ଆମ ଜିଲା ଖବର

ଚାଷୀଙ୍କ ନିଦ ହଜାଇଛି ଅଦିନିଆ ବର୍ଷା

ମାର୍ଶାଘାଇ, ୨୭।୪ (ଡି.ଏନ୍‌.ଏ.)-କୋରୋନ ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯିବା ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାନ୍ତ ହୋଇଥିବା ବେଳେ ଏବେ ଅଦିନିଆ ବର୍ଷା ଚାଷୀଙ୍କ ନିଦ ହଜାଇ ଦେଇଛି। ଲକ୍‌ଡାଉନ୍‌ ଯୋଗୁ ପନିପରିବା ବିକ୍ରି ଉପରେ ପ୍ରଭାବ ପଡ଼ିଥିବା…

ବଙ୍ଗୀୟ ଭାଷୀଙ୍କ ଉପରେ ନଜର: ସମୁଦ୍ର ପଥରେ କଡ଼ା ପାଟ୍ରୋଲିଂ

ମହାକାଳପଡ଼ା, ୨୭।୪ (ଡି.ଏନ୍‌.ଏ.)-ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଇତିମଧ୍ୟରେ ୧୧୦ରେ ପହଞ୍ଚତ୍ଛି। ଏବେ ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲା କରୋନା ହଟ୍‌ସ୍ପଟ୍‌ ରହିଥିବା ବେଳେ ସଂକ୍ରମିତଙ୍କ ମଧ୍ୟରେ ଅଧିକାଂଶ ଫଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ଏହାପରେ ରାଜ୍ୟର ବିଭିନ୍ନ ସାମୁଦ୍ରିକ…

ନିର୍ମାଣ ଶ୍ରମିକଙ୍କୁ ମିଳୁନି ସହାୟତା ରାଶି

ବନ୍ତ,୨୭।୪(ଡି.ଏନ୍‌.ଏ.)-ରାଜ୍ୟ ସରକାର କରୋନା ଲକ୍‌ ଡାଉନ୍‌ ସମୟରେ ନିର୍ମାଣ ଶ୍ରମିକ ମାନଙ୍କୁୁ ୧୫ ଶହ ଟଙ୍କାର ସହାୟତା ରାଶି ପ୍ରଦାନର ବ୍ୟବସ୍ଥା କରିଛନ୍ତି। ଏପରିସ୍ଥଳେ ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡା ଗ୍ରାମର ମହେନ୍ଦ୍ର ଜେନାଙ୍କୁ ଏହି ସହାୟତା ରାଶି ମିଳି…

ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ

ବନ୍ତ,୨୭।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଏହି ସଟ୍‌ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ ସ୍ବାଗତ…

ଅଧିକାରୀଙ୍କୁ ପଞ୍ଜୀକରଣ ସମ୍ପର୍କିତ ତାଲିମ

ବନ୍ତ,୨୭।୪(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ରେ ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀ ଓଡିଆ ମାନଙ୍କ ପଞ୍ଜୀକରଣ ଓ ସେମାନଙ୍କ ସୁବ୍ୟବସ୍ଥା ନେଇ ଭଦ୍ରକ ଜିଲା ବନ୍ତ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଅଧିକାରୀ ମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବିଡିଓ ରେବେକା ବିଲୁଙ୍ଗ,…

ବ୍ୟାଙ୍କ ଖାତା ଅପ୍‌ଡେଟ ପାଇଁ ଖରାରେ ଲମ୍ବା ଧାଡ଼ି, ରହୁନି ସାମାଜିକ ଦୂରତ୍ୱ

ଗଞ୍ଜାମ, ୨୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି। କମିବାର ନା ଧରୁନି । ବାଧ୍ୟ ହୋଇ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଅବଧି ବଢ଼ାଯାଇଛି। ଭୟରେ ଲୋକେ ଘରୁ ବାହାରକୁ ବାହାରି ପାରୁନାହାନ୍ତି । ଏପରି ଅବସ୍ଥାରେ ଲୋକେ…

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି ରାଜ୍ୟ…

କିରୋସିନରେ ଲୋକଙ୍କୁ ଠକେଇ

ବଡଗାଁ, ୨୭।୪ (ଡି.ଏନ.ଏ.): କରୋନା ମହାମାରି ଯୋଗୁ କାମ ହରାଇ ଶ୍ରମିକ, ଦିନ ମଜୁରିଆମାନେ ହାତବାନ୍ଧି ଘରେ ବସିଛନ୍ତି । ଏମାନଙ୍କ ପରିବାର ପ୍ରତିପୋଷଣ ପାଇଁ ସରକାର ଅଗ୍ରିମ ୩ ମାସର ଚାଉଳ ଓ ୧ ହଜାର ଟଙ୍କା ଯୋଗାଇ ଦେଇଛନ୍ତି…

ଡଅଁର ପଞ୍ଚାୟତରେ ସଚେତନତା

ହାଟଡିହୀ, ୨୭।୪(ଡ଼ି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ପଞ୍ଚାୟତ ଅଧୀନରେ ଥିବା ଡଅଁର, ଚଷାଖଣ୍ଡ, ସରଳା, ଜୋରାଗଡିଆ ପ୍ରଭୃତି ଗ୍ରାମରେ ସରପଞ୍ଚ ହିସି ହେମ୍ବ୍ରମ ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଇଛନ୍ତି। ତାଙ୍କ ସହ ପିଇଓ ରମେଶ ମାଝୀ,ଜିଆରଆସ ବିନୟ…

ପଶ୍ଚିମବଙ୍ଗ ଫେରନ୍ତା ସରକାରୀ କର୍ମଚାରୀଙ୍କୁ ବ୍ରଜରାଜନଗର ବଙ୍ଗଳାରେ ରଖିଲା ପ୍ରଶାସନ, ଲୋକଙ୍କ ବିରୋଧ ପରେ କ୍ୱାରାଣ୍ଟାଇନ ସେଣ୍ଟରକୁ ସ୍ଥାନାନ୍ତର

ଝାରସୁଗୁଡା ଅଫିସ,୨୭ା୪- ଓଡିଶାରେ ବଢ଼ୁଥିବା କରୋନା ପଜିଟିଭର ମୁଖ୍ୟ କାରଣ ପଶ୍ଚିମବଙ୍ଗ ଲିଙ୍କ୍‌ ଦର୍ଶାଯାଉଛି। ଏମିତି ଜଣେ କଲିକତାରୁ ଝାରସୁଗୁଡା ଫେରନ୍ତା ବ୍ୟକ୍ତିଙ୍କୁ ନେଇ ବ୍ରଜରାଜନଜରରେ ସୋମବାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇଛି। ପରେ ଜିଲାପାଳ ସରୋଜ କୁମାର ସାମଲଙ୍କ ହସ୍ତକ୍ଷେପ…

୩ ଦିନରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଫେରିବାକୁ ପଞ୍ଜୀକରଣ କଲେଣି ୮୦୮୧ ଜଣ

ଛତ୍ରପୁର,୨୭ା୪(ଡି.ଏନ୍‌.ଏ.): ତିନିଦିନ ମଧ୍ୟରେ ଅନ୍ୟ ରାଜ୍ୟରୁ ଗଞ୍ଜାମ ଜିଲାକୁ ଫେରିବାକୁ ୮୦୮୧ ଜଣ ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଛନ୍ତି। ଏ ସମ୍ପର୍କରେ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟରେ ଥିବା କୋଭିଡ୍‌ ସେଲ୍‌ରୁ ସୂଚନା ମିଳିଛି। ବାହାର ରାଜ୍ୟରୁ ଫେରିବାକୁ ଥିବା ଲୋକେ ପଞ୍ଜୀକରଣ କରିବାକୁ…

ସମୁଦ୍ରପଥ ଦେଇ ଗଞ୍ଜାମ ଫେରୁଛନ୍ତି ଆଉ ୩୫ ମତ୍ସ୍ୟଜୀବୀ, ସଜାଗ ରହିଛି ଆର୍ଯ୍ୟପଲି ମେରାଇନ ପୋଲିସ

ଛତ୍ରପୁର, ୨୭।୪(ଡି.ଏନ୍‌.ଏ.): ସମୁଦ୍ର ପଥଦେଇ ଆଜ ୩୫ ମତ୍ସ୍ୟଜୀବୀ ଚେନ୍ନାଇରୁ ଗଞ୍ଜାମ ଫେରୁଛନ୍ତି। ସୋମବାର ସନ୍ଧ୍ୟା ସୁଦ୍ଧା ସେମାନଙ୍କ ଡଙ୍ଗା ଗଞ୍ଜାମ ସମୁଦ୍ର କୂଳରେ ଲାଗିବ ବୋଲି ଜଣାଯାଇଛି। ଉକ୍ତ ମତ୍ସ୍ୟଜୀବୀମାନେ ଗଞ୍ଜାମ ଜ଼ିଲାର ପତିସୋନପୁର, ରାମେୟାପାଟଣା, ମାରକଣ୍ଡି, ଗୋପାଳପୁର, ଗୋଳାବନ୍ଧ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?