ଘରଘର ବୁଲି ଅଙ୍ଗନୱାଡି କର୍ମୀଙ୍କ ଶିଶୁଖାଦ୍ୟ, ଅଣ୍ଡା ବଣ୍ଟନ
ଆର.ଉଦୟଗିରି,୨୫ା୪(ଡି.ଏନ.ଏ.)- କରୋନା ପାଇଁ ରାଜ୍ୟ ସରକାରଙ୍କ ଅଙ୍ଗନୱାଡି କେନ୍ଦ୍ରର ଛାତ୍ରୀଛାତ୍ରଙ୍କ ଘରକୁ ଯାଇ ଶିଶୁ ଖାଦ୍ୟ ଓ ଅଣ୍ଡା ଅଙ୍ଗନୱାଡି କର୍ମୀମାନେ ବଣ୍ଟନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ପ୍ରତ୍ୟେକ ଜିଲାର ଡିଏସ୍ଡବ୍ଲ୍ୟୁମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଆର.ଉଦୟଗିରି ବ୍ଲକ ବସ୍ତିଗୁଡା ପଞ୍ଚାୟତର…
ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପୁରୀ ଗଲା
ବୌଦ୍ଧ, ୨୫ା୪(ସ୍ବ.ପ୍ର):ପୁରୀ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଦ୍ୱିତୀୟ ପର୍ଯ୍ୟାୟ ରଥକାଠ ପଠାଯାଇଛି। ଶନିବାର ଅପରାହ୍ନରେ ଜିଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ଜୟ ଜଗନ୍ନାଥ ଓ ହରିବୋଲ ଧ୍ୱନି ଦେଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା ପାଇଁ…
କୁଷ୍ଠରୋଗୀଙ୍କୁ ଶୁଖିଲା ଖାଦ୍ୟ, ମାସ୍କ ବଣ୍ଟନ
ବିନିକା,୨୫ା୪(ଡି.ଏନ୍.ଏ): ସୁବଣ୍ଣର୍ର୍ପୁର ଜିଲା ଭଣ୍ଡାର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୁଲୁଣ୍ଡା ଗ୍ରାମ ନିର୍ମଳ ଛାୟାରେ ବାସ କରୁଥିବା କୁଷ୍ଠରୋଗୀଙ୍କୁ ଶନିବାର ଜିଲା ଯୁବ ବିଜେଡି ସଭାପତି ଅଶୋକ ନନ୍ଦ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଛନ୍ତି। ଏହି ସମୟରେ ଜିଲା ଯୁବ…
ଫେରିବେ ୯୫୮୮, ଗ୍ରାମାଞ୍ଚଳରେ ସ୍ଥାନାଭାବ ଆଶଙ୍କା
ସୋନପୁର,୨୫।୪(ନି.ପ୍ର.): ମେ’ ୩ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ କଟକଣା ହଟିଲା ପରେ ଅନ୍ୟ ରାଜ୍ୟରେ ଫସି ରହିଥିବା ଛାତ୍ରୀଛାତ୍ର, ଚାକିରିଆ ଓ ଦାଦନ ଶ୍ରମିକଙ୍କୁ ଓଡିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର ଚିନ୍ତା…
ଶ୍ରମିକ କାର୍ଡ ନାମରେ ଠକେଇ ଅଭିଯୋଗ
ସମ୍ବଲପୁର,୨୫ା୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ ଜାରି କରାଯାଇଛି । ରୋଜଗାର ହରାଇଥିବା ଶ୍ରମିକ ଓ ଗରିବ ଲୋକମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାର ଆର୍ଥତ୍କ ସହାୟତା ସହିତ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି । ଏପରି ପରିସ୍ଥିତିରେ…
ମାସ୍କ, ସାବୁନ ବାଣ୍ଟିଲେ, କରୋନା ନେଇ ଲୋକଙ୍କୁ ସଚେତନ କଲେ
କୋକସରା, ୨୫ା୪ (ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପଞ୍ଚାୟତ ସରପଞ୍ଚ ଟିକିଚନ୍ଦ୍ର ଧଙ୍ଗଡାମାଝୀ ଓ ସମିତି ସଭ୍ୟା ମାଧୁରୀ ନାଏକ ଶନିବାର ଆମପାଣି ସାପ୍ତାହିକ ବଜାରରେ ଲୋକଙ୍କୁ ମାସ୍କ ଓ ସାବୁନ ବଣ୍ଟନ କରିଥିଲେ। ଏଥିସହ କରୋନା ଉପରେ…
ବଜ୍ରପାତ ନେଲା ୬ ଗୋରୁଙ୍କ ଜୀବନ
ଖପ୍ରାଖୋଲ,୨୫ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ପବନ ବର୍ଷା ସାଙ୍ଗକୁ ବଜ୍ରପାତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବ୍ଲକ ଅନ୍ତର୍ଗତ ଚାଉଳବାଂଜି ଗାଁରେ ବଜ୍ରପାତରେ ୬ ଗୋରୁଙ୍କର ମୃତ୍ୟୁ ଘଟିଛି।…
କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି
ମନମୁଣ୍ଡା,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଯୋଗୀନ୍ଦ୍ରପୁର ପଞ୍ଚାୟତର ଏକାଧିକ ଗ୍ରାମ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତିଗସ୍ତ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇଥିଲା। ଡିମିରିମୁଣ୍ଡାର ଗଣେଶ୍ୱର କହଁର, କୃଷ୍ଣ କହଁର, ମନବୋଧ କହଁର, ଚିତ୍ତରଞ୍ଜନ ପ୍ରଧାନ,…
ଡାକ୍ତରଙ୍କୁ ଅସମ୍ମାନ, ୩ ଗିରଫ
ଖଇରା,୨୫ା୪(ଡି.ଏନ୍.ଏ.)-ବାଲେଶ୍ବର ଜିଲା ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଜଣେ ଡାକ୍ତରଙ୍କ ବିରୋଧରେ ଅସମ୍ମାନସୂଚକ ମନ୍ତବ୍ୟ ଦେବା ଅଭିଯୋଗରେ ଖଇରା ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ପୁରୁଷୋତ୍ତମପୁର ଗ୍ରାମର ଶଙ୍କର୍ଷଣ ସାହୁ ଓ ତାଙ୍କର ଦୁଇ ପୁଅ ଶ୍ରୀକାନ୍ତ ଏବଂ…
୩୭ ସୀମାନ୍ତ ରାସ୍ତା ଉପରେ କଡ଼ା ନଜର
ଭୋଗରାଇ,୨୫।୪(ଡି.ଏନ.ଏ.)- ଓଡ଼ିଶାର କରୋନା ସଂକ୍ରମିତ ସଂଖ୍ୟା ଏକ ତୃତୀୟାଂଶ ପଶ୍ଚିମବଙ୍ଗରୁ ଲିଙ୍କ ହୋଇଥିବାର ପ୍ରକାଶ ପରେ ଗତ ଗୁରୁବାର ରାତି ୧୦ଟାରୁ ବାଲେଶ୍ୱର ଜିଲାକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଜିଲାରେ ଅଦ୍ୟାବଧି ୧୦ ଜଣଙ୍କୁ କରୋନା ପଜିଟିଭ୍ ବାହାରି ଥିବାରୁ ପଶ୍ଚିମବଙ୍ଗ…
ଖୁଣ୍ଟରୁ ପଡ଼ି ବିଦ୍ୟୁତ୍ କର୍ମଚାରୀ ଗୁରୁତର, ଭୁବନେଶ୍ୱର ସ୍ଥାନାନ୍ତର
ଦାରିଙ୍ଗବାଡ଼ି,୨୫।୪(ଡି.ଏନ୍.ଏ.)- ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ସିମନବାଡ଼ି ଘାଟିରେ ବିଦ୍ୟୁତ୍ ମରାମତିବେଳେ ଶୁକ୍ରବାର ଅପରାହ୍ନରେ ଜଣେ କର୍ମଚାରୀ ଖୁଣ୍ଟରୁ ଖସିପଡ଼ି ଗୁରୁତର ହୋଇଛନ୍ତି। ସେହେଲେ କବିଚନ୍ଦ୍ର ଦଳବେହେରା। ତାଙ୍କୁ ପ୍ରଥମେ ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ ଗୁରୁତର ହେବାରୁ ବ୍ରହ୍ମପୁର…
କୋଭିଡ୍ ଫଣ୍ଡକୁ ୬.୩୪ ଲକ୍ଷ ସହାୟତା
ହିଞ୍ଜିଳିକାଟୁ,୨୫ା୪(ଡ଼ି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ଚାଉଳ କଳ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ (କୋଭିଡ୍)କୁ ୧ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂଘର ସଭାପତି ବିଜୟ କୁମାର ପାଢୀ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟିଙ୍କୁ ବ୍ଲକ ଅଫିସରେ…

