ଆମ ଜିଲା ଖବର

ବ୍ୟାଙ୍କରେ ଗଣ୍ଡଗୋଳ ନେଇ ଥାନାରେ ମାମଲା

ବାହାନଗା, ୨୪ା୪(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ଡାଉନ୍‌ କରି ଲୋକମାନଙ୍କୁ ଘରେ ରହିବା ପାଇଁ ନିବେଦନ କରୁଛନ୍ତି। ତେବେ ଆବଶ୍ୟକ ନ ଥିଲେ ବାହାରକୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଉଛି। ବିଭିନ୍ନ ସରକାରୀ…

ବସ୍ତାରେ ଚାଉଳ କମ୍‌ ରହୁଥିବା ନେଇ ଉଦ୍‌ବେଗ

ଖଇରା, ୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ଖାଦ୍ୟ ସୁରକ୍ଷା ଯୋଜନାରେ ଖାଉଟି ସାମଗ୍ରୀ ବଣ୍ଟନ ଦାୟିତ୍ୱରେ ଥିବା ସମସ୍ତ ଡିଲରଙ୍କ ଏକ ବୈଠକ ସୋମବାର ଖଇରା ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ଏଥିରେ ପୌରୋହିତ୍ୟ କରିଥିଲେ…

ରିଲିଫ୍‌ ପାଣ୍ଠିକୁ ସହାୟତା

ସୋର, ୨୪ା୪(ଡି.ଏନ୍‌.ଏ.)-ସୋର ଗୋପୀନାଥପୁରସ୍ଥିତ କଳାକାର ମହାସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୦ ହଜାର ଟଙ୍କାର ଏକ ଡ୍ରାଫ୍ଟ ସୋର ତହସିଲଦାରଙ୍କ ଡ. ଅଶୋକ କୁମାର ଦାସଙ୍କ ଜରିଆରେ ପ୍ରଦାନ କରାଯାଇଛି। ଗୁରୁବାର ମଧ୍ୟାହ୍ନରେ ମହାସଂଘର ସଭାପତି ଉପେନ୍ଦ୍ର ଜେନା, ସମ୍ପାଦକ…

୩୫ ୟୁନିଟ୍‌ ରକ୍ତ ସଂଗୃହୀତ

ସୋର,୨୪ା୪(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ କେଶରୀପୁରସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ପରିସରରେ ଗୁରୁବାର ଏକ ରକ୍ତ ଦାନ ଶିବିର ଚନ୍ଦନେଶ୍ୱର ଆଧ୍ୟାତ୍ମିକ ଅନୁଷ୍ଠାନ ପକ୍ଷରୁ ଆୟୋଜିତ ହୋଇଯାଇଛି। ବାଲେଶ୍ୱର ରେଡ୍‌କ୍ରସ୍‌ ବ୍ଲଡ୍‌ ବ୍ୟାଙ୍କ ତତ୍ତ୍ୱାବଧାନରେ ୩୫ ୟୁନିଟ୍‌ ରକ୍ତ ସଂଗୃହୀତ ହୋଇଛି।…

ଖବରଦାତାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ, ୨୪।୪-ବାଲେଶ୍ୱର ଜିଲା ସଦର ମହକୁମା ଠାରେ ଥିବା ଖବରଦାତାମାନଙ୍କ ପକ୍ଷରୁ ଗୁରୁବାର ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଦେଶବାସୀ କରୋନା ଭୂତାଣୁ ପାଇଁ ଭୟଭୀତ ଅବସ୍ଥାରେ ଥିବାବେଳେ ଏବେ ଲକ୍‌ଡାଉନ୍‌ରେ…

ଆଶ୍ରମ, ମଠକୁ ସହଯୋଗର ହାତ ବଢାଇଲେ ରାମଚନ୍ଦ୍ର

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନରେ ମଠ ଓ ଆଶ୍ରମଗୁଡିକ ଅବସ୍ଥା ଏବେ ଧୀରେ ଧୀରେ ବିଗିଡିବାରେ ଲାଗିଛି ା ସେଠାରେ ରହୁଥିବା ସାଧୁସନ୍ଥ ଓ ଅନ୍ତେବାସୀଙ୍କ ମଧ୍ୟରେ ଖାଦ୍ୟ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ା ଖବର ପାଇ…

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ ନାଇକ, ନାଗା ଜେନା ଓ ସୁଶାନ୍ତ ବାରିକଙ୍କ ନେତୃତ୍ୱରେ ଗ୍ରାମବାସୀ ଏହାକୁ କିଭଳି ରୋକାଯାଇପାରିବ…

ଗୋମାଂସ ଚାଲାଣ, ୨ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)-ଆର.ଉଦୟଗିରି ଥାନା ରଣାଲଇ ଗ୍ରାମରୁ ବୁଧବାର ଗୋମାଂସ ଚାଲାଣ କରୁଥିବା ଅଭିଯୋଗରେ ବାଇକ୍‌ ସହ ୨ ଜଣକୁ ପୋଲିସ ଗିରଫ କରିଛି। ସେମାନେ ହେଲେ ରଣାଲଇ ଗ୍ରାମର ସୁକାନ୍ତ ପ୍ରଧାନ ଓ ପ୍ରଦୀପ କୁମାର ପାଣି। ବୁଧବାର ଆର.ଉଦୟଗିରି ତହସିଲଦାର ସ୍ମୃତିରଞ୍ଜନ…

ପୋଲିସକୁ ମାଡ ଘଟଣା, ମୁଖ୍ୟ ଅଭିଯୁକ୍ତ ଗିରଫ

ଆର.ଉଦୟଗିରି,୨୩ା୪(ଡି.ଏନ.ଏ.)- ଲକ୍‌ଡାଉନ ଲାଗୁହେବାପରେ ଗତ ୧୪ ତାରିଖରେ ଅଡବା ପୋଲିସ ପାଟ୍ରୋଲିଂ କରୁଥିବା ସମୟରେ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ମୋହନା ଓ ଅଡବା ପୋଲିସ ୧୬ ତାରିଖ ସକାଳୁ ଚଢାଉ କରି ୧୪ ଜଣଙ୍କୁ ଗିରଫ କରିଥିଲା। ତେବେ ମୁଖ୍ୟ…

ବାର୍‌ହା ଆକ୍ରମଣରେ ଯୁବକ ଗୁରୁତର

ବାଲିଗୁଡ଼ା,୨୩ା୪(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ବ୍ଲକ ମାଦାଗୁଡା ଗ୍ରାମର ରବି ମଲ୍ଲିକ ବାର୍‌ହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ନିକଟସ୍ଥ କାଜୁ ବଗିଚାରେ କାମସାରି ଫେରିବାବେଳେ ସେ ବାର୍‌ହା ହାବୁଡ଼ରେ ପଡ଼ିଯାଇଥିଲେ। ତାଙ୍କ ଦୁଇ ହାତ,କାନ୍ଧ ଓ ପିଠିରେ ଗୁରୁତର କ୍ଷତ ହୋଇଛି।…

କୋଲକୋତା ଫେରନ୍ତାଙ୍କୁ ବୁଝାଇବାକୁ ଯାଇ ହଟହଟା: ସରପଞ୍ଚ, ନାଏବ ସରପଞ୍ଚଙ୍କୁ ମାଡ଼ ଅଭିଯୋଗ

ଯାଜପୁର ଅଫିସ,୨୩ା୪- କୋଲକୋତା ଫେରନ୍ତା ୫ଜଣ ଶ୍ରମିକଙ୍କୁ ସରକାରଙ୍କ ନୀତିନିୟମ ମାନି ରହିବାକୁ ପରାମର୍ଶ ଦେବାକୁ ଯାଇ ଦଶରଥପୁର ବ୍ଲକ ରାହାସୋଇ ପଞ୍ଚାୟତର ସରପଞ୍ଚ ଏବଂ ନାଏବ ସରପଞ୍ଚ ଓ ତାଙ୍କ ସ୍ବାମୀଙ୍କୁ ବୁଧବାର ମଧ୍ୟାହ୍ନରେ ମାଡ଼ ହୋଇଥିବା ଅଭିଯୋଗ ହୋଇଛି।…

ଆଇଶୋଲେଶନରେ ୮ କୋଲକାତା ଫେରନ୍ତା

ସିଂହପୁର,୨୩।୪(ଡିଏନଏ)- ବିଞ୍ଝାରପୁର ବ୍ଲକ ବାଛୋଳ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ୨୮ ଦିନ ମଧ୍ୟରେ ଫେରିଥିବା ୮ଜଣ କୋଲକାତା ଫେରନ୍ତାଙ୍କୁ ସରପଞ୍ଚ ତରୁଣ କୁମାର ସାହୁ ସମିତିସଭ୍ୟ ସୁରେନ୍ଦ୍ର କୁମାର ସାହୁ, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀ, ପଞ୍ଚାୟତର ସମସ୍ତ ଆଶା ଓ ଅଙ୍ଗନଓ୍ବାଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?