ଉପକୃତ ହେବେ ପଟାଖମଣ, ବଣସିଂହ ଗ୍ରାମବାସୀ: ଖୁବ୍ଶୀଘ୍ର ଟିକିରା ନଦୀରେ ସେତୁ
କଣିହାଁ,୨୦।୧୧(ଡି.ଏନ.ଏ.)-ଖୁବ୍ଶୀଘ୍ର ଦୂର ହେବ କଣିହାଁ ବ୍ଲକ ପଟାଖମଣ ଓ ବଣସିଂହ ଗ୍ରାମବାସଙ୍କ ସମସ୍ୟା। ଟିକରା ନଦୀ ଉପରେ ଏକ ସେତୁ ନିର୍ମାଣ ପାଇଁ ଏବେ ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା ପ୍ରଶାସନ ସୂତ୍ରରୁ ସୂଚନା ମିଳିଛି। ପ୍ରକାଶ ଯେ, କଣିହାଁ ବ୍ଲକ...
ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ରରେ ବିଦେଶୀ ପର୍ଯ୍ୟଟକ: ପରିଚାଳନା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କଲେ
ଗଣିଆ,୨୦ା୧୧(ଡି.ଏନ.ଏ.): ନୟାଗଡ଼ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଉଦ୍ୟମକ୍ରମେ ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅଭୟାରଣ୍ୟର ସାଉଥ୍ ବଡମୂଳ ମଙ୍ଗାନାସୀଠାରେ ୨୦୧୫ ମସିହାଠାରୁ ଖୋଲାଯାଇଛି ପ୍ରାକୃତିକ ପରିବେଶ ପର୍ଯ୍ୟଟନ କେନ୍ଦ୍ର। ରବିବାର ଏକ ୪ଜଣିଆ ବିଦେଶୀ ପର୍ଯ୍ୟଟକ ଟିମ୍ ଏଠାରେ ପହଞ୍ଚତ୍ ପରିଚାଳନା...
ଚାକିରି କରାଇଦେବା କହି ୪୮ ଲକ୍ଷ ଠକେଇ ନକଲି ଭିସା:ଫ୍ଲାଇଟ୍ ଟିକେଟ ଦେଇ ଫସିଲେ ୩ କର୍ମଚାରୀ
ରଣପୁର,୨୦ା୧୧(ସ୍ବ.ପ୍ର.): ମାଲେସିଆରେ ଚାକିରି କରାଇଦେବା ବାହାନାରେ ନୟାଗଡ଼ ଜିଲା ରଣପୁର ବ୍ଲକ, ଖୋର୍ଦ୍ଧା ଜିଲା ବାଣପୁର, ବାଲୁଗଁା ଅଞ୍ଚଳର ପ୍ରାୟ ୬୦ ଜଣ ଯୁବକ ୪୮ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ନକଲି ଭିସା ଓ ଫ୍ଲାଇଟ୍ ଟିକେଟ...
ସ୍କୁଲରେ ପଢ଼ାଇଲେ ଜିଲାପାଳ
ଫୁଲବାଣୀ ଅଫିସ, ୨୦ା୧୧- ଫୁଲବାଣୀ ବ୍ଲକ ଅଧୀନରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ତଦାରଖ ଜିଲାପାଳ ଡା. ବୃନ୍ଦା ଡି ମଙ୍ଗଳବାର କରିଛନ୍ତି। ଦୁର୍ଗମ ପଞ୍ଚାୟତ ଦୁଡୁକି ଓ କଟ୍ରିଙ୍ଗିଆ ଗସ୍ତକରି ବିଜୁ କନ୍ଧମାଳ ଯୋଜନାରେ ନିର୍ମାଣାଧୀନ କଲଭର୍ଟ,...
ଦାରିଙ୍ଗବାଡ଼ିରେ ଶୀତ କମିଲା: ତାପମାତ୍ରା ୧୨ ଡିଗ୍ରୀ, ଘନ କୁହୁଡ଼ି
ଦାରିଙ୍ଗବାଡ଼ି,୨୦।୧୧(ଡି.ଏନ୍.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଗତ ୩ ଦିନ ହେଲା ତାପମାତ୍ରା ୯.୫ରୁ ବୃଦ୍ଧି ପାଇ ୧୨ ଡିଗ୍ରୀରେ ରହିଛି। ଫଳରେ ଶୀତ କମିବା ସହ ପୂର୍ବଭଳି ଲୋକେ ଘର ଭିତରେ ପଙ୍ଖା ବ୍ୟବହାର କରୁଛନ୍ତି। ସକାଳୁ...
କଲଭର୍ଟ ଦବିଲା, ଯାତାୟାତ ବାଧାପ୍ରାପ୍ତ
ଖଜୁରିପଡ଼ା,୨୦ା୧୧(ଡି.ଏନ.ଏ.)- ଖଜୁରିପଡା ବ୍ଲକ ବଲସକୁମ୍ପା ଗ୍ରାମପଞ୍ଚାୟତ ଅଧୀନରେ ଥିବା ଖଲିଗୁଡ୍ରି ଗ୍ରାମକୁ ବଲସକୁମ୍ପାଠାରୁ ଟୁକୁଲପଡ଼ା ପର୍ଯ୍ୟନ୍ତ ଯାଇଥିବା ପ୍ରଧାନମନ୍ତ୍ରୀ ସଡ଼କରେ ବିଭିନ୍ନ କାର୍ଯ୍ୟରେ ପଞ୍ଚାୟତ କିମ୍ବା ସଦର ମହକୁମା ଫୁଲବାଣୀର ଛନ୍ଦୁରୁପଦର, ଟୁକୁଲୁପଡ଼ା, ଝଗଡ଼ପଟା, ଗାରଡ଼ାପାଜୁ ଆଦି ଗ୍ରାମର ଲୋକମାନେ...
ବାର୍ହା, କୁଟୁରା ଛାଲ ଜବତ: ଅଭିଯୁକ୍ତ ଫେରାର
ବୁଗୁଡ଼ା,୨୦ା୧୧(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ଅନ୍ତର୍ଗତ ସଙ୍କୁରୁ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ଏକ୍ସେଲ ଗାଡ଼ିରୁ ବାର୍ହା ଓ କୁଟୁରା ଛାଲ ଏବଂ ୨୫୦ ଗ୍ରାମ ମାଂସ ବନ ବିଭାଗ ପକ୍ଷରୁ ଜବତ କରାଯାଇଛି। ଏକ୍ସେଲ-୧୦୦ ଗାଡ଼ି (ନଂ.ଓଡି୩୨ବି୩୮୨୪)ରେ ଜଣେ ବ୍ୟକ୍ତି...
ମଳାସୁର କ୍ୟାମ୍ପେନ ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ
ବ୍ରହ୍ମପୁର ଅଫିସ,୨୦ା୧୧- ବ୍ରହ୍ମପୁର ମହାନଗର ନିଗମ ନିକଟରେ ରାଜ୍ୟର ପ୍ରଥମ ବାହ୍ୟମଳ ମୁକ୍ତ(ଓଡିଏଫ) ବାହ୍ୟମଳ ମୁକ୍ତ ପ୍ଲସ ପ୍ଲସ(ଓଡିଏଫ++) ସହର ଭାବେ ମାନ୍ୟତା ପାଇବା ସହ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟର ପ୍ରଥମ ସ୍ବଚ୍ଛ ସହର ଭାବେ ମାନ୍ୟତା ପାଇଛି। ବିଏମ୍ସି...
ବ୍ରହ୍ମପୁରର ୨ ଛାତ୍ରଙ୍କ ଉଦ୍ୟମ: ମଙ୍ଗଳରେ ଜୀବନ ସନ୍ଧାନ ପ୍ରୟାସ
ବ୍ରହ୍ମପୁର ଅଫିସ୍,୨୦ା୧୧- ମଙ୍ଗଳରେ ଜୀବନ ସନ୍ଧାନକୁ ନେଇ ବିଭିନ୍ନ ଦେଶର ବୈଜ୍ଞାନିକମାନେ ଗବେଷଣା ଚଳାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସଫଳତା ମିଳିପାରି ନାହିଁ। ତେବେ ବ୍ରହ୍ମପୁରର ୨ଜଣ ଛାତ୍ର ଏଦିଗରେ ନିଜ ଉଦ୍ୟମରେ ପ୍ରୟାସ ଆରମ୍ଭ କରିଛନ୍ତି। ବ୍ରହ୍ମପୁର...
ଝିଅଙ୍କୁ ଧମକ ଓ ଆକ୍ରମଣ, ମା’ ଗଲେ ଜେଲ
ଦିଗପହଣ୍ଡି,୨୦ା୧୧(ଡି.ଏନ.ଏ.)- ଦିଗପହଣ୍ଡି ପୋଲିସ ମଙ୍ଗଳବାର କଲ୍ୟାଣପୁର ଗଁାର ମଞ୍ଜୁଳା ଗୌଡଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଥାନା ମାମଲା ନଂ. ୨୩୬/୧୯ ଦଫା ୩୪୧/୩୨୩/୨୯୪/୫୦୬ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତାଙ୍କୁ ଦିଗପହଣ୍ଡି ସବଜେଲ ହାଜତକୁ ପଠାଇ ଦିଆଯାଇଛି। ମଙ୍ଗଳବାର...
ପିଡିଏସ୍ ସାମଗ୍ରୀ ହରିଲୁଟ୍ ନେଇ ଅଭିଯୋଗ କଲେ ହିତାଧିକାରୀ
ଯୋଡ଼ା, ୨୦।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବାଲାଗୋଡା ପଞ୍ଚାୟତରେ ଗରିବ ହିତାଧିକାରୀଙ୍କଠାରୁ ଟିପ ଚିହ୍ନ ନେଇ ପିଡିଏସ୍ ସାମଗ୍ରୀକୁ ହରିଲୁଟ୍ କରାଯାଉଥିବା ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଛି। ସରକାରଙ୍କ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ସାମଗ୍ରୀ ଓ କିରୋସିନ ବିଭିନ୍ନ...
୨୪ ଘଣ୍ଟା ପରେ ଜେଲରୁ ମୃତଦେହ ଉଦ୍ଧାର: ପରିବାର ଲୋକେ ଥାନାରେ ଦେଲେ ଏତଲା, ଜିଲାପାଳଙ୍କୁ ଦାବିପତ୍ର
କେନ୍ଦୁଝର, ୨୦ା୧୧ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା କରିବାର ୨୪ ଘଣ୍ଟା ପରେ ତାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରାଯାଇଛି। ଏହି ଆତ୍ମହତ୍ୟା ଘଟଣାରେ ସେମାନଙ୍କ ପରିବାରବର୍ଗ ସନ୍ଦେହ ପ୍ରକାଶ କରି ଏହାର...
Archives


