ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ବିଫଳ: ୯ ବର୍ଷ ପରେ ସନ୍ତାନ ପ୍ରସବ କଲେ ମହିଳା
କାଳିଆପାଣି,୨୭।୪(ଡିଏନଏ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡ଼ିପାଳ ପଞ୍ଚାୟତ ରୁଗୁଡ଼ିସାହିର କୃଷ୍ଣ ବିରୁଆଙ୍କ ସ୍ତ୍ରୀ ନମାନି (୪୦) ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର କରିବାର ୯ବର୍ଷ ପରେ ରବିବାର ଏକ କନ୍ୟା ସନ୍ତାନ ଜନ୍ମ କରିଥିବା ଜଣାପଡ଼ିଛି। ଏହି ଘଟଣା ଏବେ ପରିବାର…
କୋହଳ ହେଲା ଉକ୍ଡାଉନ ନିୟମ: ଜବରଦଖଲରେ ଥିବା ଦୋକାନ ବନ୍ଦ ରହିବ
ଜଗତ୍ସିଂହପୁର ଅଫିସ, ୨୭ା୪: ନିକଟରେ ରାଜ୍ୟ ସରକାର ଲକ୍ଡାଉନ୍ ନିୟମରେ କେତେକ କୋହଳ କରିଛନ୍ତି। ବିଶେଷକରି କେତେକ ଦୋକାନ, ବଜାର ଖୋଲା ରଖିବା ସଂକ୍ରାନ୍ତରେ ଘୋଷଣା କରାଯାଇଛି। ଏହି ଘୋଷଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଲା ପରେ ବ୍ୟବସାୟୀ ମହଲରେ ଖୁସି…
ଛାତ୍ରୀଙ୍କ ଭିଡିଓ ଭାଇରାଲ ଘଟଣା: ଶିକ୍ଷକଙ୍କ ପରେ ଦୁଇ ଖବରଦାତା ଗିରଫ
ବାଲିକୁଦା,୨୭ା୪(ସ୍ବ.ପ୍ର.): ଭିଡିଓ ଭାଇରାଲ ମାମଲାର ସମାଧାନ ପାଇଁ ଛାତ୍ରୀଙ୍କୁ ଚାପ ପକାଉଥିବା ୨ ଖବରଦାତାଙ୍କୁ ବାଲିକୁଦା ପୋଲିସ ସୋମବାର ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ଏହି ଥାନା ଅଞ୍ଚଳର ବିପିନ ସେଠୀ ଓ ଦିଲୁ ମୁଦୁଲି। ଛାତ୍ରୀଙ୍କ ଅଭିଯୋଗ…
୧୨ ଚାରା ଉପତ୍ାଦନ କେନ୍ଦ୍ର ପରିଦର୍ଶନ କଲେ ବନଖଣ୍ଡ ଅଧିକାରୀ
ବୁଗୁଡ଼ା,୨୭ା୪(ଡି.ଏନ.ଏ.)- ବର୍ତ୍ତମାନ କରୋନା ମହାମାରିରୁ ରକ୍ଷା ପାଇବା ପାଇଁ ଗଞ୍ଜାମ ଜିଲାରେ ଲକ୍ଡାଉନ ଓ ସଟଡାଉନ ନିୟମ ଲାଗୁ ହୋଇଥିବା ବେଳେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ସତ୍ୟ ନାରାୟଣ ବେହୁରା ଅଚାନକ ବୁଗୁଡ଼ା ବନାଞ୍ଚଳ ପରିଦର୍ଶନ କରିଥିଲେ। ବନାଞ୍ଚଳ ଅନ୍ତର୍ଗତ…
କ୍ୱାରାଣ୍ଟାଇନ କେନ୍ଦ୍ର ବୁଲିଲେ ଜିଲାପାଳ
ମାର୍ଶାଘାଇ,୨୭ା୪(ଡି.ଏନ.ଏ.): ଲକ୍ଡାଉନ ପରେ ବାହାର ରାଜ୍ୟରେ ଥିବା ଲୋକଙ୍କୁ ଆଣିବା ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଏନେଇ ଆଶା, ଅଙ୍ଗନୱାଡି କର୍ମୀ ଓ ଏଏନଏମ କର୍ମୀ ଘରଘର ବୁଲି ବାହାର ରାଜ୍ୟରେ ଥିବା ଲୋକଙ୍କ ତଥ୍ୟ ସଂଗ୍ରହ କରୁଛନ୍ତି। ଯେଉଁମାନେ…
ବ୍ଲକ୍ ପ୍ରଶାସନକୁ ମାସ୍କ ଯୋଗାଇଲା ମା’ଶକ୍ତି ଏସ୍ଏଚ୍ଜି
ଏରସମା,୨୭ା୪ (ସ୍ବ.ପ୍ର.): କରୋନା ମୁକାବିଲା ଲାଗି ସାମାଜିକ ଦୂରତ୍ୱ ରକ୍ଷା କରିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି। ଏହି ପରିପ୍ରେକ୍ଷୀରେ ସବୁ ଲୋକଙ୍କୁ ମାସ୍କ ଯୋଗାଇ ଦେବା ଲାଗି ଏରସମା ବ୍ଲକର ମା’ଶକ୍ତି ଏସ୍ଏଚ୍ଜିର ମହିଳାମାନେ ଆଗେଇ ଆସିଛନ୍ତି। ଲୋକଙ୍କ…
ଗୀତ ମାଧ୍ୟମରେ କରୋନା ସଚେତନତା
କଟକ ଅଫିସ,୨୭ା୪: କରୋନା ମହାମାରୀ ପାଇଁ ସମଗ୍ର ବିଶ୍ୱ ଭୟଭୀତ। ଏପର୍ଯ୍ୟନ୍ତ ଏହାର ନିରାକରଣ ପାଇଁ ଟିକା କିମ୍ବା ଔଷଧ ବାହାରି ନ ଥିବାରୁ ସ୍ବଚ୍ଛତା, ସାମାଜିକ ଦୂରତା ଓ ସଚେତନତା ଉପରେ ଗୁରୁତ୍ୱ ଦିଆଯାଉଛି। ଏ ନେଇ ମଧ୍ୟ ବିଭିନ୍ନ…
ମାସ୍କ ନ ପିନ୍ଧି ୩ଶହ ଜଣ ଦେଲେ ଜରିମାନା
କଟକ ଅଫିସ,୨୭।୪: ଲକ୍ଡାଉନ ସମୟରେ ଘରୁ ବାହାରକୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ହେଲେ କିଛି ବ୍ୟକ୍ତି ଏହି ନିୟମକୁ ମାନୁନାହାନ୍ତି। ଫଳରେ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…
ମଜୁରିଆଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଭେଟିଲେ ଅରିନ୍ଦମ୍
କଟକ ଅଫିସ,୨୭ା୪: ଲକ୍ଡାଉନ ସମୟରେ ଆର୍ଥିକ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମଜୁରିଆ ଶ୍ରେଣୀର ଲୋକେ। ସେମାନଙ୍କର ରୋଜଗାର ନ ଥିବାରୁ ଆର୍ଥିକ ମେରୁଦଣ୍ଡ ଦୁର୍ବଳ ହୋଇଗଲାଣି। ଏମାନେ କେବଳ ସରକାରୀ କିମ୍ବା ସ୍ବେଚ୍ଛାସେବୀଙ୍କ ସହାୟତାକୁ ଚାହିଁ ବସୁଛନ୍ତି। କଟକରେ ୫ହଜାରରୁ ଅଧିକ…
ପ୍ରକଳ୍ପରୁ ମିଳୁନି ପାନୀୟ ଜଳ: ପୋଖରୀ ପାଣି ଭରସା
ଖଣ୍ଡପଡ଼ା/ଭାପୁର,୨୭ା୪(ସ୍ବ.ପ୍ର./ଡି.ଏନ.ଏ.): ଭାପୁର ବ୍ଲକ ବାଇଗୁଣିଆଁ ପଞ୍ଚାୟତ କେଶରସିଂ ନୂଆସାହି ଗ୍ରାମବାସୀଙ୍କ ପାଇଁ ପାନୀୟଜଳ ମୁଖ୍ୟ ସମସ୍ୟା ହୋଇଛି। ପ୍ରକଳ୍ପ ଥିଲେ ବି ସେଥିରୁ ଜଳ ମିଳୁନି। ଫଳରେ ପୋଖରୀ ପାଣି ଲୋକଙ୍କ ଭରସା ହୋଇଛି। ପ୍ରାୟ ୫ବର୍ଷ ପୂର୍ବେ ଗ୍ରାମରେ ପାନୀୟ…
ହାତବାନ୍ଧି ବସିଛନ୍ତି ଛେନାପୋଡ଼ କାରିଗର: ଜଳୁନି ଭାଟି, ବିକ୍ରି ହେଉନି କ୍ଷୀର
ନୟାଗଡ଼ ଅଫିସ,୨୭ା୪: କରୋନା କଟକଣା ନୟାଗଡ଼ର ପ୍ରସିଦ୍ଧ ଛେନାପୋଡ଼କୁ ଜିଲା ବାହାରକୁ ପଠାଇବା ବାଟ ବନ୍ଦ କରିଦେଇଛି। ଏପରି କି ଜିଲା ଭିତରେ ବି ଏହା ବିକ୍ରି କରାଯାଇ ପାରୁନି। ଫଳରେ କାରିଗରମାନେ ହାତବାନ୍ଧି ବସିଛନ୍ତି। ଛେନାପୋଡ଼ ବାହାରକୁ ଯାଉ ନ…
ଅପାସୋରା ସ୍ମୃତି ହୋଇ ରହିବ: ଏଡିଏମ୍ଙ୍କ କାର୍ଯ୍ୟାଳୟରେ ନିଆରା ବିବାହ
ନୟାଗଡ଼ ଅଫିସ,୨୭ା୪: ନୟାଗଡ଼ ଅତିରିକ୍ତ ଜିଲାପାଳ (ଏଡିଏମ୍)ଙ୍କ କାର୍ଯ୍ୟାଳୟରେ ସୋମବାର ଏକ ନିଆରା ବିବାହ ଅନୁଷ୍ଠିତ ହୋଇଥିଲା। ନ ଥିଲା ବାଜା, ବାଣ କି ରୋଶଣି। ଭୋଜି ଭାତର ଆସର ନ ଥିଲା କି ପୁରୋହିତଙ୍କ ମନ୍ତ୍ରୋଚାରଣ ଶୁଭି ନ ଥିଲା।…

