ନିଶା ପାଇଁ ଟଙ୍କା ନଦେବାରୁ ଭଉଣୀ ତଣ୍ଟିଚିପି ହତ୍ୟା ଉଦ୍ୟମ
ଫୁଲବାଣୀ ଅଫିସ, ୧୩ା୩: ନିଶା ଖାଲି ମଣିଷକୁ ବିପଥଗାମୀ କରେନାହିଁ, ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ଛାଡେନାହିଁ। ଯାହାର ଜ୍ୱଳନ୍ତ ଉଦାହରଣ ଫୁଲବାଣୀ ସହର ପେଞ୍ଜିସାହିରେ ଦେଖିବାକୁ ମିଳିଛି। ମଦ ପାଇଁ ଟଙ୍କା ନଦେବାରୁ ଶୁକ୍ରବାର ଭଉଣୀ ତଣ୍ଟି ଚିପି ମାରିବାକୁ ଉଦ୍ୟମ…
ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ
ଭଦ୍ରକ ଅଫିସ, ୧୩।୩: ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ ପରି ଏଥର ମାତୃଭୂମି ପାଇଁ ଗଣଦୌଡ଼ ଆସନ୍ତା ୧୫ ତାରିଖରେ କାର୍ଯ୍ୟକ୍ରମ ରହିଛି।…
ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର
ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଚାଳକଙ୍କୁ ଉଦ୍ଧାର କରିବା ସହ ସଦର ଥାନାକୁ ଜଣାଇଥିଲେ।…
ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ
ରୂପ୍ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ହଳଦୀପଦା…
କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ
ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼ ପଞ୍ଚାୟତର…
ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା
ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…
କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ କରୋନା…
କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର
ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି ଜିଲାପାଳଙ୍କୁ…
କେନ୍ଦୁଝରରେ ବେକ, ହାତ କଟା ଅବସ୍ଥାରେ ଯୁବକ ଉଦ୍ଧାର
କେନ୍ଦୁଝର, ୧୩।୩ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ୪୯ତମ ଜାତୀୟ ରାଜପଥର ଧାଙ୍ଗରପଡ଼ା ନିକଟରୁ ଶୁକ୍ରବାର ରକ୍ତାକ୍ତ ଅବସ୍ଥାରେ ଜଣେ ଅଜଣା ଯୁବକଙ୍କୁ ଉଦ୍ଧାର କରାଯାଇଛି। ତାଙ୍କ ହାତ ଏବଂ ବେକ କଟା ଯାଇଥିବା ବେଳେ ସେ ରାସ୍ତାରେ ଦୌଡୁଥିବା…
କରୋନା ମୁକାବିଲା ପ୍ରସ୍ତୁତି: ଔଷଧ, ଷ୍ଟାଫ୍ ମାଗିଲା ଏସ୍ସିବି
କଟକ ଅଫିସ, ୧୩।୩: କରୋନା ମୁକାବିଲା ପାଇଁ କଟକ ଏସ୍ସିବି ମେଡିକାଲରେ ଏକ ସ୍ବତନ୍ତ୍ର ଓ୍ବାର୍ଡ ଗଠନ କରାଯାଇଛି। ଏହି ସ୍ବତନ୍ତ୍ର ଓ୍ବାର୍ଡ ପାଇଁ ଔଷଧ ଓ ଷ୍ଟାଫ୍ ଯୋଗାଇ ଦେବାକୁ ଏସ୍ସିବି ମେଡିକାଲ ଅଧିକ୍ଷକଙ୍କ ପକ୍ଷରୁ ଶୁକ୍ରବାର ଡିଏମ୍ଇଟିଙ୍କୁ ଏକ…
କୋଣାର୍କ ସୂର୍ଯ୍ୟ ମନ୍ଦିରରେ ସେଲ୍ଫି ନେବା ବେଳେ ଅଘଟଣ, ମହିଳା ପର୍ଯ୍ୟଟକ ଗୁରୁତର
ଗୋପ, ୧୩।୩(ଡି.ଏନ୍.ଏ.): କୋଣାର୍କ ସୂର୍ଯ୍ୟ ମନ୍ଦିରରେ ଶୁକ୍ରବାର ଜଣେ ପର୍ଯ୍ୟଟକ ସେଲ୍ଫି ନେବାବେଳେ ଖସିପଡ଼ି ଗୁରୁତର ହୋଇଛନ୍ତି। ସେ ହେଲେ ଭୁବନେଶ୍ବର ୟୁନିଟ୍ ୯ର ମହିଳା ପର୍ଯ୍ୟଟକ ଶୁଭାସିନ ମାଲିକ(୨୨)। ପ୍ରକାଶ ଯେ, ଶୁଭାସିନ ପରିବାର ସହ କୋଣାର୍କ ସୂର୍ଯ୍ୟ ମନ୍ଦିର…
ଦୁଇ ବାଇକ୍ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ
ପଦ୍ମପୁର,୧୩।୩(ଡି.ଏନ୍.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍ ନେଇ…
Archives


