Odisha Elections 2024

ଆମ ଜିଲା ଖବର

ବିଜେଡିରେ ମିଶିଲେ ସ୍ବାଧୀନ କାଉନସିଲର ଶମ୍ଭୁ ବଗର୍ତ୍ତୀ

କେସିଙ୍ଗା,୧୭।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଭବାନୀପାଟଣା ଟାଉନ ହଲ୍‌ଠାରେ ଗୁରୁବାର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ହିଲ୍‌ ଟାଉନ ପରିସରରୁ ଏକ ବାଇକ୍‌ ଶୋଭାଯାତ୍ରା ହୋଇଥିଲା। ପରେ ସହରରେ...

ରାଜସ୍ବ ଗ୍ରାମ ଭାବେ ସ୍ବୀକୃତି ପାଇଲା ବୁଢ଼ୀପଦର

କେସିଙ୍ଗା,୧୭ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସି ପଞ୍ଚାୟତର ବୁଢ଼ୀପଦର ଗ୍ରାମକୁ ରାଜ୍ୟ ସରକାର ରାଜସ୍ବ ଗ୍ରାମ ଭାବେ ଗୁରୁବାର ସ୍ବୀକୃତି ପ୍ରଦାନ କରିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆନନ୍ଦ ଓ ଉଲ୍ଲାସ ଖେଳିଯାଇଛି। ବୁଢ଼ୀପଦର ଗ୍ରାମର ପ୍ରହରୀ ମଣ୍ଡପରେ...

ଋଣ ପରିଶୋଧ କରି ନ ପାରି ହାରିଦେଲେ ଜୀବନ

ମାଧପୁର,୧୭ା୮(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ମୁଣ୍ଡପଡ଼ା ଛକ ନିକଟ ବିନୋଦପୁର ଜଙ୍ଗଲର ଗୋଟିଏ ମହୁଲ ଗଛରେ ବେକରେ ରଶି ଦେଇ ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି। ପ୍ରାଥମିକ ସୂଚନାରେ, ବ୍ୟକ୍ତିଙ୍କ...

କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ ବେଳେ ଅଘଟଣ: ସୁରକ୍ଷାକର୍ମୀଙ୍କ ବନ୍ଧୁକରୁ ଗୁଳି ଫୁଟି ୩ ଆହତ

ସୁନ୍ଦରଗଡ଼/ରାଜଗାଙ୍ଗପୁର,୧୭/୮(ଜୟନାରାୟଣ ମେଣ୍ଡୁଳି/ଅଶୋକ ପାଣି): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ବସ୍‌ଷ୍ଟାଣ୍ଡ ଡେଲି ମାର୍କେଟଠାରେ ଥିବା ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରେ ଗୁରୁବାର କ୍ୟାଶ ଭ୍ୟାନ୍‌ରେ ଟଙ୍କା ଲୋଡ୍‌ କରୁଥିବା ବେଳେ ଘଟିଛି ଅଘଟଣ। ସୁରକ୍ଷାକର୍ମୀଙ୍କ ଅସାବଧାନତା ଯୋଗୁ ବନ୍ଧୁକରୁ ଗୁଳି ଫୁଟି ୩ଜଣ...

ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କଲେ ବାପା

ଟେନ୍‌ସା,୧୭ା୮(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କମଣ୍ଡ ଗ୍ରାମ ନାଏକ ସାହିରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ବୁଧବାର ରାତିରେ ବାପା ଗୋପୀନାଥ ନାଏକ ଓ ପୁଅ ସୁଶାନ୍ତ ନାଏକ (୩୨)ଙ୍କ ମଧ୍ୟରେ କୌଣସି କାରଣକୁ...

କାମକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ରାସ୍ତାକଡ଼ରୁ ମିଳିଲା ମୃତଦେହ

କୋରାପୁଟ,୧୭ା୮(ଅମିତାଭ ବେହେରା): କୋରାପୁଟ-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥ ରୁଣ୍ଡିଆମ୍ବ ନିକଟରେ ଗୁରୁବାର ସକାଳୁ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବର ପାଇ କୋରାପୁଟ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲା। ଏହା...

ଓଡ଼ିଆ ଭାଷାକୁ ଲୋକଙ୍କଠାରୁ ଦୂରେଇ ରଖିବା ପାଇଁ ଆନ୍ଧ୍ରର ଆଉ ଏକ ନୂଆ ଚାଲ୍‌

ପଟ୍ଟାଙ୍ଗି,୧୭ା୮(ଶରତ ଧଳ): ପଡ଼ୋଶୀ ଆନ୍ଧ୍ର ରାଜ୍ୟ ବିଭିନ୍ନ ସମୟରେ ଓଡ଼ିଶାର ସୀମାନ୍ତ ଗ୍ରାମଗୁଡ଼ିକରେ ଅନୁପ୍ରବେଶ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ କରି ବିବାଦ ବଢାଇ ଚାଲିଥିବା ବେଳେ ବର୍ତ୍ତମାନ ଏବେ ଆଉ ଏକ ନୂଆ ବିବାଦ ଆରମ୍ଭ କରିଛି। ସୀମାନ୍ତ...

ରାଜଗାଙ୍ଗପୁରରେ ନିର୍ମାଣ ହେବ ରେଳ ଓଭରବ୍ରିଜ୍‌: ଲୋକଙ୍କଠାରୁ ସିଧାସଳଖ ଜମି କିଣିବେ ସରକାର

ଭୁବନେଶ୍ୱର,୧୭ା୮(ଅସମାପିକା ସାହୁ): ସୁନ୍ଦରଗଡ଼ ଜିଲାର ରାଜଗାଙ୍ଗପୁରଠାରେ ଏକ ରେଳ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ଲୋକଙ୍କଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ସୂଚନାଯୋଗ୍ୟ, ଗତ...

ବିକି ଦେଉଛନ୍ତି ଆବାସ

ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ ): କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସରକାରଙ୍କ କାର୍ଯ୍ୟକାରୀ ବିଭିନ୍ନ ଯୋଜନାରୁ ସେମାନେ ସୁଫଳ ପାଉ ନ...

ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲୀ ବାହାଘର

ଡାବୁଗାଁ, ୧୭।୮(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ଆଗେଇ ପାରୁନାହିଁ। ବିଶେଷକରି ଧାନଚାଷ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ସ୍ଥାନୀୟ ଚାଷୀମାନେ ଅନୁକୂଳ ପାଗ ଦେଖି ଧାନ...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ପୁରୀ,୧୭ା୮(ଅଜିତ ମହାନ୍ତି): ଗୁରୁବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା, ପାର୍ଶ୍ୱ ଦେବଦେବୀ ଓ ବିମଳା ମନ୍ଦିରରେ ଦର୍ଶନ କରିଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର...

ବିକି ଦେଉଛନ୍ତି ଆବାସ

ଦଶମନ୍ତପୁର,୧୭ା୮ ( ଅରବିନ୍ଦ ନାୟକ )କୌଣସି ମୌଳିକ ସୁବିଧା ସୁଯୋଗ ପାଉ ନ ଥିବା ଲୋରେଶ ଗ୍ରାମବାସୀ ସୋମବାର ବିଡିଓ ଡମ୍ବରୁଧର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। ସରକାରଙ୍କ କାର୍ଯ୍ୟକାରୀ ବିଭିନ୍ନ ଯୋଜନାରୁ ସେମାନେ ସୁଫଳ ପାଉ ନ ଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri