ଆମ ଜିଲା ଖବର

ଆଇସକ୍ରିମ୍‌ ଫ୍ୟାକ୍ଟ୍ରିରେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର: ୪ ଗୁରୁତର

ଧରାକୋଟ,୯ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ତାଳ ପାଟଣା ଛକରେ ଅଘଟଣ ଘଟିଛି। ଏକ ମଲେଇ ଫ୍ୟାକ୍ଟ୍ରିରେ ଗ୍ୟାସ୍‌ ବିସ୍ଫୋରଣ ଫଳରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ରମେଶ ମହାପାତ୍ର, ହେମନ୍ତ ମହାପାତ୍ର, ସଭାପତି…

ପ୍ରେମ ସମ୍ପର୍କକୁ ନେଇ ଗୋଷ୍ଠୀ ସଂଘର୍ଷ: ପୋଲିସକୁ ଘେରିଲେ ଆକ୍ରମଣକାରୀ

ଥୁଆମୂଳ ରାମପୁର , ୯।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କାଣିଗୁମା ପଞ୍ଚାୟତ ତାରାଗାଁ(ପିତମାଣ୍ଡି)ରେ ପ୍ରେମ ସମ୍ପର୍କକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି କରିଛି। ଜଣେ ଆଦିବାସୀ ଯୁବତୀ…

ସକାଳୁ ସକାଳୁ ଅଘଟଣ: ଚାଷୀଙ୍କୁ ଦଳି ଦେଲା ହାତୀ

ବରଗଡ଼/ଅତାବିରା,(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଅନ୍ଧାରିପାଲି ଅଞ୍ଚଳରେ ସୋମବାର ଭୋର୍‌ ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ଷେତକୁ ଯାଇଥିବାବେଳେ ଉକ୍ତ ଗ୍ରାମର ଜଣେ ଚାଷୀ ବେଣୁ ଛୁରିଆଙ୍କୁ ଗୋଠଛଡା ଏକ ହାତୀ ଦଳି…

କେସିଙ୍ଗାରୁ ଭୁବନେଶ୍ୱରକୁ ଟ୍ରେନ ଚଳାଚଳ ପାଇଁ ଜିଏମଙ୍କ ନିକଟରେ ଦାବି

କେସିଙ୍ଗା,୯।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହର ହେଉଛି ଜିଲାର ମୁଖ୍ୟ ଦ୍ୱାର। ଏହି ସହରରେ ପୁରାତନ ରେଲୱେ ଷ୍ଟେଶନ ରହିଛି। ଏହି ଷ୍ଟେଶନରୁ ଯାତ୍ରୀ ମାନେ ଦିଲ୍ଲୀ, ମୁମ୍ବାଇ, ଗୁଜରାଟ, ବିଶାଖାପାଟଣା, ଚେନ୍ନାଇ ଭଳି ଦୂର ଜାଗାକୁ ଯାତ୍ରା କରୁଛନ୍ତି।…

ସ୍ପିଡ ବାଇକ ଧକ୍କାରେ ଗୁରୁତର ଡାକ୍ତରୀ ଛାତ୍ରୀ ମୃତ, ବଢ଼ିଲା ଛାତ୍ର ଅଶାନ୍ତି

ବଲାଙ୍ଗୀର,୯।୩, ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ଜଣେ ଛାତ୍ରୀଙ୍କୁ ରବିବାର କଲେଜ ସମ୍ମୁଖରେ ଏକ ସ୍ପିଡ ବାଇକ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ଛାତ୍ରୀ ଜଣକ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ସେଠାରୁ ଉଦ୍ଧାର କରାଯାଇ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଶିଶୁଙ୍କ ସହ ଚାଲିଗଲା ୪ଜଣଙ୍କ ଜୀବନ

ଭେଡେନ,୮।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଗୋଡଭଗାରୁ ସୋନପୁର ରାସ୍ତାର ଭେଡେନ ଥାନା ରୁଷୁଡା ଫାଣ୍ଡି ଅନ୍ତର୍ଗତ ମେହେନା ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୋନପୁର ପଟୁ ଗୋଡଭଗା ଆସୁଥିବା ଏକ ବୋଲେରୋ ଏବଂ ବିପରୀତ…

ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ବିଜୟଲକ୍ଷ୍ମୀ ପୁରସ୍କୃତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଆଙ୍କୋରଡା ପଞ୍ଚାୟତର ଅଙ୍ଗନୱାଡ଼ି କର୍ମୀ ପି. ବିଜୟଲକ୍ଷ୍ମୀ ଦୋରାଙ୍କୁ ଗଞ୍ଜାମ ଜିଲାର ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ଭାବେ ପୁରସ୍କୃତ କରାଯାଇଛି। ରବିବାର ଜିଲା ସଦର ମହକୁମା ଛତ୍ରପୁରରେ ଗଞ୍ଜାମ ଜିଲାସ୍ତରୀୟ…

କୋର୍ଟରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ ପରିସରରେ ରବିବାର ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ସିଭିଲ ଜଜ୍‌ ସିନିୟର୍‌ ଡିଭିଜନ କୋର୍ଟର ମାଜିଷ୍ଟ୍ରେଟ ତଥା ତାଲୁକ ଆଇନ୍‌ ସହାୟତା କମିଟି ଅଧ୍ୟକ୍ଷା ମହାଶ୍ୱେତୋ ପରିଜାଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବଙ୍କ ଲାଞ୍ଜିଗଡ ଗସ୍ତ, ଜନମନ ଯୋଜନାରେ….

ଲାଞ୍ଜିଗଡ,୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ୍ ଦିନିକିଆ ଗସ୍ତରେ ଆସି ତ୍ରିଲୋଚନପୁର ପଞ୍ଚାୟତର ଦୁର୍ଗମ କୁନ୍ନାକାଡୁ ଗାଁ’କୁ ରବିବାର ଗସ୍ତ କରିଥିଲେ ପଞ୍ଚାୟତରାଜ ଓ ପାନୀୟ ଜଳ ବିଭାଗ ଅତିରିକ୍ତ ସଚିବ ଗୀତାଞ୍ଜଳି ନାଏକ । ସଚିବ ପ୍ରଥମେ…

କୋଲାବ ଜଳଭଣ୍ଡାରରେ ୩ ଜଣ ନବୋଦୟ ଛାତ୍ରଙ୍କ ମୃତ୍ୟୁ ଘଟଣା, ୩ ନିଲମ୍ବିତ

କୋରାପୁଟ, ୮।୩( ଅମିତାଭ ବେହେରା ): କୋରାପୁଟ କୋଲାବ ଜଳଭଣ୍ଡାରରେ ଶନିବାର ନବୋଦୟ ବିଦ୍ୟାଳୟର ତିନି ଛାତ୍ର ବୁଡ଼ି ମୃତ ଘଟଣାରେ ରବିବାର ନବୋଦୟ ସଂସ୍ଥାର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କୋରାପୁଟ ନବୋଦୟ ବିଦ୍ୟାଳୟର ୨…

ବସ୍‌କୁ ପିଟିଲା ଯାତ୍ରୀବାହୀ ବସ୍‌: ୩୫ ଆହତ, ୫ ଯାତ୍ରୀ ଗୁରୁତର

ବାହାନଗା,୮।୩(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ୧୬ ନମ୍ବର ଜାତୀୟ ରାଜପଥ ଖନ୍ତାପ ନିକଟରେ ରବିବାର ୨ ଯାତ୍ରୀବାହୀ ବସ୍‌ ମଧ୍ୟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍‌ରେ ୮୦ରୁ ଊଦ୍ଦର୍‌ବ ଯାତ୍ରୀ ଯାତ୍ରା କରୁଥିବା ବେଳେ ୩୫ଜଣ…

ଅନ୍ତର୍ଜାତୀୟ ମହିଳା ଦିବସ, ସୁସ୍ଥ ସମାଜ ଗଠନରେ ମହିଳାମାନଙ୍କ ଭୂମିକା ଅନନ୍ୟ

ବରଗଡ଼,୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ରବିବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ବରଗଡ଼ ନେହେରୁ ଏସୋସିଏସନ ମହିଳା ସମିତି ପକ୍ଷରୁ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମିତିର ସଭାପତି ସୁଷମା ଭୋଇ ସ୍ୱାଗତ ଭାଷଣ ଦେଇ ସମାଜରେ ମହିଳାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?