ଯାଜପୁର ୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୩ ମହିଳା: ସମସ୍ତେ ପଶ୍ଚିମବଙ୍ଗ ଫେରନ୍ତା ପୂର୍ବ ପଜିଟିଭ୍ଙ୍କ ପରିବାର ସଦସ୍ୟ
ଭୁବନେଶ୍ୱର,୨୩।୪(ବ୍ୟୁରୋ): ଯାଜପୁରରେ ଚିହ୍ନଟ ହୋଇଥିବା ୪ ନୂଆ କରୋନା ପଜିଟିଭ୍ଙ୍କ ମଧ୍ୟରେ ୩ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି। ରାଜ୍ୟ ସୂଚନା ଏବଂ ପ୍ରସାରଣ ବିଭାଗର ଟୁଇଟ୍ ଅନୁଯାୟୀ, ଆକ୍ରାନ୍ତମାନଙ୍କ ବୟସ ଯଥାକ୍ରମେ ୪୮,୭୦,୮୦ ଏବଂ ୨୧ ବର୍ଷ। ସମସ୍ତ…
ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼
ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍ ଡାଉନ୍ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଣୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍ ଅଞ୍ଚଳର ଗଣ୍ଡାବାଜା କଳାକାର ମଧ୍ୟ ଦୁର୍ଦିନରେ ଦିନ…
ସରକାରୀ ସହାୟତାରୁ ବଞ୍ଚିତ ପ୍ରକୃତ ନିର୍ମାଣ ଶ୍ରମକ, ହାତେଇଛନ୍ତି ସରକାରୀ କର୍ମଚାରୀ
ଲଖନପୁର,୨୩ା୪(ଡି.ଏନ୍.ଏ.) : କରୋନା ଭାଇରସ୍ ନିୟନ୍ତ୍ରଣ ପାଇଁ ସରକାର ଲକ୍ଡାଉନ୍ ଜାରି କରିଛନ୍ତି। ଏଥିରେ ଗରିବ,ଅସହାୟ ଓ ନିର୍ମାଣ ଶ୍ରମିକ କାମଦାମ ନ ପାଇ ଘରେ ବସିରହିଛନ୍ତି। ଫଳରେ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ସରକାର…
ଲାଞ୍ଜିଗଡ ବେଦାନ୍ତ ଚିକିତ୍ସାଳୟ ଦ୍ୱାରା ଟେଲିମେଡିସିନ ସେବା ଆରମ୍ଭ
ଲାଞ୍ଜିଗଡ,୨୩।୪(ଡି.ଏନ୍.ଏ):ସାମ୍ପ୍ରତିକ ପରିସ୍ଥିତିରେ କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ନେଇ ସରକାରଙ୍କ ତରଫରୁ ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଣୁ ଲାଞ୍ଜିଗଡସ୍ଥିତ ବେଦାନ୍ତ ଆଲୁମିନା ରିଫାଇନାରୀ ମଧ୍ୟ କରୋନା ପରିସ୍ଥିତର ଏହାର ମୁକାବିଲା ନେଇ ସହଯୋଗ କରିବାକୁ ମନ ବଳାଇଛି। ଲାଞ୍ଜିଗଡ଼…
ବାଲେଶ୍ୱର, ଭଦ୍ରକକୁ ଟପିଲା ଯାଜପୁର: କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ପଜିଟିଭ୍ ଯାଜପୁର ଜିଲାର। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଓ୍ବେବ୍ସାଇଟ୍ରେ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ରୋଗୀଙ୍କ ବିଷୟରେ ସବିଶେଷ ତଥ୍ୟ ଜଣାପଡ଼ିନାହିଁ। ପୂର୍ବରୁ ଯାଜପୁର ଜିଲାରେ…
ଛତିଶଗଡ଼ର ୧୬ ଇଟାଭାଟି ଶ୍ରମିକ ଦିଗପହଣ୍ଡିରୁ ଉଦ୍ଧାର: ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତହସିଲଦାରଙ୍କ ତଦନ୍ତ ଆରମ୍ଭ
ଦିଗପହଣ୍ଡି,୨୩ା୪(ଡି.ଏନ୍.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗଣିଆନାଳ ଛକ ରାସ୍ତାକଡ଼ରୁ ଛତିଶଗଡ଼ ଅଞ୍ଚଳର ୧୬ ଜଣ ଇଟାଭାଟି ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୨ ଶିଶୁଙ୍କ ସମେତ ୭ ମହିଳା ଥିବା ଜଣାପଡ଼ିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା
ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି…
ମନ୍ଦିରକୁ ବିଦ୍ୟୁତ୍ ସଂଯୋଗ କରିବାକୁ ଯାଇଥିଲେ: ଜୀବନ ଗଲା
ବରଗଡ଼ ଅଫିସ୍,୨୩।୪: ବରଗଡ଼ ବ୍ଲକ ଖଣ୍ଡହଥା ନିକଟ ନୂଆଗଡ଼ ଗ୍ରାମରେ ବିଦ୍ୟୁତ ଆଘାତରେ ଗୁରୁବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ଏହି ଗ୍ରାମର ଅନିଲ ସାହୁ। ସେ ଗାଁ ପାଖ ତେଲିଟିକ୍ରାରେ ରହିଥିବା ଏକ ମନ୍ଦିରକୁ ବିଦ୍ୟୁତ୍…
ଭିଡ଼ିଓ କନଫେରେନ୍ସିଂରେ ଧାନ ସଂଗ୍ରହ କମିଟି ବୈଠକ: ମେ ପହିଲାରୁ ମଣ୍ଡି ଖୋଲିବାକୁ ଦାବି କଲେ ଚାଷୀ ପ୍ରତିନିଧି
ବରଗଡ଼ ଅଫିସ୍,୨୩।୪-ରବିଋତୁ ଧାନ ସଂଗ୍ରହ ପାଇଁ ଗୁରୁବାର ବରଗଡ଼ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ନୀତି ନିର୍ଦ୍ଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବରଗଡ଼, ଅତାବିରା, ପଦ୍ମପୁର, ବରପାଲି, ବିଜେପୁର ଆଦି ସ୍ଥାନର ଓସୱାନ ହଲ ଗୁଡ଼ିକରେ ଭିଡ଼ିଓ କନଫେରେନ୍ସିଂ ମାଧ୍ୟମରେ ଏହ…
କରୋନା ମାଡ଼ରେ ରୋଜଗାର ଠପ୍: ସ୍କୁଲ ଫି’ ଛାଡ଼ କରିବାକୁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା
କଟକ ଅଫିସ,୨୩।୪- କରୋନା ମୁକାବିଲା ନିମନ୍ତେ ଜାରି ଲକଡାଉନ୍ ଯୋଗୁ ଲୋକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ନିଜେ ବଞ୍ଚିବା କଷ୍ଟକର ହୋଇପଡ଼ିଛି। ଏପରିସ୍ଥଳେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦେଇପାରିବେ ନାହଁି। ଏଣୁ ମାର୍ଚ୍ଚଠାରୁ ଜୁନ ପର୍ଯ୍ୟନ୍ତ ସ୍କୁଲ ଫି’…
ବୈଦୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ: ବଲାଙ୍ଗୀର ଟାଉନ୍ ଥାନାରେ ନରସିଂହଙ୍କ ଅଭିଯୋଗ
ବଲାଙ୍ଗୀର ଅଫିସ, ୨୩।୪- ମହାରାଷ୍ଟ୍ରର ପାଲାଘର ଠାରେ ସଂଘଟିତ ହତ୍ୟା ଘଟଣାକୁ ନେଇ ଏକ ଜାତୀୟସ୍ତରର ବୈଦ୍ୟୁତିକ ଗଣମାଧ୍ୟମରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧିଙ୍କ ବିରୋଧରେ ଅଶାଳୀନ ଓ ଅପମାନଜନକ ମନ୍ତବ୍ୟ ଦେଇ ଏହାର ପ୍ରସାରଣ କରାଯାଇଥିବା ଅଭିଯୋଗ କରି ବଲାଙ୍ଗୀର…
ସୋସୋରେ ମାତିଛି ଦନ୍ତା: ଅଞ୍ଚଳବାସୀ ଭୟଭୀତ
ହାଟଡିହୀ,୨୩ା୪(ଡି.ଏନ୍.ଏ.) : କରୋନା ସାଙ୍ଗକୁ ହାତୀ ଭୟ ଏବେ ଲୋକଙ୍କୁ ଚିନ୍ତାରେ ପକାଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ଅଞ୍ଚଳରେ ଏକ ଦନ୍ତା ମାତିଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡ଼ିଛନ୍ତି। ଏଥିସହ ହାତୀଟି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି କରିଚାଲିଛି। ବାଡ଼ିବଗିଚାରେ…

