ଆମ ଜିଲା ଖବର

ରାଜ୍ୟ ବାହାରୁ ଆସିବେ ୧୭ ହଜାର ଶ୍ରମିକ

ଅନୁଗୋଳ ଅଫିସ, ୨୮।୪ ଅନୁଗୋଳ ଜିଲାକୁ ରାଜ୍ୟ ବାହାରୁ ଆସିବାକୁ ଥିବା ୧୭ ହଜାର ଲୋକଙ୍କୁ କିପରି ସଙ୍ଗରୋଧରେ ରଖାଯିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ଏକ ବୈଠକ ସୋମବାର ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।…

ବିଶୋଧନ ହେବ ୧୫ ଗଁ।

ଓଡ଼ାପଡ଼ା, ୨୮।୪(ଡି.ଏନ.ଏ.) ମହାମାରୀ କରୋନାର ମୁକାବିଲା ପାଇଁ ଟାଟାଷ୍ଟିଲ ବିଏସ୍‌ଏଲ୍‌ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ୧୫ ଗଁାକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ କମ୍ପାନୀ ପକ୍ଷରୁ ସ୍ଥିର କରାଯାଇଛି। ଇତିମଧ୍ୟରେ ନରେନ୍ଦ୍ରପୁର, ସରପା, ଗଣ୍ଠିଗାଡ଼ିଆ, ନୂଆଗଁା,…

ଅଦିନିଆ ବର୍ଷା, କୁଆପଥର ମାଡ ଫସଲ ଉଜାଡିଲା

ସୁନ୍ଦରଗଡ, ୨୭ା୪ (ଡି.ଏନ୍‌.ଏ.) ଲକ୍‌ଡାଉନ ଯୋଗୁଁ ଚାଷୀଙ୍କ ପନିପରିବା ବିକ୍ରୀ ହୋଇ ନ ପାରି ନଷ୍ଟ ହେଉଛି। ଏହିସ୍ଥିତିରେ ଗତ ଦୁଇଦିନ ହେଲା ସୁନ୍ଦରଗଡ ଜିଲାରେ ଅଦିନିଆ ଝଡବର୍ଷା ଓ କୁଆପଥର ମାଡ ଚାଷୀଙ୍କୁ ହତାଶା ମଧ୍ୟକୁ ଟାଣି ନେଇଛି। ବାଲିଶଙ୍କରା…

କରେନା କଟକଣା ବେଳେ : ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ସାହା

ସମ୍ବଲପୁର,୨୮ା୪(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ ଘୋଷଣା କରିବା ସହ ନାନା କଟକଣା ଜାରି କରିଛନ୍ତି ା ଦୋକାନ ବଜାର, ଟ୍ରେନ ଓ ଗାଡିମୋଟର ଚାଳଚଳ ବନ୍ଦ ରହିଛି ା ନିର୍ମାଣ କାମ…

ଲକ୍‌ଡାଉନ କଟକଣାର ପ୍ରଭାବ: ଘରୋଇ ବସ୍‌ ମାଲିକ,କର୍ମଚାରୀ ହତାଶ

ଭବାନୀପାଟଣା,୨୮ା୪(ଡି.ଏନ୍‌.ଏ.)-ଲକ୍‌ଡାଉନ ଯୋଗୁ କଳାହାଣ୍ଡି ଜିଲାର ପ୍ରାୟ ୧୦ହଜାରରୁ ଊର୍ଦ୍ଧ୍ୱ ଗାଡି ମାଲିକ, ଡ୍ରାଇଭର, ହେଲପର, କଣ୍ଡକ୍ଟର ଏବଂ ଏହା ଉପରେ ନିର୍ଭର କରି ଚଳୁଥିବା ଅନ୍ୟାନ୍ୟ କର୍ମଚାରୀମାନେ ହାତବାନ୍ଧି ବସିଛନ୍ତି ା ଜିଲାର ଭବାନୀପାଟଣା ସମେତ ବିଭିନ୍ନ ସହରଠାରୁ ଆରମ୍ଭ କରି…

କାଳବୈଶାଖୀର ତାଣ୍ଡବ: ଘର ଭାଙ୍ଗିଲା, ଧାନ, ପନିପରିବା ଫସଲ ନଷ୍ଟ

ତଳଗାଁ,୨୮ା୪(ଡି.ଏନ୍‌.ଏ.)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ତଳଗାଁ ପଞ୍ଚାୟତରେ କାଳ ବୈଶାଖୀ ଯୋଗୁ ବହୁ ଘର ଛପର ଉଡିଯାଇଛି ା ଏଥିସହିତ ବ୍ୟାପକ ଫସଲ ସବୁ ନଷ୍ଟ ହୋଇଛି ା ା ଡାକପଦର ଗ୍ରାମର ସାଧୁଚରଣ ବେହେରାଙ୍କ ଆଜବେଷ୍ଟସ ଛାତ ସମ୍ପୂର୍ଣ୍ଣ ନଷ୍ଟ…

ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍‌ କଲେ ସାମାଜିକ କର୍ମୀ

ବରଗଡ଼ ଅଫିସ୍‌,୨୮ା୪ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ପୋଡ଼ିଯାଇ ଗୁରୁତର ଅସୁସ୍ଥ ଅଛନ୍ତି। ଏ ନେଇ ସୋମବାର ଧରିତ୍ରୀରେ ଝିଅର ଚିକିତ୍ସାରେ ଅର୍ଥ ବାଧକ ଶୀର୍ଷକ ଏକ ଖବର ପ୍ରକାଶ ପାଇଥିଲା।…

ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଲାଠୋର, ୨୮ା୪(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପଞ୍ଚାୟତ ପକ୍ଷରୁ ସୋମବାର ସକାଳେ ବସଷ୍ଟାଣ୍ଡରେ ଲକ୍‌ଡାଉନ ନିୟମ ଉଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ସରପଞ୍ଚ ପ୍ରବୀଣ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ପଞ୍ଚାୟତ ନୋଲାଡ ଅଫିସର ମିନିକେତନ ବରିହା ଓ ଲାଠୋର…

ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ

ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ…

ପୁଣି ଚେନ୍ନାଇରୁ ବୋଟରେ ଫେରିଲେ ୩୯ ଦାଦନ ଶ୍ରମିକ

ଚିକିଟି,୨୭ା୪(ଡି.ଏନ.ଏ.)- ଲକ୍‌ଡାଉନ କଟକଣା ପରେ ଚେନ୍ନାଇରେ ଫସିଥିବା ଗଞ୍ଜାମ ଜିଲାର ବହୁ ଦାଦନ ଶ୍ରମିକ ବିପଦପୂର୍ଣ୍ଣ ଭାବେ ଜଳପଥ ଦେଇ ଘରକୁ ଫେରୁଛନ୍ତି। ୩୮ଜଣ ଶନିବାର ଆସି ପହଞ୍ଚତ୍ଥିବାବେଳେ ସୋମବାର ପୁଣି ୩୯ ଦାଦନ ବୋଟ୍‌ ଯୋଗେ ଚେନ୍ନାଇରୁ ସମୁଦ୍ର ପଥ…

ବୁଡାଗୁଡା, କଡଗାବାଲିରେ ବ୍ୟାପୁଛି ଝାଡାବାନ୍ତି: ପହଁଚିଲା ସ୍ବାସ୍ଥ୍ୟ ଟିମ୍‌, ମାସକରେ ୨ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡ଼ି,୨୭।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ କଡ଼ଗାବାଲି ଗ୍ରାମରେ ଝାଡ଼ାବାନ୍ତି ବ୍ୟାପୁଛି। ଡଙ୍ଗେଶ୍ୱର ପ୍ରଧାନ ଏବଂ ତାଙ୍କ ସ୍ତ୍ରୀ ସୁବାଜିନୀ ଏଥିରେ ଆକ୍ରାନ୍ତ ହୋଇଛନ୍ତି। ସୁବାଜିବୀ ଗର୍ଭବତୀ ଥିବାବେଳେ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ଦାରିଙ୍ଗବାଡ଼ି ଭ୍ରାମ୍ୟମାଣ ଚିକିତ୍ସା ଦଳର ଡାକ୍ତର ଅମ୍ବିକା ପ୍ରସାଦ…

୧୦୭୧ରୁ ୯୮୯ ନମୁନା ନେଗେଟିଭ୍‌

ବାରିପଦା ଅଫିସ, ୨୭ା୪: କରୋନା ସନ୍ଦେହରେ ମୟୂରଭଞ୍ଜ ଜିଲାର ୧୦୭୧ ଜଣଙ୍କ ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ ସେଥିମଧ୍ୟରୁ ୯୮୯ ଜଣଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ଅବଶିଷ୍ଟ ୮୨ ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ୧୦୭୧ ଜଣଙ୍କ ମଧ୍ୟରୁ ୭୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?