୪୮ ସଂକୀର୍ତ୍ତନ ମଣ୍ଡଳୀ: ହଜିଯାଉଥିବା ସଂକୀର୍ତ୍ତନକୁ ବଞ୍ଚାଇ ରଖିବାର ପ୍ରୟାସ
ନରାଜ,୧୫।୩(ଡି.ଏନ୍.ଏ.): ପ୍ରାଚୀନ ଭାରତୀୟ ଆଧ୍ୟାତ୍ମିକ ପରମ୍ପରାରେ କୀର୍ତ୍ତନ ସବୁ ଧର୍ମ ସହ ଜଡ଼ିତ। ହିନ୍ଦୁ ,ବୌଦ୍ଧ ଓ ଶିଖ୍ ଧର୍ମରେ ଏହା ବିଶେଷ ଭାବେ ପ୍ରଚଳିତ। ଜନମାନସରେ ଏହାକୁ ରୁଚିକର କରିବା ପାଇଁ ସଂକୀର୍ତ୍ତନ ବୋଲି କୁହାଯାଏ। ଖୋଳ ଓ ତାଳ…
ବିପଦସଙ୍କୁଳ ଅବସ୍ଥାରେ ୩୩ କେଭି ବିଦ୍ୟୁତ୍ ତାର
ଚୌଦ୍ୱାର,୧୫।୩(ଡି.ଏନ୍.ଏ.): ଚୌଦ୍ୱାର ପୌରପାଳିକା କପାଳେଶ୍ୱର ୟୁ.ପି. ସ୍କୁଲ ଠାରୁ ୪ନଂ. ଓ୍ବାର୍ଡ ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍ ତାର ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ତାରକୁ ସ୍ଥାନାନ୍ତର ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଚୌଦ୍ୱାର…
ବଲିଉଡ୍ ଫିଲ୍ମରେ ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ ମୁଖ୍ୟ କ୍ରିଷ୍ଣା ରେଡ୍ଡୀ
କଟକ ଅଫିସ,୧୫।୩: ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ମୁଖ୍ୟ କ୍ରିଷ୍ଣା ରେଡ୍ଡୀଙ୍କୁ ମିଳିଛି ବଲିଉଡ୍ ଟିକେଟ୍। ଏକ ରିୟଲିଟି ସୋ’ରେ ଭାଗ ନେବା ସହ ନିଜ ନୃତ୍ୟ ମାଧ୍ୟମରେ ସାରା ଦେଶରେ ଚର୍ଚ୍ଚିତ ହୋଇଥିବା ବ୍ରହ୍ମପୁର ଅଞ୍ଚଳର କ୍ରିଷ୍ଣା ଏବେ ଅଭିନୟ ମାଧ୍ୟମରେ…
ଦକ୍ଷିଣା ଟଙ୍କାକୁ ନେଇ ସେବକଙ୍କ ସହ ଗଣ୍ଡଗୋଳ: ସିଂହଦ୍ୱାର ଆଗରେ ଶଙ୍ଖା ଭାଙ୍ଗିଲେ ମହିଳା
ପୁରୀ ଅଫିସ,୧୫।୩: ଶ୍ରୀମନ୍ଦିରରେ ଦାନ, ଦକ୍ଷିଣା ଆଦାୟ ଉପରେ ସୁପ୍ରିମ୍କୋର୍ଟ ରୋକ୍ ଲଗାଇଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ କୌଣସି ପ୍ରକାର ଜୁଲମ୍ କରାଯାଇ ପାରିବ ନାହିଁ। ଥାଳି ପକାଇ କେହି ଦକ୍ଷିଣା ଆଦାୟ କରିପାରିବେ ନାହିଁ ବୋଲି ସୁପ୍ରିମ୍କୋର୍ଟଙ୍କ…
ରାଉରକେଲା ଏନ୍ଆଇଟି ଛାତ୍ରଙ୍କ ଗବେଷଣା: କରୋନା ଆକ୍ରାନ୍ତ ସଂକ୍ରାନ୍ତରେ ସୂଚନା ଦେବ ଆପ୍
ରାଉରକେଲା ଅଫିସ,୧୫।୩: କରୋନା ଭାଇରସ ନେଇ ବିଶ୍ୱବ୍ୟାପୀ ଭୟର ବାତାବରଣ ସୃଷ୍ଟି ହୋଇଛି ା ଏହି ପରିପ୍ରେକ୍ଷୀରେ ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(ଏନଆଇଟି)ର ଜଣେ ଛାତ୍ର ଓ ତାଙ୍କ ସହଯୋଗୀ ଏକ ମୋବାଇଲ ଆପ୍ ଡେଭଲପ୍ କରିଛନ୍ତି। ଯାହାଦ୍ୱାରା ଜଣଙ୍କୁ…
ନୂଆ ଠିକଣା ଅପେକ୍ଷାରେ ବାଦାମବାଡ଼ି ବସ୍ଷ୍ଟାଣ୍ଡ
ଓଡ଼ିଶାରେ ଏମିତି କମ୍ ପ୍ରମୁଖ ଅଞ୍ଚଳ ଥିବ, ଯେଉଁ ଅଞ୍ଚଳକୁ ବାଦାମବାଡ଼ି ବସ୍ଷ୍ଟାଣ୍ଡରୁ ବସ୍ ଚଳାଚଳ କରୁ ନ ଥିବ। ଅର୍ଥାତ୍ ରାତି ପାହିଲେ ସାରା ରାଜ୍ୟରୁ ଲୋକମାନଙ୍କ ପାଦ ଏହି ବସ୍ଷ୍ଟାଣ୍ଡରେ ପଡ଼ିଥାଏ। ବୈଶାଖର ତାତି ହେଉ ଅବା, ଆଷାଢ଼ର…
ନାବାଳିକାଙ୍କୁ ପ୍ରେମ ମହଙ୍ଗା ପଡ଼ିଲା:ଜେଲ ଗଲେ ୩ ଯୁବକ
ବିଞ୍ଝାରପୁର,୧୫।୩(ଡିଏନଏ): ବିଞ୍ଝାରପୁର ବ୍ଲକ ବାଙ୍ଗରା ପଞ୍ଚାୟତର ଜଣେ ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହ କରିବା ଅଭିଯୋଗରେ ୩ଜଣ ଯୁବକଙ୍କୁ ଜେଲ ଯିବାକୁ ପଡ଼ିଛି। ଗିରଫ ଯୁବକମାନେ ହେଲେ ବାଙ୍ଗରା ପଞ୍ଚାୟତର ରବୀଦ୍ର ବିଶ୍ୱାଳ(୨୫), ମଳୟ ଜେନା(୨୫) ଓ ଭୁବନେଶ୍ୱର ଅଞ୍ଚଳର…
ବସ୍ରୁ ୨୨କେଜି ଗଞ୍ଜେଇ ଜବତ, ୨ଗିରଫ
ଯାଜପୁର ଟାଉନ,୧୫।୩(ଡିଏନଏ): ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ୨୨ କେଜି ଗଞ୍ଜେଇ ଜବତ କରାଯିବା ସହ ୨ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ କଲିକତାର ଟୁକେଇ ପାତ୍ର ଓ ରଞ୍ଜିତ ରାୟ ବୋଲି ଜଣାପଡ଼ିଛି। ପ୍ରକାଶ ଯେ, ଶନିବାର ଅବକାରୀ…
ପୁରୁଣା ବ୍ରାହ୍ମଣୀ ସେତୁରେ ମାଟିବାଲି ଆସ୍ତରଣ, ଯାତାୟାତ ବାଧାପ୍ରାପ୍ତ
ରସୁଲପୁର,୧୫।୩(ଡିଏନଏ): ରସୁଲପୁର ବ୍ଲକ ବାରବାଟୀ ସୀମା ସଂଲଗ୍ନ ବ୍ରାହ୍ମଣୀ ନଦୀ ଉପରିସ୍ଥ ପୁରୁଣା ବ୍ରାହ୍ମଣୀ ପୋଲ ଉପରେ ବାଲିମାଟିର ଆସ୍ତରଣ ଜମିଛି। ଏହି ପୋଲର ଉଭୟ ପାର୍ଶ୍ୱରୁ ପ୍ରାୟତଃ ୨ଫୁଟ ଓସାରର ବାଲିମାଟି, ପଲିଥିନ, କୁଟାକାଠି, ଲୁହା ପଥରଗୁଣ୍ଡ ମିଶା ଆଳିଆ…
ବେଆଇନ ଖନନ ପ୍ରତିବାଦରେ କଂଗ୍ରେସର ଧାରଣା
ରସୁଲପୁର/ଧର୍ମଶାଳା,୧୫।୩(ଡିଏନଏ): ଯାଜପୁର ଜିଲାର ଲଘୁ ଖଣିଜ ହବ୍ଭାବେ ଜଣାଶୁଣା ଧର୍ମଶାଳା ବ୍ଲକ ଅନ୍ତର୍ଗତ ବିଛାଖଣ୍ଡିରେ ବିରୋଧୀଙ୍କ ସ୍ବର ଶାଣିତ ହୋଇଛି । ଏହି ଅଞ୍ଚଳର ପାଣିଟାଙ୍କିଠାରେ ଶନିବାରଠାରୁ କଂଗ୍ରେସ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଆରମ୍ଭ ହୋଇଛି । ଓଡ଼ିଶା…
ବ୍ୟାସନଗର ସ୍ବୟଂଶାସିତ ମହାବିଦ୍ୟାଳୟ: ଅଧ୍ୟକ୍ଷ ପଦବୀ ପାଇଁ ବଦଳି ରାଜନୀତି
ଯାଜପୁର ରୋଡ,୧୫।୩(ଡି.ଏନ.ଏ.): ବ୍ୟାସନଗର ସ୍ବୟଂଶାସିତ କଲେଜ ଅଧ୍ୟକ୍ଷ ପଦବୀକୁ ନେଇ ବଦଳି ରାଜନୀତି ଆରମ୍ଭ ହୋଇଛି। ଯୋଗ୍ୟ ପ୍ରାଧ୍ୟାପକଙ୍କୁ ଏଠାରୁ ରାତିଅଧିଆ ବଦଳି କରାଯାଇ ବର୍ଷକ ତଳେ ବଦଳି କରାଯାଇଥିବା ଅନ୍ୟଜଣେ ପ୍ରାଧ୍ୟାପିକାଙ୍କୁ ପୁଣି ଏଠାକୁ ବଦଳି କରାଯାଇ ଅଣାଯାଇଛି। ଯାହାକୁ…
ଋଣ ବୋଝ: ନୟାଗଡରେ ଚାଷୀଙ୍କ ଆତ୍ମହତ୍ୟା
ନୟାଗଡ ଅଫିସ,୧୫।୩-ନୟାଗଡ ଜିଲା ଶରଣକୁଳ ଥାନା ପଞ୍ଚରିଡା ମାନପୁର ନୂଆସାହିର ଚାଷୀ ଜୟକୃଷ୍ଣ ପଣ୍ଡା(୫୨) ଋଣ ଶୁଝି ନ ପାରି ଶୁକ୍ରବାର ରାତିରେ ଆତ୍ମହତ୍ୟା କରିଛନ୍ତି। ଶରଣକୁଳ ଥାନା ପୋଲିସ ୨/୨୦ରେ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ।…
Archives


