ଗଁ। ଲୋକେ ପ୍ରତିବର୍ଷ ବାନ୍ଧୁଛନ୍ତି ବନ୍ଧ
ଚାନ୍ଦବାଲି,୨୩।୧୧(ଡି.ଏନ.ଏ.)- ପ୍ରଶାସନ ପକ୍ଷରୁ ହୋଇପାରୁନି ସ୍ଥାୟୀ ପ୍ରତିକାର। ନିଜ ଜମିକୁ ଜୁଆର ପ୍ରଭାବରୁ ରକ୍ଷା କରିବା ପାଇଁ ଚାଷୀମାନେ ପ୍ରତିବର୍ଷ ମାଟିବନ୍ଧ ତିଆରି କରୁଛନ୍ତି। ବର୍ଷାଦିନେ ଏହି ମାଟିବନ୍ଧ ଧୋଇ ଯାଉଛି। ଶୁକ୍ରବାର ଚାନ୍ଦବାଲି ବ୍ଲକର ଜଳଦେଶ ଅଞ୍ଚଳରେ କେତେକ...
ଡାକ୍ତର ପଦବୀ ପୂରଣ ଦାବିରେ ଧାରଣା
ସୋର, ୨୩ା୧୧(ଡି.ଏନ୍.ଏ.)-ସୋର ସିଏଚ୍ସିରେ ଏବେ ଡାକ୍ତରଙ୍କ ପଦବୀ ଖାଲି ପଡିଥିବା ବେଳେ ଫାର୍ମାସିଷ୍ଟ ରୋଗୀ ଦେଖୁଛନ୍ତି। ସୋର ସମେତ ୭ଟି ବ୍ଲକର ଲକ୍ଷାଧିକ ରୋଗୀ ଏହି କେନ୍ଦ୍ର ଉପରେ ନିର୍ଭରଶୀଳ। ଏଠାରେ ୮ଜଣ ଡାକ୍ତରଙ୍କ ଆବଶ୍ୟକତା ଥିବା ବେଳେ ମାତ୍ର...
ପଞ୍ଚାୟତ କାର୍ଯ୍ୟାଳୟରେ ତାଲା: ଫେରିଗଲେ ତଦନ୍ତକାରୀ ଅଧିକାରୀ
ଖଇରା, ୨୩।୧୧(ଡି.ଏନ.ଏ.)-ଖଇରା ବ୍ଲକ ଗରସଙ୍ଗ ପଞ୍ଚାୟତରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏହାର ତଦନ୍ତ ପାଇଁ ଆସିଥିବା ତଦନ୍ତକାରୀ ଅଧିକାରୀ ପଞ୍ଚାୟତ କାର୍ଯ୍ୟାଳୟକୁ ଆସିଥିଲେ। ହେଲେ କାର୍ଯ୍ୟାଳୟରେ ତାଲା ପଡିଥିବାରୁ ଅଧିକାରୀମାନେ ନିରାଶ ହୋଇ ଫେରିଥିଲେ। ଅନିୟମିତତା...
ବିଳମ୍ବରେ ଆସିଲା ତରକାରି: ଲୁଣ ଲଗାଇ ଭାତ ଖାଇଲେ ଛାତ୍ରୀଛାତ୍ର
ସଜନାଗଡ଼, ୨୩।୧୧(ଡି.ଏନ.ଏ.)-ରାଜ୍ୟ ସରକାର ୧ମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିଛନ୍ତି। ଏପରିକି ବିଦ୍ୟାଳୟରେ ରୋଷେଇ ହେଲେ ଶିକ୍ଷାଦାନରେ ବାଧା ଉପୁଜିବା ଆଶଙ୍କା କରାଯାଇ ବାହାରୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ବାଲେଶ୍ୱର ଜିଲା...
ଶିକ୍ଷା ମାରଣ ନୀତିକୁ ଦଳିତ ଆଦିବାସୀ ମହାସଂଘର ବିରୋଧ
ବାରିପଦା ଅଫିସ,୨୩ା୧୧- କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶିକ୍ଷା ମାରଣନୀତିକୁ ଦଳିତ ଆଦିବାସୀ ମହାସଂଘ ପକ୍ଷରୁ ବିରୋଧ କରାଯାଇଛି। ମହାସଂଘର ସଭାପତି ରାକେଶ କୁମାର ସିଂଙ୍କ ନେତୃତ୍ୱରେ ସଂଘର କର୍ମକର୍ତ୍ତା ଏକ ରାଲିିରେ ଜିଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆସି ସେଠାରେ...
ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ବହଳଦା,୨୨ା୧୧(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ସାନଦୁନ୍ଦୁ-ଚାପଡା ରାସ୍ତାକଡ଼ରୁ ଶୁକ୍ରବାର ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ ମୁହଁକୁ ପଥରରେ ଛେଚିି ଦାନ୍ତ ଭାଙ୍ଗି ଦିଆଯାଇଛି। ଡାହାଣ ପାର୍ଶ୍ୱ କାନ ଛିଣ୍ଡି ଯିବା ସହ କାନ...
ଜାତୀୟ ଶିକ୍ଷାନୀତି ପ୍ରତ୍ୟାହାର ଦାବିରେ ବିକ୍ଷୋଭ
ବାଲେଶ୍ୱର ଅଫିସ, ୨୨।୧୧-ପ୍ରାକ୍ ବିଦ୍ୟାଳୟ ଶିଶୁମାନଙ୍କ ପୁଷ୍ଟିହୀନତା ଦୂରୀକରଣ, ଗର୍ଭବତୀ ଓ ପ୍ରସୂତିଙ୍କର ପୁଷ୍ଟିହୀନତା ଦୂରୀକରଣ ଓ ପ୍ରସୂତିକାଳୀନ ମୃତ୍ୟୁହାର ହ୍ରାସ କରିବାର ଗୁରୁଦାୟିତ୍ୱ ବହନ କରିଆସିଥିବା ଆଇସିଡିଏସ୍କୁ ବନ୍ଦ କରିବା ପାଇଁ ଜାତୀୟ ଶିକ୍ଷାନୀତି-୨୦୧୯ରେ ପ୍ରସ୍ତାବ ରହିଥିବାରୁ ବାଲେଶ୍ୱର...
ଋଣ ଦେବା ନାଁରେ ୧.୪୦ଲକ୍ଷ ହଡ଼ପ: ଥାନାର ଦ୍ୱାରସ୍ଥ ହେଲେ ମହିଳା
ରୂପ୍ସା, ୨୨।୧୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍ସା ଥାନା ଆଘିରିଆ ଗ୍ରାମରେ ଋଣ ଦେବା ନାମରେ ଏକ ଫାଇନାନ୍ସ ସଂସ୍ଥାର ଅଧିକାରୀ ୧ଲକ୍ଷ ୪୦ହଜାର ଟଙ୍କା ହଡ଼ପ କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଠକେଇର ଶିକାର...
ରହଣିଆରେ ଅଗ୍ନିକାଣ୍ଡ: ୧୦ ବଖରା ଜଳିଗଲା
ଭଦ୍ରକ ଅଫିସ, ୨୨।୧୧- ଭଦ୍ରକ ପୌରପାଳିକାର ଚରମ୍ପା ୨ ନମ୍ବର ୱାର୍ଡ ବରାଳପୋଖରୀ ରହଣିଆ ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟି ୬ ପରିବାରର ୧୦ ବଖରା ଘର ଜଳିଯାଇଛି। ଗ୍ରାମର ବିଜୟ ପ୍ରଧାନ, ସତ୍ୟନାରାୟଣ ପ୍ରଧାନ, ବୈଶାଖୀ...
ତେଜରାତି ଦୋକାନରେ ଅଗ୍ନିକାଣ୍ଡ: ଜଳିଗଲା ସମସ୍ତ ସାମଗ୍ରୀ
ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗୋଦାବରୀଶନଗର ତୃତୀୟ ଲାଇନରେ ଥିବା ଏକ ତେଜରାତି ଦୋକାନରେ ଶୁକ୍ରବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ଦୋକାନର ସମସ୍ତ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ଏହାର ମୂଲ୍ୟ ୫୦ ହଜାର...
ରେଳ ଧାରଣାରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର ଅଫିସ,୨୨।୧୧: ଗଞ୍ଜାମ ଜିଲା ଆଙ୍କୁଲି ରେଳ ଫାଟକ ନିକଟ ରେଳଧାରଣା ପାର୍ଶ୍ୱରୁ ଜିଆର୍ପି ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରାଜପୁର ଗ୍ରାମର ସିଦ୍ଧାନ୍ତ କୁମାର କୋଠିଆ (୧୮)। ସେ...
ଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା
କେନ୍ଦୁଝର,୨୨।୧୧( ସ୍ବ.ପ୍ର.): ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ମାନ୍ଦାବସ୍ଥା ଓ ସରକାରୀ ତଥା ବେସରକାରୀ କ୍ଷେତ୍ରରେ ବେରୋଜଗରୀ ସମସ୍ୟା ଆଦି ପ୍ରତିବାଦରେ କେନ୍ଦୁଝର ଜିଲା କଂଗ୍ରେସ କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଧାରଣା ଦିଆଯାଇଛି।...
Archives


