ପୋଲିସ କର୍ମଚାରୀଙ୍କୁ ୫୦ ଲକ୍ଷର ସହାୟତା ଘୋଷଣା: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ଧନ୍ୟବାଦ ଜଣାଇଲେ ଡିଜିପି
କଟକ ଅଫିସ୍, ୨୮।୪: କରୋନା ମୁକାବିଲାରେ ନିୟୋଜିତ ହୋଇଥିବା ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଲେ ତାଙ୍କ ପରିବାର ବର୍ଗଙ୍କୁ ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ଏନେଇ ସୋମବାର ରାଜ୍ୟ ସରକାରଙ୍କ ତରଫରୁ ଘୋଷଣା କରାଯାଇଛି। ସରକାରଙ୍କ ଏହି…
ଭଦ୍ରକରେ ୩ ପଞ୍ଚାୟତ କଣ୍ଟେନମେଣ୍ଟ ଜୋନ ଘୋଷଣା
ଭଦ୍ରକ ଅଫିସ,୨୮।୪: ଭଦ୍ରକ ଜିଲାରେ ମଙ୍ଗଳବାର ଆଉ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୯ରେ ପହଞ୍ଚିଛି। ମଙ୍ଗଳବାର ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କଲିକତା ଫେରନ୍ତା ବୋଲି କୁହାଯାଉଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର…
CORONAVIRUS UPDATE: ସୁନ୍ଦରଗଡ଼ ଜିଲାରେ ଆଉ ୪କରୋନା ଆକ୍ରାନ୍ତ ଚିହ୍ନଟ
ସୁନ୍ଦରଗଡ଼,୨୮।୪(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ମଙ୍ଗଳବାର ପୁଣି ଆଉ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୦ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ୪କରୋନା ଆକ୍ରାନ୍ତ ରାଉରକେଲା ନାଲା ରୋଡ ଅଞ୍ଚଳର ବୋଲି…
CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯
ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଚିହ୍ନଟ ୩ଜଣଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର ବ୍ଲକର…
୪୦ ୟୁନିଟ୍ ରକ୍ତ ସଂଗ୍ରହ
ତେଲକୋଇ, ୨୮ା୪(ଡି.ଏନ.ଏ.)-ତେଲକୋଇ ବ୍ଲକ ଓରିଆ ପଞ୍ଚାୟତ ପିଟାନାଳୀ ଆଦର୍ଶ ବିଦ୍ୟାଳୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ଫ୍ୟାମିଲ ୱେଲଫେୟାର ବିଭାଗ ପକ୍ଷରୁ ଶିବିରରେ ୪୦ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା। ସାମାଜିକ ଦୂରତା ସହିତ ରକ୍ତଦାନ…
ଜିଲାସୀମା ସହ ଫେରିଘାଟ ସିଲ୍ କଲା ପୋଲିସ
ଆରଡି, ୨୮ା୪(ଡି.ଏନ.ଏ.)-ଭଦ୍ରକ ଜିଲା ଡିପ୍ ରେଡ ଜୋନ ଘୋଷଣା ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଏଥିସହିତ ଜିଲା ସୀମା ସହ ଫେରିଘାଟ ସିଲ୍ କରିବାକୁ ନିଷ୍ପତ୍ତି ନିଆଯାଇଛି। ସୋମବାର ଆରଡି ଫାଣ୍ଡି ପୋଲିସ ଭଦ୍ରକ-ଯାଜପୁର ସୀମାକୁ ବୋଡକ…
ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଫେରିଲେ ଯୁବକ
ଭଣ୍ଡାରିପୋଖରୀ, ୨୮।୪(ଡି.ଏନ୍.ଏ.)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ କୁରିଗାଁ ପଞ୍ଚାୟତ ଢି଼ଅସାହି ଗ୍ରାମର ଜଣେ ଯୁବକ ସୁଦୂର ୭୦୦ କି.ମି. ଆନ୍ଧ୍ରପ୍ରଦେଶରୁ ସାଇକେଲରେ ଆସି ସୋମବାର କୁରିଗାଁରେ ପହଞ୍ଚିଛନ୍ତି। ସେ ୨୨ତାରିଖରେ ବିଜୟନଗରମରୁ ୧୨୦୦ ଟଙ୍କା ଦେଇ ଏକ ପୁରୁଣା ସାଇକେଲ କିଣି…
ବିଳମ୍ବରେ ପହଞ୍ଚିଲା ସହାୟତା
ଚିତ୍ରଡ଼ା,୨୮ା୪(ଡି.ଏନ୍.ଏ.)- କରୋନା ପାଇଁ ଗରିବ ଓ ଅସହାୟ ଲୋକଙ୍କୁ ସରକାର ୩ ମାସର ଆଗୁଆ ସହାୟତା ଯୋଗାଇ ଦେଇଥିତ୍ବା ବେଳେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଘଳୋମୁଁହା ପଞ୍ଚାୟତ ଅଧୀନ ଆଣୁଆ ଗ୍ରାମର ଏକ ଅସହାୟ ପରିବାର ବହୁ ବିଳମ୍ବରେ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା
ବାରିପଦା ଅଫିସ, ୨୮ା୪- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ସୁନିଲ କୁମାର ନାୟକ ୧୧ ହଜାର ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି। ସୋମବାର ଜିଲାପାଳ ବିନୀତ ଭରଦ୍ୱାଜଙ୍କ ଜରିଆରେ…
ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ୯ ଗିରଫ
ରାଇରଙ୍ଗପୁର,୨୮ା୪(ଡି.ଏନ୍.ଏ.)- ବନ କର୍ମଚାରୀଙ୍କୁ ଆକ୍ରମଣ ଘଟଣାରେ ରବିବାର ବିଶୋଇ ଥାନା ପୋଲିସ ୯ ଜଣ କାଠ ଚୋରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଲପାଣି ଗ୍ରାମ ବଡ଼ଗୁଣ ବସ୍ତି ଅଞ୍ଚଳର ଗୋବିନ୍ଦ ଦାସ, ଲକ୍ଷ୍ମଣ ଦେହୁରୀ, ପୁରୁଷୋତ୍ତମ ଦେହୁରୀ, ପୀତବାସ…
ବିଧାୟକଙ୍କ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ
କୁଆମରା,୨୮ା୪(ଡି.ଏନ୍.ଏ.)- ୩ ଦିନ ତଳେ କାଳ ବୈଶାଖୀ ତାଣ୍ଡବରେ ଗୋପବନ୍ଧୁ ନଗର ବ୍ଲକରେ ବ୍ୟାପକ କ୍ଷୟକ୍ଷତି ଘଟିଛି। କୁଆମରା ବଜାରର କେତେକ ଦୋକାନ ଛପର ଉଡ଼ି ଯାଇଥିବା ବେଳେ ପୁରୁଣା ବାରିପଦା ଆଞ୍ଚଳିକ ଡିଗ୍ରୀ ମହାବିଦ୍ୟାଳୟ ଓ କୁଆମରା ସାରସ୍ବତ କନିଷ୍ଠ…
କଂଗ୍ରେସ ପକ୍ଷରୁ ମାସ୍କ, ଖାଦ୍ୟ ବଣ୍ଟନ
ବାଲେଶ୍ୱର ଅଫିସ, ୨୮।୪-ବାଲେଶ୍ୱର ଜିଲାରେ କୋଭିଡ଼-୧୯ ଭୂତାଣୁ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଫଳରେ ଲୋକଙ୍କ ମଧ୍ୟରେ ଏକପ୍ରକାର ଭୟର ବାତାବରଣ ସୃଷ୍ଟି ହୋଇଛି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ବାଲେଶ୍ୱର ଲୋକସଭା ନିର୍ବାଚନମଣ୍ଡଳୀର କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକଙ୍କ ଆହ୍ବାନକ୍ରମେ…

