ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କଲେ ଅଞ୍ଚଳବାସୀ
ବ୍ରହ୍ମପୁର ଅଫିସ,୨୨ା୪-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଅଗ୍ନିଶମ ବିଭାଗ ପକ୍ଷରୁ ସହରର ବିଭିନ୍ନ ଅଞ୍ଚଳରେ ବିଶୋଧନ ପ୍ରକ୍ରିୟା ଜାରି ରହିଛି। ବୁଧବାର ଆମ୍ବପୁଆ ଅଞ୍ଚଳରେ ଅଗ୍ନିଶମ ବିଭାଗ ପକ୍ଷରୁ ବିଶୋଧନ ବେଳେ ଅଞ୍ଚଳବାସୀ ଅଗ୍ନିଶମ ଅଧିକାରୀଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ା…
ବିବାଦ ତୁଟିଲା: ଗୋଲାପଡ଼ାରେ ବଣ୍ଟାଯିବ ରାଶନ
ଭଞ୍ଜନଗର,୨୩।୪(ଡି.ଏନ.ଏ.)-ଗୋଲାପଡ଼ା ପଞ୍ଚାୟତରେ ଓଜନ ମାପ ଯନ୍ତ୍ରକୁ ନେଇ ଲାଗି ରହିଥିତ୍ବା ବିବାଦ ତୁଟିଛି। ଗତ ୧୮ ତାରିଖରେ ପଞ୍ଚାୟତରେ ଚାଉଳ ବଣ୍ଟନ ବେଳେ କେତେଜଣ ବ୍ୟକ୍ତି ଓଜନ ମାପ ଯନ୍ତ୍ର ଜାଲିଆତି ହୋଇଥିତ୍ବା ଦର୍ଶାଇ ହୋହାଲ୍ଲା କରିଥିଲେ। ସେମାନେ ପଞ୍ଚାୟତ ନିର୍ବାହୀ…
ବୋହୂଙ୍କୁ ଆକ୍ରମଣ: ଶ୍ୱଶୁର, ଶାଶୁଙ୍କ ନାମରେ ମାମଲା
ଖଇରା,୨୩।୪(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ବର୍ତ୍ତନା ପଞ୍ଚାୟତ ଅଧୀନ ଧଳିଗଡିଆ ଗ୍ରାମର ତିଳୋତ୍ତମା ରାଉତ ନାମ୍ନୀ ମହିଳାଙ୍କୁ ଆକ୍ରମଣ ଅଭିଯୋଗରେ ଖଇରା ପୋଲିସ ତାଙ୍କ ଶ୍ୱଶୁର, ଶାଶୁଙ୍କ ସମେତ ୬ଜଣଙ୍କ ନାମରେ ମାମଲା (୮୦/୨୦)ରୁଜୁ କରିଛି ା ଅଭିଯୋଗ ଅନୁଯାୟୀ, ତିଳୋତ୍ତମାଙ୍କ…
ବ୍ରହ୍ମପୁରରୁ ପଶ୍ଚିମ ଓଡ଼ିଶା ଅଭିମୁଖେ ଶ୍ରମିକ
ଭଞ୍ଜନଗର,୨୩ା୪(ଡି.ଏନ୍.ଏ.)- ଲକ୍ଡାଉନ୍ ଯୋଗୁ ବ୍ରହ୍ମପୁରରେ ପରିବାର ସହ ଫସି ରହିଥିବା ପଶ୍ଚିମ ଓଡ଼ିଶାର କେତେକ ଶ୍ରମିକ ଘରମୁହାଁ ହୋଇଛନ୍ତି। ଏକ ପୋଲ କାମ କରିବାକୁ ଗତ ଡିସେମ୍ବରରେ ବଲାଙ୍ଗୀର ଓ ବରଗଡ଼ ଜିଲାରୁ ଏହି ଶ୍ରମିକମାନେ ପରିବାର ସହ ବ୍ରହ୍ମପୁରକୁ ଆସିଥିଲେ।…
ମୁକୁଳା ପଡ଼ିଛି ବାଲେଶ୍ୱର-ବାସୁଦେବପୁର ସଲ୍ଟ ରୋଡ୍: ଫାଇଦା ନେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା
ବାହାନଗା, ୨୩ା୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ୍ ଘୋଷଣା କରିଛନ୍ତି। ସମସ୍ତ ସୀମାନ୍ତକୁ ସିଲ୍ କରାଯାଇଛି। ଏବେ ରାଜ୍ୟ ବାହାରେ କାମ କରୁଥିବା ଓଡିଆ ଲୋକମାନେ ଚାଲି ଚାଲି , ସାଇକେଲ ଓ କାର ଭଡା…
ବିଲରେ ପଚୁଛି ପରିବା, ଋଣ ଶୁଝିବା ଚିନ୍ତାରେ ଚାଷୀ
ବାଲିଗୁଡା,୨୩ା୪(ଡି.ଏନ୍.ଏ.)- ପରିବାର ଚାଷୀଙ୍କ ଉପରେ କରୋନା ମାଡ। ଗଛରେ ପଚିଗଲାଣି ବାଇଗଣ, ବିଲାତି। ପୋଟଳ ଜମିରେ ପାଚି ହଳଦିଆ ପଡିଥିବାବେଳେ, କଦଳୀ ଗଛରେ ପାକଳ ହୋଇଗଲାଣି। ବେପାରୀ ଆସୁ ନଥିବାରୁ ବିକ୍ରି ହୋଇପାରୁନାହିଁ। ଋଣ କରି ପରିବା ଓ କଦଳୀ ଚାଷ…
୩୬୦ ଲିଟର ମଦ ଜବତ, ୪ ଗିରଫ
ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲା ଅବକାରୀ ମୋବାଇଲ ସ୍କ୍ବାଡ୍ ପକ୍ଷରୁ ବୁଧବାର ଭୋର ସମୟରେ ସଦର ଥାନା ବେଲଟିକିରି, କାଙ୍କଡ଼ପାଳ ଏବଂ ସିମିଳିଆ ଅଞ୍ଚଳରେ ଚଢ଼ାଉ କରାଯାଇ ୩୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଏହି ଘଟଣାରେ ୪ଜଣଙ୍କୁ…
ରାଶନ କାର୍ଡ଼ରେ ନଅଶହ ଟଙ୍କା ଦେବା ଘଟଣା: ଜିଆର୍ଏସ୍ଙ୍କୁ ବହିଷ୍କାର କଲେ ଜିଲାପାଳ
ପାତ୍ରପୁର, ୨୩ା୪(ଡି.ଏନ୍.ଏ.)- ସରକାର ଲକ୍ଡାଉନରେ ଲାଗି ରାଶନକାର୍ଡଧାରୀଙ୍କୁ ହଜାରେ ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ହେଲେ ପାତ୍ରପୁର ବ୍ଲକ ବରଙ୍ଗ ପଞ୍ଚାୟତରେ ହଜାରେ ଟଙ୍କା ବଦଳରେ ହିତାଧିକାରୀଙ୍କୁ ନଅ ଶହ ଟଙ୍କା ପ୍ରଦାନ କରାଯାଉଥିବା ଭିଡ଼ିଓ ଭାଇରଲ୍ ହୋଇଥିଲା। ଏନେଇ ତହସିଲଦାର…
ସାଇକେଲରେ ପଶ୍ଚିମବଙ୍ଗ ଫେରୁଥିବା ୪ ଶ୍ରମିକ କ୍ୱାରାଣ୍ଟାଇନରେ
ପୁରୁଷୋତ୍ତମପୁର,୨୩ା୪(ଡି.ଏନ୍.ଏ.)- ପଶ୍ଚିମବଙ୍ଗ ବିଭୂପୁରମ ଜିଲାାର ୪ଜଣ ଶ୍ରମିକ ୨ ମାସ ହେଲା ଆସି ଗଞ୍ଜାମ ଜିଲା ହିଞ୍ଜିଳିରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ। ମାତ୍ର ଲକ୍ଡାଉନ ଯୋଗୁ କାମଧନ୍ଦା ବନ୍ଦ ହୋଇଯିବାପରେ ଏମାନେ ବହୁ କଷ୍ଟରେ ରହୁଥିଲେ। ଶେଷରେ ସାଇକେଲ ଯୋଗେ…
ସହାୟତା ଦାବି କଲା ଡ୍ରାଇଭର ସଂଘ
ବେଲପଡା, ୨୩ା୪(ଡି.ଏନ.ଏ.) କରୋନା ପାଇଁ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସହୟତାର ହାତ ବଢାଉଛନ୍ତି। ଏପରିସ୍ଥଳେ କାମ ହରାଇ ଆର୍ଥିକ ଦୁର୍ଗତି ଦେଇ ମଧ୍ୟରେ ଦିନ କାଟୁଥିବା ଡ୍ରାଇଭରମାନଙ୍କୁ ସହାୟତା ଯୋଗାଇ ଦେବାକୁ ଦାବି କରିଛି ବଲାଙ୍ଗୀର ଜିଲା ବେଲପଡା…
ଉଦ୍ଘାଟିତ ହେଲା ଝାରସୁଗୁଡ଼ା କୋଭିଡ୍ ହସ୍ପିିଟାଲ
ଝାରସୁଗୁଡ଼ା ଅଫିସ,୨୩ା୪-ଝାରସୁଗୁଡା ସହର ମଙ୍ଗଳବଜାରସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟଠାରେ ବୁଧବାର କୋଭିଡ୍ ହସ୍ପିଟାଲ ଉଦ୍ଘାଟିତ ହୋଇଯାଇଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଏହି ହସ୍ପିଟାଲକୁ ଉଦ୍ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବରଗଡ ଏମ୍ପି ସୁରେଶ ପୁଜାରୀ, ବ୍ରଜରାଜନଗର ବିଧାୟକ କିଶୋର…
ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ବଜାର ସ୍ଥାପନ
ସୁୁନ୍ଦରଗଡ, ୨୩ା୪ (ଡି.ଏନ୍.ଏ.)-ଚାଷୀମାନଙ୍କ ଉତ୍ପାଦିତ ବଳକା କୃଷିଜାତ ଦ୍ରବ୍ୟକୁ ଠିକ ଭାବେ ବିକ୍ରି କରିବା ସହିତ ଚାଷୀ ଏବଂ ବ୍ୟବସାୟୀମାନଙ୍କ ହିତକୁ ଦୃଷ୍ଟିରେ ରଖି ନିୟନ୍ତ୍ରିତ ବଜାର କମିଟି ସର୍ଗିପାଲି ତରଫରୁ ସୁନ୍ଦରଗଡ଼ରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜଳ ବିଭାଜିକା…

