ଆମ ଜିଲା ଖବର

ଖବରଦାତାଙ୍କ ବିରୋଧରେ ଏତଲା

କେନ୍ଦୁଝର, ୨୫।୪(ସ୍ବ.ପ୍ର.) ଏଆଇସିସି ସଭାନେତ୍ରୀ ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ରିପବ୍ଲିକ ଟିଭିର ସମ୍ପାଦକ ଅର୍ଣ୍ଣବ ରଞ୍ଜନ ଗୋସ୍ବାମୀ ଦେଇଥିବା ଆପତ୍ତି ଜନକ ମନ୍ତବ୍ୟ ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଟାଉନ ଥାନାରେ ଏତଲା ଦେଇଛନ୍ତି।…

କାଳବୈଶାଖୀରେ ଭାଙ୍ଗିଲା ଘର, ଗଛ

ପାଟଣା,୨୫।୪(ସ୍ବ.ପ୍ର.)-କାଳବୈଶାଖୀ ପ୍ରଭାବରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ବର୍ଷା ପବନ ସାଙ୍ଗକୁ କୁଆ ପଥର ମାଡ଼ ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିରେ ଅନେକ ବଡ଼ ବଡ଼ ଗଛ ଉପୁଡି ପଡିଛି। ମାଛଗଡ଼…

ଘରବାହୁଡାଙ୍କ ନାମ ପଞ୍ଜିକରଣ ପାଇଁ ପଞ୍ଚାୟତରେ ଭିଡ଼

ଆନନ୍ଦପୁର,୨୫। ୪(ସ୍ବ.ପ୍ର.)-ଘରବାହୁଡାଙ୍କ ପାଇଁ ପ୍ରତ୍ୟେକ ପଞ୍ଚାୟତ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ନାମ ପଞ୍ଜିକରଣ ବାଧ୍ୟତାମୂଳକ ହୋଇଥିବାରୁ ଆନନ୍ଦପୁର ବ୍ଲକ ବାଉଁଶଗଡ ପଞ୍ଚାୟତରେ ଭିଡ ପରିଲକ୍ଷିତ ହୋଇଛି। ବହୁ ସଂଖ୍ୟାରେ ଲୋକ ନିଜ ଅଞ୍ଚଳରେ କାମ ନ ପାଇ ବାହାର ରାଜ୍ୟରେ…

୬ ମାସ ହେଲା ଡାକ୍ତରଖାନାରେ ସାମୁଏଲ

ବରଗଡ଼ ଅଫିସ୍‌,୨୫।୪: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ଅନ୍ତର୍ଗତ ବେହେରାଡୁବୁରୀ ଗ୍ରାମର ମା’ ଉପାସୀ ଓ ବାପା ଜିତେସିଂ ସୁନାଙ୍କ ଏକମାତ୍ର ପୁଅ ସାମୁଏଲ । ଛତିଶଗଡ଼ ରାଜ୍ୟ ରାୟପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଶିକ୍ଷକ ଭାବେ କାର୍ଯ୍ୟରତ…

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର କାଉନ୍‌ସେଲିଂ…

ଭବାନୀପାଟଣାରେ କାର୍ଯ୍ୟକ୍ଷମ ହେଲା କୋଭିଡ ହସ୍ପିଟାଲ

ଭବାନୀପାଟଣା, ୨୫।୪ (ଡି.ଏନ.ଏ.)- କଳାହାଣ୍ଡି ଜିଲାରେ କରୋନା ମୁକାବିଲା ପାଇଁ ଭବାନୀପାଟଣା ସହର ନିକଟସ୍ଥ ବାନ୍ଦପଲାସ୍ଥିତ ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟଠାରେ କୋଭିଡ ହସ୍ପିଟାଲ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏହାକୁ ରାଜ୍ୟ ସରକାରଙ୍କ ତରଫରୁ ଜିଲା ପ୍ରଶାସନ ପରିଚାଳନା କରୁଥିବା ବେଳେ ଓଡିଶା…

ଝଡ ତୋଫାନରେ ଆଜବେଷ୍ଟ ଉଡ଼ିଗଲା

ଜହ୍ନାପଙ୍କ,୨୫।୪(ଡି.ଏନ.ଏ.): ବୌଦ୍ଧ ଜିଲା ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ଝଡ ତୋଫାନ ହୋଇଛି। ଲୋକେ କରିଥିବା ଫସଲ ନଷ୍ଟ ହୋଇଥିବାରୁ ମୁଣ୍ଡରେ ଚଡ଼କ ପଡିଛି। ଅନେକ ସ୍ଥାନରେ ଗଛପତ୍ର ପଡ଼ି ରାସ୍ତା ଅବରୋଧ ହେବା ସହ ବିଦ୍ୟୁତ୍‌ ସରବରାହରେ ବାଧା…

ଭାଲୁତଇଲାରେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ

ଛେଣ୍ଡିପଦା,୨୫।୪(ସ୍ବ.ପ୍ର): ଅନୁଗୋଳ ଜିଲାର ଛେଣ୍ଡିପଦା ବନାଞ୍ଚଳର କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଭାଲୁତଇଲାରେ ଶନିବାର ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ କଣଲୋଇ ଗ୍ରାମର କିଶୋର ଚନ୍ଦ୍ର ସାହୁ (୫୦)। ସୂଚନା ଅନୁଯାୟୀ, କଣଲୋଇ ମଝିସାହି ବନସଂରକ୍ଷଣ…

ବିଜେପୁର ଅଞ୍ଚଳରେ କୁଆପଥର ବୃଷ୍ଟି: ବ୍ୟାପକ ଧାନ ଫସଲ ନଷ୍ଟ, ପ୍ରଶାସନିକ ତଦନ୍ତ ଆରମ୍ଭ

ବିଜେପୁର, ୨୫।୪(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନ ଓ ରାତିରେ କୁଆପଥର ବୃଷ୍ଟି ହୋଇଥିଲା। ବର୍ତ୍ତମାନ ରବି ଧାନ ଅମଳ ସମୟ ହୋଇଗଲାଣି। ତେଣୁ ଉକ୍ତ କୁଆପଥର ବୃଷ୍ଟି ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା…

କେନ୍ଦୁଝର-ଭଦ୍ରକ ଜିଲା ସୀମାରେ ବଢ଼ିଲା ସୁରକ୍ଷା: ପହରା ଦେଉଛି ପୋଲିସ

କେନ୍ଦୁଝର,୨୫।୪(ସ୍ବ.ପ୍ର.): ରାଜ୍ୟରେ ଭଦ୍ରକ ଜିଲା କରୋନା ସଂକ୍ରମଣରେ ଦ୍ୱିତୀୟ ସମସ୍ୟା ବହୁଳ ଜିଲା ଭାବରେ ପରିଗଣିତ ହେଉଛି। ତେବେ ଭୟରେ ବହୁଲୋକ ରାତି ଅଧରେ ବିଭିନ୍ନ ରାସ୍ତାରେ କେନ୍ଦୁଝରକୁ ନିଜ ନିଜ ସମ୍ପର୍କୀୟ, ଘର ଅଥବା ଅଫିସକୁ ଚାଲିଆସୁଥିବା ଅଭିଯୋଗ ହେଉଛି।…

ଖୁଜେନପାଲି କୁଷ୍ଠରୋଗୀଙ୍କୁ ରନ୍ଧାଖାଦ୍ୟ ପରଶିଲେ ବଲାଙ୍ଗୀର ଏସ୍‌ପି

ବଲାଙ୍ଗୀର, ୨୫ା୪(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲାଙ୍ଗୀର ପୋଲିସ ଗରିବ ଓ ଅସହାୟ ଲୋକଙ୍କୁ ମାସେ ହେଲା ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି। ଖୁଜେନପାଲିରେ ରହୁଥିବା କୁଷ୍ଠ ରୋଗୀଙ୍କୁ ବଲାଙ୍ଗୀର ଏସ୍‌ପି ସନ୍ଦୀପ ମାଡକର ନିଜେ ରନ୍ଧାଖାଦ୍ୟ ପରଶିଛନ୍ତି। ଏହି…

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ କୋର୍ଟଚାଲାଣ

ବ୍ରହ୍ମପୁର ଅଫିସ,୨୫।୪: ଗଞ୍ଜାମ ଜିଲା ସଦର ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର କରିଥିବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଶନିବାର ଗିରଫକରି କୋର୍ଟଚାଲାଣ କରିଛି। ସେ ହେଲେ ଦକ୍ଷିଣପୂରର ଦେବାଶିଷ ନାୟକ(୨୭)। ପୂର୍ବରୁ ତାଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିବା ଥାନାଧିକାରୀ ସନ୍ତୋସିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?