ଆମ ଜିଲା ଖବର

କାର୍ଯ୍ୟରେ ଅବହେଳା: ଅତିରିକ୍ତ ତହସିଲଦାର ନିଲମ୍ବିତ

ଭଦ୍ରକ ଅଫିସ, ୨୩ା୪- ଭଦ୍ରକ ଜିଲା ତିହିଡ଼ି ଅତିରିକ୍ତ ତହସିଲଦାର ସ୍ବେତପଦ୍ମା ଧଳଙ୍କୁ ଗୁରୁବାର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ନିଲମ୍ବନ କରାଯାଇଛି। ସେ କୋଭିଡ଼-୧୯ କାର୍ଯ୍ୟରେ ଅବହେଳା କରିଥିବାରୁ ତାଙ୍କୁ ନିଲମ୍ବନ କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ…

ସୀମାରେ ସୁରକ୍ଷା ବ୍ୟବସ୍ଥା ଢିଲା: ପଶ୍ଚିମବଙ୍ଗରୁ କଣ୍ଟେନର୍‌ରେ ଆସୁଛନ୍ତି ଲୋକେ

ଭଦ୍ରକ ଅଫିସ, ୨୩ା୪-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଭଦ୍ରକ ଜିଲା ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ଜିଲାରେ ଏବେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ଜଣ ସୁସ୍ଥ ହୋଇଛନ୍ତି। ବାସୁଦେବପୁର…

କୋଭିଡ୍‌ ଯୋଦ୍ଧାଙ୍କୁ ପ୍ରଶଂସା ପତ୍ର

ସୋରଡା,୨୩ା୪(ଡି.ଏନ୍‌.ଏ.)- ଭାଜପା ତରଫରୁ ଗୁରୁବାର ବରିଷ୍ଠ ନେତା ଭଗବାନ ପଣ୍ଡାଙ୍କ ଦ୍ୱାରା କରୋନା ମୁକାବିଲା ପାଇଁ ଜନସାଧାରଣଙ୍କୁ ସଚେତନ କରୁଥିବା ପୋଲିସ ଅଧିକାରୀଙ୍କୁ ପ୍ରଶଂସା ପତ୍ର, ମାସ୍କ ପ୍ରଦାନ କରିଛନ୍ତି। ଏଥିରେ ହରିହର ପଣ୍ଡା, ବାସୁଦେବ ସାହୁ, ଜାନକୀ ପଟ୍ଟନାୟକ ପ୍ରମୁଖ…

ଖାଲି ପଡ଼ୁଛିିି ପୋଲିସ କ୍ୟାମ୍ପ

ବାରିପଦା ଅଫିସ, ୨୩ା୪- ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ ଡାଉନ ଆରମ୍ଭ ହେବା ପରେ ଗତ ୨୦ ତାରିଖଠାରୁ ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ଯାହାର ଫାଇଦା ଉଠାଇ ଲୋକେ ସହରରେ ବିନା କାରଣରେ ଯାତାୟତ କରୁଛନ୍ତି। ଏଭଳି ସ୍ଥଳେ ବାରିପଦା…

ଗୋପାଳପୁର ଅନୁକୂଳଚନ୍ଦ୍ର ସଂଘ ପକ୍ଷରୁ ସହାୟତା

ବାହାନଗା, ୨୩ା୪(ଡି.ଏନ.ଏ.)-କରୋନା ମୁକାବିଲା ନିମନ୍ତେ ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ଅନୁକୂଳଚନ୍ଦ୍ର ସତ୍‌ସଙ୍ଗ କେନ୍ଦ୍ର ତରଫରୁ ରାଜ୍ୟ ସରକାରଙ୍କ ରିଲିଫ୍‌ ଫଣ୍ଡକୁ ୨୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରାଯାଇଛି। ବାହାନଗା ତହସିଲଦାର ରାଜେନ୍ଦ୍ର କୁମାର କରଙ୍କ ମାଧ୍ୟମରେ…

ସାନିଟାଇଜ ହେଲା ଗୋପାଳପୁର ବଜାର

ବାହାନଗା, ୨୩ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରକୁ ଗୁରୁବାର ସାନିଟାଇଜ୍‌ କରାଯାଇଛି। ଏହାସହ ପାଇକାସ୍ତା ତହସିଲ କାର୍ଯ୍ୟାଳୟ, ଗୋପାଳପୁର ପଞ୍ଚାୟତ କାର୍ଯ୍ୟାଳୟ, ପୋଷ୍ଟାଲ କାର୍ଯ୍ୟାଳୟ ଆଦି ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି ା

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା ମା ବିଣାପାଣି ଆର୍ଟ ଆସୋସିଏଶନ ସଭାପତି ଚନ୍ଦ୍ରମଣି ଦଣ୍ଡସେନା, ସମ୍ପାଦକ ନନ୍ଦୁ କିଶୋର ତାଣ୍ଡିଙ୍କ…

ପ୍ରଶାସନର ନିର୍ଦ୍ଧେଶକୁ ବେଖାତିର:ବିଦ୍ୟାଳୟକୁ ଡକାଇ ଛାତ୍ରୀଛାତ୍ରଙ୍କୁ ବହି ବଣ୍ଟନ

ଦାରିଙ୍ଗବାଡ଼ି,୨୩।୪(ଡି.ଏନ.ଏ)- ପ୍ରଥମରୁ ଅଷ୍ଟମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷକମାନେ ପାଠ୍ୟପୁସ୍ତକ ନେଇ ଘରେ ଦେଇ ଆସିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ରହିଛି। କିନ୍ତୁ ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତ ଦାସିକେତା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟମକୁ ବେଖାତିର କରି ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଡକାଇ…

କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ ଜାତୀୟସ୍ତରର ଏକ ବୈଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ। ତାଙ୍କ ବିରୋଧରେ ବିଧାୟକ ନରସିଂହ ମିଶ୍ର…

ଚୋରି ସାମଗ୍ରୀ ସହିତ ଚୋର ଗିରଫ

ଜୁନାଗଡ,୨୩।୪(ଡି.ଏନ୍‌.ଏ)- କଳାହାଣ୍ଡି ଜିଲା ଜୁନାଗଡ ଥାନା ବୋଦେଲ ଗ୍ରାମର ଅଜିତ ପଟେଲଙ୍କ ମୋଟର ପମ୍ପ, ଗ୍ୟାସ ସିଲିଣ୍ଡର ଓ ଚୂଲା ଚୋରି ହୋଇଥିବା ନେଇ ଥାନାରେ ଅଭିଯୋଗ କରିଥିଲେ। ଏ ନେଇ ଜୁନାଗଡ ପୋଲିସ ଏକ ମାମଲ ରୁଜୁ କରିିଥିଲା। ବୁଧବାର…

ସଙ୍ଗରୋଧ ଗୃହରୁ ୨୫ଶ୍ରମିକ ଫେରାର

ଭବାନୀପାଟଣା/କୋକସରା,୨୩।୪(ସ୍ବ.ପ୍ର/ଡି.ଏନ୍‌.ଏ.): ଲକ୍‌ଡାଉନକୁ କଡାକଡି କରିବା ପାଇଁ ପ୍ରତି ଜିଲା ସୀମାନ୍ତରେ ପାଟ୍ରୋଲିଂ ବ୍ୟବସ୍ଥା ସହ ଧରପଗଡ଼ ଜାରି ରହିଛି। ଏହି କ୍ରମରେ ନବରଙ୍ଗପୁର-କଳାହାଣ୍ଡି ଜିଲା ସୀମାନ୍ତ କୋକସରା ବ୍ଲକ ଆମପାଣି ଘାଟି ନିକଟରେ ଥିବା ଜନଜାତି ଆବାସିକ ବିଦ୍ୟାଳୟରେ ସ୍ଥାନୀୟ ବ୍ଲକ…

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ଦେଲେ ୧୫ ଏସ୍‌ଏଚ୍‌ଜି

ବୌଦ୍ଧ, ୨୩ା୪(ସ୍ବ.ପ୍ର)-ବୌଦ୍ଧ ଜିଲା ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ମଶିଣାଗୋରା ଗ୍ରାମର ୧୫ଟି ଏସଏଚଜିର ମହିଳାମାନେ ମିଳିତ ଭାବରେ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୦୦୦ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ସରପଞ୍ଚ ପ୍ରହଲ୍ଲାଦ ସେଠୀଙ୍କ ତତ୍ତ୍ୱାବଧାନରେ ଏସଏଚଜି ମହିଳାମାନେ ଏକତ୍ରିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?