ବଜ୍ରପାତ ନେଲା ନାବାଳକଙ୍କ ଜୀବନ
ବରଗଡ଼ ଅଫିସ୍,୨୭।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଥାନା ମାଣ୍ଡିଆଢ଼ିପା ଗ୍ରାମରେ ସୋମବାର ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଉକ୍ତ ଗ୍ରାମର ଚୂଡ଼ାମଣି ମାଝୀଙ୍କ ପୁଅ ନିର୍ମଳ। ସକାଳୁ ସେ ଛେଳି ଚରାଇବାକୁ ଯାଇଥିଲେ। ଏତିକିବେଳେ…
ପୋଲିସ ପକ୍ଷରୁ ମାସ୍କ ବଣ୍ଟନ
ପୁରୁଷୋତ୍ତମପୁର,୨୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ଲୋକଙ୍କୁ ସଚେତନ କରାଇବା ସହ ମାସ୍କ ବଣ୍ଟନ କରିଛନ୍ତି। ଏସ୍ଆଇ ସୁନିଲ କୁମାର ପ୍ରଧାନ, ଏସ୍ଆଇ ଚମ୍ପାବତୀ ମାରାଣ୍ଡି, ଏଏସ୍ଆଇ ରବୀନ୍ଦ୍ର ନାଥ ପାଣିଗ୍ରାହୀ,…
ରଥଯାତ୍ରା ବନ୍ଦ ହେଲେ ଅସୁବିଧା ନାହିଁ: ମୁକ୍ତିମଣ୍ଡପ
ପୁରୀ ଅଫିସ,୨୭।୪: ମହାମାରୀ କରୋନା ପାଇଁ ରଥଯାତ୍ରା ଆୟୋଜନକୁ ନେଇ ଆଶଙ୍କା ଦେଖାଦେଇଛି। ଚଳିତବର୍ଷ ରଥଯାତ୍ରା ଆୟୋଜନ ହେବ କି ନାହିଁ ସେ ନେଇ କୌଣସି ସ୍ପଷ୍ଟ ଚିତ୍ର ଆସି ନ ଥିବା ବେଳେ ମୁକ୍ତି ମଣ୍ଡପ ରଥଯାତ୍ରା ପ୍ରସଙ୍ଗରେ ତା’ର…
କୋଭିଡ ଦାୟିତ୍ୱରେ ଥିବା ପୋଲିସକୁ ଆକ୍ରମଣ: ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ହାଟଡିହୀ, ୨୭।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ସରକାରୀ ଅଧିକାରୀମାନେ ଦିନ ରାତି ଏକ କରିଦେଇଛନ୍ତି। କିନ୍ତୁ କେତେକ ଅମାନିଆଙ୍କ ପାଇଁ ପରିସ୍ଥିତି ଜଟିଳ ହେଉଛ। ଏମିତି କିଛି ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ରତକଣା ଗ୍ରାମରେ।…
ମାସ୍କ ନ ପିନ୍ଧିବାରୁ ଜରିମାନା: ୩୮ ଜଣଙ୍କଠାରୁ ୮,୫୦୦ ଟଙ୍କା ଆଦାୟ
ରାଇକିଆ,୨୭।୪(ଡି.ଏନ୍.ଏ.): କରୋନା(କୋଭିଡ-୧୯)ରୁ ରକ୍ଷା ପାଇଁ ମାସ୍କ ପିନ୍ଧିବାକୁ ପ୍ରାଥମିକତା ଦିଆଯାଉଛି। ବାରମ୍ବାର ସଚେତନ କରାଯିବା ପରେ ମଧ୍ୟ କିଛି ଅମାନିଆ ଏହାକୁ ମାନୁ ନାହାନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ରାଇକିଆରେ କିଛି ଅମାନିଆ ଘରୁ ବାହାରୁଥିବା ବେଳେ ମାସ୍କ ନ…
ଲଗାଣବର୍ଷାରେ ବିଲରେ ସଢୁଛି ପନିପରିବା: ଚାଷୀଙ୍କୁ ଘାରିଛି ଋଣ ପରିଶୋଧ ଚିନ୍ତା
ରାଇସୁଆଁ,୨୭ା୪(ଡି.ଏନ୍.ଏ.) : କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପର୍ଜୁନପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମରେ କାଳବୈଶାଖୀ ଲଗାଣବର୍ଷା ଏବଂ କୁଆପଥର ମାଡ଼ରେ ଯୁବଚାଷୀମାନଙ୍କର ହେକ୍ଟର ହେକ୍ଟର ପନିପରିବା ନଷ୍ଟ ହୋଇଯାଇଛି। ଫଳରେ ଚାଷୀ ଘରୋଇ ସଂସ୍ଥା ଏବଂ ବ୍ୟାଙ୍କ ଋଣ ପରିଶୋଧ କରିବା…
ଆଖି ସାମ୍ନାରେ ପୁଅର ମୃତ୍ୟୁ ଦେଖି ଚାଲିଗଲା ମା’ଙ୍କ ଜୀବନ
ସଜନାଗଡ଼,୨୭ା୪(ଡି.ଏନ୍.ଏ.) : ବାଲେଶ୍ୱର ଜିଲା ନୀଳଗିରି ବରହମପୁର ଥାନା ଅଧୀନ ଗରଡିହି ପଞ୍ଚାୟତର ବାଲିଚୁଆ ଗ୍ରାମରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ୰ ଶ୍ୟାମସୁନ୍ଦର ସିଂଙ୍କ ପୁଅ ରବୀନ୍ଦ୍ର ସିଂ ଦୀର୍ଘଦିନ ଧରି କିଡ୍ନୀ ରୋଗରେ ପୀଡ଼ିତ ଥାଇ ଜିଲା…
କରୋନା ସହାୟତା: ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ ପକ୍ଷରୁ ଦିନକର ଦରମା ଦାନ
କଣ୍ଟାବାଞ୍ଜି,୨୭।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକ ସଂଘ ଓ ଗଣ ଶିକ୍ଷକ ସଂଘର ୧୪୫ଜଣ ଶିକ୍ଷକ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଏହି ରିଲିଫ ଟଙ୍କା…
ନୂଆଗାଁ ପଞ୍ଚାୟତ଼ରେ ବାହାର ଫେରନ୍ତାଙ୍କ ନିମନ୍ତେ ପଞ୍ଜୀକରଣ ପ୍ରକୟିୟା ଆରମ୍ଭ
ରାଇସୁଆଁ,୨୭।୪(ଡି.ଏନ୍.ଏ.): ମହାମାରୀ କରୋନକୁ ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍ଡାଉନ ଜାରିରହିଛି। ଏହି ସମୟରେ ବାହାର ରାଜ୍ୟକୁ କାମ ଧନ୍ଦା ପାଇଁ ଯାଇଥିବା ଶ୍ରମିକମାନେ ଫସି ରହିଛନ୍ତି। ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ସରକାର ପଦକ୍ଷେପ ନେଇଛନ୍ତି। ପଞ୍ଚାୟତ ସରପଞ୍ଚଙ୍କ ଜରିଆରେ…
ସଫେଇ କାର୍ଯ୍ୟ ସାରି ଘରକୁ ଫେରୁଥିବା ବେଳେ ସାଇକେଲରୁ ପଡ଼ି କର୍ମଚାରୀଙ୍କ ଜୀବନ ଗଲା
କୃଷ୍ଣପ୍ରସାଦ,୨୭ା୪(ଡି.ଏନ୍.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସିଅଣ୍ଡି ପଞ୍ଚାୟତରେ ଜଣେ ସଫେଇ କରୋନା ଯୋଦ୍ଧାଙ୍କ କାର୍ଯ୍ୟରତ ସମୟରେ ମୃତ୍ୟୁ ଘଟିଥିବା ଜଣାଯାଇଛି। ତାଙ୍କ ନାମ ଶରତ ନାୟକ। ସେ ସିଅଣ୍ଡି ଗ୍ରାମରେ ସଫେଇ କାର୍ଯ୍ୟ ସାରି ନିଜ ଗ୍ରାମ କହ୍ନେଇପୁରକୁ ଫେରୁଥିଲେ…
ଅଚାନକ ବ୍ଲକର ସମସ୍ତ ଆଇସୋଲେଶନ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ: ପରିବେଶ ସଫାସୁତରା ରଖିବାକୁ ଦେଲେ ପରାମର୍ଶ
ଶେରଗଡ଼,୨୭ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସୋମବାର ଭୋର୍ରୁ ଶେରଗଡ଼ ବ୍ଲକ ଗସ୍ତ କରି ପ୍ରଥମେ ଗୋବିନ୍ଦପୁର ଉଚ୍ଚ ବିଦ୍ୟାଳୟ, ଧନନ୍ତ୍ରରସ୍ଥିତ ନାଥେଶ୍ୱର ଉଚ୍ଚ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ କେନ୍ଦ୍ର ତଦାରଖ କରିଥିଲେ। ସେଠାରେ ପାଇଖାନା ଠିକ ନ ଥିବା…
ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ
ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା, କୃଷ୍ଣଗୁଡ଼ା, ଝାରମୁଣ୍ଡା ଓ ଆଦିବାସୀଗୁଡା ଅଞ୍ଚଳର ବହୁ ଘରର ଚାଳ ଛପର ଉଡ଼ିଯାଇଥିବା ବେଳେ…

