ଆମ ଜିଲା ଖବର

ବିଲରେ ପଡି ଯୁବକଙ୍କ ପ୍ରାଣଗଲା, ଅଂଶୁଘାତ ସନ୍ଦେହ

ବାଲିଆପାଳ/ଲଙ୍ଗଳେଶ୍ୱର, ୯।୫(ସ୍ବ.ପ୍ର/ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଲଙ୍ଗଳେଶ୍ୱର ଗ୍ରାମର ନରୋତ୍ତମ ସାହୁ ନାମକ ଯୁବକ ଶନିବାର ମଧ୍ୟାହ୍ନ ସମୟରେ ବିଲରେ ପଡି ପ୍ରାଣ ହରାଇଛନ୍ତି। ସେ ଧାନ କାଟୁଥିବା ବେଳେ ହଠାତ୍‌ ତଳେ ପଡିଯାଇଥିଲେ। ଅନ୍ୟ ବିଲରେ କାର୍ଯ୍ୟ କରୁଥିବା କେତେଜଣ…

ପ୍ରବାସୀ ଶ୍ରମିକଙ୍କ ଦୁଃଖ: ଗଛ ତଳେ ଆଶ୍ରୟ ନେଲେ

ବରଗଡ଼ ଅଫିସ୍‌,୯।୫: କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ ପାଇଁ ପ୍ରାୟ ଦେଢ଼ମାସ ହେଲା ଲକ୍‌ଡାଉନ କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଏଥିରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି। ଶନିବାର ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ୧୩ ଜଣ…

ଛଟେଇ ଆରମ୍ଭ କଲେଣି ଠିକା ସଂସ୍ଥା

ଝାରସୁଗୁଡା ଅଫିସ,୯ା୫: ଝାରସୁଗୁଡାରେ ଏବେ ଠିକା ସଂସ୍ଥାଗୁଡିକ ଛଟେଇ ଆରମ୍ଭ କଲେଣି। ଫଳରେ ବାହାର ଅଞ୍ଚଳରୁ ଆସୁଥିବା ଶ୍ରମିକ ଏବେ ଘର ମୁହାଁ ହେଲେଣି। ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଶନିବାର ଛଟେଇ ହୋଇଥିବା ଶ୍ରମିକ ଘରକୁ ଯିବା ପାଇଁ ବସ୍‌…

ଅସ୍ଥାୟୀ ଆଶ୍ରୟଗୃହରେ ଶ୍ରମିକଙ୍କ ଜୀବନ ଗଲା

ସୋନପୁର/ବିନିକା,୯।୫(ନି.ପ୍ର./ଡି.ଏନ୍‌.ଏ.):ଲକ୍‌ଡାଉନ୍‌ରେ ଫସି ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅନ୍ତର୍ଗତ ସିଂଘିଯୁବା ୟୁପି ସ୍କୁଲ(ଅସ୍ଥାୟୀ ଆଶ୍ରୟ ସ୍ଥଳ)ରେ ରହୁଥିବା ପଶ୍ଚିମବଙ୍ଗର ଜଣେ ଶ୍ରମିକଙ୍କର ଶନିବାର ମୃତ୍ୟୁ ହୋଇଛି। ମୃତ ଶ୍ରମିକଙ୍କ ନାମ ବକୁଲ ସେଖ୍‌(୨୨)। ତାଙ୍କ ଘର ପଶ୍ଚିମବଙ୍ଗ ମୁର୍ଶିଦାବାଦ ଜିଲା ଲିମଟିଟା…

କାଳବୈଶାଖୀରେ ୭୪୪ ଘର ଭାଙ୍ଗିଛି

ମନମୁଣ୍ଡା,୯।୫ (ଡି.ଏନ.ଏ.)-ନିକଟରେ ହୋଇଥିବା କାଳବୈଶାଖୀରେ ବୌଦ୍ଧ ଜିଲାର ବିଭିନ୍ନ ଅଞ୍ଚଳରେ ୭୪୪ ଜଣଙ୍କ ଘର ଭାଙ୍ଗି ଯାଇଥିବା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି। ବିପନ୍ନ ଲୋକେ ଖୋଲା ଆକାଶ ତଳେ ପଡି ରହି ଅତି ଦୟନୀୟ ଭାବେ ଦିନ କାଟୁଛନ୍ତି। କଣ୍ଟାମାଳ…

ପୋଚ ନଷ୍ଟ କଲେ ଗାଁ ମହିଳା

ସମ୍ବଲପୁର,୯ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧମା ଥାନା ଅଞ୍ଚଳରେ ମଦ କାରବାର ଦିନକୁ ଦିନ ବଢି ଚାଲିଛି । ସମ୍ବଲପୁର ଜିଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପାଖରେ ବାରମ୍ବାର ଅଭିଯୋଗ କଲା ପରେ ବି କୌଣସି ସୁଫଳ ମିଳିନାହିଁ। ଶନିବାର ପୂର୍ବାହ୍ନରେ…

ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର

ନାକଟିଦେଉଳ,୯।୫(ଡି.ଏନ.ଏ.): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ଅନ୍ତର୍ଗତ ଜାମୁଯୋରୀ ପଞ୍ଚାୟତର ଏକ ଗାଁରେ ଜଣେ ଦିବ୍ୟାଙ୍ଗ ଯୁବତୀ ବଳାତ୍କାରର ଶିକାର ହୋଇଛନ୍ତି। ଏ ନେଇ ନାକଟିଦେଉଳ ଥାନାରେ ଶନିବାର ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ବୈରାଗୀ ମାଝି ଓରଫ ବାବୁଲି…

ଓଡ଼ିଶା ଫେରାଇ ଆଣିବାକୁ ତାମିଲନାଡୁରୁ ପ୍ରବାସୀଙ୍କ ନିବେଦନ

ବାମରା,୯।୫,(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ଲରିଆପାଲି ପଞ୍ଚାୟତ ନୂଆଡ଼ିହି ଗ୍ରାମର ଲିଲିମା କୁଜୁର ଓ ଜମନକିରା ବ୍ଲକ ଟିକଲିପଡା ପଞ୍ଚାୟତ ବରହାମୁଣ୍ଡି ଗ୍ରାମର ଶୁକ୍ରା ଓରାମଙ୍କ ସମେତ କେତେକ ଯୁବକ ଯୁବତୀ ତାମିଲନାଡୁ ରାଜ୍ୟ ଇରୋଡ଼ ଜିଲା ପଲଭାକାଲିପଲାୟମସ୍ଥିତ ଅରୁଣ…

ଛତିଶଗଡ଼, ଝାଡ଼ଖଣ୍ଡ ଗଲେ ୧୦୬

ଅନୁଗୋଳ ଅଫିସ/ଛେଣ୍ଡିପଦା/ପାଲଲହଡ଼ା, ୯।୫- ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ କ୍ବାରାଣ୍ଟାଇନ୍‌ ଅବଧି ସମାପ୍ତ କରିଥିବା ଛତିଶଗଡ଼ର ୭୫ ଜଣ ଶ୍ରମିକଙ୍କୁ ଏକ ସ୍ବତନ୍ତ୍ର ବସ୍‌ ଯୋଗେ ତାଙ୍କ ଅଞ୍ଚଳକୁ ପଠାଯାଇଛି। ସେମାନଙ୍କ ମଧ୍ୟରୁ ଅନୁଗୋଳ ବ୍ଲକରେ ୨୪ ଜଣ, ବଅଁରପାଳ ବ୍ଲକରେ…

ଗୁଜରାଟ, ମହାରାଷ୍ଟ୍ରରୁ ଆସୁଛନ୍ତି ୧୦୯ ପ୍ରବାସୀ

ଅନୁଗୋଳ ଅଫିସ, ୯।୫- ମହାରାଷ୍ଟ୍ର ଓ ଗୁଜରାଟରୁ ଓଡ଼ିଶାକୁ ଆସୁଥିବା ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଅନୁଗୋଳ ଜିଲାର ୧୦୯ ଜଣ ଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଶ୍ରମିକମାନେ ପହଞ୍ଚତ୍ବା ପରେ ସେମାନଙ୍କୁ ସ୍ବତନ୍ତ୍ର ବସ୍‌ରେ ଅନୁଗୋଳ…

ଭାଜପା ପକ୍ଷରୁ ବିନା ରାଶନକାର୍ଡ଼ଧାରୀଙ୍କୁ ସାମଗ୍ରୀ ବଣ୍ଟନ

ବାଲେଶ୍ୱର ଅଫିସ, ୯।୫-କରୋନା ମହାମାରୀର ମୁକାବିଲା ପାଇଁ ସରକାରଙ୍କ ପାଖରେ ବର୍ତ୍ତମାନ ପର୍ଯ୍ୟନ୍ତ ଏକମାତ୍ର ବିକଳ୍ପ ସାମାଜିକ ଦୂରତ୍ୱ ରକ୍ଷା କରିବା। ସେହି କ୍ରମରେ ଗତ ମାର୍ଚ୍ଚ ୨୩ତାରିଖରୁ କ୍ରମାଗତ ଭାବେ ରାଜ୍ୟ ଲକ୍‌ଡାଉନରେ ରହିଛି। ଲୋକଙ୍କର ଜୀବନଜୀବିକା ପାଇଁ ଉଭୟ…

୨ ଚୋରି ମାମଲାରେ ୩ ଗିରଫ

ବାଲେଶ୍ୱର ଅଫିସ, ୯।୫-ବାଲେଶ୍ୱର ଜିିଲା ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଭୋଳାଗଡ଼ିଆ ଅଞ୍ଚଳର ଜଣେ ମହିଳା ଶୁକ୍ରବାର ପୂର୍ବାହ୍ନରେ ଡାକ୍ତରଙ୍କ ପାଖକୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଯାଉଥିବା ବେଳେ ଏକୁଟିଆ ଦେଖି ଦୁଇଜଣ ଯୁବକ ତାଙ୍କଠାରୁ ୧୬ ଗ୍ରାନ୍‌ର ସୁନାଚେନ୍‌ ଲୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?