ନାବାଳିକା ଗଣବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ୍
ବାରିପଦା ଅଫିସ,୩୦।୧୧- ମୟୂରଭଞ୍ଜ ଜିଲା ସହକାରୀ ଦୌରାଜଜ୍ (ସ୍ପେସାଲ ଟ୍ରାକ) ଶାନ୍ତନୁ କୁମାର ଦାଶ ଶୁକ୍ରବାର ଏକ ଗଣବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲଦଣ୍ଡାଦେଶ ଦେବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି। ମକଦ୍ଦମା...
ଏଫଏମ୍ ମେଡ଼ିକାଲ କଜେଲ ଓ ହସ୍ପିଟାଲରେ ଏମ୍ସିଆଇ ଟିମ୍
ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଫକୀରମୋହନ(ଏଫଏମ୍) ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟକୁ ମେଡ଼ିକାଲ କାଉନ୍ସିଲ ଅଫ୍ ଇଣ୍ଡିଆ (ଏମ୍ସିଆଇ)ର ୩ଜଣିଆ ପ୍ରତିନିଧି ଦଳ ଶୁକ୍ରବାର ପରିଦର୍ଶନ କରିଛନ୍ତି। ଉଭୟ ମେଡ଼ିକାଲ କଲେଜ ଓ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା...
ଇମାମୀ ଜଗନ୍ନାଥ ମନ୍ଦିର ୫ମ ପ୍ରତିଷ୍ଠା ଉତ୍ସବ: ୭୦ ଯୋଡ଼ିଙ୍କ ହାତଗଣ୍ଠି ପଡିଲା
ବାଲେଶ୍ୱର ଅଫିସ, ୩୦।୧୧-ବାଲେଶ୍ୱର ଜିଲା ରେମୁଣା ବାଲଗୋପାଲପୁର ଶିଳ୍ପାଞ୍ଚଳସ୍ଥିତ ଇମାମୀନଗର ଶ୍ରୀ ଜଗନ୍ନାଥ ମନ୍ଦିରର ୫ମ ପ୍ରତିଷ୍ଠା ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ପୁରୀ ଜଗନ୍ନାଥ ମନ୍ଦିରର ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁମହାପାତ୍ର, ଇମାମୀନଗର ଜଗନ୍ନାଥ ମନ୍ଦିରର ମୁଖ୍ୟ ତଥା...
ଡଗରା ବେଳାଭୂମିରେ ବିଦେଶୀ ପକ୍ଷୀ
ବାଲିଆପାଳ, ୩୦ା୧୧(ଡି.ଏନ.ଏ.)-ପ୍ରତିବର୍ଷ ପରି ଚଳିତ ବର୍ଷ ପର୍ଯ୍ୟଟନ କେନ୍ଦ୍ର ଡଗରାବେଳା ଭୂମିରେ ବିଦେଶାଗତ ପକ୍ଷୀମାନଙ୍କ ସମାଗମ ହୋଇଛି । ବଗ ଓ ହଂସ ଜାତୀୟ ପକ୍ଷୀ ଚଳିତବର୍ଷ ଶୀତଋତୁ ଆରମ୍ଭରୁ ବେଳାଭୂମିରେ ଚଳପ୍ରଚଳ କରୁଥିବା ଦେଖିବାକୁ ମିଳିଛି । ସୁବର୍ଣ୍ଣରେଖା...
ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ
ତୁମୁଡିବନ୍ଧ,୩୦ା୧୧(ଡି.ଏନ୍.ଏ.): ଜଣେ ନାବାଳିକା(୧୪)ଙ୍କୁ ବଳାତ୍କାର କରାଯାଇଥିବା ନେଇ ତୁମୁଡ଼ିବନ୍ଧ ଥାନାରେ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ପୋଲିସ ନଂ.୮୫/୧୯ରେ ମାମଲା ରୁଜୁକରି ନାବାଳିକାଙ୍କ ପଡୋଶୀ ଶମ୍ଭୁ ମହାରଣାଙ୍କୁ ଗିରଫ କରିଛି। ଗତ ଗୁରୁବାର ସନ୍ଧ୍ୟାରେ ଶମ୍ଭୁ ସମ୍ପୃକ୍ତ ନାବାଳିକାଙ୍କୁ ମୋବାଇଲ...
୭୧୦ ଶିଶୁ, ୧୭୩ ଗର୍ଭବତୀଙ୍କୁ ଦିଆଯିବ ଟିକା
ଫୁଲବାଣୀ ଅଫିସ, ୩୦ା୧୧ -କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍ ୨.୦ କାର୍ଯ୍ୟକ୍ରମ ଆସନ୍ତା ୨ତାରିଖରୁ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ୪ଟି ପର୍ଯ୍ୟାୟରେ ଜିଲାରେ କାର୍ଯ୍ୟକାରୀ କରାଯିବ। ଶୂନରୁ ୨ ବର୍ଷ ପର୍ଯ୍ୟନ୍ତ ପିଲା ଏବଂ ଗର୍ଭବତୀଙ୍କୁ ଟିକାକରଣ କରାଯିବ।...
ଛଣମେରୀ ଆଦର୍ଶ ବିଦ୍ୟାଳୟ ବାସି ଖାଦ୍ୟଖାଇ ୮ ଛାତ୍ରୀ ଅସୁସ୍ଥ
ଦିଗପହଣ୍ଡି/ପାଟପୁର,୩୦ା୧୧(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଛଣମେରୀ ଆଦର୍ଶ ବିଦ୍ୟାଳୟ ହଷ୍ଟେଲରେ ରହୁଥିବା ୮ ଛାତ୍ରୀ ଖାଦ୍ୟ ଖାଇବା ପରେ ଗୁରୁବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିଥିଲେ। ସେମାନଙ୍କ ପରିବାର ଲୋକେ ବିଦ୍ୟାଳୟରେ ପହଞ୍ଚତ୍ ସମସ୍ତଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି...
ଜାଲ୍ ସାର୍ଟିଫିକେଟ୍ରେ ଶିକ୍ଷକତା: ଧରାପଡ଼ିଲେ ଆଉ ୯ ନକଲି ଶିକ୍ଷକ
ବ୍ରହ୍ମପୁର ଅଫିସ୍,୩୦ା୧୧-ନିଯୁକ୍ତି ବେଳେ ନକଲି ଶିକ୍ଷାଗତ ସାର୍ଟିଫିକେଟ ଦେଇଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ତାଲିକା ଗଞ୍ଜାମ ଜିଲାରେ ବଢ଼ିବାରେ ଲାଗିଛି। ଶିକ୍ଷା ବିଭାଗ ପକ୍ଷରୁ ଯାଞ୍ଚ ବେଳେ ଜଣକ ପରେ ଜଣେ ଧରାପଡ଼ୁଛନ୍ତି। ନକଲି ସାର୍ଟିଫିକେଟ ଦେଇ ପୂର୍ବରୁ ୭ ଶିକ୍ଷୟିତ୍ରୀ...
ଜାଲ୍ ସାର୍ଟିଫିକେଟ, ବେରୋଜଗାରୀ ପ୍ରସଙ୍ଗ: ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
ଛତ୍ରପୁର,୩୦।୧୧(ଡି.ଏନ.ଏ) -ଅଲ୍ ଇଣ୍ଡିଆ ଫରୱାର୍ଡ ବ୍ଲକ ପକ୍ଷରୁ ବିଭିନ୍ନ ଦାବିନେଇ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ଜିଲାରେ ବେରୋଜଗାରୀ ବଢୁଥିବାବେଳେ ବିଭିନ୍ନ କ୍ଷେତ୍ରରେ ଜାଲ୍ ସାର୍ଟିଫିକେଟ୍ ମାଧ୍ୟମରେ ନିଯୁକ୍ତି ଦିଆଯାଉଥିବା ଅଭିଯୋଗ ହୋଇଥିଲା। ସରକାରଙ୍କ ୫-ଟି ନାମକୁ...
ସରକାରୀ କାର୍ଯ୍ୟାଳୟରେ ଗଡୁଛି ବିଦ୍ୟୁତ୍ ବିଲ୍: ୩୯ ବିଭାଗର ବକେୟା ପଡ଼ିଛି ୨ କୋଟି ୭୭ ଲକ୍ଷ
ନୟାଗଡ଼ ଅଫିସ,୩୦।୧୧-ଘରୋଇ ହେଉ କିମ୍ବା ବ୍ୟବସାୟିକ ପ୍ରତିଷ୍ଠାନରେ ଗୋଟିଏ ମାସରୁ ଅଧିକ ଦିନ ବିଲ୍ ପୈଠ ନ ହେଲେ ପର ଦିନ ବିଦ୍ୟୁତ୍ ବିଭାଗ ସଂଯୋଗ କାଟି ଦେଇଥାଏ। ଫଳରେ ବିଦ୍ୟୁତ୍ ଉପଭୋକ୍ତା ବିନା ବିଦ୍ୟୁତ୍ରେ ହନ୍ତସନ୍ତ ହୁଅନ୍ତି। ହେଲେ...
ନିସାହା ଗୁରୁବାରୀକୁଁ ସାହାଯ୍ର ହାତ୍ ବଢ଼ାଲେ ବିଡିଓ
କେସିଙ୍ଗା, ୩୦।୧୧ (ଡି.ଏନ.ଏ.)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ନୁନମାଠ ପଁଚେତ୍ ଅଧୀନ ମୁଣ୍ଡାପଡ଼ାର ନିସାହା ବିଧବା ମହିଲା ଗୁରୁବାରୀ ରଣା(୬୦)କୁଁ କେସିଙ୍ଗା ବିଡିଓ ଭୀମସେନ ଶବର ସାହାଯ୍ର ହାତ୍ ବଢ଼େଇଛନ୍। ସେ ଅନେକ ଦିନ୍ ହେଲା ରୋଗ୍ ଲାଗି...
ଚିକିଛା ଲାଗି ଟଁକା ଅଭାବ: ସରକାରୀ ସୁବିଧାରୁ ବଁଚିତ୍ ଦିବ୍ୟାଙ୍ଗ ତୃପ୍ତି
ଜାମଟିକ୍ରା, ୩୦।୧୧(ଡି.ଏନ୍.ଏ.)- ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍ ପତ୍ରାପାଲି କେନାଲ ଛକର ରାଜକିଶୋର ପଧାନ ଆର ସୁଷମା ପଧାନକଁର ଝି’ ତୃପ୍ତି ପଧାନ (୧୮)। ଜନ୍ମୁ ତାକର ଦୁଇ ଆଏଁଖ୍ ନାଇଁ ଦିଶ୍ବାର। ଇଆଡ଼େ ପରିବାରଟା...
Archives


