଋଣ ଆଣି ଚାଷ…

କରୋନା ପ୍ରଭାବ: ଜୀବନ ପାଇଁ ବଦଳିଛି ଜୀବିକା

କେନ୍ଦ୍ରାପଡା ଅଫିସ୍‌, ୨୯।୪-ଦେଶରେ ତାଲାବନ୍ଦକୁ ଇତିମଧ୍ୟରେ ମାସେ ବିତିଛି। ହେଲେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ତାଲାବନ୍ଦ ଅବଧି ମେ ୩ରେ ଶେଷ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ସାରାଦେଶରେ ତାଲାବନ୍ଦ ଯୋଗୁ ଗାଡ଼ିମୋଟର ଚଳାଚଳ ବନ୍ଦ ରହିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?