ଆମ ଜିଲା ଖବର

କେକେଙ୍କ ଗୀତରେ ଦର୍ଶକ ମତୁଆଲା

କଟକ ଅଫିସ, ୨୦-୧୧:‘ୟାରୋ ଦୋସ୍ତି ବଡିହି ହସିନ୍‌ ହେ, ୟେ ନା ହୋ ତୋ କ୍ୟା ଫିର ବୋଲୋ ୟେ ଜିନ୍ଦେଗି ହେ’ ଗୀତରେ ମତୁଆଲା ହୋଇଛନ୍ତି ଦର୍ଶକ। ବାଲିଯାତ୍ରା ପଡିଆର ଗଣକବି ବୈଷ୍ଣବ ପାଣି ମଞ୍ଚରେ ବଲିଉଡ କଣ୍ଠଶିଳ୍ପୀ...

ମହାନଦୀ ବସ୍‌ ଦୁର୍ଘଟଣାକୁ ବର୍ଷେ ପୂରିଲା: ସାର୍ବଜନୀନ ହୋଇନି ତଦନ୍ତ ରିପୋର୍ଟ

କଟକ ଅଫିସ, ୨୦-୧୧:୨୦୧୮ ନଭେମ୍ବର ୨୦। ସେଦିନ ଥାଏ ମଙ୍ଗଳବାର। ସନ୍ଧ୍ୟା ପାଖାପାଖି ସାଢେ ୬ଟା। ବଡ଼ଓଷା ପାଇଁ ଲୋକେ ପ୍ରସ୍ତୁତ ହେଉଥିବାବେଳେ ଆସିଲା ଅତ୍ୟନ୍ତ ଦୁଃଖଦାୟକ ଖବର। ତାଳଚେରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଏକ ଯାତ୍ରୀବାହୀ ବସ୍‌ (ନଂ....

ବିଦ୍ୟୁତ୍‌ ତାର ବିଛାଇ ଦନ୍ତାହାତୀ ଶିକାର

ଅମରପାଲି, ୨୦-୧୧ (ଡି.ଏନ.ଏ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଅନ୍ତର୍ଗତ କୋଟସମଲାଇ ପଞ୍ଚାୟତ ସାରସଦାଦର ସଂରକ୍ଷିତ ଜଙ୍ଗଲରେ ଏକ ଦନ୍ତାହାତୀ ଶିକାର କରାଯାଇଛି। ଶିକାର ପରେ ହାତୀର ଦାନ୍ତକୁ ଦୁର୍ବୃତ୍ତ ଲୁଟି ନେଇଛନ୍ତି। ଦନ୍ତାକୁ ପ୍ରାୟ ୭ଦିନ ପୂର୍ବରୁ ହତ୍ୟା କରାଯାଇଥିବା...

ପୁଣି ଚର୍ଚ୍ଚାରେ ଏସପି ସାରା ଶର୍ମା:ଅଧିକାରୀ, ଜନସାଧାରଣଙ୍କୁ ଦେଲେ ବ୍ୟାୟାମ ତାଲିମ

ପାରଳାଖେମୁଣ୍ଡି,୨୦-୧୧ (ସ୍ବ.ପ୍ର.):ପୁଣି ଚର୍ଚ୍ଚାରେ ଗଜପତି ଏସପି ସାରା ଶର୍ମା। ପୂର୍ବରୁ ମହିଳାଙ୍କ ସୁରକ୍ଷା ପାଇଁ ସି-ଟିମ୍‌ ଗଠନ କରିବା ସହ ଏଥିପାଇଁ ଗୀତଗାଇ ଚର୍ଚ୍ଚାକୁ ଆସିଥିଲେ। ଏବେ ପୁଣି ସେ ଫିଟ୍‌ନେସ ଶିବିର ‘ଜୁମ୍ବା ଏରୋବିକ୍ସ’ ଆୟୋଜନ କରି ଚର୍ଚ୍ଚାକୁ...

ପଶ୍ଚିମ ଓଡ଼ିଶା ବନ୍ଦ ଘଟଣା: ଆଇନଜୀବୀଙ୍କୁ ସୁରକ୍ଷା ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୧୯ା୧୧:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଇନଜୀବୀମାନେ ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଦୀର୍ଘଦିନ ଧରି ଏହି ଆନ୍ଦୋଳନ ଚାଲୁ ରହିଥିବାରୁ ପଶ୍ଚିମ ଓଡ଼ିଶାରେ ଥିବା ବିଭିନ୍ନ ଅଦାଲତରେ ମାମଲା ପରିଚାଳନାରେ ଅସୁବିଧା ସୃଷ୍ଟି ହୋଇଛି। ଏ...

ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ

ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍‌ମାନେ କହିଛନ୍ତି। ମଙ୍ଗଳବାର ଖଲ୍ଲିକୋଟ...

ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ

ବ୍ରହ୍ମପୁର ଅଫିସ୍‌,୨୦-୧୧:ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର ଗୋଷାଣୀନୂଆଗଁା...

ରାସ୍ତା ପାଇଁ ସଙ୍କୁଚିତ ହେବନି ରୟାଲ ପଡିଆ

ସୋନପୁର,୨୦।୧୧(ନି.ପ୍ର.)-ରାସ୍ତା ପ୍ରଶସ୍ତିକରଣ ନାଁରେ ରୟାଲ ପଡିଆକୁ ସଙ୍କୁଚିତ ପାଇଁ ଷଡଯନ୍ତ୍ର ଚାଲିଥିଲା। ପଡିଆ ସମ୍ମୁଖ ପଟୁ ୧୦.୭ ମିଟର ଓସାରର ପ୍ରାୟ ୨ଏକର ଜମି ପ୍ରଶାସନ ନିଜ ଅକ୍ତିଆରକୁ ନେଉଥିଲା। କିଛି ମାସ ପରେ ଦର୍ଶକ ଗ୍ୟାଲେରି ପାଇଁ ଆଉ...

ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା

ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଅନେକ୍‌ ଗରିବ୍‌ ଛାତ୍ରୀଛାତ୍ର କଷ୍‌ଟେମଷ୍‌ଟେ ମାଟ୍ରିକ ପାସ୍‌ କଲା ଉତାରୁ ଆଗ୍‌କେ ପଢ଼ବାର ଇଛା ଥିଲେ ବି ଅଭାବ ଅନାଟନ ଲାଗି...

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ...

ଅସନ୍ତୋଷ ଝାଡ଼ିଲେ ସଫେଇ କର୍ମଚାରୀ: ପୌରପାଳିକା ବିରୋଧରେ ଜିଲାପାଳଙ୍କୁ ଦାବିପତ୍ର

ଅନୁଗୋଳ ଅଫିସ, ୨୦।୧୧-ଅନୁଗୋଳ ପୌରପାଳିକା ଓ ସଫେଇ କାର୍ଯ୍ୟ ଠିକା ନେଇଥିବା ଘରୋଇ ସଂସ୍ଥା ଉପରେ ଅସନ୍ତୋଷ ବ୍ୟକ୍ତ କରିଛି ଅନୁଗୋଳ ଜିଲା ସଫେଇ କର୍ମଜୀବୀ ସଂଘ। ମଙ୍ଗଳବାର ସଂଘ ପକ୍ଷରୁ ଏ ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ...

ଥଇଥାନ ଦାବିରେ ମାଛ, ମାଂସ ବିକ୍ରେତା ସଂଘର ଆନ୍ଦୋଳନ ଧମକ: ସୋମବାରଠାରୁ ଦୋକାନ ବନ୍ଦ ନିଷ୍ପତ୍ତି

ପାଲଲହଡା,୨୦।୧୧(ଡି.ଏନ.ଏ.)-ଥଇଥାନ ଦାବିରେ ପାଲଲହଡା ସଦର ମହକୁମାସ୍ଥିତ ମାଛ, ମାଂସ ବିକ୍ରେତା ସଂଘ ପକ୍ଷରୁ ଆନ୍ଦୋଳନ ଧମକ ଦିଆଯାଇଛି। ଆସନ୍ତା ସୋମବାରଠାରୁ ସଦର ମହକୁମାଠାରେ ଥିବା ସମସ୍ତ ମାଛ, ମାଂସ ଦୋକାନକୁ ଅନର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ସଂଘ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri