ଓଭରଲୋଡିଂ ଗାଡ଼ି ଚଳାଚଳ ଉପରେ କଟକଣା: ବଜାର ଅଞ୍ଚଳରେ ୬ ଘଣ୍ଟା ବନ୍ଦ
ବନ୍ତ, ୨୮।୧୧(ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥର ବନ୍ତ ବଜାର ଅଞ୍ଚଳରେ ଗତ କିଛିଦିନ ଧରି ଓଭରଲୋଡିଂ ଗାଡ଼ି ଚଳାଚଳକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏଥିସହ ଏ ସମ୍ପର୍କରେ ଜିଲା ପ୍ରଶାସନ ନିକଟରେ ଅଭିଯୋଗ ହୋଇଆସୁଥିଲା। ୪...
ନିଆରା ବାଲିଠାକୁରାଣୀ ପୂଜା: ଦେଉଛି ସଦ୍ଭାବନା ଓ ସହଯୋଗର ବାର୍ତ୍ତା
ହାଟଡିହୀ, ୨୮ା୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅନ୍ତର୍ଗତ ସୁଲଣ ଓ ଜଳସରପୁର ଗ୍ରାମରେ ୫ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ମା’ ବାଲିଠାକୁରାଣୀଙ୍କ ପୂଜା ଅଞ୍ଚଳବାସୀଙ୍କ ମନରେ ନିଆରା ସାଂସ୍କୃତିକ ଚେତନା ସୃଷ୍ଟି କରିଆସିଛି। ଚଳିତବର୍ଷ ୯ ଦିନ ଧରି...
ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ୍ ଟୁର୍ନାମେଣ୍ଟ; ୬ ଗ୍ରାଉଣ୍ଡରେ ଖେଳାଗଲା ୧୨ ମ୍ୟାଚ
ଅନୁଗୋଳ ଅଫିସ, ୨୮।୧୧: ଅନୁଗୋଳ ଜିଲାରେ ବୁଧବାର ୧୭ବର୍ଷରୁ କମ୍ ରାଜ୍ୟସ୍ତରୀୟ ସ୍କୁଲ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଛି। ୬ ଗ୍ରାଉଣ୍ଡରେ ମୋଟ ୧୨ ମ୍ୟାଚ ଖେଳାଯାଇଥିଲା। ପୁରୁଷ ବିଭାଗରେ ୫ଟି ପଡ଼ିଆରେ ମୋଟ ୧୦ଟି ମ୍ୟାଚ୍ ଖେଳାଯାଇଥିଲା। ଟାଉନ ହାଇସ୍କୁଲ...
ଶକ୍ତିସୁଗାରରେ ଆରମ୍ଭ ହେଲା ଆଖୁପେଡ଼ା; ଲକ୍ଷ୍ୟଧାର୍ଯ୍ୟ ୩ ଲକ୍ଷ ମେଟ୍ରିକ୍ ଟନ
ଢେଙ୍କାନାଳ ଅଫିସ,୨୮।୧୧: ଢେଙ୍କାନାଳ ସଦର ବ୍ଲକ ହରିପୁରସ୍ଥିତ ଶକ୍ତିସୁଗାର କମ୍ପାନୀରେ ବୁଧବାର ପୂର୍ବାହ୍ନ ୧୦ଟା ୨୦ରେ ୨୦୧୯-୨୦ ବର୍ଷ ପାଇଁ ଆଖୁପେଡା ଆରମ୍ଭ ହୋଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା କନଭେୟର ବେଲ୍ଟରେ ଆଖୁ ପକାଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ...
ସାଆନ୍ତରାପୁର(କ) ସରପଞ୍ଚ ପଦବୀ ଉପନିର୍ବାଚନ: ୮୬% ମତଦାନ, ଆଜି ଫଳାଫଳ
ଛେଣ୍ଡିପଦା/ବଅଁରପାଳ, ୨୮।୧୧(ଡି.ଏନ.ଏ.) ଅନୁଗୋଳ ଜିଲା ବଅଁରପାଳ ବ୍ଲକ ସାଆନ୍ତରାପୁର(କ) ପଞ୍ଚାୟତର ସରପଞ୍ଚ ଉପନିର୍ବାଚନ ବୁଧବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ମତଦାନ ପାଇଁ ୧୩ଟି ବୁଥ କରାଯାଇଥିଲା। ୩୬୦୫ ଭୋଟରଙ୍କ ମଧ୍ୟରୁ ୩୧୧୫ ଜଣ ମତଦାନ ସାବ୍ୟସ୍ତ କରିଥିଲେ। ଭୋଟ ହାର...
ଶୀତରେ ବି ପିଇବା ପାଣି ଚିନ୍ତା
ଦଶମନ୍ତପୁର,୨୮।୧୧(ଡି.ଏନ୍.ଏ.) ଦଶମନ୍ତପୁର ବ୍ଲକ ଲୁଲ୍ଲା ପଞ୍ଚାୟତ ଦୋଲଦୋଲା ଗ୍ରାମରେ ୨ ମାସ ହେବ ଗାଁ ଲୋକେ ବୁନ୍ଦାଏ ପାଣି ପାଇଁ ଡହଳ ବିକଳ ହେଉଛନ୍ତି। ଗାଁରେ ୫୦ ଘର ରହୁଥିବା ବେଳେ ଜନସଂଖ୍ୟା ୨୦୦ରୁ ଅଧିକ। ଗାଁରେ ୩ଟି ନଳକୂପ ଥିବାବେଳେ...
ରାଜ୍ୟସ୍ତରୀୟ ପାଓ୍ବାର ଲିଫ୍ଟି ଚାମ୍ପିୟନଶିପ: ତେନ୍ତୁଳିଖୁଣ୍ଟିରୁ ଭାଗ ନେବେ ୮ ଜଣ
ତେନ୍ତୁଳିଖୁଣ୍ଟି, ୨୮।୧୧(ଡି.ଏନ.ଏ)-ପାଓ୍ବାର ଲିଫ୍ଟି ଆସୋସିଏଶନ ଅଫ ଓଡିଶା ଦ୍ୱାରା ହେବାକୁ ଥିବା ପାଓ୍ବାର ଲିଫ୍ଟି ଚାମ୍ପିୟନସିପ-୧୯ରେ ନବରଙ୍ଗପୁର ଜିଲାରୁ ୧୦ ଜଣ ଭାଗ ନେଉଛନ୍ତି। କେବଳ ତେନ୍ତୁଳିଖୁଣ୍ଟି ବ୍ଲକରୁ ୮ ଜଣ ବିଭିନ୍ନ ବର୍ଗରେ ଭାଗ ନେଇଛନ୍ତି। ତେନ୍ତୁଳିଖୁଣ୍ଟି ବ୍ଲକରୁ...
ଦୁଆଁ, ଛାଟି ଦେଉଛେ ପେଟ୍କେ ଦାନା
ଲୋଇସିଂହା,୨୮।୧୧(ଡି.ଏନ.ଏ)- ଦିନୁ ଦିନ୍କେ ସମାଜରେ ଅନେକ ପରିବରତନ ଦେଖ୍ବାକେ ମିଲୁଛେ। ସେ ହିସାବେ ଲୁକ୍କର ବୁର୍ତି, ବେଉସା ବି ବଦଲୁଛେ। ଆଘ ଲୋକ୍ ଚାଷ୍ବାସରେ ଦଁରା, ଛାଟି ବେଭାର କରୁଥିଲେ। ସେନ୍ତା ଗାଏଦାମୁର ବଁଧାଛଁଦା ଲାଗି ଦୁଆଁର ବେଭାର କରୁଥିଲେ।...
ଓ୍ବାର୍ଡସଭ୍ୟାଙ୍କ ଇସ୍ତଫା
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଅନ୍ତର୍ଗତ ଅରିଷଣ୍ଢ ପଞ୍ଚାୟତର ୧୦ନଂ. ଓ୍ବାର୍ଡର ଓ୍ବାର୍ଡସଭ୍ୟା କବିତା ଦଳେଇ ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମଙ୍ଗଳବାର ବିଡିଓ ଶ୍ରୀଧର ବିଶ୍ୱାଳଙ୍କୁ ପ୍ରଦାନ କରିଥିବା ବେଳେ ଏହାର ନକଲ ପଞ୍ଚାୟତର ସରପଞ୍ଚ...
ସମିତି ସଭ୍ୟ ଉପନିର୍ବାଚନ: ମତଦାନ ଶେଷ
ନିମାପଡ଼ା,୨୭।୧୧(ଡି.ଏନ୍.ଏ.): ନିମାପଡ଼ା ବ୍ଲକ ଧନୁଅଁ। ପଞ୍ଚାୟତର ସମିତି ସଭ୍ୟ ଉପନିର୍ବାଚନ ପାଇଁ ବୁଧବାର ମତଦାନ ଶେଷ ହୋଇଛି। ପଞ୍ଚାୟତରେ ୧୬ଟି ଭୋଟ୍ ଗ୍ରହଣ କେନ୍ଦ୍ରରେ ୧୬ଶହ ୫୫ଜଣ ପୁରୁଷ ଓ ୧୫ଶହ ୯ଜଣ ମହିଳା ଭୋଟର ସେମାନଙ୍କର ମତଦାନ ସାବ୍ୟସ୍ତ...
ରତ୍ନଭଣ୍ଡାରକୁ ନେଇ ବିଧାନସଭାରେ ମନ୍ତ୍ରୀଙ୍କ ଉତ୍ତର ପରେ ଭକ୍ତଙ୍କ ମନରେ ବଢ଼ିଲା ସନ୍ଦେହ
ପୁରୀ ଅଫିସ, ୨୮ା୧୧: ପୁଣି ଚର୍ଚ୍ଚାକୁ ଆସିଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ବିଧାନସଭାରେ ମଙ୍ଗଳବାର ଆଇନ ମନ୍ତ୍ରୀ ପ୍ରତାପ ଜେନା ଏବେ ଭିତର ରତ୍ନଭଣ୍ଡାର ଖୋଲାଯିବ ନାହିଁ ବୋଲି କହିବା ପରେ ମହାପ୍ରଭୁଙ୍କ ରତ୍ନଅଳଙ୍କାର କେତେ ସୁରକ୍ଷିତ ସେ ନେଇ ସମସ୍ତଙ୍କ...
ନୀଳମାଧବ ପୀଠରେ ଦେବ ଦୀପାବଳି ଉତ୍ସବ
ଖଣ୍ଡପଡ଼ା,୨୮ା୧୧(ସ୍ବ.ପ୍ର.): ଜଗନ୍ନାଥ ସଂସ୍କୃତିର ଆଦିପୀଠ କଣ୍ଟିଲୋ ନୀଳମାଧବ ପୀଠରେ ସୋମବାରଠାରୁ ଆରମ୍ଭ ହୋଇଥିବା ଦେବ ଦୀପାବଳି ଉତ୍ସବ ବୁଧବାର ଉଦ୍ଯାପିତ ହୋଇଯାଇଛି। ଏହି ଉତ୍ସବରେ ବହୁ ସଂଖ୍ୟକ ଶ୍ରଦ୍ଧାଳୁ ସିଂହଦ୍ୱାର ନିକଟରେ ସମବେତ ହୋଇ ସେମାନଙ୍କ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ...
Archives


