ଆମ ଜିଲା ଖବର

ଜିଲା ପ୍ରଶାସନ ତରଫରୁ ଦିଆଗଲା ଶୁଖିଲା ରାଶନ

ବାଲେଶ୍ୱର ଅଫିସ, ୧୦।୫-ଲକଡାଉନ ସମୟରେ ନିଜ ଗୁଜରାଣ ମେଣ୍ଟାଇବା ଲାଗି ବିଭିନ୍ନ ସମସ୍ୟାର ସାମ୍ନା କରୁଥିବା ୫୩ଟି ଅସହାୟ ପରିବାରଙ୍କୁ ଜିଲା ପ୍ରଶାସନ ତରଫରୁ ଶୁଖିଲା ରାଶନ କିଟ୍‌ ବଣ୍ଟନ କରାଯାଇଛି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଜରୁରୀକାଳୀନ…

ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)- ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି ୩ଟା ୫ ମିନିଟ୍‌ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।…

ରେଳ ଧାରଣାରେ ବେଲଦା ଯାଉଛନ୍ତି ୧୪ ଶ୍ରମିକ

ଜଳେଶ୍ୱର, ୧୦।୫(ସ୍ବ.ପ୍ର.)-କରୋନା ଲାଗି ଲକ୍‌ଡାଉନ୍‌ ଯୋଗୁ ଦେଶର ବିଭିନ୍ନ ସ୍ଥାନରେ କଳକାରଖାନା, କମ୍ପାନୀ ଆଦି ବନ୍ଦ ହୋଇ ଯାଇଥିବାରୁ ପ୍ରବାସୀମାନେ ଘରମୁହଁ। ହୋଇଛନ୍ତି। ଗମନାଗମନରେ ରୋକୋ ଲାଗିଥିବାରୁ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାତାୟାତ ଅସମ୍ଭବ ହୋଇପଡିଛି। ପାଖରେ ଅର୍ଥ ନ…

ପିଲାଙ୍କୁ ବାଣ୍ଟିଲେ ପାଠ୍ୟ ଉପକରଣ

ଯୋଡ଼ା, ୧୦।୫(ଡି.ଏନ.ଏ.)-କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସମଗ୍ର ଦେଶରେ ଲକଡାଉନ୍‌ ଘୋଷଣା କରାଯାଇଛି। ଏହି କାରଣରୁ ସମଗ୍ର ଦେଶରେ ସ୍କୁଲ୍‌ ଗୁଡିକ ବନ୍ଦ ରହିଛି। ଶିକ୍ଷା ବିଭାଗ ପକ୍ଷରୁ ସ୍କୁଲ୍‌ର ଛାତ୍ରୀଛାତ୍ରଙ୍କୁ ଘରେ ରହି ମୋବାଇଲ ଫୋନ ଦ୍ୱାରା ଅନଲାଇନ୍‌…

CORONAVIRUS UPDATE: ୨୦ ଜିଲାକୁ ଡେଇଁଲା କରୋନା; ଏକାଥରେ ୫୮ ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୩୫୨

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫, ମୟୁରଭଞ୍ଜ ୧ ଏବଂ ଅନୁଗୁଳ ଜିଲାରେ ୧୩ ଜଣ ରହିଥିବା ନେଇ ସ୍ୱାସ୍ଥ୍ୟ…

ଅସ୍ଥାୟୀ ଶିବିର ସମ୍ମୁଖରେ ୧୪୪ଧାରା ଜାରି

ଖଇରା,୧୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକର ବିଭିନ୍ନ ଅସ୍ଥାୟୀ ଚିକିତ୍ସା ଶିବିର ଆଗରେ ଭିଡ ଉପରେ କଟକଣା ଲଗାଇବାକୁ ପ୍ରଶାସନ ପକ୍ଷରୁ ଶନିବାର ଠାରୁ ୧୪୪ଧାରା ଜାରି କରାଯାଇଛି। ଏସମ୍ପର୍କରେ ଶନିବାର ଅପରାହ୍ନରେ ଖଇରା ତହସିଲ ପକ୍ଷରୁ ମାଇକ ଯୋଗେ ପ୍ରଚାର କରି…

ଆବଦ୍ଧାଞ୍ଚଳରେ କଟକଣା ମାନୁନାହାନ୍ତି: ବାଡବସା ପାଇଁ ହାତାହାତି

ଖଇରା,୧୦।୫(ଡି.ଏନ.ଏ)-ବାଲେଶ୍ୱର ଜିଲା ଖଇରା ବ୍ଲକ କୁରୁଣ୍ଟା ପଞ୍ଚାୟତ ବାରିଙ୍ଗିଆ ଗ୍ରାମରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର ଠାରୁ ବାରିଙ୍ଗିଆ ସମେତ ତତ୍‌ ସଂଲଗ୍ନ ମହିଁସାମୁଣ୍ଟା, ଚକାପଦାକୁ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରାଯାଇଛି। କିନ୍ତୁ ଏହାକୁ ଲୋକେ ମାନୁ ନାହାନ୍ତି।…

CORONAVIRUS UPDATE: ରାଜ୍ୟରେ ତୃତୀୟ କରୋନା ମୃତ୍ୟୁ

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା…

କାମ ନ ସରୁଣୁ ଧସୁଛି ପଥରବନ୍ଧ

ଜଳେଶ୍ୱର, ୧୦।୫(ସ୍ବ.ପ୍ର)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ମାକିଡିଆ ପଞ୍ଚାୟତଠାରେ ନିର୍ମାଣାଧୀନ ସୁବର୍ଣ୍ଣରେଖା ନଦୀର ପଥରବନ୍ଧ ଓ ସ୍ପର ନିର୍ମାଣ ନ ସରୁଣୁ ୩ଦିନରେ ୩ଟି ସ୍ଥାନରେ ଧସି ଯାଇଛି। ବର୍ଷାଋତୁ ଆସିବା ପୂର୍ବରୁ ପଥରବନ୍ଧର ଏପରି ଅବସ୍ଥା ନେଇ ଗ୍ରାମବାସୀଙ୍କ…

ବିଦେଶୀ ମଦ ବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ,୯ା୫(ଡି.ଏନ୍‌.ଏ.)- ଶେରଗଡ ଚାରିଛକରେ ଶନିବାର ଭୋରରେ ବିଦେଶୀ ମଦ ବୋଝେଇ ବୋଲେରୋ (ନଂ.ଓଡି୦୭ଆର୍‌-୬୯୭୨)କୁ ଶେରଗଡ ପୋଲିସ ଏସଡିପିଓ ସୂର୍ଯ୍ୟମଣୀ ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏଥିରେ ଥିବା ୬ଜଣଙ୍କୁ ଗିରଫ କରି ନଂ.୪୮/୨୦ରେ ମାମଲା ରୁଜୁକରି କୋର୍ଟ ଚାଲାଣ କରାଯାଇଛି। ମଦ…

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ କରି ପାରିବେ ନାହିଁ। ଦର ଧାର୍ଯ୍ୟ ପରେ ଆମ୍ବୁଲାନ୍ସ ରୋଗୀ କିମ୍ବା ମୃତଦେହ ନେବ।…

ଶ୍ରମିକଙ୍କ ପାଇଁ ପୁଣି ଡ୍ରାଇଭର ସାଜିଲେ ମନ୍ତ୍ରୀ ସୁଶାନ୍ତ ସିଂ

ସୋହେଲା,୯ା୫(ଡି.ଏନ.ଏ.): କିଛି ଦିନ ତଳେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଶ୍ରମିକମାନଙ୍କ ପାଇଁ ନିଜେ ଡ୍ରାଇଭର ସାଜି ରାତିରେ ସୋନପୁର ନେଇ ଛାଡିଥିଲେ। ଶନିବାର ସାରେ ପୁଣି ଥରେ ସେ ପିକ୍‌ଅପ୍‌ ଭ୍ୟାନ ଚଳାଇ ଶ୍ରମିକମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?