ଆମ ଜିଲା ଖବର

ଝୁଲି ରହିଛି ବାଲେଶ୍ୱର ଲୋକ ସଭା ଆସନ, କିଏ ହେବ ପ୍ରାର୍ଥୀ?

ଭୁବନେଶ୍ୱର,୪।୪: ରାଜ୍ୟର ୨୧ ଲୋକ ସଭା ଆସନରୁ ୨୦ଟି ଲାଗି ପ୍ରାର୍ଥୀ ଘୋଷଣା କରିସାରିଛି ବିଜେଡି। କେବଳ ବାଲେଶ୍ୱର ଲାଗି ପ୍ରାର୍ଥୀ ଘୋଷଣା ବାକି ରହିଛି । ତେବେ ବାଲେଶ୍ୱର ପାଇଁ କିଏ ପ୍ରାର୍ଥୀ ହେବେ ସେନେଇ ଅଙ୍କ ଛିଡ଼ି...

୨ ନେତ୍ରୀଙ୍କ ସହ ଭାଜପା ଛାଡ଼ିଲେ ନିରୋଜ ନଳିନୀ

ଢେଙ୍କାନାଳ,୪ା୪(ରତନ ନାୟାର): ରାଜ୍ୟ ଭାଜପା କାର୍ଯ୍ୟକାରିଣୀ ସଦସ୍ୟା ନିରୋଜ ନଳିନୀ ମହାଳିକ ବୁଧବାର ଭାଜପାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହିତ ଢେଙ୍କାନାଳ ଜିଲା ଭାଜପା ସମ୍ପାଦିକା ଅନିତା ଦାସ ଓ ଜିଲା ମହିଳା ମୋର୍ଚ୍ଚା ସାଧାରଣ ସମ୍ପାଦିକା ସସ୍ମିତା ସାମଲ...

ସମ୍ବଲପୁରରେ ରାସେଶ୍ୱରୀ, ରୋହିତଙ୍କ ଆସନ ଅଙ୍କ ଛିଣ୍ଡୁନି

ସମ୍ବଲପୁର,୪ା୪ (ଭବାନୀ ଶଙ୍କର ଭୋଇ): ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ବାରାବରଣ ସେତିକି ଉଷ୍ମ ହେବାରେ ଲାଗିଛି। ସମ୍ବଲପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଉପରେ ଭରସା କରି ପୁନର୍ବାର...

ପୁରୁଖାଙ୍କ ସହିତ ନବାଗତଙ୍କ ଲଢ଼େଇ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ବୁଧବାର ବିଜେଡ଼ି ଦଳୀୟ ପ୍ରାର୍ଥି ଘୋଷଣା କରିଛି। ଏଥର ଦଳ ଏଠାରୁ ପ୍ରଥମଥର ପାଇଁ ଜଣେ ମହିଳାଙ୍କୁ ନିର୍ବାଚନ ମଇଦାନକୁ ଆଣିଛି। ବରଗଡ଼ ଜିଲା ସୋହେଲା ନିବାସୀ ପରିଣିତା ମିଶ୍ର ଦଳୀୟ...

ସୁରେନ୍ଦ୍ର ବଲାଙ୍ଗୀର ଲୋକ ସଭା ବିଜେଡି ପ୍ରାର୍ଥୀ

ବଲାଙ୍ଗୀର/ସଇଁତଳା,୪ା୪(ବୀରେନ୍ଦ୍ର କୁମାର ଝାଙ୍କର/ରାଖାଲ ପ୍ରସାଦ ଶତପଥୀ)କିଛିଦିନର କଳ୍ପନାଜଳ୍ପନାର ଅବସାନ ଘଟାଇ ବୁଧବାର ବିଜେଡି ପକ୍ଷରୁ ବଲାଙ୍ଗୀର ଲୋକ ସଭା ପ୍ରାର୍ଥୀ ଘୋଷଣା କରାଯାଇଛି। କଂଗ୍ରେସ ଛାଡି ବିଜେଡିରେ ଯୋଗଦେଇଥିବା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂ ଭୋଇଙ୍କୁ ଦଳ ବଲାଙ୍ଗୀର ଲୋକ...

ପରିଶ୍ରମ ତୁଳନାରେ ମିଳୁନି ପ୍ରାପ୍ୟ

କୋକସରା,୪।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ)କଳାହାଣ୍ଡି ଜିଲା କୋକସରା ବ୍ଲକ ସାହାଜଖୋଲ ଜଙ୍ଗଲ ନିକଟବର୍ତ୍ତୀ ଆମପାଣି, ବରାଡ଼ଙ୍ଗା, ପୋ ଗୋତମୁଣ୍ଡା, ଡୁଡୁକାଠେଙ୍ଗା, ମହିମା ପଞ୍ଚାୟତର ଉଣାଅଧିକ ସମସ୍ତ ଗାଁରେ ଏବେ ମହୁଲ ଫୁଲ ସଂଗ୍ରହ ହେଉଛି। ଚୈତ୍ର ମାସରେ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ...

‘ହାରିବା ପ୍ରାର୍ଥୀ ନୁହଁ, ନୂଆ ମୁହଁ ଦିଅ’

ମଙ୍ଗୁଳି-ଜଗତପୁର,୪ା୪(ମାନସ ସାମଲ): କ୍ରମାଗତ ୫ଥର ବିଧାନସଭା ନିର୍ବାଚନରେ ହାରିଥିବା ନୟନ କିଶୋର ମହାନ୍ତିଙ୍କୁ ଚଳିତବର୍ଷ ଷଷ୍ଠ ଥର ପାଇଁ ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀରୁ ପ୍ରାର୍ଥୀ କରାଯାଇଛି। ଏଭଳି ନିଷ୍ପତ୍ତିକୁ ସ୍ଥଗିତ ରଖି ଏହାର ପୁନଃ ବିଚାର କରାଯିବା ପାଇଁ ଜଗତ୍‌ପୁରସ୍ଥିତ...

ଦାବିରେ ରହିଗଲା ମେଡିକାଲ କଲେଜ

ଭଦ୍ରକ, ୪।୪ (ସନାତନ ରାଉତ)ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ୧୯୯୩ ଏପ୍ରିଲ ୩ ତାରିଖରେ ଭଦ୍ରକକୁ ସ୍ବତନ୍ତ୍ର ଜିଲାର ମାନ୍ୟତା ମିଳିଥିଲା। ବାଲେଶ୍ୱର ଜିଲା ବିଭାଜନ ହୋଇ ଭଦ୍ରକ ସ୍ବତନ୍ତ୍ର ଜିଲାର ମାନ୍ୟତା ପାଇବାକୁ ଏହା ମଧ୍ୟରେ ୩୧...

ନାଳପାଣି ଭରସାରେ ୪୦ ପରିବାର

ଆନନ୍ଦପୁର,୪ା୪(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ କଣ୍ଟିପାଳ ପଞ୍ଚାୟତ ଝାଲିସାହିରେ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। ଖରାର ପ୍ରକୋପ ବଢ଼ିଥିବାରୁ ଗ୍ରାମବାସୀ ପାଣି ପାଇଁ ଡ଼ହଳବିକଳ ହେଉଛନ୍ତି। ଗ୍ରାମରେ ଥିବା ନଳକୂପ ଖରାପ ହୋଇଯାଇଥିବାରୁ ପାହାଡ଼ି...

ମୋ ବସ୍‌ ସେବା: ମାସେ ପରେ ଲୋକେ ଜାଣିଲେ

ବ୍ରହ୍ମପୁର,୪ା୪(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାର ବ୍ୟବସାୟିକ ସହର ବ୍ରହ୍ମପୁରରେ ମୋ ବସ୍‌ ସେବା ଆରମ୍ଭ ହେବାର ମାସେ ପୁରିବାକୁ ଯାଉଛି। ସଚେତନତା ଅଭାବରୁ ପ୍ରଥମେ ଏହି ବସ୍‌ ସଂକ୍ରାନ୍ତରେ ଲୋକେ ଜାଣିପାରୁ ନ ଥିଲେ। ଯାତ୍ରୀଙ୍କ ସଂଖ୍ୟା ବହୁତ କମ୍‌...

ପୁଣି ଝୁଲିଲା ଅନୁଗୋଳ, ତାଳଚେର

ଅନୁଗୋଳ,୪।୪ (ଅମିତ କୁମାର ସାମଲ)ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ବିଜେଡି ଛେଣ୍ଡିପଦା ଓ ପାଲଲହଡ଼ା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା। ଛେଣ୍ଡିପଦାରୁ ବିଧାୟକ ସୁଶାନ୍ତ ବେହେରା ଓ ପାଲଲହଡ଼ାରୁ ବିଧାୟକ ମୁକେଶ ପାଲଙ୍କୁ...

ଭାଜପାରୁ ଇସ୍ତଫା ଦେଲେ ରାମଚନ୍ଦ୍ର ପାଙ୍ଗି

ନନ୍ଦପୁର, ୪।୪(ଶଙ୍କର ପୂଜାରୀ): ପଟାଙ୍ଗି ବିଧାନସଭା ଆସନ ପାଇଁ ଭାଜପା ଟିକେଟ ନ ମିଳିବାରୁ ଆଶାୟୀ ପ୍ରାର୍ଥୀ ତଥା ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ରାମଚନ୍ଦ୍ର ପାଙ୍ଗି ବୁଧବାର ପାର୍ଟିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri