ମଦ ଦୋକାନ ଖୋଲିବା ନିଷ୍ପତ୍ତିକୁ ପ୍ରତିବାଦ କଲେ ମହିଳା
ଭଦ୍ରକ ଅଫିସ,୩୦।୧୧: ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଭଦ୍ରକ ଜିଲା ଶାଖା ପକ୍ଷରୁ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି। ସରକାରଙ୍କ ବହୁଳ ମଦ ଦୋକାନ ଖୋଲାଯିବା ନିଷ୍ପତ୍ତିକୁ ବଦଳାଇବା ଦାବିରେ ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ଜିଲାପାଳଙ୍କୁ...
ଅବକାରୀ, ବନ ବିଭାଗର ମିଳିତ ଚଢ଼ାଉ: ୧୫ଶହରୁ ଊର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ
ଛେଣ୍ଡିପଦା,୩୦।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଚାଙ୍ଗୁଡିଆ ପଞ୍ଚାୟତର କଙ୍କୁରପାଳ ଗ୍ରାମରେ ଶନିବାର ଚଢ଼ାଉ କରାଯାଇ ବିପୁଳ ପରିମାଣର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି। ଅବକାରୀ ବିଭାଗ ଓ ବନ ବିଭାଗର ମିଳିତ ଚଢ଼ାଉରେ ଉକ୍ତ ଗ୍ରାମ ନିକଟସ୍ଥ ଓହ୍ଲାଣି...
ଟ୍ରେନ୍ ଧକ୍କାରେ ଛାତ୍ର ମୃତ: ବିଦ୍ୟାଳୟ ଫାଟକ ବନ୍ଦ କରି ସ୍ଥାନୀୟ ଲୋକଙ୍କ ଆନ୍ଦୋଳନ
ବାରିପଦା ଅଫିସ,୩୦।୧୧: ମୟୂରଭଞ୍ଜ ଜିଲା ବୈଶିଙ୍ଗା ନିକଟ ମଛପଦା ଲେବଲ କ୍ରସିଂ ନିକଟରେ ଶନିବାର ଭୋର ସମୟରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ ଟ୍ରେନ୍ ଲାଇନ୍ କଡ଼ରେ ମୃତଦେହ ପଡ଼ିଥିବାରୁ...
୨ ଶିକ୍ଷକଙ୍କ ଘରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ଗହଣା, ନଗଦ ଟଙ୍କା ନେଇଗଲେ ଦୁର୍ବୃତ୍ତ
ପାଟଣା,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଦୁଇ ଜଣ ଶିକ୍ଷକଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଉକ୍ତ ଗ୍ରାମର ଶିକ୍ଷକ ଜଗବନ୍ଧୁ ନାଏକ ଓ ନିତ୍ୟାନନ୍ଦ ମହାନ୍ତଙ୍କ ଘର ଗ୍ରିଲ ଭାଙ୍ଗି ଦୁର୍ବୃତ୍ତ ଆଲମୀରାରୁ...
ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର
ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ ବଚସାକୁ ନେଇ ଜଣେ ଯୁବକ ଦମ୍ପତିଙ୍କୁ ଭୁଜାଲିରେ ହାଣି ଦେଇଥିଲେ। ଏଥିରେ ମହିଳାଙ୍କ...
ପର୍ଯ୍ୟଟନ ସ୍ଥଳର ବିକାଶ
ଆଦିବାସୀ ଅଧ୍ୟୁଷିତ ଗଜପତି ଜିଲା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ନାମରେ ପରିଚିତ। ପ୍ରକୃତିର ଅପରୂପ ସୌନ୍ଦର୍ଯ୍ୟରେ ପରିପୂର୍ଣ୍ଣ ଏହି ଜିଲା। ଏଠାରେ ଅନେକ ଜଳପ୍ରପାତ ସହ ରହିଛି ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ପର୍ବତ। ଜିଲା ସଦର ପାରଳାଖେମୁଣ୍ଡିଠାରୁ ମାତ୍ର ୨୮କିମି...
ଡିସେମ୍ବର ଶେଷ ସୁଦ୍ଧା ସ୍ବର୍ଗଦ୍ୱାର ନବୀକରଣ କାମ
ପୁରୀ ଅଫିସ, ୩୦ା୧୧: ମହାପ୍ରସ୍ଥାନମ୍ କ୍ରିମେଟୋରିୟମ୍ ଢାଞ୍ଚାରେ ସ୍ବର୍ଗଦ୍ୱାର ପାଇବ ନୂଆରୂପ। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ଥାନ ପାଇଛି ସ୍ବର୍ଗଦ୍ୱାର। ଏହାର ପ୍ରକ୍ରିୟା ବି ତ୍ୱରାନ୍ବିତ ହୋଇଛି। ସ୍ବର୍ଗଦ୍ୱାର...
ସ୍ଥାଣୁ ପାଲଟିଛି ଭିଜିଲାନ୍ସର ସୋସିଆଲ ମିଡିଆ
କଟକ ଅଫିସ, ୩୦ା୧୧: ଓଡ଼ିଶା ଭିଜିଲାନ୍ସ ବିଭାଗରେ ଶତାଧିକ ଦୁର୍ନୀତି ଅଭିଯୋଗ ତଦନ୍ତ ନ ହୋଇ ପଡ଼ିରହିଛି। ଏପରି ସ୍ଥଳେ ରାଜ୍ୟରେ ଦୁର୍ନୀତି କମିଛି ବୋଲି ନିକଟରେ ଟ୍ରାନ୍ସପରେନ୍ସି ଇଣ୍ଟରନ୍ୟାଶନାଲ ଇଣ୍ଡିଆ (ଟିଆଇଆଇ) ନାମକ ଏକ ଅଣସରକାରୀ ସଂସ୍ଥାର ସର୍ଭେ...
କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା
କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ ମଧ୍ୟ ଏକ ସ୍ବତନ୍ତ୍ର ସ୍କୁଟରରେ ଦେଶ ପରିକ୍ରମାରେ ସେ ବାହାରିଛନ୍ତି। ରାଜଧାନୀ ଦିଲ୍ଲୀ...
ଭଦ୍ରକ ଜିଲା ଚିକିତ୍ସାଳୟର ଏମ୍ସିଏଚ୍ ସମ୍ପ୍ରସାରଣ ହେବ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଭଦ୍ରକ ଜିଲା ଚିକିତ୍ସାଳୟରେ ଥିବା ଏମ୍ସିଏଚ୍କୁ ସମ୍ପ୍ରସାରଣ କରାଯାଇ ୧୦୦ ଶଯ୍ୟାବିଶିଷ୍ଟରେ ପରିଣତ କରାଯିବ। ହସ୍ପିଟାଲ୍ର ଚାରିପାଖେ ପାଚେରି ଓ ରାସ୍ତା ନିର୍ମାଣ ଲାଗି ୬ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...
ପ୍ରଶଂସା ସାଉଣ୍ଟୁଛି ଆସାଦ୍ଙ୍କ ‘ଆଫିୟାନ୍ସ’
କଟକ ଅଫିସ,୩୦ା୧୧: ଆଜି କଟକ ସହରକୁ ଓଡ଼ିଆ ସଙ୍ଗୀତର ଅନ୍ତୁଡ଼ିଶାଳ ବୋଲି କୁହାଯାଉଛି। ହେଲେ ୮୦ ଦଶକ ପୂର୍ବରୁ ଏଭଳି ଚିତ୍ର ନ ଥିଲା। ସେତେବେଳେ କୋଲକାତା, ମାଡ୍ରାସ ଓ ବମ୍ବେ ସହର ଉପରେ ଓଡ଼ିଶା ସଙ୍ଗୀତ ଜଗତ ଭରସା...
ବରଡ଼ା ଛପର ତଳେ ବିଦ୍ୟାଳୟ
ଆଠମଲ୍ଲିକ, ୩୦ା୧୧(ଡି.ଏନ.ଏ.) – ପତ୍ରଫଡିରୁ ଆରମ୍ଭ ହୋଇ ଗ୍ରାମବାସୀଙ୍କ ଉଦ୍ୟମରେ ବରଡା ଛପର ଘରେ ପହଞ୍ଚିଥିବା ବିଦ୍ୟାଳୟର ବିକାଶ ଭୁଲିଯାଇଛି ପ୍ରଶାସନ। ଫଳରେ ବିନା ଶ୍ରେଣୀଗୃହରେ ଖୋଲାମେଲାରେ ବିପଦସଙ୍କୁଳ ଭାବେ ପାଠ ପଢୁଛନ୍ତି ଅନୁଗୋଳ ଜିଲା ଆଠମଲ୍ଲିକ ସଦର ମହକୁମା...
Archives


