ବାଲେଶ୍ୱର ଲିଙ୍କ୍କୁ ନେଇ ଉତ୍ତେଜନା
ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍ ଜୋନ୍ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର ପାଇ…
ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ: ମିଳୁନାହିଁ ସର୍ବନିମ୍ନ ସହାୟକ ମୂଲ୍ୟ
ବଲାଙ୍ଗୀର ଅଫିସ, ୨୪ା୪ – ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ ଭାବେ ରହିଆସିଛି ା ଏହା ସେମାନଙ୍କ ସାମାଜିକ ସୁରକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା…
ସମୟ ନୁହେଁ ସଂସାରର
ଅନୁଗୋଳ ଅଫିସ, ୨୪।୪ – ବହୁ ପୂର୍ବରୁ ସ୍ଥିର ହୋଇଥିଲା ବିବାହ। ତିଥି ଅନୁଯାୟୀ ତିନି ଦିନ ପରେ ପଡ଼ିଥାନ୍ତା ହସ୍ତଗଣ୍ଠି। ଏଥିପାଇଁ ଛୁଟି ମଧ୍ୟ ମିଳିସାରିଥିଲା ପୋଲିସ ବିଭାଗରୁ। ହେଲେ କର୍ତ୍ତବ୍ୟକୁ ଗୁରୁତ୍ୱ ଦେଇ ବିବାହ ସ୍ଥଗିତ କରିଦେଲେ ଅନୁଗୋଳ…
ଗରାଖ ନାହାନ୍ତି, ଶଢୁଛି କଖାରୁ
ଢେଙ୍କାନାଳ ଅଫିସ, ୨୪।୪ – କୁଢ଼ା ହୋଇଛି ପାଚିଲା କଖାରୁ। ଦେଖିଲେ ଆଖି ଲାଖିଯିବ। ହେଲେ ଏପରି ସ୍ବାଦିଷ୍ଟ, ପୁଷ୍ଟିକର ପରିବା ନେବାକୁ କେହିନାହାନ୍ତି। ଚାଷୀ ଏବଂ ବ୍ୟବସାୟୀଙ୍କ ମଧ୍ୟରେ ଲକ୍ଡାଉନ୍ ପାଚେରି ସାଜିଥିବାବେଳେ ଖରାବର୍ଷାରେ ୫୦ଟନ୍ରୁ ଊର୍ଦ୍ଧ୍ୱ କଖାରୁ ପଚିଶଢ଼ି…
ଖରାବର୍ଷାରେ ପଲିଥିନ ତଳେ ୩୭ ପରିବାର: ସୁରାଦେଇ ଜବରଦଖଲ ଉଛେଦକୁ ୪୫ ଦିନ ବିତିଲା
ଖଜୁରିପଡା,୨୪ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକ ସୁରାଦେଇ ଗ୍ରାମରେ ଦୀର୍ଘ ୧୦ବର୍ଷ ଧରି ଜବରଦଖଲ କରି ରହି ଆସୁଥିବା ୩୭ ପରିବାରଙ୍କୁ ମାର୍ଚ୍ଚ ୭ରେ ପ୍ରଶାସନ ପକ୍ଷରୁ ଉଛେଦ କରାଯାଇଥିଲା। ଖଣ୍ଡେ ଲେଖାଏ ଜରିପାଲ ଦେଇ ପ୍ରଶାସନ କାମ ସାରିଦେଇଛି। ୪୫ ଦିନ ହେଲା…
ଦିବାଧ୍ୟାୟୀ ଛାତ୍ରୀଛାତ୍ରଙ୍କୁ ମିଳୁନି ମଧ୍ୟାନ୍ନ ଭୋଜନ ଚାଉଳ
ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟ ପକ୍ଷରୁ ଟୋକନ ଦିଆଯାଇ ୯ କେଜି ଲେଖାଏ ଚାଉଳ…
ଉଦ୍ଧାର ହରିଣ ଜଙ୍ଗଲରେ ଛଡ଼ାଗଲା
ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ ରେଞ୍ଜର ଆଶାଲତା ଦିଗାଲ ଓ ଅନ୍ୟ କର୍ମଚାରୀମାନେ ପହଞ୍ଚି ହରିଣକୁ ଉଦ୍ଧାର କରି ସ୍ଥାନୀୟ…
ପିଏମ କେୟାର୍ସ ଫଣ୍ଡକୁ ଲକ୍ଷେ ଟଙ୍କା ଦେଲେ ଭାଜପା ନେତା
ବୁଗୁଡ଼ା,୨୪ା୪(ଡି.ଏନ.ଏ.)- ଭାଜପା ଜିଲା ସାଧାରଣ ସମ୍ପାଦକ ତଥା ଫିଡ୍ ଦି ନିଡ୍ର ସଂଯୋଜକ ଭାବେ କାର୍ଯ୍ୟ କରୁଥିବା ପ୍ରତାପ ଚନ୍ଦ୍ର ନାୟକ ମଙ୍ଗଳବାର ପ୍ରଧାନ ମନ୍ତ୍ରୀ ରିଲିଫ ଫଣ୍ଡ (ପିଏମ୍ କେୟାର୍ସ ଫଣ୍ଡ)କୁ ୧ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଏଥିସହ…
ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ ମାମଲା: ଜେଲ ଗଲେ ବାପା, ଜେଜେବିରେ ପୁଅ ହାଜର
ଦିଗପହଣ୍ଡି,୨୪ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ବୋମକେଇ ଗାଁରେ କରୋନା ଆର୍ଥିକ ସହାୟତା ବଣ୍ଟନବେଳେ ସରପଞ୍ଚ ପ୍ରତିନିଧି ଭଗବାନ ବାଡତ୍ୟାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନଂ.୯୦/୨୦ରେ ମାମଲା ରୁଜୁକରି କ.ନୂଆଗଁା ପୋଲିସ ଅଭିଯୁକ୍ତ ବାପା ଶତ୍ରୁଘ୍ନ ପ୍ରଧାନଙ୍କୁ ଗିରଫ କରି ଦିଗପହଣ୍ଡି…
କେନ୍ଦୁଝର-ମୟୂରଭଞ୍ଜ ଜିଲା ସୀମାର ୮ ରାସ୍ତା ସିଲ୍
ପାଟଣା,୨୪ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ପ୍ରବେଶ ପଥର ୮ଟି ରାସ୍ତାକୁ ପାଟଣା ପୋଲିସ ସିଲ୍ କରିଛି। ଏହି ସୀମାବର୍ତ୍ତୀ ପ୍ରବେଶ ପଥରେ ତାର ଓ ବାଉଁଶ ବାଡ଼ ଦେଇ ବନ୍ଦ କରି ଦିଆଯାଇଛି।…
ସ୍ଥିତି ସମୀକ୍ଷା କଲେ ବିଧାୟକ
ପଦ୍ମପୁର,୨୪ା୪(ଡି.ଏନ୍.ଏ.)- ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବୁଧବାର ଲକ୍ ଡାଉନ ପରିସ୍ଥିତିର ସମୀକ୍ଷା କରିଛନ୍ତି। ମହାମାରୀ କରୋନାର ସଂକ୍ରମଣ ରୋକିବା ପାଇଁ ବାସୁଦେବପୁରବାସୀଙ୍କୁ କିଭଳି ସଚେତନ କରାଯିବା ସେ ନେଇ ବିଧାୟକ ଆଲୋଚନା କରିଥିଲେ। ସ୍ଥାନୀୟ ତହସିଲ ଡାକବଙ୍ଗଳାରେ ଅନୁଷ୍ଠିତ ଏହି…
ବାରିପଦାରେ ହେବ କରୋନା ପରୀକ୍ଷା
ବାରିପଦା ଅଫିସ, ୨୪ା୪- ଆସନ୍ତା ୨୦ ଦିନ ଭିତରେ ବାରିପଦା ପିଆରଏମ୍ ମେଡ଼ିକାଲ୍ କଲେଜରେ କରୋନା ସ୍ବାବ୍ ପରୀକ୍ଷା କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛି। ସେହିଭଳି ଗୁରୁବାର ଭିଡ଼ିଓ କନେଫେରେନ୍ସି ମାଧ୍ୟମରେ କୋଭିଡ଼ -୧୯ ଉପରେ ଏକ…

