ପାପଡ଼ାହାଣ୍ଡିରେ କାଳବୈଶାଖୀ ତାଣ୍ଡବ: ଉଡ଼ାଇନେଲା ଘର ଛପର, ଭାଙ୍ଗିଲା ଗଛ
ପାପଡ଼ାହାଣ୍ଡି, ୨୭।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ରବିବାର କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି। ଏଥିରେ ବିଶେଷଭାବେ ପ୍ରଭାବିତ ହୋଇଛି ଜଟାବାଲ ପଞ୍ଚାୟତ। ପଞ୍ଚାୟତର ବାରିଗୁଡ଼ା, କୃଷ୍ଣଗୁଡ଼ା, ଝାରମୁଣ୍ଡା ଓ ଆଦିବାସୀଗୁଡା ଅଞ୍ଚଳର ବହୁ ଘରର ଚାଳ ଛପର ଉଡ଼ିଯାଇଥିବା ବେଳେ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୪, ୮୩,୪୪୧ ଟଙ୍କା ପ୍ରଦାନ କଲା ଶେରଗଡ଼ ବ୍ଲକ ଶିକ୍ଷକ ସଂଘ
ଶେରଗଡ଼,୨୭ା୪(ଡି.ଏନ୍.ଏ.) : କରୋନା ମହାମାରୀ ପାଇଁ ସମସ୍ତେ ସହାୟତାର ହାତ ବଢ଼ାଉଥିବା ବେଳେ ଶେରଗଡ଼ ଶିକ୍ଷକମାନେ ମଧ୍ୟ ଗୋଟିଏ ଦିନର ଦରମା ପ୍ରଦାନ କରିଛନ୍ତି। ଶେରଗଡ଼ ବ୍ଲକ ଶିକ୍ଷକ ସଂଘ ପକ୍ଷରୁ ରାଜ୍ୟ କୋଭିଡ୍ ଫଣ୍ଡ୍କୁ ୪ଲକ୍ଷ ୮୩ ହଜାର ୪୪୧ଟଙ୍କା…
ଲକ୍ଡାଉନ କଟକଣା ଉଲ୍ଲଂଘନ: ଜୁଆ ଖେଳି ୬ ଗିରଫ, ୫ ହଜାର ଜବତ
ପୁରୁଷୋତ୍ତମପୁର, ୨୭।୪(ଡି.ଏନ୍.ଏ.): ସମଗ୍ର ରାଜ୍ୟରେ ଲକ୍ଡାଉନ୍ ଜାରି ରହିଥିବା ବେଳେ ଗଞ୍ଜାମ ଜିଲାରେ ଏହାକୁ ଉଲ୍ଲଂଘନ କରାଯାଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ପକ୍ଷରୁ ରବିବାର ରାତ୍ରରେ ଚଢ଼ାଉ କରାଯାଇ ୬ ଜଣଙ୍କୁ…
ଦୋକାନରୁ ଔଷଧ କିଣାରୁ ମିଳୁଛି ତଥ୍ୟ: ୮୧ ଜଣଙ୍କଠାରେ ଶ୍ୱାସକ୍ରିୟା ସମସ୍ୟା, ଫ୍ଲୁ ଥିବା ସ୍ପଷ୍ଟ
ଛତ୍ରପୁର, ୨୭।୪(ଡି.ଏନ୍.ଏ.): ଗଞ୍ଜାମ ଜିଲାର ସବୁ ଘରୋଇ ଔଷଧ ଦୋକାନୀ ସେମାନଙ୍କ ଦୋକାନରୁ ଔଷଧ କିଣୁଥିବା ଲୋକଙ୍କ ତଥ୍ୟ ଦୈନିକ ଡ୍ରଗ ଇନ୍ସପେକ୍ଟରଙ୍କୁ ଦେବା ବାଧ୍ୟତାମୂଳକ ରହିଛି। ତେବେ ଗତ ତିନିଦିନରେ ଜିଲାର ୪୮୮ ଦୋକାନରୁ ୭ ହଜାର ୭୪୨ ଜଣ…
ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍ ରଫିକ୍
କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ମହମ୍ମଦ ରଫିକ୍ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ…
ସହର ଭିତରକୁ ବାଇକ୍, ସାଇକେଲ ମନା
ଭଦ୍ରକ ଅଫିସ,୨୭ା୪: ଭଦ୍ରକ ସହର ଭିତରକୁ ବାଇକ୍ ଓ ସାଇକେଲ ମନା। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ଜିଲା ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସୋମବାର ସହରର ସମସ୍ତ ପ୍ରବେଶ ପଥରେ ପୋଲିସ ଯାଞ୍ଚ କରି ଗାଡ଼ି ଭିତରକୁ…
କ’ଣ ଖୋଲିବ, କ’ଣ ବନ୍ଦ ରହିବ: ସ୍ପଷ୍ଟ କଲା ସିଏମ୍ସି
କଟକ ଅଫିସ୍,୨୭।୪: ଲକ୍ଡାଉନ୍ ଯୋଗୁ କଟକ ସହରର ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ଦୀର୍ଘ ଦିନ ହେଲା ବନ୍ଦ ରହିଛି। ତେବେ ଦୋକାନ ବଜାର ଖୋଲିବା ନେଇ ଶୁକ୍ରବାର ବିଳମ୍ବିତ ରାତିରେ ପ୍ରଥମେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏବଂ ପରେ ରାଜ୍ୟ ରାଜସ୍ବ ଓ…
ଆଧାର ବାଧ୍ୟତାମୂଳକ ନ କରିବାକୁ ଦାବି
କଟକ ଅଫିସ୍,୨୭।୪: ଲକ୍ଡାଉନ୍ ପରେ ପ୍ରବାସୀ ଶ୍ରମିକମାନେ ବହୁ ଅସୁବିଧାରେ ରହିଛନ୍ତି। ରହୁଥିବା ସ୍ଥାନରେ ସମସ୍ୟା ଦେଖାଦେବାରୁ ସେମାନେ ଭିଟାମାଟିକୁ ଫେରିବାକୁ ଚାହୁଁଛନ୍ତି। ଓଡ଼ିଶା ସରକାର ମଧ୍ୟ ଏନେଇ ବିଭିନ୍ନ ରାଜ୍ୟ ସରକାରଙ୍କ ସହ ନିୟମିତ ଆଲୋଚନା କରୁଛନ୍ତି । ତେବେ…
ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥ ଅନୁକୂଳ
ବାରିପଦା ଅଫିସ, ୨୭ା୪- ଅକ୍ଷୟ ତୃତୀୟା ଅବସରରେ ଦ୍ୱିତୀୟ ଶ୍ରୀକ୍ଷେତ୍ର ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉ ବିଜେ ମହାପ୍ରଭୁଙ୍କ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ହୋଇଛି। ରବିବାର ରଥର ଅଖ ଓ ଚକ କାର୍ଯ୍ୟ ଆରମ୍ଭ…
ଅନୁକୂଳ ହେଲା ରଥକାଠ
ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳର ପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରବିବାର ରଥକାଠ ଅନୁକୂଳ ହୋଇଛି। ଏହି ଉପଲକ୍ଷେ ମହାପ୍ରଭୁ ଶ୍ରୀବଳରାମଙ୍କ ମନ୍ଦିରରେ ପରମ୍ପରା ଅନୁଯାୟୀ ନୀତିକାନ୍ତି, ପୂଜାର୍ଚ୍ଚନା କରାଯାଇଥିଲା। ପୂଜାପଣ୍ଡା ମଳୟ ରଞ୍ଜନ କର ଠାକୁରଙ୍କ…
ଜିଲାରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ: ୪ ମହିଳା, ଜଣେ ପୁରୁଷ; ୧୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରେ ୪ ଜଣ ମହିଳା ଏବଂ ଜଣେ ପୁରୁଷ ରହିଥିବା ରାଜ୍ୟ ସ୍ବାସ୍ଥ୍ୟ…
ବେଲ୍ ଖାରଜ, ଗଲେ ଜେଲ
ଅନୁଗୋଳ ଅଫିସ, ୨୭।୪: ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆ ମଦ ଭାଟିର ମାଲିକ ବିକ୍ରମ କିଶୋର ସାହୁଙ୍କୁ ରବିବାର ପୋଲିସ ଜେଲ୍ ପଠାଇ ଦେଇଛି। ଅପରାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡିସ୍ଚାର୍ଜ ହେବା ପରେ ତାଙ୍କୁ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍…

