ଦୁଇ ପିଲାଙ୍କୁ ଛାଡ଼ି ପର ପୁରୁଷ ସହ ମହିଳା ଫେରାର
କଟକ ଅଫିସ,୨୪।୧୧: କଟକ ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ପରକୀୟା ପ୍ରୀତିରେ ଅନ୍ଧହୋଇ ମା’ ତା’ର ଦୁଇ ଛୁଆଙ୍କୁ ଛାଡ଼ି ଅନ୍ୟ ପୁରୁଷ ସହ ଫେରାର ହୋଇଯାଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଚାଉଳିଆଗଞ୍ଜ ବ୍ରହ୍ମପୁର ବସ୍ତି ଅଞ୍ଚଳର...
କନ୍ଧମାଳ ଜିଲା ଚିଠି: ତଦନ୍ତକୁ ନେଇ ସନ୍ଦେହ
ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ମୁତାବକ କନ୍ଧମାଳ ଜିଲାରେ ୨୦୧୧ ମସିହାରୁ ନିଯୁକ୍ତି ପାଇଥିବା ଶିକ୍ଷକମାନଙ୍କ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟା ଗତ ଜୁଲାଇ ମାସରୁ ଆରମ୍ଭ ହୋଇଛି। ସମସ୍ତ ବ୍ଲକ ଶିକ୍ଷାଧିକାରୀ(ବିଇଓ) ସେମାନଙ୍କ ଅଞ୍ଚଳର ସ୍କୁଲରେ ନିଯୁକ୍ତ ଶିକ୍ଷକମାନଙ୍କ ଶିକ୍ଷାଗତ ଓ...
ଜନ ଆନ୍ଦୋଳନଙ୍କ ରାଷ୍ଟ୍ରୀୟ ସମନ୍ବୟ ସମ୍ମିଳନୀ; ହକ୍ ମାଗିବା ଭିକ୍ଷା ନୁହେଁ: ମେଧା
ପୁରୀ ଅଫିସ, ୨୪।୧୧: ବର୍ତ୍ତମାନ ସରକାରଙ୍କ ବିଦେଶୀକରଣ ଓ କମ୍ପାନୀକରଣ ପ୍ରୀତି ଚାଲିଛି, ଯାହାକି ଏକ ସୁସ୍ଥ ସମାଜ ପାଇଁ ଠିକ୍ ନୁହେଁ। ଏହାକୁ ପରିତ୍ୟାଗ କରି ଗ୍ରାମୀଣ ବିକାଶ ପ୍ରତି ଗୁରୁତ୍ୱ ଦେବାକୁ ହେବ। ଏଥିଲାଗି ଆମ ଶକ୍ତିକୁ...
ମହାଭାରତ ଯୁଗରୁ ବିରଜାକ୍ଷେତ୍ର….
ବରାହମାଧବ ବା ବରାହ ବିଷ୍ଣୁଙ୍କ ଉପସ୍ଥିତି ଯୋଗୁ ଯାଜପୁରକୁ ବରାହକ୍ଷେତ୍ର ବୋଲି କୁହାଯାଏ। ବରାହମାଧବଙ୍କ ଉପତ୍ତ୍ତି ସମ୍ପର୍କରେ ବିରଜାକ୍ଷେତ୍ର ମହାତ୍ମ୍ୟରେ ବର୍ଣ୍ଣନା କରାଯାଇଛି। ଆର୍ଯ୍ୟଙ୍କ ଆର୍ଯ୍ୟେତର ଜାତିମାନଙ୍କ ଉପରେ ପ୍ରଭୁତ୍ୱ ଓ ପ୍ରଭାବ ସମ୍ପର୍କରେ ଏହି ଆଖ୍ୟାୟିକାରୁ ସ୍ପଷ୍ଟ ସୂଚନା...
୧୮ରୁ ଧାନକିଣା, ୩ରୁ ମିଳିବ ଟୋକନ
ଢେଙ୍କାନାଳ ଅଫିସ, ୨୪।୧୧ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ‘୫-ଟି’ ଏବଂ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରି ମିଳିମିଶି କାମ କଲେ ସଫଳତା ମିଳିବ...
ଜଣେ କର୍ମଚାରୀରେ ଚାଲିଛି ଉପକୋଷାଗାର
ଛେଣ୍ଡିପଦା,୨୪।୧୧(ସ୍ବ.ପ୍ର.) – ଜଣେ କର୍ମଚାରୀରେ ଚାଲିଛି ଛେଣ୍ଡିପଦା ଉପକୋଷାଗାର। ଦିନେ କି ମାସେ ନୁହେଁ, ବରଂ ବର୍ଷେ ହେଲା ଏପରି ଚାଲିଛି କାର୍ଯ୍ୟ। ଫଳରେ ଗ୍ରାମାଞ୍ଚଳରୁ ଆସୁଥିବା ବହୁ ବୃଦ୍ଧବୃଦ୍ଧା, ପେନ୍ସନ ଭୋଗୀ, ଛାତ୍ରୀଛାତ୍ରମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଞ୍ଚଳବାସୀଙ୍କ...
ଜାଲିନା ହେଲେ ରାଜ୍ୟ ମହିଳା କମିଶନ ସଦସ୍ୟା
ଜି.ଉଦୟଗିରି,୨୪।୧୧(ଡି.ଏନ.ଏ.)-ରାଜ୍ୟ ସରକାର ରାଜ୍ୟ ମହିଳା କମିଶନର ସଦସ୍ୟା ଭାବେ ୪ ଜଣଙ୍କ ନାମ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ ଜାଲିନା ପ୍ରିୟଦର୍ଶିନୀଙ୍କ ନାମ ମଧ୍ୟ ଘୋଷଣା କରାଯାଇଛି । ଜାଲିନା ଶୁକ୍ରବାର କମିଶନ ସଦସ୍ୟା ଭାବେ ଭୁବନେଶ୍ୱରଠାରେ ଦାୟିତ୍ୱ ଗ୍ରହଣ...
ଧରାପଡ଼ିଲେ ନିଶାସକ୍ତ ୨ ଗାଡ଼ି ଚାଳକ
ଗୋପାଳପୁର,୨୪ା୧୧: ଗୋଳନ୍ଥରା ଥାନା ପୋଲିସ ରଣ୍ଢା, ଚିକରଡ଼ା ରାସ୍ତାରେ ଶୁକ୍ରବାର ରାତିରେ ପାଟ୍ରୋଲିଂ କରୁଥିବା ବେଳେ ମଦ୍ୟପାନ କରି ଗାଡ଼ି ଚଳାଉଥିବା ୨ ଚାଳକଙ୍କୁ ଅଟକାଇଥିଲା। ବ୍ରେଥ୍ ଆନାଲାଇଜର ମେଶିନରେ ପରୀକ୍ଷା କରାଯିବାରୁ ପଞ୍ଚମା ଓ ଢେପନୂଆପଡ଼ା ଗ୍ରାମର ଏହି...
ବାୟୋମେଟ୍ରିକ୍ ଉପସ୍ଥାନ, ଟୁର ଡାଏରୀ ଦାଖଲ ବାଧ୍ୟତାମୂଳକ
ଛତ୍ରପୁର,୨୪ା୧୧(ଡି.ଏନ.ଏ.)-ଛତ୍ରପୁରସ୍ଥିତ ଜିଲାପରିଷଦ ଭବନ ଋଷିକୁଲ୍ୟା ସମ୍ମିଳନୀ ଗୃହରେ ସରକାରଙ୍କ ୫-ଟି ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଯୋଗଦେଇ ଉପସ୍ଥିତ ବିଡିଓ, ତହସିଲଦାର ଓ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ୫-ଟି ମନ୍ତ୍ର ଦେଇଥିଲେ।...
ବସ୍ ମାଡିଯିବାରୁ ନାବାଳକ ମୃତ, ରାସ୍ତାରୋକୋ
ଦିଗପହଣ୍ଡି,୨୪ା୧୧(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗଁା ପଞ୍ଚାୟତ ଦାଉଣି ଗଁା ଛକରେ ଶନିବାର ଅପରାହ୍ନରେ ଯାତ୍ରୀବାହୀ ବସ୍ ମାଡିଯିବାରୁ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗୋପୀନାଥପୁର ଗ୍ରାମର ସାରଥି ସାହୁଙ୍କ ପୁଅ ଜ୍ୟୋତି ଓରଫ ସୁଲୁ (୫)।...
ଯୁବକଙ୍କୁ ଆକ୍ରମଣ
ଧରାକୋଟ,୨୪ା୧୧(ଡି.ଏନ.ଏ.)-ଧରାକୋଟ ଥାନା ଶରଧାପୁର ଗ୍ରାମ ମୁଖ୍ୟରାସ୍ତା ପାର୍ଶ୍ୱରେ ଶୁକ୍ରବାର ସରପଞ୍ଚ ପୁଷ୍ପାଞ୍ଜଳି ପଣ୍ଡାଙ୍କ ଦିଅର ଶ୍ରୀକାନ୍ତଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା। ଶ୍ରୀକାନ୍ତଙ୍କ ସ୍ତ୍ରୀ ସଙ୍ଗୀତାଙ୍କ ଅଭିଯୋଗକୁ ଭିତ୍ତିକରି ଧରାକୋଟ ପୋଲିସ ନଂ. ୧୭୫/୧୯ରେ ମାମଲା ରୁଜୁ କରିଛି। ପୂର୍ବଶତ୍ରୁତା ଓ...
ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା
କେନ୍ଦୁଝର,୨୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନହବେ ଗାଁକୁ ପ୍ରାୟ ୧୧ ବର୍ଷ ତଳେ ବୋହୂ ହୋଇ ଆସିଥିଲେ କବିତା। ଶଙ୍କର୍ଷଣ ପ୍ରଧାନଙ୍କୁ ବିବାହ କରିଥିଲେ। ଶାଶୁଘର ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିଲା। କବିତାଙ୍କ ଦୁଇ...
Archives


