ଆମ ଜିଲା ଖବର

ଖବରଦାତାଙ୍କୁ ମଦ ବେପାରୀଙ୍କ ଆକ୍ରମଣ: ଏତଲା ପରେ ଜଣେ ଅଟକ

ପାତ୍ରପୁର,୨୧ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ଧରିତ୍ରୀ ଖବରଦାତା ଉମାଶଙ୍କର କରଙ୍କୁ ମଙ୍ଗଳବାର ରାତିରେ ମଦବେପାରୀ ଆକ୍ରମଣ କରିଛନ୍ତି। ଏନେଇ ଜରଡା ଥାନାରେ ଏତଲା ପରେ ନଂ.୭୩/୨୦ରେ ମାମଲା ରୁଜୁକରି ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି। ପ୍ରକାଶ ଯେ,…

ଜାଲ ବୁଣି ସମୟ କାଟୁଛନ୍ତି ସମାରୁ

ସମ୍ବଲପୁର,୨୨ା୪(ବ୍ୟୁରୋ)-ମହାମାରୀ କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି । ଏପ୍ରିଲ ୨୦ରୁ କଟକଣା କିଛିମାତ୍ରାରେ କୋହଳ କରାଯାଇଛି । ଲକ୍‌ଡାଉନର ସୁଯୋଗ ନେଇ ଅନେକଙ୍କ ଜୀବନଶୈଳୀରେ ବି ପରିବର୍ତ୍ତନ ଆସିଛି । ପୁରାତନ କାମକୁ ଆପଣେଇଛନ୍ତି ବହୁ ଲୋକ।…

ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ଚାଷୀଙ୍କ ସହାୟତା

ନୂଆଗାଁ, ୨୨।୪ (ଡି.ଏନ.ଏ.)-ବୁଧବାର ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ଅନ୍ତର୍ଗତ ସୋରଡା ଗ୍ରାମର ଚାଷୀ ବାସୁଦେବ ସାହୁ କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ୫୫ ହଜାର ୫୫୫ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି । ରାଉରକେଲା ଅତିରିକ୍ତ ଜିଲାପାଳ…

କରୋନା ସର୍ଭେବେଳେ ଅଙ୍ଗନଓ୍ବାଡି କର୍ମୀଙ୍କ ମୃତ୍ୟୁ

ଅମରପାଲି, ୨୨ା୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରାମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ବୁରୁବୁଡ଼ା ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମୀଙ୍କର କରୋନା ସର୍ଭେ ବେଳେ ବୁଧବାର ମୃତ୍ୟୁ ଘଟିଛି। ମୃତ ଅଙ୍ଗନଓ୍ବାଡି କର୍ମୀ ହେଲେ ଖଣ୍ଡହତା ଗଁାର କିଶୋରୀ ଥାଟି (୫୬)। ସୂଚନା ଅନୁସାରେ…

କାଳବୈଶାଖୀ, ବର୍ଷାପବନରେ ଘର ଭାଙ୍ଗିଲା

ଦାରିଙ୍ଗବାଡ଼ି,୨୨।୪(ଡି.ଏନ.ଏ)- ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ପୁଣି କାଳବୈଶାଖୀର ପ୍ରଭାବରେ ବୁଧବାର ବ୍ୟାପକ କ୍ଷୟକ୍ଷତି ହୋଇଛି ା ବ୍ଲକର ଗ୍ରୀନବାଡ଼ି ଏବଂ ପ୍ଲିହେରି ପଞ୍ଚାୟତରେ ସର୍ବାଧିକ ବର୍ଷା ହୋଇଛି ା ବିଜୁଳି ଘଡ଼ଘଡ଼ି ସହ କୁଆପଥର ବୃଷ୍ଟି ହୋଇଥିଲା। କିଲାବାଡ଼ି ଗ୍ରାମର ବିଶ୍ୱନାଥ…

ଅସହାୟ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ

ଲାଠୋର, ୨୨।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସ୍ବର୍ଗତ ଦୁର୍ଯ୍ୟୋଧନ ମେହେରଙ୍କ ପରିବାରକୁ ସ୍ଥାନୀୟ ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସହଯୋଗର ହାତ ବଢାଇଛନ୍ତି। ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପାଟଣାଗଡ ହସ୍‌ପିଟାଲରେ…

ରୋଜଗାର ଯୋଗାଉଛି ବରିଡା ଶାଗ

ରାଇକିଆ,୨୨ା୪(ଡି.ଏନ୍‌.ଏ.)- ବରିଡା ଶାଗର ସ୍ବାଦ ନିଆରା। ଏହାର ଚାହିଦା କନ୍ଧମାଳ ଜିଲ୍ଲା ରେ ଅଧିକ ରହିଛି। ଏପ୍ରିଲ ଓ ମେ’ ମାସରେ ବହୁଳ ଭାବେ ଏହାକୁ ଜଙ୍ଗଲରୁ ସଂଗ୍ରହ କରିଥାନ୍ତି ସ୍ଥାନୀୟ ବାସିନ୍ଦା। ଖରା ଦିନେ ଯେଉଁ ବର୍ଷା ହୋଇଥାଏ ସେଥିରେ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧.୧୫ ଲକ୍ଷ ଟଙ୍କା ପ୍ରଦାନ

ବୁଗୁଡା,୨୨ା୪(ଡି.ଏନ.ଏ.)- ବୁଗୁଡ଼ା ଏନ୍‌ଏସି ବିଜୁ ଜନତା ଦଳର ଜନ ପ୍ରତିନିଧି ଓ କର୍ମକର୍ତ୍ତାଙ୍କ ସହ କିଛି ବଦାନ୍ୟ ବ୍ୟକ୍ତି ମଙ୍ଗଳବାର କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧ ଲକ୍ଷ ୧୫ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସ୍ଥାନୀୟ ଏନ୍‌ଏସି…

ଦିଗପହଣ୍ଡିରେ ମିଲ ଯୋଜନାର ଶୁଭାରମ୍ଭ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିବା ‘ମିଲ’ ଯୋଜନାର ଶୁଭାରମ୍ଭ ହୋଇଛି। ବିଡ଼ିଓ ହଳଧର ଶବର ନିମଖଣ୍ଡି ପେଣ୍ଠ ପଞ୍ଚାୟତ ପନାଡ଼ ଗାଁରେ ପହଞ୍ଚତ୍ ହିତାଧିକାରୀଙ୍କୁ ମିଲ୍‌ କିଟ ବଣ୍ଟନ କରି ଏହାର ଶୁଭାରମ୍ଭ କରିଥିଲେ।…

ମିଡିଆ କ୍ଲବ ପକ୍ଷରୁ ମାସ୍କ, ସାବୁନ ବଣ୍ଟନ

ବୁଗୁଡା,୨୨ା୪(ଡି.ଏନ.ଏ.)-ବୁଗୁଡ଼ା ମିଡିଆ କ୍ଲବ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ସହରର ବିଭିନ୍ନ ସ୍ଥାନରେ ଲୋକମାନଙ୍କୁ ମାସ୍କ ଓ ସାବୁନ ବଣ୍ଟନ ସହ କରୋନା ସମ୍ପର୍କରେ ସଚେତନ କରାଯାଇଥିଲା। କରୋନା ମହାମାରୀରୁ ରକ୍ଷା ନିମନ୍ତେ ସହରରେ ଲକ୍‌ଡାଉନ ଓ ସଟଡାଉନ ଲାଗୁ ହୋଇଥିବାବେଳେ ଘରେ…

ଆଇସୋଲଶନ ସେଣ୍ଟର ପରିସର ସଫେଇ

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଛତ୍ରପୁର ବ୍ଲକ କଣମଣା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ କରୋନା ଆଇସୋଲେଶନ ସେଣ୍ଟରରେ କେତେଜଣଙ୍କୁ ସଙ୍ଗରୋଧରେ ରଖାଯାଇଛି। ଉକ୍ତ ଆଇସୋଲେଶନ ସେଣ୍ଟରରେ ସେଠାରେ ସ୍ବାସ୍ଥ୍ୟପ୍ରଦ ପରିବେଶ ସୃଷ୍ଟି ପାଇଁ ସରପଞ୍ଚ ଏସ. ଚକ୍ରପଣି ରେଡ୍ଡୀ ଉଦ୍ୟମ କରିଛନ୍ତି। ଭାରତୀୟ ବିରଳ…

କାଜୁ ଗଛରେ ପୋକ: ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଦୁର୍ଦ୍ଦିନରେ ଗତି କରୁଛନ୍ତି। ଏମାନେ ଜଙ୍ଗଲ ଜମିରେ ବସବାସ କରୁଛନ୍ତି। ଜଙ୍ଗଲ ଜମିରେ କାଜୁ ଚାଷ କରି ସେଥିରୁ ମିଳୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?