ଆମ ଜିଲା ଖବର

ନିରାଡ଼ମ୍ବରରେ ଶୀତଳଷଷ୍ଠୀ ଥାଳଉଠା ପର୍ବ ସମ୍ପନ୍ନ

ସମ୍ବଲପୁର,୨୭।୪(ବ୍ୟୁରୋ)-ପରମ୍ପରାନୁସାରେ ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳଉଠା ପର୍ବ ରବିବାର ଗୋଧୂଳୀ ଲଗ୍ନରେ ସମ୍ପନ୍ନ ହୋଇଛି । ଶଙ୍ଖ, ଘଣ୍ଟ ଓ ପଣ୍ଡିତଙ୍କ ମନ୍ତ୍ର ଉଚ୍ଚାରଣରେ ଥାଳ ଉଠିଥିଲା । ପଣ୍ଡିତ, ମନ୍ଦିର ପୂଜକ, କନ୍ୟା ମାତାପିତା, ବର ମାତାପିତା…

ଲକ୍‌ଡାଉନ ସମୟରେ ୧୪୯ଟି ରେକ୍‌ରେ ଚାଉଳ ପରିବହନ

ସମ୍ବଲପୁର, ୨୭।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଲକ୍‌ ଡାଉନ ଜାରି ରହିଛି । ଏହି ସମୟରେ ସମ୍ବଲପୁର ରେଳମଣ୍ଡଳ ଅନବରତ ଭାବେ ଅତ୍ୟାବଶ୍ୟକ ସାମଗ୍ରୀ ଦେଶର ବିଭିନ୍ନ ପ୍ରାନ୍ତକୁ ପରିବହନ କରୁଛି । ଗତ ୨୪ ତାରିଖ ୧୪୯ଟି ରେକ୍‌ରେ…

ସ୍କୁଲରେ ରହିଲା ନାହିଁ ସମାଜିକ ଦୂରତା – ମାଗଣା ବହି ପାଇଁ ପ୍ରବଳ ଭିଡ଼

ସମ୍ବଲପୁର,୨୭ା୪ (ବ୍ୟୁରୋ)-ରବିବାର ସମ୍ବଲପୁର ମହାନଗର ନିଗମ ଅଧୀନ ବୀର ସୁରେନ୍ଦ୍ର ସାଏ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସାମାଜିକ ଦୂରତ୍ୱ ନିୟମ ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହେଉଛି । ସ୍କୁଲରେ ପିଲାମାନଙ୍କ ପାଇଁ ମାଗଣା ବହି ବଣ୍ଟନ କରାଯାଉଥିବା ପ୍ରଚାର ହେବା…

CORONAVIRUS UPDATE: ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୮

ଭୁବନେଶ୍ୱର,୨୭।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଏମାନେ ବାଲେଶ୍ୱର ଜିଲାର ବୋଲି…

ଥୋଡ ଧାନ ଉପରେ କୁଆପଥର ମାଡ଼

ସୋନପୁର,୨୭।୪(ନି.ପ୍ର.) ମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏବେ ଅଦିନିଆ ବର୍ଷା, କୁଆ ପଥର ମାଡ ଓ ଘୂର୍ଣ୍ଣିଝଡ ଯୋଗୁଁ ସୁବର୍ଣ୍ଣପୁର ଜିଲାର ଚାଷୀ ସର୍ବସ୍ବାନ୍ତ ହୋଇଛନ୍ତି। ଧାନ ଓ ପନିପରିବା ଚାଷ କରିଥିବା…

ଭୂଲିଗଲେ ସାମାଜିକ ଦୂରତା

ଖଇରା,୨୭।୪(ଡି.ଏନ.ଏ.)- ୩ଦିନର ଶଟଡାଉନ ପରେ ପ୍ରଶାସନର ନିର୍ଦ୍ଦେଶକ୍ରମେ ରବିବାର ୧୦ଟା ପରଠାରୁ ଏଥିରେ ସାମାନ୍ୟ କୋହଳ କରାଯାଇ କିଛି ନିର୍ଦ୍ଦିଷ୍ଟ ଦୋକାନ ଖୋଲିବାକୁ ଅନୁମତି ଦିଆଯାଇଛି। ରବିବାର ପୂର୍ବାହ୍ନ ୧୦ଟା ବାଜିବା ପୂର୍ବରୁ ଆହୁରି କିଛି ସମୟ ବାକିଥିବା ବେଳେ ପୂର୍ବରୁ…

ଶଢ଼ୁଛି ଫସଲ, ବଢ଼ୁଛି କ୍ଷତି

ଛେଣ୍ଡିପଦା,୨୭।୪(ସ୍ବ.ପ୍ର.) କରୋନା କଟକଣା ପାଇଁ କ୍ଷତି ସହୁଛନ୍ତି ପରିବା ଚାଷୀ। ଏକର ଏକର ଜମିରେ ସେମାନେ କରିଥିବା ପରିବା ବିକ୍ରି କଷ୍ଟକର ହୋଇପଡୁଥିବାରୁ ତାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି ଚାଷୀ। ଲକ୍‌ଡାଉନ୍‌ ଯୋଗୁ ମାର୍କେଟ ସମ୍ପୂର୍ଣ୍ଣ ଖୋଲୁ ନ ଥିବା ବେଳେ…

ଶାଗୁଆନ କାଠ ସହ ୩ ବାଇକ୍‌ ଜବତ, ୧ ଗିରଫ

କପ୍ତିପଦା,୨୭ା୪(ଡି.ଏନ.ଏ)- ମୟୂରଭଞ୍ଜ କପ୍ତିପଦା ବ୍ଲକ୍‌ ଅଧୀନ ଜଡିଦା ବିଦ୍ୟାଳୟ ନିକଟରୁ ବନବିଭାଗ ଶାଗୁଆନ କାଠ ସହ ୩ଟି ବାଇକ ଜବତ୍‌ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତ ହେଲେ ଶିଶିର ବେହେରା। ଏନେଇ ବନ ବିଭାଗ ପକ୍ଷରୁ ଏକ…

ବାଇକ୍‌ ଲୁଟ ଘଟଣା, ପୁଣି ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ, ୨୭ା୪(ସ୍ବ.ପ୍ର.)-ବାଇକ୍‌ ଚୋରି ଘଟଣାରେ କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଆଉ ଜଣେ ଅଭିଯୁକ୍ତଙ୍କୁ ରବିବାର ସୟାବାଲି ଅଞ୍ଚଳରୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ସୟାବାଲି ଗ୍ରାମର ଅଜ୍ଜୁ ଖାନ ଓରଫ ଏମଡି ସଦା। ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀରୁ…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା

ଖଇରା,୨୭।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଅଗ୍ନିପୁର ଗ୍ରାମବାସୀ ଓ ମହିଳା ଗୋଷ୍ଠୀଙ୍କ ତରଫରୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି ା ଗ୍ରାମବାସୀ ନିଜ ସାମର୍ଥ୍ୟ ଅନୁଯାୟୀ ୬ହଜାର ୮୦ଟଙ୍କା ଆଦାୟ କରିବା ପରେ ୱାର୍ଡସଭ୍ୟ…

ଅଖିମୁଠି ଅନୁକୂଳ

ବାରିପଦା ଅଫିସ, ୨୭ା୪- ଅକ୍ଷୟତୃତୀୟା ଅବସରରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସବୁଜ ମୟୂରଭଞ୍ଜ ପକ୍ଷରୁ ଏହାର ସଭାପତି ତଥା ରାଜ୍ୟ କୃଷି ଶିଳ୍ପ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି ଅଖିମୁଠି ଅନୁକୂଳ କରିଛନ୍ତି। ବାଉଁଶଭିଲାଠାରେ ପାରମ୍ପରିକ ପୂଜାର୍ଚ୍ଚନା ସହ କୃଷି…

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ,୨୬ା୪-ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ରବିବାର ଜଣେ କରୋନା ସନ୍ଦିିଗ୍ଧ ଭର୍ତ୍ତି ହୋଇଛନ୍ତି। ସେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ରବିବାର ସକାଳେ ସେ ନିଜ ଘର ଚିକିଟକୁ ଫେରିଥିଲେ। ତାଙ୍କର କାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?