ଆମ ଜିଲା ଖବର

ପାଳନ ହେବନି ଅକ୍ଷୟ ତୃତୀୟା

ଢେଙ୍କାନାଳ ଅଫିସ, ୨୬।୪ – ଓଡ଼ିଶାର କୃଷିଭିତ୍ତିକ ପର୍ବ ଅକ୍ଷୟ ତୃତୀୟା। ଏହି ଦିନଠାରୁ ଚାଷ ପାଇଁ ଆରମ୍ଭ ହୁଏ ପାଗଭିଡ଼ା। ଅଖି ମୁଠି ଅନୁକୂଳ ପରେ ଚାଷମନା ହୁଏ ଚାଷୀ। ହେଲେ ଚଳିତବର୍ଷ ସବୁକିଛି ବିଗାଡ଼ି ଦେଇଛି କରୋନା। ସାମାଜିକ…

CORONAVIRUS UPDATE: ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତ ଚିନ୍ହଟ, ସଂଖ୍ୟା ଛୁଇଁଲା ୧୦୩

ଭୁବନେଶ୍ୱର,୨୬।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି। ଏହି ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହ ରାଜ୍ୟରେ କରୋନା…

ମାସ୍କ ନ ପିନ୍ଧିଲେ ମିଳିବନି ସାମଗ୍ରୀ

ଢେଙ୍କାନାଳ ଅଫିସ, ୨୬।୪ – କରୋନା ସଂକ୍ରମଣ ପ୍ରତିହତ କରିବାକୁ ମାର୍ଚ୍ଚ ୨୫ରୁ ଲକ୍‌ଡାଉନ୍‌ ଜାରି ରହିଛି। ଲୋକମାନଙ୍କ ସୁବିଧା ଏବଂ ଗ୍ରାମାଞ୍ଚଳ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣିବାକୁ ଶନିବାର ତାଲାବନ୍ଦ ନିୟମରେ ସାମାନ୍ୟ କୋହଳ କରାଯାଇଛି। ରାଜ୍ୟ ସରକାରଙ୍କ ପରିବର୍ତ୍ତିତ…

ଭାଟି ଲାଇସେନ୍ସ ରଦ୍ଦ ପାଇଁ ହେବ ଆବେଦନ: ମିଳିଲା ଚୋରା କାରବାର ଚେର ଘଟଣା

ଅନୁଗୋଳ ଅଫିସ, ୨୬।୪ – ଅନୁଗୋଳ ସହର ଉପକଣ୍ଠରେ ଥିବା କରଡ଼ାଗାଡ଼ିଆ ମଦ ଭାଟିକୁ ବନ୍ଦ କରାଯାଇଥିଲେ ବି ସେଠାରୁ ୪୪୪୦ ଲିଟର ଦେଶୀ ଚୋରା ମଦ ସହ ୬ ହଜାର ଲିଟର ପୋଚ ଜବତ ଘଟଣାର ତଦନ୍ତ ଅନୁଗୋଳ ପୋଲିସ…

ମାଓବାଦୀଙ୍କଠାରୁ ସାମାଜିକ ଦୂରତା ରକ୍ଷା ପାଇଁ ନିବେଦନ

ବାଲିଗୁଡା,୨୬ା୪(ଡି.ଏନ୍‌.ଏ.)- ବିଶ୍ୱରେ ମହାମାରୀ କରୋନାର ଭୟାବହତା ଜାରି ରହିଛି। ଏପରି ସ୍ଥଳେ ସାମାଜିକ ଦୂରତ୍ୱକୁ ବିଶେଷ ପ୍ରାଧାନ୍ୟ ଦିଆଯାଉଛି। ଏନେଇ ଦେଶରେ ଲକ୍‌ଡାଉନ୍‌ କଟକଣା ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ବାଲିଗୁଡା, ନୂଆଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ ମାଓବାଦୀମାନଙ୍କଠାରୁ ଜନସାଧାରଣ ସାମାଜିକ…

କାଠଗାଡି ଜବତ, ଗାର୍ଡକୁ ଧକ୍କା ମାରି ଚାଳକ ଛୁ

ପାତ୍ରପୁର,୨୬ା୪(ଡି.ଏନ୍‌.ଏ.)- ଶାଗୁଆନ କାଠ ନେଉଥିବା ଏକ ଟାଟା ମ୍ୟାଜିକ ଗାଡି (ଏପି୩୦ୟୁ-୮୦୧୭)କୁ ବ୍ରହ୍ମପୁର ମୋବାଇଲ ଡିଭିଜନ ଫରେଷ୍ଟର ଏନ୍‌. ବାଲାଜୀ ରେଡ୍ଡୀ ଓ ତାଙ୍କ ଟିମ ଶନିବାର ଜବତ କରିଛି। ଚିକିଟି ବ୍ଲକ ଲକ୍ଷ୍ମୀପୁର ନିକଟରେ କାଠ ଗାଡି ଯାଉଥିବା ଖବର…

ଗ୍ରାହକ ସାଜି ମଦ ବ୍ୟବସାୟୀଙ୍କୁ ଧରିଲା ପ୍ରଶାସନ

ଭଞ୍ଜନଗର,୨୬।୪(ଡି.ଏନ.ଏ)-ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜ ଶନିବାର ଅପରାହ୍ନରେ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରୁଥିଲେ। ଧୁମୁଛାଇ ଛକ ନିକଟରେ ଯାନବାହନ ଯାଞ୍ଚ ଚାଲିଥିବା ବେଳେ ଜଣେ ନିଶାସକ୍ତ ତାଙ୍କ ହାବୁଡ଼ରେ ପଡ଼ିଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ମଦ ବ୍ୟବସାୟୀଙ୍କ ସମ୍ପର୍କରେ ଜାଣିବା ପରେ ଉପଜିଲାପାଳ…

ଛାତ୍ରୀଛାତ୍ରଙ୍କୁ ଘରକୁ ଯାଇ ପୁସ୍ତକ ବାଣ୍ଟିଲେ ଶିକ୍ଷକ: ମେ’ ୩ ସୁଦ୍ଧା ବଣ୍ଟାଯିବ ୧୮୭୭୨୫୮ ବହି

ବ୍ରହ୍ମପୁର ଅଫିସ,୨୬ା୪ – କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହାର ପ୍ରଭାବରେ ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି। ଯାହାଦ୍ୱାରା ବିଦ୍ୟାର୍ଥୀଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଛି । ଅନ୍ୟପକ୍ଷରେ ନୂତନ ଶିକ୍ଷାବର୍ଷ ପାଇଁ…

ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା, ୨ ଗିରଫ

ବୁଗୁଡ଼ା,୨୬ା୪(ଡି.ଏନ.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ କଇମ ନିକଟସ୍ଥ କୁବେରେଶ୍ୱର ମନ୍ଦିରରେ ଏପ୍ରିଲ୍‌ ୪ରେ ଗୁଳିମାଡରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ବୁଗୁଡ଼ା ପୋଲିସ ଶନିବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଦୁଇଜଣ ହେଲେ ବୁଗୁଡ଼ାର ଧନୁ…

ଭଲି ଖେଳରୁ ଗୋଷ୍ଠୀ ସଂଘର୍ଷ: ୨୧ ଆହତ, ୧୧ ଗିରଫ

ଆର.ଉଦୟଗିରି,୨୬ା୪(ଡି.ଏନ.ଏ.)- ଆର୍‌.ଉଦୟଗିରି ଥାନା ଖମାରିସାହି ଗ୍ରାମରେ ଭଲିଖେଳକୁ ନେଇ ଶନିବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ୨୧ଜଣ ଆହତ ହୋଇଥିବାବେଳେ ସେମାନଙ୍କୁ ଚନ୍ଦ୍ରଗିରି, ଆର.ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗ୍ରାମର ଏକ ଜମିରେ ଗୁରୁବାର ସଂଖ୍ୟାଲଘୁ ସମ୍ପ୍ରଦାୟ ସାହିର କେତେଜଣ ପିଲା…

ଲକ୍‌ଡାଉନ ନିୟମ ଭାଙ୍ଗି ୮ ଯୁବକଙ୍କ ନାମରେ ମାମଲା

ହାଟଡିହୀ, ୨୬।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଥାନା ଅଞ୍ଚଳରେ ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ୮ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି। ଏମାନେ ସମସ୍ତେ ହାଟଡିହୀ ଅଞ୍ଚଳର। ଏକ ଅଣପଞ୍ଜୀକୃତ ଗ୍ରୁପ ବିନା ପାସ୍‌ରେ ଖାଦ୍ୟ ବାଣ୍ଟିବାକୁ ଯାଉଥିଲେ ବୋଲି…

କରୋନା ସାଙ୍ଗକୁ କାଳବୈଶାଖୀ: ଚାଷୀ ସର୍ବସ୍ବାନ୍ତ

ବାରିପଦା ଅଫିସ, ୨୬ା୪-ମହାମାରୀ କରୋନା ଲାଗି ଲୋକଙ୍କ ଜୀବନ ଦୁର୍ବିଷହ ହୋଇପଡିଥିବା ବେଳେ ବେଡି ଉପରେ କୋରଡା ମାଡ ସଦୃଶ ଚାଷୀଙ୍କ ପାଇଁ ସର୍ବନାଶ କାରଣ ହୋଇଛି କାଳବୈଶାଖୀ। ଏହାର ପ୍ରଭାବରେ ପ୍ରତିଦିନ ବର୍ଷା ଓ କୁଆପଥର ମାଡ଼ରେ ମୟୂରଭଞ୍ଜ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?