ହରିଣ ମାଂସ ଭୋଜି କରି ଧରାପଡ଼ିଲେ ବାପା, ପୁଅ
ଜମନକିରା,୨୮।୪ (ଡି.ଏନ.ଏ): ସମ୍ବଲପୁର ଜିଲା ବଡରମା ରେଞ୍ଜ ଅଧୀନ ଆମ୍ବଲାଙ୍ଗ ନିକଟସ୍ଥ ପେଟ୍ରୋଲ ପମ୍ପ ପଛ ପାଖରେ ଥିବା ଏକ ଘରେ ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୧ଟାରେ ବନ ବିଭାଗ ଚଢ଼ାଉ କରିଛି। ସେଠାରୁ ସାଢେ ୪ କେଜି ହରିଣ ମାଂସ,…
ପାଟୁଳି ପଞ୍ଚାୟତରେ ରନ୍ଧାଖାଦ୍ୟ ବଣ୍ଟନ
ଭଣ୍ଡାରିପୋଖରୀ, ୨୮।୪ ( ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକ ପାଟୁଳି ପଞ୍ଚାୟତର ମା’ତାରିଣୀ ୟୁଥ କ୍ଲବ ପକ୍ଷରୁ ମହାମାରୀ କରୋନା ପାଇଁ ଘରେ ବସି ରହିଥିବା ପାଟୁଳି, ମୋବାରକପୁର, ଅରେଇକଣାସ୍ଥିତ ଆଦିବାସୀ ସାହି ଗୁଡ଼ିକରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। କ୍ଲବର ସଦସ୍ୟ ଅଜିତ…
ପୋଲିସ, ଖବରଦାତାଙ୍କୁ ମାସ୍କ, ସାନିଟାଇଜର ପ୍ରଦାନ
ଓଡ଼ଗାଁ, ୨୮।୪(ସ୍ବ.ପ୍ର.): କରୋନା ମହାମାରୀ ପାଇଁ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାରେ ନିୟୋଜିତ ସମସ୍ତ ପୋଲିସ କର୍ମଚାରୀ ଏବଂ ଖବରଦାତାଙ୍କୁ ଏକ ଏନ୍ଜିଓ ପକ୍ଷରୁ ମାସ୍କ, ସାନିଟାଇଜର ସହ ଗାମୁଛା ପ୍ରଦାନ କରାଯାଇଛି। ଗୁଜୁରାଟସ୍ଥିତ ଫାଉଣ୍ଡେସନ ଫର ଇକୋଲୋଜିକାଲ ସିକ୍ୟୁରିଟି…
କରୋନା ମୁକାବିଲା ପାଇଁ ଆହ୍ବାନ: ଗଠନ ହେଲା ପଞ୍ଚାୟତସ୍ତରୀୟ, ଗ୍ରାମ୍ୟସ୍ତରୀୟ କମିଟି
ଆରଡି,୨୮ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଆରଡି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର କରୋନା ମୁକାବିଲା ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ସରପଞ୍ଚ ଅରବିନ୍ଦ ପାଢ଼ୀ ଏହି କର୍ମଶାଳାର ଅଧ୍ୟକ୍ଷତା କରିଥିବା ବେଳେ ଏହି ସମୟରେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ…
ରାଶନକାର୍ଡ ଦାବି: ଝାରସୁଗୁଡ଼ା ପୌର କାର୍ଯ୍ୟାଳୟ ଘେରାଉ
ଝାରସୁଗୁଡା ଅଫିସ,୨୮।୪: କରୋନା ମୁକାବିଲା ନେଇ ଜାରି ହୋଇଥିବା ଲକ୍ଡାଉନ ସମୟରେ ରାଜ୍ୟର ରାଶନକାର୍ଡ ଧାରୀଙ୍କୁ ସରକାର ବିଭିନ୍ନ ସାମଗ୍ରୀ ପ୍ରଦାନ କରୁଛନ୍ତି। ତେବେ ଯେଉଁ ହିତାଧିକାରୀଙ୍କ ପାଖରେ ରାସନ କାର୍ଡ ନାହିଁ ସେମାନେ ଦୁଃଖରେ ରହିଛନ୍ତି। ପୂର୍ବରୁ ସେମାନେ କାର୍ଡ…
ରାଉରକେଲାର ସେକ୍ଟର-୧୮ ମାର୍କେଟ ସିଲ୍: କଣ୍ଟେନମେଣ୍ଟ, ବଫର ଜୋନରେ ୪ ପ୍ଲାଟୁନ ଫୋର୍ସ ମୁତୟନ
ରାଉରକେଲା ଅଫିସ,୨୮।୪: ସୁନ୍ଦରଗଡ଼ ଜିଲା ରାଉରକେଲା ନାଲା ରୋଡ଼ରୁ ମଙ୍ଗଳବାର ପୁଣି ଆଉ ୪କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସୁନ୍ଦରଗଡ଼ରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ…
ବନ୍ତରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ: ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି
ବନ୍ତ,୨୮।୪(ଡି.ଏନ୍.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ବନ୍ତ ବ୍ଲକରେ ମଙ୍ଗଳବାର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ କଟକଣା କଡ଼ାକଡ଼ି କରାଯାଇଛି। ଚାରିଗାଁ ଗ୍ରାମରେ ସମ୍ପୃକ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଉକ୍ତ ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି।…
କାର୍ଡ଼ ଥାଇବି ନିର୍ମାଣ ଶ୍ରମିକଙ୍କୁ ମିଳିପାରୁୁନି ସହାୟତା
ରାଇସୁଆଁ, ୨୮।୪(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ଯୋଗୁ ଆଗୁଆ ପଦକ୍ଷେପମୂଳକ କାର୍ଯ୍ୟ ଗ୍ରହଣ କରି ସରକାର ଲୋକଙ୍କୁ ବିଭିନ୍ନ ପ୍ରକାରର ସହାୟତ଼ା ପ୍ରଦାନ କରୁଛନ୍ତି। ହେଲେ କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ଼ ନୂଆଗାଁ ପଞ୍ଚାୟତ଼ରେ ଶତ଼ାଧିକ ନିର୍ମାଣ ଶ୍ରମିକଙ୍କ କାର୍ଡ଼ ଥାଇବି…
ସର୍ଭେଲାନ୍ସ ଜୋନ୍ରେ ଭଦ୍ରକ ଜିଲାର ୩୨ ପଞ୍ଚାୟତ: ଘରକୁ ଘର ବୁଲି କରାଯିବ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ
ଭଦ୍ରକ ଅଫିସ, ୨୮।୪: ଭଦ୍ରକ ଜିଲାର ୩୨ଟି ପଞ୍ଚାୟତକୁ ସର୍ଭେଲାନ୍ସ ଜୋନ୍ ଘୋଷଣା କରାଯାଇଛି। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ଜିଲାପାଳ ଜ୍ଞାନ ଦାସ। ପ୍ରତି ପଞ୍ଚାୟତରେ ୧୦ରୁ ଊର୍ଦ୍ଧ୍ୱ କୋଲକାତା ଫେରନ୍ତା ଅଛନ୍ତି। ସର୍ଭେଲାନ୍ସ ଜୋନ୍ରେ ଥିବା ୩୨ଟି…
ବାଲେଶ୍ୱର ବିଷ୍ଣୁପୁର ଗ୍ରାମର ୧୨ ପ୍ରବେଶ ପଥ ସିଲ୍
ବାହାନାଗା,୨୮।୪(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ବିଷ୍ଣୁପୁର ଗ୍ରାମର ୧୨ଟି ପ୍ରବେଶ ପଥକୁ ମଙ୍ଗଳବାର ସିଲ୍ କରାଯାଇଛି। ବାହାନଗା ବ୍ଳକରେ ୧୬ନଂ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଷ୍ଣୁପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଥିସହ ଗଁାର ୧୨ଟି…
ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଜରିମାନା ଆଦାୟ
ବନ୍ତ,୨୮।୪(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ଲକ୍ଡାଉନ୍ କଟକଣାକୁ କଡ଼ାକଡି କରାଯାଇଛି। ତେବେ ଏହି ସମୟରେ ଆଇନ ଉଲ୍ଲଂଘନକାରୀଙ୍କଠାରୁ ୨୮ ହଜାର ୨ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି ା ସେଥିମଧ୍ୟରୁ ୧୧ ଜଣଙ୍କ ଠାରୁ ୨୨ ହଜାର,…
ପୁଣି ଚେନ୍ନାଇରୁ ବୋଟ୍ରେ ଗଞ୍ଜାମ ଫେରିଲେ ୩୩ ମତ୍ସ୍ୟଜୀବୀ: ୪ ଜଣ ଜ୍ୱରରେ ପୀଡିତ, ସମସ୍ତଙ୍କୁ ରଖାଗଲା କ୍ୱାରାଣ୍ଟାଇନରେ
ଛତ୍ରପୁର, ୨୮।୪(ଡି.ଏନ୍.ଏ.): ଲକ୍ଡାଉନ କଟକଣା ଯୋଗୁ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ମତ୍ସ୍ୟଜୀବୀ ବିପଦପୂର୍ଣ୍ଣଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୩ ମତ୍ସ୍ୟଜୀବୀ ସମୁଦ୍ର ପଥରେ ଏକ ବୋଟ ଯୋଗେ ଚେନ୍ନାଇରୁ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ନିକଟ…

