ପୋର୍ଟ ଭିତରେ ଜଳିଗଲା ହାଇଓ୍ବା
ପାରାଦୀପ, ୨୪।୪ (ସ୍ବ.ପ୍ର.)-ପାରାଦୀପ ପୋର୍ଟର ୧ନମ୍ବର ଗେଟ୍ ପାଖରେ ଚାଲିଥିବ ଏକ ନୂତନ ପ୍ରକଳ୍ପ(ଜେଏସ୍ଡବ୍ଲ୍ୟୁ)ରେ ଶୁକ୍ରବାର ଏକ ହାଇଓ୍ବାରେ ନିଆଁ ଲାଗି ଗାଡ଼ିଟି ସମ୍ପୂର୍ଣ୍ଣ ପୋଡ଼ିଯାଇଛି। ଗାଡ଼ିଟି ପେଟ୍ କୋକ୍ ବୋଝେଇ କରି ନିଷିଦ୍ଧାଞ୍ଚଳ ପ୍ଲଟକୁଯାଉଥିବା ବେଳେ ଏଭଳି ଦୁର୍ଘଟଣା ଘଟିଛି।…
ସାନକିରାସିରା ଗ୍ରାମରେ ଗ୍ୟାସ ଟାଙ୍କି ବିସ୍ଫୋରଣ: ଉଡିଗଲା ଆଜବେଷ୍ଟସ ଛପର, ଯୁବକ ମୃତ
ସୋନପୁର,୨୪।୪(ନି.ପ୍ର.)- ସୁବର୍ଣ୍ଣପୁର ଜିଲା ବୀରମହରାଜପୁର ବ୍ଲକ ସାନକିରାସିରା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଇନ୍ଧନ ଗ୍ୟାସ ଟାଙ୍କି ବିସ୍ଫୋରଣ ଘଟି ସିନୁ ପଧାନ(୨୪)ଙ୍କ ମୃତ୍ୟୁ ଘଟିଛି। ସିନୁ ରୋଷେଇ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି।…
ପଦ୍ମନାଭପୁର ପଞ୍ଚାୟତରେ ଚାଲିଥିଲା ଶୁଦ୍ଧିକ୍ରିୟା ଭୋଜି: ଚଢ଼ାଉ କରି ଖାଦ୍ୟ ସମେତ ସରଞ୍ଜାମ ଜବତ କଲା ପ୍ରଶାସନ
ଦିଗପହଣ୍ଡି,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୁଶୁଣ୍ଡା ଗ୍ରାମର ରତନା ପ୍ରଧାନଙ୍କ ମୃତ୍ୟୁପରେ ଶୁକ୍ରବାର ପରିବାର ଲୋକଙ୍କ ପକ୍ଷରୁ ଦ୍ୱାଦଶାହ ଭୋଜି ଚାଲିଥିଲା। ଖବର ପାଇ ବିଡିଓ ହଳଧର ଶବର ଦିଗପହଣ୍ଡି ପୋଲିସ ସହାୟତାରେ ଗ୍ରାମରେ ଚଢ଼ାଉକରି ଏକ୍ଜିକ୍ୟୁଟିଭ…
ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟ୍କରି ସୂଚନା ଦେଲେ ଜିଲାପାଳ
ଛତ୍ରପୁର, ୨୪।୪( ଡି.ଏନ୍.ଏ.): ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ଶୁକ୍ରବାର ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ୩ଟି ବିଭାଗରେ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଓଡ଼ିଶାରେ ଶ୍ରେଷ୍ଠ ବିକାଶ ପ୍ଲାନ କରିବାରେ ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ, ଓଡ଼ିଶାର ଶ୍ରେଷ୍ଠ ଚାଇଲ୍ଡ…
କରୋନା ସହାୟତା: ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ଲକ୍ଷ ୭୨ହଜାର ପ୍ରଦାନ
କେସିଙ୍ଗା, ୨୪।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୁଲତା ସମାଜ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୫୧ ହଜାର ଓ ମୁଖ୍ୟମନ୍ତ୍ରୀ ରିଲଫ ଫଣ୍ଡକୁ ୧ ଲକ୍ଷ ୨୧ ହଜାର ସମୁଦାୟ ୧ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ କରାଯାଇଛି। ଚେକ୍ ଦ୍ୱାରା…
ଜନ୍ମଦିନରେ ଅସହାୟଙ୍କୁ ବାଣ୍ଟିଲେ ରାଶନ ସାମଗ୍ରୀ
ବରଗଡ଼ ଅଫିସ୍,୨୪।୪: ଅସହାୟଙ୍କୁ ସହାୟତା ପ୍ରଦାନରେ ସାମାଜିକ ଗଣମାଧ୍ୟମରେ ଜଣାଶୁଣା ବରଗଡ଼ ଜିଲା ପାଇକମାଲ ବ୍ଲକ ଟେମରୀ ଗ୍ରାମର ସାମାଜିକ କର୍ମୀ ଦୀପା ବାରିକ ଶୁକ୍ରବାର ନିଆରା ଢ଼ଙ୍ଗରେ ନିଜ ଜନ୍ମଦିନ ପାଳନ କରିଛନ୍ତି । ଏହି ଅବସରରେ ସେ ନିଜ…
ବରଗଡ଼ରେ ପୁଣି କରାମାଡ଼
ବରଗଡ଼ ଅଫିସ୍,୨୪।୪: ବରଗଡ଼ ଜିଲାରେ କ୍ରମାଗତ କାଳବୈଶାଖୀର ତାଣ୍ଡବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି । ଗତ ଦୁଇଦିନ ଜିଲାର ବିଭିନ୍ନ ସ୍ଥାନରେ କୁଆପଥର ବୃଷ୍ଟି(କରାମାଡ଼), ବର୍ଷାରେ ଅଞ୍ଚଳର ବହୁ ପରିମାଣରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । ତେବେ ସେହି…
ସଂକଳ୍ପ ପରିବାର ସହିତ ସାମିଲ ହେଲା ପୋଲିସ
ବରଗଡ଼ ଅଫିସ୍,୨୪।୪: ଲକ୍ ଡାଉନ୍ କଟକଣା ଲାଗୁ ହେବା ଦିନଠାରୁ ବରଗଡ଼ ବ୍ଲକ ବରଡ଼ୋଲର ସ୍ବେଚ୍ଛାସେବୀ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଅମୃତ ଆହାର, ଭୋକିଲା ପେଟକୁ ମୁଠାଏ ଅନ୍ନ ଅଭିଯାନ ଆରମ୍ଭ ହୋଇଛି । ଏହି ଅଭିଯାନରେ ଏଠାରେ ରହିଥିବା…
ଅସହାୟଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ବନ୍ତ,୨୪।୪(ଡି.ଏନ୍.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକ ଛୟାଳସିଂ ଗ୍ରାମର ଯୁବକ ସଂଘ ତରଫରୁ ଛୟାଳସିଂ, ଆମ୍ବଗଢିଆ, ଗଣିଜାଙ୍ଗ ତରଡିପାଳ ଆଦିବାସୀ ସାହିର ପ୍ରାୟ ୭୦ ଜଣ ଅସହାୟ ଲୋକମାନଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରାଯିବା ସହ ସଚେତନ କରାଯାଇଛି। ଏହି କାର୍ଯ୍ୟରେ ଧର୍ମେନ୍ଦ୍ର…
ସଟ୍ ଡାଉନ୍ ଯୋଗୁ ରାସ୍ତାଘାଟ ଶୂନ୍ଶାନ୍
ବନ୍ତ,୨୪।୪(ଡି.ଏନ୍.ଏ.)-ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଗୁରବାର ରାତି ୧୦ଟା ଠାରୁ ୬୦ ଘଣ୍ଟା ପାଇଁ ସମଗ୍ର ଜିଲାକୁ ସଟ୍ ଡାଉନ୍ ଘୋଷଣା କରିଛନ୍ତି। ସଟ୍ ଡାଉନ୍ ଘୋଷଣା ହେବା ପରେ ଗୁରବାର ସନ୍ଧ୍ୟାରେ…
ଶେରଗଡ଼ରେ ପହଞ୍ଚିଲେ ୧୬ଜଣ ବାହାର ରାଜ୍ୟ ଫେରନ୍ତା: ତଦାରଖ କଲେ ବିଡିଓ, ତହସିଲଦାର
ଶେରଗଡ଼, ୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ଗୁରୁବାର ସନ୍ଧ୍ୟାରେ ବାହାର ରାଜ୍ୟରୁ ୧୬ଜଣ ବ୍ୟକ୍ତି ଆସି ପହଞ୍ଚିଛନ୍ତି। ସେମାନଙ୍କୁ ନିକଟସ୍ତ ଉଚ୍ଚ ବିଦ୍ୟାଳୟ ଆଇସୋଲେଶନ ଗୃହରେ ରଖାଯାଇଛି। ଏ ନେଇ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଡ.…
ବଜ୍ରପାତରେ ଚାଷୀଙ୍କ ଜୀବନ ଗଲା
ଶେରଗଡ଼,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ପୁନାଦ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତ ସହ ବର୍ଷା ହୋଇଥିଲା। ଏହି ସମୟରେ ଗ୍ରାମର ବୁଲୁ ଖଟେଇ ବିଲରେ କାମ କରୁଥିବାବେଳେ ବଜ୍ରପାତରେ ତାଙ୍କର ମୃତ୍ୟୁ ଘଟିଛି। ପରିବାର ଲୋକ ବହୁ ଖୋଜାଖୋଜି କରିବା…

