ଆମ ଜିଲା ଖବର

ଖୁସି ଛଡ଼ାଇନେଲା କରୋନା: ଅଧାଗଢ଼ା ହୋଇ ନରେନ୍ଦ୍ରରେ ଭାସୁଛନ୍ତି ନନ୍ଦା, ଭଦ୍ରା

ପୁରୀ ଅଫିସ, ୨୬।୪: ମହାମାରୀ କରୋନା ବିଶ୍ୱବାସୀଙ୍କ ପାଇଁ ଆତଙ୍କ ସୃଷ୍ଟି କରିଛି। ଲକ୍ଷଲକ୍ଷ ଲୋକଙ୍କ ଜୀବନଜୀବିକା ଛଡ଼ାଇ ନେଇଛି। ଏପରି କି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପାଚେରି ସାଜିଛି। ନୀତିକାନ୍ତି, ପ୍ରଥା, ପରମ୍ପରା ଉପରେ ବିଶେଷ ପ୍ରଭାବ ପଡ଼ିଛି।…

ଜରୁରୀକାଳୀନ ପାସ୍‌ ଦେବାକୁ ଡାକ୍ତର ନେଲେ ଲାଞ୍ଚ, ସିଡିଏମ୍‌ଓଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ

କାକଟପୁର, ୨୬।୪(ଡି.ଏନ.ଏ): ଲକ୍‌ଡାଉନ ସମୟରେ ବାହାରକୁ ଯିବା ପାଇଁ ଆବଶ୍ୟକ ଜରୁରୀକାଳୀନ ପାସ୍‌ ଦେବାକୁ କାକଟପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତର ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି। ସିଡିଏମ୍‌ଓଙ୍କ ନିର୍ଦ୍ଦେଶକ୍ରମେ ଶୁକ୍ରବାର ବାଙ୍ଗୁରୀଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକାରୀ ଡା. ଆଶିଷ ମହାପାତ୍ର…

ପୋଲିସ ଡିଜିଙ୍କ ସହ ଆଇଏମ୍‌ଏ ପ୍ରତିନିଧିଙ୍କ ଆଲୋଚନା: ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷାକୁ ଗୁରୁତ୍ୱ

କଟକ ଅଫିସ୍‌,୨୬।୪: କରୋନା ଭୂତାଣୁକୁ ମୁକାବିଲା କରିବାରେ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମୀମାନେ ପ୍ରମୁଖ ଭୂମିକା ନେଉଛନ୍ତି। ହେଲେ ରାଜ୍ୟର ଅନେକ ସ୍ଥାନରେ ସେମାନେ ଅସଦାଚରଣ ଏବଂ ଆକ୍ରମଣର ଶିକାର ହେଉଛନ୍ତି। ଏନେଇ ଭାରତୀୟ ମେଡିକାଲ୍‌ ସଂଘ(ଆଇଏମ୍‌ଏ)ପ୍ରତିନିଧିମାନେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…

କରୋନା: ଅରେଞ୍ଜ ଜୋନ୍‌ରେ କଟକ

କଟକ ଅଫିସ୍‌,୨୬।୪-କରୋନା ସଂକ୍ରମଣ ଅନୁଯାୟୀ ଅଞ୍ଚଳଗୁଡ଼ିକୁ ବିଭିନ୍ନ ରଙ୍ଗରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍‌, ଅରେଞ୍ଜ ଏବଂ ଗ୍ରୀନ୍‌। ଏଥିରୁ କଟକ ଅରେଞ୍ଜ ଜୋନ୍‌ରେ ଥିବା ନେଇ ଶନିବାର ପ୍ରକାଶ କରିଛି କଟକ ମହାନଗର ନିଗମ। ଏପ୍ରିଲ୍‌ ୩ରେ ସହରରେ…

ଅଲାରନାଥଙ୍କ ଚାପ ବନ୍ଦ: ଚୈତନ୍ୟ ଚକଡ଼ାରେ ହେବ ଚନ୍ଦନ ଯାତ୍ରା

ବ୍ରହ୍ମଗିରି,୨୬।୪(ଡି.ଏନ୍‌.ଏ): ମହାମାରୀ କରୋନା ଯୋଗୁ ପ୍ରଭୁ ଅଲାରନାଥ ଦେବଙ୍କ ଚନ୍ଦନ ଯାତ୍ରା ଓ ଚାପଖେଳ ଉପରେ ପ୍ରଶାସନ ନିଷ୍ପତ୍ତି ବଦଳାଇଛି। ସାମାଜିକ ଦୂରତା ରକ୍ଷା ସହ ସୀମିତ ସଂଖ୍ୟକ ସେବାୟତଙ୍କୁ ନେଇ ଚନ୍ଦନ ପୋଖରୀରେ ହେବାକୁ ଥିବା ଚାପ ଉପରେ ପୁନର୍ବାର…

ଟ୍ରଲିରେ ବୁଲି ପାଠ୍ୟପୁସ୍ତକ ବାଣ୍ଟିଲେ ପ୍ରଧାନ ଶିକ୍ଷକ: ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ଗଞ୍ଜାମ ଜିଲାପାଳ

ବ୍ରହ୍ମପୁର ଅଫିସ,୨୬।୪: ଲକ୍‌ଡାଉନ୍‌ ସମୟରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଘରକୁ ଘର ବୁଲି ନୂତନ ଶିକ୍ଷାବର୍ଷର ପାଠ୍ୟପୁସ୍ତକ ଦେବା କାର୍ଯ୍ୟକ୍ରମ ଶିକ୍ଷକମାନଙ୍କ ପକ୍ଷରୁ ଆରମ୍ଭ ହୋଇଛି । ଏହି ସମୟରେ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡାମାରୀ…

ଆଜିଠୁ ଚନ୍ଦନଯାତ୍ରା: କଟକଣା ପାଇଁ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁ, ଶ୍ରୀମନ୍ଦିର ଭିତରେ ସମ୍ପନ୍ନ ହେବ ବିଧି

ପୁରୀ ଅଫିସ,୨୬।୪: ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଥାଏ ଚନ୍ଦନ ଯାତ୍ରା। ତେଣୁ ରବିବାରଠାରୁ ୨୧ ଦିନିଆ ବାହାର ଚନ୍ଦନ ଯାତ୍ରାରେ ଜଳକ୍ରୀଡ଼ା କରିବେ ମହାପ୍ରଭୁ। କିନ୍ତୁ କରୋନା କଟକଣା ପାଇଁ ଏ ବର୍ଷ ନରେନ୍ଦ୍ର ସରୋବରକୁ ବିଜେ କରିବେନି ମହାପ୍ରଭୁଙ୍କ ଚଳନ୍ତି…

ରାଉରକେଲାର ୩ ନୂଆ ପଜିଟିଭ୍‌ଙ୍କ ତଥ୍ୟ ଦେଲା ସ୍ବାସ୍ଥ୍ୟ ବିଭାଗ: ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୨ ମହିଳା

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଶହେ ପାର କରିଛି। ରବିବାର ଆଉ ୩ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ତେବେ ଏସବୁ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲା ରାଉରକେଲାର। ଏମାନଙ୍କ ମଧ୍ୟରେ ଜଣେ ୨୩ବର୍ଷୀୟ…

ଦୟନୀୟ ସ୍ଥିତିରେ ଶତାଧିକ କୁମ୍ଭକାର ପରିବାର

ଜୁନାଗଡ,୨୬।୪(ଡି.ଏନ୍‌.ଏ.) ମହାମାରୀ କରୋନା ଯୋଗୁ ସରକାରଙ୍କ କଟକଣା ଓ ଲକ୍‌ଡାଉନ ଲୋକଙ୍କ ହାତରୁ ରୋଜଗାର ଛଡାଇ ନେଇଛି। କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ କଳିଆକୁଣ୍ଡଲ ଗ୍ରାମରେ ମାଟି ସାମଗ୍ରୀ ତିଆରି କରି ପେଟ ପୋଷୁଥିବା ଶତାଧିକ କୁମ୍ଭକାର ପରିବାର ଏବେ ଦୟନୀୟ…

ବଲାଙ୍ଗୀର ଜିଲା: ଫେରିବେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ

ବଲାଙ୍ଗୀର ଅଫିସ, ୨୬ା୪- ମେ’ ୩ରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବଧି ସରିବ। ଏହାପରେ ଜିଲା ତଥା ରାଜ୍ୟ ବାହାରେ ଥିବା ପ୍ରବାସୀ ଶ୍ରମିକମାନେ ଘରକୁ ଫେରିବେ। ଏହିକ୍ରମରେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଜିଲାକୁ ଫେରିବେ ବୋଲି ସୂଚନା…

୪୦ ହଜାର ଟଙ୍କା ଜରିମାନା ଆଦାୟ

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ପୋଲିସ ପକ୍ଷରୁ ଶନିବାର ଥାନା ଛକରେ ଗାଡ଼ି ଯାଞ୍ଚ କରାଯାଇ ୫୦ ଜଣଙ୍କଠାରୁ ୪୦ ହଜାର ଟଙ୍କାର ଜରିମାନା ଆଦାୟ କରାଯାଇଛି। ଏସ୍‌ପି ଜଗମୋହନ ମୀନା ଏହି ଯାଞ୍ଚ ବେଳେ ଉପସ୍ଥିତ ରହି କିଏ…

କରୋନା ମୁକାବିଲାର ସମୀକ୍ଷା କଲେ ବିଧାୟକ

ଅନୁଗୋଳ ଅଫିସ, ୨୬।୪ – କରୋନାର ମୁକାବିଲା ନିମନ୍ତେ ଅନୁଗୋଳ ଜିଲା ପ୍ରଶାସନ କିଭଳି ପଦକ୍ଷେପ ନେଇଛି ସେ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଶନିବାର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ୍‌ଠାରେ ଅନୁଷ୍ଠିତ ଏହି ବୈଠକରେ ଜିଲାପାଳ ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?