ଆମ ଜିଲା ଖବର

ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ଶ୍ରମିକ ସ୍ବତନ୍ତ୍ର ଟ୍ରେନ: ଓହ୍ଲାଇଲେ ୬୦୦

ଚୌଦ୍ୱାର,୧୭।୫(ଡି.ଏନ.ଏ.)-କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ରବିବାର ଅପରାହ୍ନ ୪ଟାରେ ଶ୍ରମିକ ସ୍ବତନ୍ତ୍ର ଏକ୍ସପ୍ରେସ ଟ୍ରେନ ଆସି ପହଞ୍ଚିଛି। ଅହମ୍ମଦାବାଦରୁ ଯାଜପୁର ଟାଉନ ଆସିଥିବା ଏହି ଟ୍ରେନରେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୬୦୦ ଶ୍ରମିକ ଓହ୍ଲାଇଛନ୍ତି। ଏହି ଟ୍ରେନଟି ଆଜି…

ସାଇକେଲରେ ପୁନେରୁ ଆନନ୍ଦପୁର ଫେରିଲେ ଅରୁଣ

ଆନନ୍ଦପୁର,୧୭। ୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବାସିନ୍ଦା ରାମ ଜେନାଙ୍କ ପୁଅ ଅରୁଣ ଜେନା ସାଇକେଲ ଯୋଗେ ମହାରାଷ୍ଟ୍ରର ପୁନେ ଅଞ୍ଚଳରୁ ଆସି ରବିବାର ଘରେ ପହଞ୍ଚିଛନ୍ତି। ଅରୁଣ ରୋଜଗାର କରିବା ପାଇଁ ପୁନେ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ କରୁଥିଲେ।…

ବାତ୍ୟା ଆଶଙ୍କା, ସଚେତନ କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୭।୫(ଡି.ଏନ.ଏ)- ବାତ୍ୟା ଅମ୍ଫନ୍‌କୁ ନେଇ ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ପକ୍ଷରୁ ଅଞ୍ଚଳବାସୀଙ୍କୁ ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କରାଯାଇଛି। ବହୁ ଲୋକ ଦୁର୍ଗମ ଗ୍ରାମରେ ରହୁଥିବାବେଳେ ଚାରିଆଡ଼େ ପାହାଡ଼,ଜଙ୍ଗଲ ଏବଂ ନଦୀନାଳ ପ୍ରବାହିତ ହେଉଛି। ଯଦି ବାତ୍ୟା ହୁଏ କିଭଳି ସୁରକ୍ଷିତ…

କ୍ୱାରାଣ୍ଟାଇନ ସେଣ୍ଟରରେ କୋଭିଡ ତାଲିମ କ୍ଲାସ: ସୁସ୍ଥ ହେଲେଣି ୪୯

ଛତ୍ରପୁର,୧୭।୫(ଡି.ଏନ.ଏ.)-ଗଞ୍ଜାମ ଜିଲାରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ଅନ୍ତେବାସୀଙ୍କୁ ପ୍ରଶାସନ ପକ୍ଷରୁ ୧୦ଦିନିଆ କୋଭିଡ-୧୯ ସମ୍ବନ୍ଧିୟ ତାଲିମ ପ୍ରଦାନ କରାଯାଉଛି। ଅନ୍ତେବାସୀମାନେ କୋଭିଡ ସମ୍ପର୍କରେ କିପରି ସଚେତନ ହେବେ ସେ ନେଇ ତାଲିମ ଦିଆଯାଉଛି ବୋଲି ରବିବାର ଗଞ୍ଜାମ ଜିଲାପାଳ ବିଜୟ…

କେନ୍ଦୁଝର ଜିଲାରେ ୪ କରୋନା ପଜିଟିଭ ଚିହ୍ନଟ: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା

ବଡବିଲ,୧୭।୫(ସ୍ବ.ପ୍ର)-କେନ୍ଦୁଝର ଜିଲାରେ ରବିବାର ଆଉ ୪ କାରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ୪ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବଡ଼ବିଲ ପୌରାଞ୍ଚଳ ୮ ନମ୍ବର ୱାର୍ଡର ୨୬ ବର୍ଷୀୟ ଯୁବକ ବୋଲି…

ଖୋର୍ଦ୍ଧାରେ ୩ ନୂଆ ପଜିଟିଭ୍‌ ଚିହ୍ନଟ: ଜିଲାରେ ୫୯ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧା ଜିଲାରେ ରବିବାର ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ହୋଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଏମ୍ସରେ ଚିକିତ୍ସାଧୀନ ଥିବା ବେଳେ ଅନ୍ୟ ଦୁଇଜଣ କ୍ୱାରାଣ୍ଟଇନ ସେଣ୍ଟରରେ…

ଶାବଳରେ ଭୁସି ବୃଦ୍ଧ ବାପାଙ୍କୁ ହତ୍ୟା, ଅଭିଯୁକ୍ତ ପୁଅ ଫେରାର

ଚୌଦ୍ୱାର,୧୭।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ସଫା ପଞ୍ଚାୟତର ଆଦିବାସୀ ବହୁଳ କଙ୍କାଳି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମରେ ପୁଅ ଶାବଳ ଭୁସିଦେବା ହେତୁ ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ରାଉତ ହେମ୍ରମ(…

କିଶୋରନଗର ବ୍ଲକ: କ୍ୱାରାଣ୍ଟାଇନରେ ରହିଲେ ୨୬

ବଇଣ୍ଡା,୧୭।୫(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ବଇଣ୍ଡା ରାମଦେଓ ହାଇସ୍କୁଲଠାରେ ହୋଇଥିବା କ୍ୱାରାଣ୍ଟାଇନ ଗୃହରେ ଶନିବାର ବିଭିନ୍ନ ଜିଲାରୁ ୨୬ ଜଣଙ୍କୁ ରଖାଯାଇଛି। ସେମାନଙ୍କ ମଧ୍ୟରେ ୨୪ ଜଣ ପୁରୁଷ ଓ ୨ଜଣ ମହିଳା ରହିଛନ୍ତି। ସେମାନଙ୍କୁ ସରକାରଙ୍କ ନିୟମ ଅନୁଯାୟୀ ସମସ୍ତ…

ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ପୁରୀ ଅଫିସ, ୧୭।୫: ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲାରେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ଜିଲାରେ ପୁଣି ୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ କରୋନା…

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି। ଏପରିକି କୁକୁଡ଼ାଖଣ୍ଡି ଗୋଷ୍ଠୀ ଅଧିକାରୀଙ୍କ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା…

୨୨ ଶ୍ରମିକଙ୍କୁ ଗାଡ଼ି କରି ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୭।୫(ଡି.ଏନ.ଏ.)-ଚେନ୍ନାଇ ଓ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଞ୍ଚଳରୁ ଚାଲି କରି ଆସୁଥିବା ୯ ଜଣ ଶ୍ରମିକଙ୍କୁ ରବିବାର ଗଞ୍ଜାମ ପୋଲିସ ଉଦ୍ଧାର କରିଛି। ପରେ ସେମାନଙ୍କୁ ଖାଦ୍ୟ ଦେବା ସହ ଏକ ଗାଡି ଯୋଗେ ନିଜ ନିଜ ଜିଲାକୁ ପଠାଇଥିବା ଜଣାପଡ଼ିଛି। ସେହିପରି…

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ କରୋନା ମୁକାବିଲା ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟର ଚାଲିଛି। ଅନ୍ୟ ୭୭ଟି ଆଶ୍ରୟସ୍ଥଳୀକୁ ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?