ଆମ ଜିଲା ଖବର

ନଡିଆଗଛ ଉପୁଡ଼ି ଘର ଭାଙ୍ଗିଲା

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଚ୍ୟୁତପୁର ପଞ୍ଚାୟତ ଅଧୀନ ଓହଡ ଗ୍ରାମର ଜମ୍ବୁବତୀ ସାହୁଙ୍କ ଝାଟିମାଟି ଘର ଉପରେ ଏକ ନଡିଆ ଗଛ ଉପୁଡି ପଡିବାରୁ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିଯାଇଛି। ବୁଧବାର ଗଣ୍ଡିବେଡ ରାଜସ୍ବ ନିରୀକ୍ଷକ ମିନାରାଣୀ ଶିଅଳ…

ସହର ସାନିଟାଇଜ୍‌ରେ ପଶିଲା ପଲିଟିକ୍ସ

ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍‌ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ବନ୍ଦ କରାଇବା ପରେ ଏପରି ଅଭିଯୋଗ ପଦାକୁ ଆସିଛି।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଦାନ

ବଇଣ୍ଡା, ୨୩ା୪(ଡି.ଏନ.ଏ.) କିଶୋରନଗର ବ୍ଲକ ବଇଣ୍ଡାଠାରେ ଥିବା ରାସ୍ତା ଓ ଗୃହ ନିର୍ମାଣ ସଂସ୍ଥାର ବିଭାଗୀୟ ଅଧିକାରୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ଦାନ କରାଯାଇଛି। ଏସ୍‌ଡିଓ ଦାମୋଦର କୈବର୍ତ୍ତ,…

ରିଲିଫ ପାଣ୍ଠିକୁ ସହାୟତା କଲେ ବିଜେଡି କର୍ମୀ

ଖଇରା, ୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ୩୭ପଞ୍ଚାୟତର ବିଜେଡି କର୍ମୀଙ୍କ ପକ୍ଷରୁ ୫ଲକ୍ଷ ୬୩୦ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି ା ବୁଧବାର ଖଇରା ଦଳୀୟ କାର୍ଯ୍ୟାଳୟରେ କର୍ମୀ ମାନେ ପର୍ଯ୍ୟଟନ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କ ଜରିଆରେ…

ନାଲ୍‌କୋ ଦେଲା ୫୦ ହଜାର ମାସ୍କ

ବଅଁରପାଳ, ୨୩ା୪(ଡି.ଏନ.ଏ.) କରୋନା ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ନାଲ୍‌କୋ ପକ୍ଷରୁ ୫୦ ହଜାର ମାସ୍କ ପ୍ରସ୍ତୁତ କରାଯାଇ ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ଏଥିସହ ପାରିପାର୍ଶ୍ୱିକ ଗ୍ରାମଗୁଡିକରେ ଲୋକଙ୍କୁ ସଚେତନ କରାଯାଉଛି। ବାହାରେ ବୁଲାବୁଲି ନ କରିବା, ସାମାଜିକ…

କରୋନା ମୁକାବିଲା ପାଇଁ ସହାୟତା

ଢେଙ୍କାନାଳ ଅଫିସ, ୨୩।୪: ଢେଙ୍କାନାଳ ଜିଲାର ବିଭିନ୍ନ ଅନୁଷ୍ଠାନ କରୋନା ମୁକାବିଲା ଲାଗି ଅକୁଣ୍ଠ ସହାୟତା ପ୍ରଦାନ କରୁଛନ୍ତି। ବିଧାୟକ ସୁଧୀର ସାମଲଙ୍କ ଉପସ୍ଥିତିରେ ଜିଲା କ୍ରଶର ମାଲିକ କଲ୍ୟାଣ ସଂଘ ପକ୍ଷରୁ ବୁଧବାର ଜିଲା ରେଡ୍‌କ୍ରସ୍‌ ପାଣ୍ଠିକୁ ୬ଲକ୍ଷ ଟଙ୍କା…

ସଫେଇ କର୍ମଚାରୀଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ

ବାଲିଗୁଡ଼ା:୨୨ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ସମସ୍ତେ ଘରେ ରହୁଥିବାବେଳେ ନିଜ ଜୀବନକୁ ବିପଦରେ ପକାଇ ସହରକୁ ପରିସ୍କାର ପରିଚ୍ଛନ ରଖୁଛନ୍ତି ସଫେଇ କର୍ମଚାରୀ। ମହାମାରୀ କରୋନା ମୁକାବିଲା ପାଇଁ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି ଏମାନେ। ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ…

ଭିଡିଓ କନଫେରେନ୍ସିଂରେ ସରପଞ୍ଚଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ବନ୍ତ, ୨୨।୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ମୁକାବିଲା ପାଇଁ ଗତ ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ସରପଞ୍ଚଙ୍କୁ ଜିଲାପାଳ କ୍ଷମତା ଅର୍ପଣ କରିଛନ୍ତି। ନିଜ ନିଜ ପଞ୍ଚାୟତରେ କରୋନା ମୁକାବିଲା କିପରି କରାଯାଇପାରିବ ସେନେଇ ସମସ୍ତ ସରପଞ୍ଚଙ୍କୁ ବୁଧବାର…

୩୩୧ ରିପୋର୍ଟକୁ ଅପେକ୍ଷା

ବାରିପଦା ଅଫିସ, ୨୨ା୪: ଓଡ଼ିଶାରେ ଚିହ୍ନଟ ହୋଇଥିବା ଅଧିକାଂଶ କରୋନା ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ୍‌ ଥିବା ଜଣାପଡ଼ିବା ପରେ ମୟୂରଭଞ୍ଜ ଜିଲାର ବିଭିନ୍ନ ପ୍ରବେଶ ପଥକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାଲେଶ୍ୱରରୁ ପଜିଟିଭି ବାହାରିବା ପରେ ପଡ଼ୋଶୀ ଜିଲା ମୟୂରଭବାସୀ…

କାଳ ବୈଶାଖୀ ପ୍ରଭାବରେ କୁଆପଥର ମାଡ: ପରିବା ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା

କେନ୍ଦୁଝର, ୨୨ା୪(ସ୍ବ.ପ୍ର.): ମହାମାରୀ କରୋନା ନେଇ କେନ୍ଦୁଝର ଜିଲାର ପରିବା ଚାଷୀମାନେ ଅଭାବୀ ବିକ୍ରୀର ସମ୍ମୁଖୀନ ହେଉଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହେବାରୁ ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଦେଇଛି। ଅନେକ ଅଞ୍ଚଳରେ ଗଛ ଉପୁଡି ପଡିଥିବା ବେଳେ ଆମ୍ବ…

ସାନିଟାଇଜ୍‌ ହେଲା ଡାକ୍ତରଖାନା

ବାହାନଗା, ୨୨ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକର ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ କିଛି ଅଞ୍ଚଳକୁ ଅଗ୍ନିଶମ ବିଭାଗ ଦ୍ୱାରା ସାନିଟାଇଜ୍‌ କରାଯାଇଛି। ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତ୍ୟେକ ଦିନ ଶହ ଶହ ରୋଗୀ ଚାଲିଆସୁଥିବାରୁ ଏହାକୁ ଆଖିଆଗରେ ରଖି ପ୍ରଶାସନ ପକ୍ଷରୁ…

ଗୋଆରେ ଦାଦନ ଖଟିବାକୁ ଯାଇ ଜୀବନ ହରାଇଲେ ଶ୍ରମିକ

ସୁନ୍ଦରଗଡ, ୨୨ା୪(ଡି.ଏନ୍‌.ଏ.): ଗୋଆକୁ ଦାଦନ ଖଟିବାକୁ ଯାଇଥିବା ସୁନ୍ଦରଗଡ ଜିଲା ବାଲିଶଙ୍କରା ବ୍ଲକର ଜଣେ ୨୫ବର୍ଷୀୟ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ବ୍ଲକ ଅଧୀନ ଗଏଲଶୁଖା ଗ୍ରାମର ରଞ୍ଜିତ ହେମ୍ରମ (୨୫)। ସେଠାରେ ସମୁଦ୍ରରେ ମାଛ ମାରିବା କାମରେ ନିୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?