ଆମ ଜିଲା ଖବର

୧୨ ଘଣ୍ଟା ବଢ଼ିଲା କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନଠାରୁ ୫୦୦ ମିଟର ଅବଧି ମଧ୍ୟରେ ଜାରି ହୋଇଥିବା ୨୪ଘଣ୍ଟିଆ କର୍ଫ୍ୟୁ କଟକଣା ନ ସରିବା ପୂର୍ବରୁ ପୁଣି ୧୨ଘଣ୍ଟିଆ କର୍ଫ୍ୟୁ ଅବଧି ବଢ଼ାଇ ଦିଆଯାଇଛି। ବୁଧବାର ଅପରାହ୍ନ ୨ଟାରୁ ଗୁରୁବାର ସକାଳ ୭ଟା ପର୍ଯ୍ୟନ୍ତ ଏହି…

ଉପଯୁକ୍ତ ହିତାଧିକାରୀ ଚୟନ ଲାଗି ଭାଜପାର ଦାବି

ଭଦ୍ରକ ଅଫିସ,୧୩ା୫: ରାଶନକାର୍ଡ ଚୟନରେ ଉପଯୁକ୍ତ ହିତାଧିକାରୀଙ୍କୁ ତାଲିକାଭୁକ୍ତ କରାଯିବା ଲାଗି ଭାଜପା ଦାବି କରିଛି। ଏଥିରୁ ଜିଲା ପ୍ରଶାସନ ଦୂରେଇ ଗଲେ ଭାଜପା ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରିବ ବୋଲି ବୁଧବାର ଏକ ଖବରଦାତା ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି।…

ହିତାଧିକାରୀ ଚୟନ ପ୍ରକ୍ରିୟାରେ ପାତରଅନ୍ତର ଅଭିଯୋଗ: ପୌରପାଳିକା ଘେରାଉ କରିବା ନେଇ କଂଗ୍ରେସର ଦାବିପତ୍ର

ଭଦ୍ରକ ଅଫିସ,୧୩ା୫: ଦେଶରେ ମହାମାରୀ କରୋନା ଆତଙ୍କ ଲାଗି ରହିଥିବା ବେଳେ କେନ୍ଦ୍ର ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଚେଷ୍ଟା କରୁଛନ୍ତି । ଯେଉଁ ଯୋଗ୍ୟ ପରିବାର ରାଶନକାର୍ଡ ପାଇବାରୁ ବଞ୍ଚିତ ହୋଇଛନ୍ତି, ସେମାନଙ୍କୁ ଏବେ…

ଟୁଇନ୍‌ସିଟିରେ ଗଡ଼ିଲା ବସ୍‌: ୩୦ ଟଙ୍କା ଭଡ଼ାଦେଇ ରାଜଧାନୀକୁ ଆସିଲେ ୨୦ ସରକାରୀ କର୍ମଚାରୀ

ଭୁବନେଶ୍ୱର/କଟକ ଅଫିସ, ୧୩।୫(ବ୍ୟୁରୋ): କଟକରୁ ଭୁବନେଶରକୁ ଗଡିଲା ସରକାରୀ ବସ୍‌ । ବୁଧବାର ୨୦ଜଣ ସରକାରୀ କର୍ମଚାରୀଙ୍କୁ ନେଇ ଗୋଟିଏ ବସ୍‌ କଟକରୁ ଭୁବନେଶର ଯାତ୍ରାକରିଛି । ବସ୍‌ଟି ସିଡିଏ ସେକ୍ଟର-୯ ଛକରୁ ବାହାରି ସତୀଚୌରା, ବାଦାମବାଡ଼ି ଦେଇ ଯାତ୍ରାକରିଛି। ଏହି…

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଜଣେ ଅନ୍ତେବାସୀଙ୍କ ଅସ୍ବାଭାବିକ ଆଚରଣ, କର୍ମଚାରୀ ରାତି ଅନିଦ୍ରା

କଣ୍ଟାପଡ଼ା,୧୩ା୫(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡ଼ା ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ମଙ୍ଗଳବାରଠାରୁ ରହିଥିବା ଜଣେ ପ୍ରବାସୀ ଅନ୍ତେବାସୀଙ୍କ ପାଇଁ ଉକ୍ତ କେନ୍ଦ୍ର ଦାୟିତ୍ୱରେ ରହିଥିବା କର୍ମଚାରୀମାନଙ୍କୁ ରାତି ଅନିଦ୍ରା ହେବାକୁ ପଡ଼ିଛି। ଫଳରେ ବୁଧବାର ସକାଳୁ ଉକ୍ତ ଅନ୍ତେବାସୀଙ୍କ ସମ୍ପର୍କରେ କଣ୍ଟାପଡ଼ା ସରପଞ୍ଚ…

ବାଲେଶ୍ୱରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ: ପଞ୍ଜୀକରଣ କରାଯାଇ ଶ୍ରମିକଙ୍କୁ ପଠାଯାଉଛି ନିଜ ଜିଲାକୁ

ବାଲେଶ୍ୱର ଅଫିସ, ୧୩।୫: ବାଲେଶ୍ୱର ରେଳ ଷ୍ଟେଶନରେ ବୁଧବାର ପୂର୍ବାହ୍ନରେ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନରେ ବାଲେଶ୍ୱର ଜିଲାରେ ୮୦୦ରୁ ଊର୍ଦ୍ଧ୍ୱ ଶ୍ରିମକ ଓହ୍ଲାଇଥିବା ବେଳେ ମୟୂରଭଞ୍ଜ ଜିଲାର ୨୫୦ରୁ ଊର୍ଦ୍ଧ୍ୱ ଓହ୍ଲାଇଛନ୍ତି। ଏହି ଲୋକଙ୍କୁ…

ନାଳରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୋଲିସ

ଦାରିଙ୍ଗବାଡ଼ି,୧୩ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତ ନେଡିପାଙ୍ଗା ଗ୍ରାମର କାଡ଼ଗି ନାଳରେ ଏକ ନବଜାତ ଶିଶୁପୁତ୍ରର ମୃତଦେହକୁ ବାଲିଗୁଡ଼ା ପୋଲିସ ଉଦ୍ଧାର କରିଛି। ଉଦ୍ଧାର ଶିଶୁର ବାଲିଗୁଡ଼ା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ସକାଳୁ ବ୍ୟବଚ୍ଛେଦ କରାଯାଇଛି। ଏନେଇ କେସ୍‌…

ରେଡ୍‌ ଜୋନ୍‌ରେ ଗଡ଼ିବନି ବସ୍‌: ଚିନ୍ତାରେ ମାଲିକ, ଆର୍ଥିକ ସହାୟତା ଦାବି

ଭଦ୍ରକ ଅଫିସ,୧୩।୫: ପ୍ରାୟ ଦୁଇ ମାସ୍‌ ହେବ ବସ ଚଳାଚଳ ବନ୍ଦ ରହିଛି। ଏ ନେଇ ବସ୍‌ ମାଲିକମାନେ ଚିନ୍ତାରେ ପଡିଯାଇଛନ୍ତି । ପ୍ରାୟ ଜିଲାରେ ୧ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭର, କଣ୍ଡକ୍ଟର, ହେଲ୍ପର୍‌ଙ୍କ ପରିବାର ଦୁର୍ଦ୍ଦସାରେ ଗତିକରୁଛନ୍ତି। ଭଦ୍ରକ ଜିଲା…

ଭଦ୍ରକ ଜିଲାର ତିନି ପଞ୍ଚାୟତରୁ ହଟିଲା କଣ୍ଟେନମେଣ୍ଟ କଟକଣା

ଭଦ୍ରକ ଅଫିସ, ୧୩।୫: କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଭଦ୍ରକ ଜିଲାର ବିଭିନ୍ନ ପଞ୍ଚାୟତରେ କଣ୍ଟେନମେଣ୍ଟ କଟକଣା ଜାରି କରାଯାଇଥିଲା। ତେବେ ୩ଟି ପଞ୍ଚାୟତରୁ କଣ୍ଟେନମେଣ୍ଟ କଟକଣାକୁ ବୁଧବାର ପ୍ରତ୍ୟାହାର କରାଯାଇଛି। ବାସୁଦେବପୁର ବ୍ଲକର ଚୂଡ଼ାମଣି, କିସ୍ମତକୃଷ୍ଣପୁର ଓ…

ଭଦ୍ରକରେ ପହଞ୍ଚିଲା ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ: ଓହ୍ଲାଇଲେ ୩୨୬ଜଣ

ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଷ୍ଟେଶନରେ ବୁଧବାର ସକାଳେ ଦ୍ୱିତୀୟ ଶ୍ରମିକ ସ୍ପେଶାଲ ଟ୍ରେନ ପହଞ୍ଚିଛି। ଥାନେଗଡ଼ରୁ ଆସିଥିବା ଏହି ଟ୍ରେନ ଭଦ୍ରକ ଷ୍ଟେଶନରେ ୩୨୬ଜଣଙ୍କୁ ଓହ୍ଲାଇ ବାଲେଶ୍ୱର ଅଭିମୁଖେ ଗସ୍ତ କରିଥିବା ଜଣାପଡ଼ିଛି। ଭଦ୍ରକ ଷ୍ଟେଶନରେ ଭଦ୍ରକ ଜିଲାର ୧୫୪…

ପୋଲିସ କ୍ୟାଣ୍ଟିନ୍‌ରେ ବଳାତ୍କାର ଶିକାର ମହିଳାଙ୍କ ମୃତ୍ୟୁ

ମାଲକାନଗିରି,୧୩ା୫(ଡି.ଏନ୍‌.ଏ.): ମାଲକାନଗିିରି ଜିଲା ସଦର ମହକୁମାସ୍ଥିତ ପୋଲିସ କ୍ୟାଣ୍ଟିିନ୍‌ରେ କାମ କରୁଥିବା ଜଣେ ଆଦିବାସୀ ମହିଳା ବଳାତ୍କାରର ଶିକାର ହୋଇଥିଲେ। ମଙ୍ଗଳବାର ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ମୁମୁର୍ଷୁ ଅବସ୍ଥାରେ ତାଙ୍କୁ ପ୍ରଥମେ ମାଲକାନଗିରି ଜିଲା ଚିକିତ୍ସାଳୟ ଓ ପରେ…

CORONAVIRUS UPDATE: ୨୦୦ ଡେଇଁଲା ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୧୩।୫:(ବ୍ୟୁରୋ)- ରାଜ୍ୟରେ ବୁଧବାର ଚିହ୍ନଟ କରୋନା ପଜିଟିଭ ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଁଚିଛି। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୫୨ ଜଣ ଅଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ ହୋଇଛି। ତେବେ ଯେଉଁଭଳି ଭାବେ ଆକ୍ରାନ୍ତ ସଂଖ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?